ଭୁବନେଶ୍ବର: ଆଜି ଶେଷ ହୋଇଛି ଷୋଢଶ ବିଧାନସଭାର ଅଧିବେଶନ। ଆଜି ବ୍ୟୟ ମଂଜୁରୀ ବିଲ ପାଶ ହେବା ପରେ ଗୃହକୁ ଅନିର୍ଦ୍ଧିଷ୍ଠ କାଳ ପାଇଁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି। ଏହି ଅଧିବେଶନ ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଚାଲିବାର ଥିଲା। […]
ନୂଆଦିଲ୍ଲୀ: ଆଜି ସଂସଦ ଭବନ କ୍ୟାଣ୍ଟିନରେ ପ୍ରଧାନମନ୍ତ୍ରୀଙ୍କ ସହିତ ମଧ୍ୟାହ୍ନ ଭୋଜନ କରିଛନ୍ତି ବିଜେଡି ସାଂସଦ ସସ୍ମିତ ପାତ୍ର। ଏ ନେଇ ପ୍ରଧାନମନ୍ତ୍ରୀ ତାଙ୍କ ସାମାଜିକ ଗଣମାଧ୍ୟମରେ ଫଟୋ ସହିତ ଲେଖା ମଧ୍ୟ ପ୍ରକାଶ କରିଛନ୍ତି। କେବଳ ସସ୍ମିତ ନୁହଁନ୍ତି ବିଭିନ୍ନ […]
ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ଚରଣ ସିଂହଙ୍କୁ ଭାରତ ରତ୍ନ ଦେବାକୁ କେନ୍ଦ୍ର ସରକାର ଘୋଷଣା କରିଛନ୍ତି। ଆରଏଲଡି ଏବଂ ଜାଟ ସମାଜ ଗତ ତିନି ଦଶନ୍ଧି ଧରି କୃଷକ ନେତା ଚରଣ ସିଂହଙ୍କୁ ଭାରତ ରତ୍ନ ଦେବାକୁ ଦାବି କରି ଆସୁଥିଲା। […]
ଭୁବନେଶ୍ବର: ବିଜେଡିର ନେତା ମୁଖ୍ୟମନ୍ତ୍ରୀ ହେବା ପାଇଁ ଚାହୁଥିଲେ। ସେଥିପାଇଁ ସେ ମୁଖ୍ୟମନ୍ତ୍ରୀଙ୍କ ସ୍ବାସ୍ଥ୍ୟ ଖରାପ ବୋଲି ଅପ୍ରଚାର କରିବାରେ ଲାଗିଥିଲେ। ସେ ଚାହୁଁଥିଲେ ମୁଖ୍ୟମନ୍ତ୍ରୀଙ୍କ ଦେହ ଖରାପ କହି ନିଜେ ମୁଖ୍ୟମନ୍ତ୍ରୀ ହେବେ। ସେଥିପାଇଁ ସେ କେତେକ ବିଧାୟକଙ୍କ ସହିତ […]
ନୂଆଦିଲ୍ଲୀ: ଜାତୀୟ ଗଣମାଧ୍ୟମର ଟାଇମ୍ସ ନାଓ ର ନିର୍ବାଚନକୁ ନେଇ ସର୍ଭେ ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ଓଡିଶାରେ ନବୀନ ପଟ୍ଟନାୟକ ପୂର୍ବପରି ଲୋକପ୍ରିୟତା ବଜାଇ ରଖିଛନ୍ତି।ମୁଖ୍ୟତଃ ରାଜ୍ୟରେ ଜନହିତକର ଯୋଜନା ସହିତ ନବୀନଙ୍କ ନିର୍ମଳ ଭାବମୂର୍ତ୍ତି ତାଙ୍କର ଲୋକପ୍ରିୟତାକୁ ବଜାଇ […]
ଭୁବନେଶ୍ଵର: ଲୋକସଭା ନିର୍ବାଚନ-୨୦୨୪ ପାଖେଇ ଆସୁଛି। ତେଣୁ ଏଥିପାଇଁ ସବୁ ରାଜନୈତିକ ଦଳ ନିଜ ନିଜର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଏହିକ୍ରମରେ ଭାରତୀୟ ଜନତା ପାର୍ଟି ମଧ୍ୟ ନରେନ୍ଦ୍ର ମୋଦୀଙ୍କ ନେତୃତ୍ଵରେ ଲଢିବା ପାଇଁ ଅଣ୍ଟା ଭିଡ଼ିଛି। ତେବେ ଓଡିଶା ବିଜେପି […]
ନୂଆଦିଲ୍ଲୀ: କେନ୍ଦ୍ରୀୟ ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତି ମହାରାଷ୍ଟ୍ର ରାଜନୀତିର ଚାଣକ୍ୟ ଶରଦ ପାୱାରଙ୍କୁ ଏକ ବଡ଼ ଝଟକା ଦେଇଛି। ପୁତୁରା ଅଜିତ ପାୱାରଙ୍କ ନେତୃତ୍ୱାଧୀନ ଗୋଷ୍ଠୀକୁ ନିର୍ବାଚନ ଆୟୋଗ ତାଙ୍କ ନିଷ୍ପତ୍ତିରେ ପ୍ରକୃତ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି)ଭାବେ ବିବେଚନା କରିଛନ୍ତି। […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ଓଡ଼ିଶା ଗସ୍ତ କାଳରେ ରାଜ୍ୟର ଶାସନ କ୍ଷମତାରେ ଥିବା ବିଜଦ ସରକାରକୁ ସମାଲୋଚନା କରିବା ପରିବର୍ତ୍ତେ ଏହାର ମୁଖିଆ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବନ୍ଧୁ ବୋଲି ସମ୍ବୋଧନ କରିଛନ୍ତି। ଓଡ଼ିଶାରେ ବିଜଦ ଓ ଭାଜପା ମଧ୍ୟରେ […]
ଭୁବନେଶ୍ୱର: ଏକାମ୍ର ନିର୍ବାଚନ ମଣ୍ଡଳୀର ଶତାଧିକ ବିଜେପି କର୍ମୀ ଆଜି ଶଙ୍ଖ ଭବନ ଠାରେ ବିଜେଡ଼ି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଓ ମନ୍ତ୍ରୀ ତଥା ଏକାମ୍ର ବିଧାୟକ ଅଶୋକ ଚନ୍ଦ୍ର ପଣ୍ଡାଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି। ଦଳରେ […]
ଭୁବନେଶ୍ବର: ଆଗାମୀ ସାଧାରଣ ନିର୍ବାଚନ ନିମନ୍ତେ ଗତ ଜାନୁଆରୀ ମାସ ୫ ତାରିଖରେ ଚୂଡ଼ାନ୍ତ ଭୋଟର ତାଲିକା ୨୦୨୪ ପ୍ରକାଶିତ ହୋଇଅଛି। ଏହାର ନକଲ ବୁଥ୍ସ୍ତରୀୟ ଅଧିକାରୀ (BLO) ଓ ସମସ୍ତ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଉପଲବ୍ଧ ଅଛି । ଚୂଡ଼ାନ୍ତ ଭୋଟର […]
ନୂଆଦିଲ୍ଲୀ: ଆଜି ସୁପ୍ରିମ କୋର୍ଟ ଚଣ୍ଡିଗଡ ମେୟର ନିର୍ବାଚନ ନେଇ କ୍ଷୁବ୍ଧ ହୋଇଛନ୍ତି। ମୁଖ୍ୟ ବିଚାରପତି ଜଷ୍ଟିସ ଡି ୱାଇ ଚନ୍ଦ୍ରଚୁଡ କହିଛନ୍ତି ଏହି ନିର୍ବାଚନରେ ଗଣତନ୍ତ୍ରର ହତ୍ୟା କରାଯାଇଛି। ଚଣ୍ଡିଗଡ ମେୟର ନିର୍ବାଚନରେ ପ୍ରିଜାଇଡିଂ ଅଫିସର ଭୋଟ ଫିକ୍ସିଂ ଅଭିଯୋଗ […]
ନୂଆଦିଲ୍ଲୀ: ୨୦୨୪ ବର୍ଷ ପାଖେଇ ଆସିଥିବାବେଳେ ଲୋକସଭା ନିର୍ବାଚନ କାଉଣ୍ଟଡାଉନ୍ ମଧ୍ୟ ଆରମ୍ଭ ହୋଇଯାଇଛି। ସମ୍ଭବତଃ ଏପ୍ରିଲ-ମେ ମାସରେ ନିର୍ବାଚନ ହେବ। ଏଥର ଲଢ଼େଇ ବିରୋଧୀ ଇଣ୍ଡି ମେଣ୍ଟ ଓ ଏନଡିଏ ମଧ୍ୟରେ ହେବ। ଏନଡିଏ ଏଥର ୪୦୦ରୁ ଅଧିକ ଆସନରେ […]
ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣିଥରେ ସକ୍ରିୟ ହୋଇଛନ୍ତି। ବିରୋଧୀ ଦଳର ଇଣ୍ଡି ମେଣ୍ଟରେ ଥିଲେ ମଧ୍ୟ ସେ କଂଗ୍ରେସକୁ କୌଣସି ଗୁରୁତ୍ୱ ଦେଉନାହାନ୍ତି। ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଇଡି ଗିରଫ କରିବା ବିରୋଧରେ ସେ ବିକ୍ଷୋଭ […]
ଚେନ୍ନାଇ: ଉତ୍ତରର ରାଜ୍ୟ ହେଉ କି ଦକ୍ଷିଣର ଅନ୍ୟ ରାଜ୍ୟ, ତାମିଲନାଡୁର ରାଜନୀତି ଅନ୍ୟ ରାଜ୍ୟମାନଙ୍କଠାରୁ ସାମାନ୍ୟ ଭିନ୍ନ। ତାମିଲନାଡ଼ୁରେ ତାରକାମାନେ ଚଳଚ୍ଚିତ୍ର ରାଜନୀତିରେ ପ୍ରବେଶ କରିବାର ଦୀର୍ଘ ଇତିହାସ ରହିଛି। ଏବେ ତାମିଲ ଅଭିନେତା ବିଜୟ ରାଜନୀତିରେ ପ୍ରବେଶ ଘୋଷଣା […]
ନୂଆଦିଲ୍ଲୀ: ଦେଶରେ ଲୋକସଭା ନିର୍ବାଚନ ପାଇଁ ଆଉ ଅଧିକ ସମୟ ବାକି ନାହିଁ। କେନ୍ଦ୍ର ସରକାରଙ୍କ ପକ୍ଷରୁ ଅନ୍ତରୀଣ ବଜେଟ ଆସିଛି। ଅଯୋଧ୍ୟାର ରାମ ମନ୍ଦିରରେ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ମଧ୍ୟ ଶେଷ ହୋଇଛି। ଏବେ ଲୋକସଭା ନିର୍ବାଚନ ତାରିଖ ଘୋଷଣାକୁ […]
ନୂଆଦିଲ୍ଲୀ: ବିହାରରେ ଜେଡିୟୁ ଏନଡିଏରେ ସାମିଲ ହେବା ପରେ ବିଜେପି ପୁଣିଥରେ କ୍ଷମତାକୁ ଆସିଛି। କିନ୍ତୁ ଚଳିତ ବର୍ଷ ହେବାକୁ ଥିବା ଲୋକସଭା ନିର୍ବାଚନ ପାଇଁ ଆସନ ବଣ୍ଟନକୁ ନେଇ ବିଜେପିର ସମସ୍ୟା ବଢ଼ିବାରେ ଲାଗିଛି। ସୂତ୍ରରୁ ପ୍ରକାଶ ଯେ ଏନଡିଏରେ […]
ଭୁବନେଶ୍ୱର: ଆଉ ଦିନ କେଇଟା ପରେ ଲୋକସଭା ନିର୍ବାଚନ ପାଇଁ ନିର୍ବାଚନ କମିଶନଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇବ। ଏହା ପୂର୍ବରୁ ରାଜ୍ୟରେ ଲୋକସଭାରେ କିଏ କେଉଁଠୁ ପ୍ରାର୍ଥୀ ହେବ ତାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଚର୍ଚ୍ଚା ଅନୁସାରେ ଆଗାମୀ […]
ନୂଆଦିଲ୍ଲୀ: ବଜେଟ ଅଧିବେଶନ ୨୦୨୪ ପୂର୍ବରୁ ସଂସଦ ଭବନ ବାହାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରାମ-ରାମ କହିବା ପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅଭିଭାଷଣରେ ୩ ଥର ରାମ ମନ୍ଦିର ବିଷୟରେ ଉଲ୍ଲେଖ କରିଥିଲେ। ବାସ୍ତବରେ ୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ […]
ନୂଆଦିଲ୍ଲୀ: ନରେନ୍ଦ୍ର ମୋଦିଙ୍କ ଦ୍ୱିତୀୟ ପାଳିର ମଝିରେ ବିହାର ଓ ମହାରାଷ୍ଟ୍ର ବିଜେପି ପାଇଁ ରାଜନୈତିକ ସମସ୍ୟା ପାଲଟିଥିଲା। ନିର୍ବାଚନ ପୂର୍ବରୁ ସହଯୋଗୀ ଥିବା ନୀତୀଶ କୁମାର ଓ ଉଦ୍ଧବ ଠାକରେ ଉଭୟ ରାଜ୍ୟରେ ବିଜେପିକୁ କ୍ଷମତାରୁ ହଟାଇବା ପାଇଁ ବିରୋଧୀଙ୍କ […]
ନୂଆଦିଲ୍ଲୀ: ବିହାରରେ ରାଜନୈତିକ ହଟଚମଟ ଭିତରେ ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି । ବିଜେପି ସମର୍ଥନରେ ନୀତୀଶ ରବିବାର ସନ୍ଧ୍ୟାରେ ପୁଣି ଥରେ ରାଜ୍ୟରେ ଏନଡିଏ ସରକାରର ନେତୃତ୍ୱ ନେବେ । ଏଭଳି ସ୍ଥିତିରେ ୨୦୨୨ରେ ବିଜେପିରୁ ଅଲଗା […]
ନୂଆଦିଲ୍ଲୀ: ସାଧାରଣ ନିର୍ବାଚନ ପୂର୍ବରୁ ବିଜେପି ନିଜର ପ୍ରସ୍ତୁତି ଚୂଡ଼ାନ୍ତ କରିବା ଆରମ୍ଭ କରିଛି। ଲୋକସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଦଳ ଶନିବାର ଅନେକ ଗୁରୁତ୍ୱପୂର୍ଣ୍ଣ ନିଯୁକ୍ତି ଦେଇଛି। ୨୩ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳ ପାଇଁ ନିର୍ବାଚନ ପ୍ରଭାରୀ […]