ଭୁବନେଶ୍ବର: ଓଡିଶାରେ ଚାଲିଛି ଶେଷ ପର୍ଯ୍ୟାୟ ନିର୍ବାଚନ। ଏଥିରେ ଛଅଟି ଲୋକସଭା ଆସନରେ ନିର୍ବାଚନ ଅନୁଷ୍ଠିତ ହେଉଛି। ସେଗୁଡିକ ହେଲା କେନ୍ଦ୍ରାପଡା, ଜଗତସିଂହପୁର, ଯାଜପୁର, ଭଦ୍ରକ, ମୟୁରଭଂଜ ଏବଂ ବାଲେଶ୍ବର। ଏଥିସହିତ ଏହା ଅଧିନରେ ଥିବା 42ଟି ବିଧାନସଭାରେ ମଧ୍ୟ ଏକକାଳିନ […]
ଭୁବନେଶ୍ବର: ଆଜି ଓଡିଶାର ୬ ଲୋକସଭା ଏବଂ ୪୨ ବିଧାନସଭା ଆସନ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ଆଜି ସକାଳ ୯ଟା ସୁଦ୍ଧା ୭.୬୯ ପ୍ରତିଶତ ମତଦାନ ହୋଇଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରୁ ଜଣାପଡିଛି।ତେବେ ଅନ୍ୟାନ୍ୟ ସ୍ଥାନରେ […]
ଭୁବନେଶ୍ବର: ଆଜି ଓଡିଶାରେ ଶେଷ ପର୍ଯ୍ୟାୟ ମତଦାନ ଚାଲିଛି। ଆଜି ସକାଳ 7ଟାରୁ ଏହି ପକ୍ରିୟା ଆରମ୍ଭ ହୋଇଛି। ବର୍ତ୍ତମାନ ସୁଦ୍ଧା ଶାନ୍ତି ଶୃଙ୍ଖଳାରେ ଚାଲିଛି ମତଦାନ ପକ୍ରିୟା। ଏହି ପର୍ଯ୍ୟାୟରେ ଛଅଟି ଲୋକସଭା ଆସନରେ ନିର୍ବାଚନ ଅନୁଷ୍ଠିତ ହେଉଛି। ସେଗୁଡିକ […]
ଭୁବନେଶ୍ୱର: ଚଳିତ ସାଧାରଣ ନିର୍ବାଚନର ଅନ୍ତିମ ପ୍ରକ୍ରିୟା ସ୍ୱରୂପ ଆସନ୍ତା ୪ ତାରିଖରେ ଭୋଟ ଗଣନା ହେବ। ଖୋରଧା ଜିଲ୍ଲାର ଜୟଦେବ, ଭୁବନେଶ୍ୱର ମଧ୍ୟ, ଭୁବନେଶ୍ୱର ଉତ୍ତର, ଭୁବନେଶ୍ୱର- ଏକାମ୍ର ଓ ଜଟଣୀ ବିଧାନସଭା କ୍ଷେତ୍ର ନିମନ୍ତେ ବିଜେବି ସ୍ୱୟଂଶାସିତ ମହାବିଦ୍ୟାଳୟରେ […]
ନୂଆଦିଲ୍ଲୀ: ଆଜି ଲୋକସଭା ନିର୍ବାଚନର ସପ୍ତମ ପର୍ଯ୍ୟାୟ ମତଦାନ ପାଇଁ ନିର୍ବାଚନ ଆୟୋଗ ପ୍ରସ୍ତୁତି କରିଛନ୍ତି। ବିହାର, ଚଣ୍ଡିଗଡ଼, ହିମାଚଳ ପ୍ରଦେଶ, ଝାଡ଼ଖଣ୍ଡ, ଓଡ଼ିଶା, ପଞ୍ଜାବ, ଉତ୍ତରପ୍ରଦେଶ ଓ ପଶ୍ଚିମବଙ୍ଗ ସମେତ ୮ଟି ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳର ୫୭ଟି ଲୋକସଭା ଆସନରେ ମତଦାନ […]
ଭୁବନେଶ୍ବର: ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪ର ସପ୍ତମ ବା ଶେଷ ପର୍ଯ୍ୟାୟରେ ଓଡ଼ିଶାରେ ୬ ଗୋଟି ସଂସଦୀୟ କ୍ଷେତ୍ର ଯଥା ମୟୂରଭଞ୍ଜ (ଏସ୍.ଟି.), ବାଲେଶ୍ୱର, ଭଦ୍ରକ (ଏସ୍.ସି.), ଯାଜପୁର(ଏସ୍.ସି.), କେନ୍ଦ୍ରାପଡ଼ା ଓ ଜଗତସିଂହପୁର(ଏସ୍.ସି.) ଏବଂ ଏସବୁ ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ୪୨ଟି ବିଧାନସଭା […]
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ବର୍ତ୍ତମାନ ଏହାର ଶେଷ ପର୍ଯ୍ୟାୟରେ ପ୍ରବେଶ କରିବାକୁ ଯାଉଛି। ଆସନ୍ତାକାଲି ଅର୍ଥାତ୍ ଜୁନ୍ ୧ ତାରିଖରେ ସପ୍ତମ ଏବଂ ଶେଷ ପର୍ଯ୍ୟାୟ ପାଇଁ ଭୋଟିଂ ଅନୁଷ୍ଠିତ ହେବ। ୫୭ ଟି ଲୋକସଭା ଆସନରେ ଭୋଟ୍ ଦେବା ପୂର୍ବରୁ […]
ଭୁବନେଶ୍ବର: ଏକକାଳୀନ ସାଧାରଣ ନିର୍ବାଚନ -୨୦୨୪ର ସପ୍ତମ ପର୍ଯ୍ୟାୟ ତଥା ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ବା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଯାଜପୁର ଜିଲ୍ଲାରେ ଅତିରିକ୍ତ ଏକ କମ୍ପାନୀ ସିଏପିଏଫ୍ ମୁତୟନ କରାଯିବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ନିଷ୍ପତି ଗ୍ରହଣ […]
ନୂଆଦିଲ୍ଲୀ: ୨୦୨୪ ଲୋକସଭା ନିର୍ବାଚନର ଶେଷ ପର୍ଯ୍ୟାୟ ଆସନ୍ତାକାଲି ଅନୁଷ୍ଠିତ ହେବ। ବର୍ତ୍ତମାନ ନିର୍ବାଚନ ପ୍ରଚାର ବନ୍ଦ ହୋଇଯାଇଛି। ନିର୍ବାଚନ ଆୟୋଗ ନିରପକ୍ଷ ଭୋଟ୍ ଦେବାକୁ ଦାବି କରୁଛନ୍ତି, କିନ୍ତୁ ରାଜଧାନୀ ପାଟଣାର ପାଟଲିପୁତ୍ର ଲୋକସଭା ନିର୍ବାଚନମଣ୍ଡଳୀରେ ଏକ ବଡ ମାମଲା […]
ଭୁବନେଶ୍ଵର: ଆସନ୍ତାକାଲି ଲୋକସଭା ନିର୍ବାଚନର ସପ୍ତମ ପର୍ଯ୍ୟାୟ ମତଦାନ ପାଇଁ ନିର୍ବାଚନ ଆୟୋଗ ପ୍ରସ୍ତୁତି କରିଛନ୍ତି । ବିହାର, ଚଣ୍ଡିଗଡ଼, ହିମାଚଳ ପ୍ରଦେଶ, ଝାଡ଼ଖଣ୍ଡ, ଓଡ଼ିଶା, ପଞ୍ଜାବ, ଉତ୍ତରପ୍ରଦେଶ ଓ ପଶ୍ଚିମବଙ୍ଗ ସମେତ ୮ଟି ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳର ୫୭ଟି ଲୋକସଭା ଆସନରେ […]
ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅହଂକାରୀ ହୋଇଯାଇଛନ୍ତି। ଆଜିକାଲି ସେ ନିଜକୁ ଭଗବାନ ବୋଲି ଘୋଷଣା କରିଛନ୍ତି। ଏବିପି ନ୍ୟୁଜକୁ ଦିଆଯାଇଥିବା ଏକ ସାକ୍ଷାତକାରରେ କେଜ୍ରିୱାଲ ଏହି କଥା କହିଛନ୍ତି। ଯେତେବେଳେ କେଜ୍ରିୱାଲଙ୍କୁ […]
ନୂଆଦିଲ୍ଲୀ: ବିହାରର ମୁମୁଙ୍ଗେର ଲୋକସଭା ଆସନର ୪୫ ଟି ବୁଥରେ ପୁନଃ ମତଦାନ ପାଇଁ ଆବେଦନ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି। ବିହାରର ମୁଙ୍ଗେର ଲୋକସଭା ଆସନରେ ସୁପ୍ରିମକୋର୍ଟରେ ଏକ ପିଟିସନ ଦାଖଲ କରାଯାଇଥିଲା ଯେଉଁଥିରେ ମତଦାନ କେନ୍ଦ୍ରରେ […]
ନୂଆଦିଲ୍ଲୀ: ୨୦୨୪ ଲୋକସଭା ନିର୍ବାଚନର ଫଳାଫଳ ଜୁନ୍ ୪ ତାରିଖରେ ଘୋଷଣା କରାଯିବ। ଫଳାଫଳ ପୂର୍ବରୁ ରାଜନୈତିକ ପଣ୍ଡିତ ଏବଂ ନିର୍ବାଚନ ରଣନୀତିଜ୍ଞଙ୍କ ଦ୍ଵାରା ବିଭିନ୍ନ ଦାବି କରାଯାଇଛି। ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ଏବଂ ରାଜନୈତିକ ବିଶେଷଜ୍ଞ ଯୋଗେନ୍ଦ୍ର ଯାଦବଙ୍କ […]
ଭୁବନେଶ୍ବର: ଆସନ୍ତାକାଲି ସାଧାରଣ ନିର୍ବାଚନ ତଥା ଓଡିଶା ବିଧାନସଭା ନିର୍ବାଚନର ଶେଷ ପର୍ଯ୍ୟାୟ ମତଦାନ। ଏଥିପାଇଁ ଭାରତୀୟ ନିର୍ବାଚନ କମିଶନରଙ୍କ ତରଫରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ତେବେ ଯେଉଁମାନେ ଭୋଟ ଦେବେ ସେମାନେ ସାଧାରଣତଃ ଭୋଟର ପରିଚୟ ପତ୍ର ମତଦାନ କେନ୍ଦ୍ରରେ […]
ଭୁବନେଶ୍ବର: ଓଡିଶାରେ ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ଶେଷ ହୋଇଛି ପ୍ରଚାର। ଏହି ପର୍ଯ୍ୟାୟର ପ୍ରଚାର ବେଶ ସରଗରମ ହୋଇପଡିଥିଲା। କାରଣ ସବୁ ରାଜନୈତିକ ଦଳ ସେମାନଙ୍କର ଶେଷ ଅସ୍ତ୍ର ପ୍ରୟୋଗ କରି ଲୋକଙ୍କ ବିଶ୍ବାସ ଭାଜନ ହେବାକୁ ଚେଷ୍ଠା […]
ନୂଆଦିଲ୍ଲୀ: ବିଜେପି ବିରୋଧରେ ଏଏପି ନେତା ତଥା ଦିଲ୍ଲୀ ମନ୍ତ୍ରୀ ଅତିଶୀ ଗୁରୁତର ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି ଯେ, ଦିଲ୍ଲୀ ସିଏମ ଅରବିନ୍ଦ କେଜ୍ରିୱାଲଙ୍କୁ ହତ୍ୟା କରିବା ପାଇଁ ବିଜେପି ଷଡଯନ୍ତ୍ର କରୁଛି। ଅତିଶୀ କହିଛନ୍ତି ଯେ, ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ […]
ଭୁବନେଶ୍ବର: ଆଜି ଶେଷ ହେଉଛି ଶେଷ ପର୍ଯ୍ୟାୟ ନିର୍ବାଚନର ପ୍ରଚାର। ଏହି ପରିପ୍ରେକ୍ଷୀରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଆଜି ସିମୁଳିଆ ଏବଂ ଭଣ୍ଡାରୀପୋଖରୀରେ ଜୋରଦାର ପ୍ରଚାର କରିଛନ୍ତି। ସେ ଦୁଇଟି ସ୍ଥାନରେ ଆୟୋଜିତ ଜନସମାବେଶକୁ ଉଦବୋଧନ ଦେଇଛନ୍ତି। ବିଜେଡି ପ୍ରାର୍ଥୀମାନଙ୍କୁ […]
ନୂଆଦିଲ୍ଲୀ: ଓଡିଶା ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି) ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କ ଉତ୍ତରାଧିକାରୀ ତଥା ରାଜନୈତିକ ଭବିଷ୍ୟତ ବିଷୟରେ ଅନେକ ବଡ଼ କଥା କହିଛନ୍ତି। ସେ କହିଛନ୍ତି ଯେ, ସେ ବର୍ତ୍ତମାନ ସୁସ୍ଥ ଅଛନ୍ତି ଏବଂ ଭବିଷ୍ୟତରେ […]
ନୂଆଦିଲ୍ଲୀ: ଭାରତୀୟ ଜାତୀୟ କଂଗ୍ରେସର ପୂର୍ବତନ ନେତା ଆଚାର୍ଯ୍ୟ ପ୍ରମୋଦ କୃଷ୍ଣ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ କନ୍ୟାକୁମାରୀ ଗସ୍ତକୁ ନେଇ ପ୍ରତିକ୍ରିୟା ରଖିଛନ୍ତି। ପ୍ରମୋଦ କୃଷ୍ଣମ ସୋସିଆଲ ମିଡିଆ ସାଇଟରେ ଲେଖିଛନ୍ତି ଯେ, ୨୦୨୪ ର ଏହି ନିର୍ବାଚନ ଏକ ‘ଧାର୍ମିକ […]
ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଡକ୍ଟର ମନମୋହନ ସିଂ ଲୋକସଭା ନିର୍ବାଚନରେ ଶେଷ ପର୍ଯ୍ୟାୟ ଭୋଟ୍ ପୂର୍ବରୁ ଭୋଟରଙ୍କୁ ଏକ ବିଶେଷ ଆବେଦନ କରିଛନ୍ତି। ଏବଂ ସେହି ସମୟରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ରଙ୍କୁ ତାଙ୍କ ଭାଷା ଏବଂ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ତାମିଲନାଡୁର କନ୍ୟାକୁମାରୀରେ ବିବେକାନନ୍ଦ ରକ୍ ମେମୋରିଆଲରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ଦୁଇ ଦିନ ଧରି ଧ୍ୟାନରେ ବସିବେ। ପ୍ରଧାନମନ୍ତ୍ରୀଙ୍କ ଏକାନ୍ତବାସକୁ ନେଇ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ତେବେ ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କର ଧ୍ୟାନ […]