ନୂଆଦିଲ୍ଲୀ/ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ନିକଟରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ପାଲି, ପ୍ରାକୃତ, ମରାଠୀ, ଆସାମୀ(ଅହମିୟା) ଏବଂ ବଙ୍ଗଳା ଭାଷାରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ଦେବାକୁ ମଞ୍ଜୁର କରିଛି। ଏହି ପରିପ୍ରେକ୍ଷୀରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ […]
ଭୁବନେଶ୍ବର: ଆଇଆଇଟି ଭୁବନେଶ୍ୱର ଅନୁସନ୍ଧାନ ଏବଂ ଉଦ୍ୟୋଗୀ ପାର୍କ, (IITBBS-REP) ବୈଦ୍ୟୁତିକ ଯାନ (ଇଭି), ବ୍ୟାପକ ଜିରୋ ନିର୍ଗମନ ଯାନ (ଜେଡଇଭି) ଏବଂ ଅନ୍ୟାନ୍ୟ ଆନୁଷଙ୍ଗିକ ଗ୍ରୀନ୍ ଟେକ୍ନୋଲୋଜି (ଯେପରିକି ହାଇଡ୍ରୋଜେନ୍, ସିସିୟୁ) ଭଳି ନୂତନ ଶକ୍ତି କ୍ଷେତ୍ରରେ ଅନୁସନ୍ଧାନ, ପରାମର୍ଶ […]
New Policy Of AWS: ଆମାଜନ ୱେବ ସର୍ଭିସେସ ବା AWS କଂପାନୀର ବଡ ନିଷ୍ପତି। କଂପାନୀର କର୍ମଚାରୀଙ୍କୁ ରୋକଠୋକ ନିର୍ଦ୍ଦେଶ ସପ୍ତାହକୁ ପାଞ୍ଚଦିନ କାମ ଭଲରେ କର ନଚେତ କଂପାନୀ ଛାଡ। କର୍ମଚାରୀଙ୍କ ଏକ ବୈଠକରେ ଏହା ଜଣାଇଛନ୍ତି AWS […]
ନୂଆଦିଲ୍ଲୀ: ଭାରତର ଇସ୍ପାତ ଶିଳ୍ପର କାହାଣୀ ଏକ ଉଲ୍ଲେଖନୀୟ ପରିବର୍ତ୍ତନର ପ୍ରମାଣ, ଯାହା ଦେଶର ବ୍ୟାପକ ଅର୍ଥନୈତିକ ଯାତ୍ରାକୁ ପ୍ରତିଫଳିତ କରେ। ଏକଦା ବିଶ୍ୱରେ ସାଧାରଣ ଉତ୍ପାଦନକାରୀ ଭାବେ ପରିଗଣିତ ହେଉଥିବା ଦେଶ ଆଜି ବିଶ୍ୱର ଦ୍ବିତୀୟ ବୃହତ୍ ଇସ୍ପାତ ଉତ୍ପାଦନକାରୀ […]
ଭୁବନେଶ୍ବର: ଖୁବ ଶିଘ୍ର ଓଡିଶା ମୁଖ୍ୟମନ୍ତ୍ରୀ ଝାଡଖଣ୍ଡ ନିର୍ବାଚନ ପ୍ରଚାର ମଙ୍ଗ ଧରିବେ। ଏ ନେଇ ରାଷ୍ଟ୍ରୀୟ ବିଜେପି ତରଫରୁ ହୋଇଛି ବଡ ଯୋଜନା। ସେଠାରେ ମୋହନ ମାଝୀଙ୍କୁ ଓଡିଶାର 24 ବର୍ଷର ସରକାରକୁ ଭାଙ୍ଗି ମୁଖ୍ୟମନ୍ତ୍ରୀ ହୋଇଛନ୍ତି ବୋଲି ଦଳ […]
ଭୁବନେଶ୍ବର: ବେଦାନ୍ତ କଂପାନୀର ପାଉଁଶକୁ ନେଇ ଉତକ୍ଷିପ୍ତ ହେଲେ ବିଜେପି ସାଂସଦ ଶ୍ରୀ ପ୍ରଦୀପ ପୁରୋହିତ। କଂପାନୀ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବୀ କଲେ ବରଗଡରଏହି ଲୋକସଭା ସାଂସଦ। ବେଦାନ୍ତ ଝାରସୁଗୁଡା ପାୱାର ପ୍ଲାଣ୍ଟରୁ ଯେଉଁ ପାଉଁଶ ଉତ୍ପନ ହେଉଛି ତାହା […]
ନୂଆଦିଲ୍ଲୀ: ନିକଟରେ ହରିୟାଣାରେ ହୋଇଥିବା ବିଧାନସଭା ନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ମାମ୍ମାନ ଖାନ, ନୁହା ଜିଲ୍ଲାରେ ଥିବା ଝିର୍କା ବିଧାନସଭା ଆସନରୁ ୯୮,୪୪୧ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ନିର୍ବାଚନ ଆୟୋଗର ତଥ୍ୟ ଅନୁଯାୟୀ ଖାନ ମୋଟ ୧,୩୦,୪୯୭ ଭୋଟ୍ ପାଇଛନ୍ତି। […]
ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ ଜନତା ପାର୍ଟିର ସକ୍ରିୟ ସଦସ୍ୟ ହୋଇଛନ୍ତି। ତାଙ୍କ ବାସଭବନରେ ବିଜେପି ସଭାପତି ଜେ ପି ନଡ୍ଡା ପ୍ରଧାନମନ୍ତ୍ରୀଙ୍କୁ ଦଳର ସକ୍ରିୟ ସଦସ୍ୟ ଭାବେ ଗ୍ରହଣ କରିଛନ୍ତି। ଏହା କେମିତି ହେଲା ବୋଲି ଆପଣ […]
ନୂଆଦିଲ୍ଲୀ: ନ୍ୟାସନାଲ କନଫ୍ରେନସର ଉପସଭାପତି ଓମାର ଅବଦୁଲ୍ଲା ଆଜି ଶ୍ରୀନଗରରେ ଜାମ୍ମୁ କାଶ୍ମୀରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ଶେର-ଇ-କାଶ୍ମୀର ଆନ୍ତର୍ଜାତୀୟ ସମ୍ମିଳନୀ କେନ୍ଦ୍ର (SKICC) ରେ ଏହି ସମାରୋହ ଅନୁଷ୍ଠିତ ହେବ। ଏଥିରେ ଜମ୍ମୁର ଲେଫ୍ଟନାଣ୍ଟ ଗଭର୍ଣ୍ଣର ମନୋଜ […]
ଭୁବନେଶ୍ୱର: ଚଳିତ ଅକ୍ଟୋବର ୨୩ ରୁ ୨୫ ତାରିଖ ପର୍ଯ୍ୟନ୍ତ ଭାରତର ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସି ମୟୂରଭଞ୍ଜ ଜିଲ୍ଲା, ପୁରୀ ଓ ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନ କରିବାର କାର୍ଯ୍ୟକ୍ରମ ରହିଛି। […]
ନୂଆଦିଲ୍ଲୀ: ସ୍ୱାସ୍ଥ୍ୟସେବା, କୃଷି ଓ ସହରରେ ଥିବା ପ୍ରମୁଖ ସମସ୍ୟାର ସମାଧାନ ବାହାର କରିବା ପାଇଁ ଏଆଇ ଟେକ୍ନୋଲୋଜିକୁ ବିକଶିତ କରିବା ଦିଗରେ ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ବଡ଼ ପଦକ୍ଷେପ ନିଆଯାଇଛି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର […]
ନୂଆଦିଲ୍ଲୀ: କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ଆଜି ନୂଆଦିଲ୍ଲୀରେ ଭାରତୀୟ ପୋଲିସ ସେବା (ଆଇପିଏସ)ର ୨୦୨୩ ବ୍ୟାଚ୍ (୭୬ ଆରଆର) ର ପ୍ରୋବେସନରଙ୍କ ସହ ଆଲୋଚନା କରିଛନ୍ତି । ଏହି ସମୟରେ ପ୍ରଶିକ୍ଷଣପ୍ରାପ୍ତ ଆଇପିଏସ୍ ଅଧିକାରୀମାନେ […]
ନୂଆଦିଲ୍ଲୀ: ରିଲାଏନ୍ସ ଜିଓର ଅଧ୍ୟକ୍ଷ ଆକାଶ ଅମ୍ବାନୀ ଭାରତର ଡାଟା କେବଳ ଭାରତୀୟ ଡାଟା ସେଣ୍ଟରରେ ରଖାଯିବା ସପକ୍ଷରେ ମତ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ ଭାରତରେ ଡାଟା ସୃଷ୍ଟି ହେବାର ଆକାର ଏବଂ ଗତି ବେଶ ଦ୍ରୁତ ଗତିରେ […]
ଭୁବନେଶ୍ବର: ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗ ଅଧୀନସ୍ଥ ସେଣ୍ଟର ଫର୍ ଏନ୍ଭର୍ଣ୍ଣମେଣ୍ଟାଲ ଷ୍ଟଡିଜ୍ର ୧୮ତମ ପରିଚାଳନା କମିଟି ବୈଠକ ଆଜି ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗ ଶ୍ରୀ ସତ୍ୟବ୍ରତ ସାହୁଙ୍କ […]
ନୂଆଦିଲ୍ଲୀ: ରିଲାଏନ୍ସ ଜିଓ ପକ୍ଷରୁ ଇଣ୍ଡିଆ ମୋବାଇଲ୍ କଂଗ୍ରେସ ୨୦୨୪ ରେ ଦୁଇଟି ନୂତନ ୪ଜି ଫିଚର ଫୋନ୍ ଶୁଭାରମ୍ଭ କରାଯାଇଛି। ଜିଓଭାରତ ଭି୩ ଏବଂ ଜିଓଭାରତ ଭି୪ ନାମିତ ଏହି ଦୁଇ ୪ଜି ଫିଚର ଫୋନ ଜିଓଭାରତ ସିରିଜ୍ ଅଧୀନରେ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଚଳିତ ବର୍ଷ ଖରିଫ ଋତୁ ପାଇଁ ଧାନ ସଂଗ୍ରହ ବ୍ୟବସ୍ଥା ସମୀକ୍ଷା କରି ଅନେକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି। ବିଶେଷ କରି ଧାନ ସଂଗ୍ରହରେ ହେଉଥିବା ଅନିୟମିତତା, ଦୁର୍ନୀତି […]
ଭୁବନେଶ୍ୱର: ଅଗ୍ନିପଥ ଯୋଜନାରେ ଚୟନ (ସର୍ଟଲିଷ୍ଟ) ହୋଇଥିବା ପ୍ରାର୍ଥୀଙ୍କ ପାଇଁ ଚଳିତ ମାସ ୧୮ରୁ ୨୬ ତାରିଖ ପର୍ଯ୍ୟନ୍ତ ପୁରୀ ତାଳବଣିଆସ୍ଥିତ ଜିଲ୍ଲା ସ୍ପୋର୍ଟସ୍ କମ୍ପ୍ଲେକ୍ସ ଏବଂ ଇନଡୋର ଷ୍ଟାଡିୟମ ଠାରେ ନିଯୁକ୍ତି ଶିବିର (ରାଲି) ଅନୁଷ୍ଠିତ ହେବ। ଏଥିରେ କଟକ, […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଆନ୍ତର୍ଜାତିକ ଦୂରସଞ୍ଚାର ସଂଘ – ବିଶ୍ୱ ଦୂରସଞ୍ଚାର ମାନକ ସମାବେଶ (ଡବ୍ଲୁଟିଏସଏ) ୨୦୨୪କୁ ଉଦଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଶ୍ରୀ ମୋଦୀ ଇଣ୍ଡିଆ ମୋବାଇଲ୍ କଂଗ୍ରେସର ଅଷ୍ଟମ […]
Reliance Jio: ଦେଶର ସର୍ବବୃହତ ଘରୋଇ କମ୍ପାନୀ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ପକ୍ଷରୁ ଚଳିତ ଆର୍ଥିକବର୍ଷର ଦ୍ଵିତୀୟ ତ୍ରୈୟମାସ ପାଇଁ କମ୍ପାନୀର ପରିଚାଳନାଗତ ଏବଂ ଆର୍ଥିକ ଫଳାଫଳ ଘୋଷଣା କରାଯାଇଛି। ଡିଜିଟାଲ କ୍ଷେତ୍ରରେ କମ୍ପାନୀ ଜୁଲାଇରୁ ସେପ୍ଟେମ୍ବର ଯାଏଁ ରହିଥିବା ଏହି ତ୍ରୟମାସରେ […]
ନୂଆଦିଲ୍ଲୀ: କେନ୍ଦ୍ରମନ୍ତ୍ରୀ ଶ୍ରୀ ମନୋହର ଲାଲ ଆଜି ନୂଆଦିଲ୍ଲୀ ଠାରେ ଭାରତୀୟ ଶକ୍ତି କ୍ଷେତ୍ରର ପରିଦୃଶ୍ୟ ୨୦୪୭ ଉପରେ ବିଚାର ବିମର୍ଶ ଅଧିବେଶନକୁ ସମ୍ବୋଧିତ କରିଛନ୍ତି । ଭାରତୀୟ ଶକ୍ତି କ୍ଷେତ୍ର ପରିଦୃଶ୍ୟ ୨୦୪୭ ଉପରେ ଦୁଇ ଦିନିଆ ବିଚାର ବିମର୍ଶ […]
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ୧୫ ତାରିଖ ପୂର୍ବାହ୍ନ ୧୦ ଟାରେ ନୂଆଦିଲ୍ଲୀର ଭାରତ ମଣ୍ଡପମ୍ ଠାରେ ଆନ୍ତର୍ଜାତିକ ଦୂରସଂଚାର ସଂଘ – ବିଶ୍ୱ ଦୂରସଂଚାର ମାନକ ସଭା (ଡବ୍ଲୁଟିଏସଏ) ୨୦୨୪କୁ ଉଦଘାଟନ କରିବେ। ଏହି କାର୍ଯ୍ୟକ୍ରମରେ […]