ଭୁବନେଶ୍ବର: ଘଣ୍ଟ, ବାଦ୍ୟ, ଶଙ୍ଖ, ମହୁରୀ ଆଦି ବାଦ୍ୟ ଯନ୍ତ୍ର ଶବ୍ଦର ପ୍ରକମ୍ପନ ମଧ୍ୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟସ୍ତରୀୟ ‘ମେରି ମାଟି ମେରା ଦେଶ’ କାର୍ଯ୍ୟକ୍ରମ ଅବସରରେ ‘ମାଟି କଳସ ଯାତ୍ରା’ର ଶୁଭାରମ୍ଭ କରିଛନ୍ତି। ଦେଶ ତଥା […]
ଭୁବନେଶ୍ବର: ଅଶ୍ୱିନ ମାସର ଶୁକ୍ଲ ପକ୍ଷ ପୂର୍ଣ୍ଣିମାକୁ କୁମାର ପୂର୍ଣ୍ଣିମା ବା ଶରଦ ପୂର୍ଣ୍ଣିମା ବା ରାସ ପୂର୍ଣ୍ଣିମା କୁହାଯାଏ। ଜ୍ୟୋତିଷ ଶାସ୍ତ୍ରରେ ବିଶ୍ବାସ ରହିଛି ଯେ କେବଳ ଏହି ପୂର୍ଣ୍ଣିମାରେ ଚନ୍ଦ୍ର ଷୋଳ କଳାରେ ପରିପୂର୍ଣ୍ଣ ହୁଅନ୍ତି। ଚଳିତ ବର୍ଷ […]
ଭୁବନେଶ୍ବର: ର।ଜ୍ୟ ସରକାରଙ୍କ ବିଭିନ୍ନ ସେବା ସଙ୍ଗଠନ ଆଜି ୫ଟି ଏବଂ ନବୀନ ଓଡିଶାର ଅଧ୍ୟକ୍ଷ ଶ୍ରୀ ଭି.କେ ପାଣ୍ଡିଆନଙ୍କୁ ନବୀନ ନିବାସରେ ଭେଟି ଅଭିନନ୍ଦନ ଜଣାଇଛନ୍ତି। ୫ଟି ଇନିସିଏଟିଭ୍ ଏବଂ ନବୀନ ଓଡିଶାର ଅଧ୍ୟକ୍ଷ ଭାବରେ ନୂତନ ଭୂମିକା ଗ୍ରହଣ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମ ଠାରେ ସପ୍ତମ ଇଣ୍ଡିଆ ମୋବାଇଲ କଂଗ୍ରେସ ୨୦୨୩କୁ ଉଦଘାଟନ କରିଛନ୍ତି । ଇଣ୍ଡିଆ ମୋବାଇଲ୍ କଂଗ୍ରେସ (ଆଇଏମସି) ହେଉଛି ଏସିଆର ସର୍ବବୃହତ୍ ଟେଲିକମ୍, ଗଣମାଧ୍ୟମ ଏବଂ ଟେକ୍ନୋଲୋଜି ଫୋରମ୍ ଯାହା […]
ଭୁବନେଶ୍ବର: ଆଜି ରାଜ୍ୟପାଳ ପ୍ରଫେସର ଗଣେଷୀଲାଲ ଓଡିଶାରୁ ବିଦାୟ ନେବେ। ରାଜ୍ୟପାଳ ଭାବେ ଆଜି ହେଉଛି ତାଙ୍କର ଶେଷଦିନ। ଏହି ଉପଲକ୍ଷେ ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଣେଷୀଲାଲଙ୍କୁ ସାକ୍ଷାତ କରିଥିଲେ। ତାଙ୍କର ଦୀର୍ଘ ତଥା ନିରାମୟ ଜୀବନ କାମନା କରିଥିଲେ। […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମହାରାଷ୍ଟ୍ରର ଶିରିଡି, ଅହମ୍ମଦନଗର ଠାରେ ସ୍ୱାସ୍ଥ୍ୟ, ରେଳ, ସଡ଼କ, ତୈଳ ଏବଂ ଗ୍ୟାସ ଭଳି କ୍ଷେତ୍ରରେ ପ୍ରାୟ ୭୫୦୦ କୋଟି ଟଙ୍କାର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପ ଗୁଡିକର ଉଦଘାଟନ କରିଛନ୍ତି ଏବଂ ଶିଳାନ୍ୟାସ କରିଛନ୍ତି […]
ଭୁବନେଶ୍ବର: ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍ ହେବ ପ୍ରତି ପଞ୍ଚାୟତ, ପ୍ରତି […]
ଭୁବନେଶ୍ୱର: ଓଡ଼ିଶା ମିଲେଟ୍ ମିଶନର ବିଭିନ୍ନ ଲକ୍ଷ୍ୟ ଏବଂ ରାଜ୍ୟ ସରକାରଙ୍କ ଦ୍ୱାରା ନଭେମ୍ବର ୯ ଓ ୧୦ ତାରିଖରେ ଆୟୋଜିତ ହେବାକୁ ଥିବା ଦୁଇଦିନିଆ ମିଲେଟସ୍ ସମ୍ବନ୍ଧୀୟ ଆନ୍ତର୍ଜାତିକ ସମ୍ମିଳନୀ ସଂପର୍କରେ ଆଜି ଏକ ବୈଠକ ଓଡ଼ିଶା ସରକାରଙ୍କ ଇନ୍ଷ୍ଟିଚୁ୍ୟସନାଲ୍ […]
ଭୁବନେଶ୍ୱର: ଆଗାମୀ ସାଧାରଣ ନିର୍ବାଚନ-୨୦୨୪ ନିମନ୍ତେ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ନିମନ୍ତେ ଆଜି ମୁଖ୍ୟ ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ ସମସ୍ତ ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳର କର୍ମକର୍ତ୍ତାମାନଙ୍କୁ ନେଇ ଏକ […]
ନୂଆଦିଲ୍ଲୀ: ଇସ୍ରାଏଲ ଏବଂ ହମାସ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏକ ବଡ଼ ଦାବି କରିଛନ୍ତି। ଜୋ ବାଇଡେନ କହିଛନ୍ତି ଯେ, ଇସ୍ରାଏଲ ଉପରେ ହମାସର ଆତଙ୍କବାଦୀ ଆକ୍ରମଣର ଗୋଟିଏ କାରଣ ମଧ୍ୟ ନୂଆଦିଲ୍ଲୀରେ ଅନୁଷ୍ଠିତ […]
ଭୁବନେଶ୍ୱର: ଓଡ଼ିଶା ଗସ୍ତରେ ଆସିଥିବା ଅନ୍ତର୍ଜାତୀୟ ଚେସ୍ ମହାସଂଘ ପରିଚାଳନା ବୋର୍ଡର ଉପାଧ୍ୟକ୍ଷ ତଥା ଲାଟଭିଆ ଗଣତନ୍ତ୍ରର ପୂର୍ବତନ ଅର୍ଥ ଓ ଅର୍ଥନୀତି ମନ୍ତ୍ରୀ ଡାନା ରିଜନିସ୍ ଓଜୋଲା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଚେସ୍ କୁ ପ୍ରୋତ୍ସାହିତ କରିବା ଦିଗରେ […]
ଭୁବନେଶ୍ବର: ଆଜି ଦିନ ତମାମ ମୋବାଇଲ ବ୍ୟବହାରକାରୀ ଏକ ଭିନ୍ନ ପ୍ରକାରର ମେସେଜ ପାଇ ଭୟଭୀତ ହୋଇ ପଡିଛନ୍ତି। କାରଣ ହେଲା ଏହି ମେସେଜଟି ମୋବାଇଲକୁ ଆସିବା ପରେ ତାହା ଯେପରି ସାଉଣ୍ଡ କରୁଛି ତାହା ସାଧାରଣ ମିଡିଆ ସାଉଣ୍ଡଠାରୁ ଅଲଗା। […]
ନୂଆଦିଲ୍ଲୀ: ଦ୍ୱାରିକାଠାରେ ଦଶହରା ଉତ୍ସବରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ନୂଆଦିଲ୍ଲୀର ଦ୍ବାରିକାଠାରେ ଦଶହରା ଉତ୍ସବ ସହିତ ରାବଣପୋଡିର ମଧ୍ୟ ଆୟୋଜନ କରାଯାଇଥିଲା। ଏହି ଉତ୍ସବରେ ପ୍ରଧାନମନ୍ତ୍ରୀ ଯୋଗଦେଇ ଉପସ୍ଥିତ ଜନତାକୁ ସମ୍ବୋଧୀତ କରିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ […]
ଭୁବନେଶ୍ବର: ହଠାତ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା 5ଟି ସଚିବ ଭି କେ ପାଣ୍ଡିଆନ ସତରେ ଚାକିରୀ ଛାଡିଦେବେ ବୋଲି ବିରୋଧୀ ଦଳ ବିଶ୍ବାସ କରୁ ନ ଥିଲେ। କାରଣ ସେମାନେ ଭାବୁଥିଲେ ଯେ, ଭି କେ ପାଣ୍ଡିଆନ ଚାକିରୀ ଛାଡିଲେ […]
ନୂଆଦିଲ୍ଲୀ: ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା କଂପାନୀର ମାଲିକ ଆନନ୍ଦ ମହିନ୍ଦ୍ରା ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ମୁଖ୍ୟତଃ ସେ ତାଙ୍କର ସୋସିଆଲ ମିଡିଆରେ ବେଶ ସକ୍ରିୟ ଥାଆନ୍ତି। ଏବେ ତାଙ୍କ ସୋସିଆଲ ମିଡିଆରେ ସେ ସାଇକେଲ ଚଲାଉଥିବାର ଦୃଶ୍ୟ ବେଶ ଭାଇରାଲ ହେବାରେ […]
କାକଟପୁର/ଭୁବନେଶ୍ୱର: ଆଜି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ରାଜ୍ୟ ଯୋଜନାରେ ‘ଉଦ୍ୟାନ କୃଷିର ଅମଳ ପରବର୍ତ୍ତୀ ପରିଚାଳନା ଏବଂ ବିପଣନ ସହାୟତା’ ମାଧ୍ୟମରେ ପ୍ଲାଷ୍ଟିକ୍ କ୍ରେଟସ୍ ବିତରଣ କାର୍ଯ୍ୟକ୍ରମର […]
ପ୍ରଦୀପ ସେନାପତି ବିଶ୍ୱରେ ଭାରତର ସ୍ଥାନ ଓ ସମ୍ମାନ ଏକ ସ୍ୱତନ୍ତ୍ର। ବିଶ୍ୱରେ ଏକ ଦୃଢ ଶକ୍ତିଶାଳୀ ଗଣତାନ୍ତ୍ରିକ ଓ ବିଶ୍ୱ ମହାଶକ୍ତି ଭାବରେ ନିଜର ପରିଚୟ ସୃଷ୍ଟି କରିବାରେ ସକ୍ଷମ ହୋଇପାରିଛି। ଯାହାକି ଆଜି ସାରା ବିଶ୍ୱ ମାନିବା ପାଇଁ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗତକାଲି ଗଜପତି ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନା ଶୁଭାରମ୍ଭ କରିଛନ୍ତି। ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା। ଏଥିରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧୦୦୦ରୁ ଅଧିକ […]
ଭୁବନେଶ୍ୱର: ଓଡ଼ିଶା ଅଲିମ୍ପିକ୍ ମୂଲ୍ୟବୋଧ ଶିକ୍ଷା କାର୍ଯ୍ୟକ୍ରମ (ଓଭିଇପି)ରେ ଭାଗ ନେଇଥିବା ଓଡ଼ିଶାର ପ୍ରତିଭାବାନ ସ୍କୁଲ ଛାତ୍ରଛାତ୍ରୀମାନେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ଏହି ବୈଠକରେ ଛାତ୍ରଛାତ୍ରୀମାନେ ଅନ୍ତର୍ଜାତୀୟ ଅଲିମ୍ପିକ୍ କମିଟି (ଆଇଓସି)ର ସଭାପତି ଥୋମାସ […]
ଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ମହାରାଷ୍ଟ୍ରରେ ୫୧୧ଟି ପ୍ରମୋଦ ମହାଜନ ଗ୍ରାମୀଣ କୌଶଲ୍ୟ ବିକାଶ କେନ୍ଦ୍ରର ଶୁଭାରମ୍ଭ କରିଛନ୍ତି। ମହାରାଷ୍ଟ୍ରର ୩୪ଟି ଗ୍ରାମୀଣ ଜିଲ୍ଲାରେ ସ୍ଥାପିତ ଏହି କେନ୍ଦ୍ରଗୁଡ଼ିକ ଗ୍ରାମୀଣ ଯୁବକ ମାନଙ୍କୁ ନିଯୁକ୍ତି ସୁଯୋଗ […]
ଭୁବନେଶ୍ବର: ଓଡିଶାର ଗଠନ ହେବ ସ୍ବତନ୍ତ୍ର ସଂଗ୍ରହାଳୟ ନିର୍ଦ୍ଦେଶାଳୟ। ଆଜି ଏ ନେଇ ରାଜ୍ୟ କ୍ୟାବିନେଟରେ ଅନୁମୋଦନ ହାସଲ କରିଛି। ପୂର୍ବରୁ ଦ୍ବିତୀୟ ଐତିହ୍ୟ କ୍ୟାବିନେଟ ବୈଠକରେ ଏ ନେଇ ନିଷ୍ପତି ଗ୍ରହଣ କରାଯାଇଥିଲା। ସେହି ଅନୁସାରେ ଓଡିଶାରେ ଏକ ସ୍ବତନ୍ତ୍ର […]