ନୂଆଦିଲ୍ଲୀ: ଆଗାମୀ ଲୋକସଭା ନିର୍ବାଚନ ସମ୍ପର୍କରେ ଦେଶର ସମସ୍ତ ବିରୋଧୀ ଦଳ ଏନଡିଏକୁ ପରାସ୍ତ କରିବା ପାଇଁ ଇଣ୍ଡିଆ ମେଣ୍ଟ ଗଠନ କରିଛନ୍ତି। ବର୍ତ୍ତମାନ ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଏଥିରେ ଫାଟ ସୃଷ୍ଟି ହେଉଛି। ଗୋଟିଏ ପଟେ ମଧ୍ୟପ୍ରଦେଶରେ କଂଗ୍ରେସ […]
ଭୁବନେଶ୍ବର: ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍ ହେବ ପ୍ରତି ପଞ୍ଚାୟତ, ପ୍ରତି […]
ଭୁବନେଶ୍ୱର: ସାରା ବିଶ୍ୱରେ ୨୦୨୩କୁ ଅନ୍ତର୍ଜାତୀୟ ମିଲେଟ୍ ବର୍ଷ ଭାବେ ପାଳନ କରାଯାଉଥିବା ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆସନ୍ତା ନଭେମ୍ବର ୯ ଓ ୧୦ ତାରିଖରେ ଭୁବନେଶ୍ୱରଠାରେ ମିଲେଟ୍ ସଂପର୍କରେ ଦୁଇଦିନିଆ ଅନ୍ତର୍ଜାତୀୟ ସମ୍ମିଳନୀ ଅନୁଷ୍ଠିତ ହେଉଛି। ଏହି ପରିପ୍ରେକ୍ଷୀରେ […]
ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସୁଶୀଲ କୁମାର ଲୋହାନୀଙ୍କ ଅଧ୍ୟକ୍ଷତାରେ ରାଜ୍ୟର ସମସ୍ତ ୩୫ଟି ଗ୍ରାମୀଣ ଜଳଯୋଗାଣ ଓ ପରିମଳ ଡିଭିଜନ୍କୁ ନେଇ ଏକ ରାଜ୍ୟସ୍ତରୀୟ ଗ୍ରାମ୍ୟ ପାନୀୟ ଜଳଯୋଗାଣ […]
ଭୁବନେଶ୍ୱର: ଅଖିଳ ଭାରତ ମହିଳା କଂଗ୍ରେସ କମିଟିର ସଭାପତି ମିସ୍ ନିତା ଡି ସୌଜା ଓଡ଼ିଶା ପ୍ରଦେଶ ମହିଳା କଂଗ୍ରେସ କମିଟିର କର୍ମକର୍ତା, କାର୍ଯ୍ୟକାରୀ କମିଟି ସଭ୍ୟା, ସ୍ୱତନ୍ତ୍ର ନିମନ୍ତ୍ରିତ ସଭ୍ୟା, ଜିଲ୍ଲା ମହିଳା କଂଗ୍ରେସ କମିଟି ସଭାନେତ୍ରୀ ଏବଂ ବିଭିନ୍ନ […]
ଭୁବନେଶ୍ୱର: ରତ୍ନଭଣ୍ଡାର ଖୋଲାଯିବା ପ୍ରସଙ୍ଗରେ ଆଜି ବିଜେପି ନେତା ଶ୍ରୀ ସମୀର ମହାନ୍ତିଙ୍କ ନେତୃତ୍ୱରେ ରାଜ୍ୟ ବିଜେପିର ଏକ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ ଶ୍ରୀମନ୍ଦିର ପରିଚାଳନା କମିଟିର ଅଧ୍ୟକ୍ଷ ଗଜପତି ମହାରାଜଙ୍କୁ ଭେଟି ବିସ୍ତୃତ ଭାବେ ଆଲୋଚନା କରିଛନ୍ତି। ଆଲୋଚନା ପ୍ରସଙ୍ଗରେ ସୂଚନା […]
ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ଦ୍ୱାରା ନିର୍ମିତ ହୋଇଥିବା ଅସ୍ଥାୟୀ କ୍ୟାମ୍ପସ୍ କୋଠାର ପୁନରୁଦ୍ଧାର କାର୍ଯ୍ୟ ଶେଷ ହେବା ପରେ ମାନ୍ୟବର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ ଏହି ଓଡ଼ିଶା ସ୍ୱାସ୍ଥ୍ୟବିଜ୍ଞାନ ବିଶ୍ୱବିଦ୍ୟାଳୟ ବିଲ୍ଡିଂକୁ ଉଦ୍ଘାଟନ କରିଛନ୍ତି। […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଐତିହାସକ ନିଷ୍ପତ୍ତି ନେଇ ବିଭିନ୍ନ ସ୍ଥାନରେ ଜମି ସମସ୍ୟାର ସମାଧାନ କରାଯାଇ ଲୋକଙ୍କୁ ପଟ୍ଟା ଦେବାପାଇଁ ନୀତିଗତ ନିଷ୍ପତ୍ତି ନେଇଛନ୍ତି। ପୂର୍ବରୁ ପୂର୍ବରୁ ଝାରସୁଗୁଡାର ହୀରାକୁଦ ବନ୍ଧ ବିସ୍ଥାପିତ, ଗଞ୍ଜାମ ସୋରଡା ବ୍ଲକ୍, ପୁରୀ […]
ଭୁବନେଶ୍ବର: ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରା ଅନୁମୋଦିିତ ବାର୍ଷିକ ତାଲିକା ହିସାବରେ ଏ ବର୍ଷ ସମ୍ବଲପୁରୀ ବସ୍ତ୍ରାଳୟ ଦ୍ୱାରା ଏକ ସ୍ୱତନ୍ତ୍ର ହସ୍ତତନ୍ତ ଓ ହସ୍ତଶିଳ୍ପ ମେଳା-୨୦୨୩ ଭୁବନେଶ୍ୱର ସ୍ଥିତ ଅର୍ବାନ ହାଟ ଠାରେ ଆୟୋଜନ […]
ଭୁବନେଶ୍ୱର: ନିକଟରେ ଚାଇନାର ହାଙ୍ଗଜୋଠାରେ ଶେଷ ହୋଇଥିବା ଏସୀୟ କ୍ରୀଡ଼ା ୨୦୨୩ରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ରୌପ୍ୟ ପଦକ ହାସଲ ସହ ଆଗାମୀ ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ରେ ନିଜର ସ୍ଥାନ ସୁନିଶ୍ଚିତ କରିଥିବା ଓଡ଼ିଶାର ଜାଭେଲିନ୍ ତାରକା କିଶୋର କୁମାର ଜେନାଙ୍କୁ […]
ନୂଆଦିଲ୍ଲୀ: ସମଲିଙ୍ଗୀ ଯୋଡିଙ୍କୁ ସୁପ୍ରିମକୋର୍ଟଙ୍କଠାରୁ ଏକ ବଡ଼ ଝଟକା ଲାଗିଛି। ସମଲିଙ୍ଗୀ ବିବାହକୁ ସ୍ୱୀକାର କରିବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି। ସିଜେଆଇ କହିଛି ଯେ, ଏହା ସଂସଦର ଅଧିକାର ଅଧୀନରେ ଅଛି। ସମଲିଙ୍ଗୀ ସମ୍ପର୍କର ଅଧିକାର ପାଇଁ ଉପଯୁକ୍ତ ପଦକ୍ଷେପ […]
ଭୁବନେଶ୍ବର: ରାଜ୍ୟ ସରକାରଙ୍କର ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ। […]
ଶ୍ରୀ ବିଭାସ ରଞ୍ଜନ ପକ୍ଷୀମାନଙ୍କ ଦୃଷ୍ଟିରୁ ଭାରତ ଏକ ଅନନ୍ୟ ବିବିଧତାର ଦେଶ। ଏଠାକାର ବିଭିନ୍ନ ଭୌଗୋଳିକ ଅଞ୍ଚଳରେ ବହୁରଙ୍ଗୀ ପ୍ରଜାତିର ପକ୍ଷୀ ବସବାସ କରନ୍ତି। ଉତ୍ତରରେ ବରଫାବୃତ୍ତ ହିମାଳୟଠାରୁ ଆରମ୍ଭ କରି ଦକ୍ଷିଣରେ ପଶ୍ଚିମ ଘାଟର ଆକର୍ଷଣୀୟ ଜଙ୍ଗଲ ଏବଂ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ୧୭ ରୁ ୧୯ ତାରିଖ ପର୍ଯ୍ୟନ୍ତ ମୁମ୍ବାଇର ଏମଏମଆରଡିଏ ପଡ଼ିଆରେ ଅନୁଷ୍ଠିତ ହେବାକୁ ଥିବା ଗ୍ଲୋବାଲ ମେରିଟାଇମ୍ ଇଣ୍ଡିଆ ଶିଖର ସମ୍ମିଳନୀ ୨୦୨୩ (ଜିଏମଆଇଏସ ୨୦୨୩)ର ତୃତୀୟ ସଂସ୍କରଣକୁ ଭର୍ଚୁଆଲ ମାଧ୍ୟମରେ ଉଦଘାଟନ […]
ମୁମ୍ବାଇ: ଲସ୍ ଏଞ୍ଜେଲସ ୨୦୨୮ ଅଲିମ୍ପିକ୍ସ କ୍ରୀଡା ନିମନ୍ତେ କ୍ରୀଡା କାର୍ଯ୍ୟସୂଚୀରେ କ୍ରିକେଟକୁ ସାମିଲ କରାଯିବା ଏକ ସ୍ୱାଗତଯୋଗ୍ୟ ବିଷୟ ଯାହାର ବିଶ୍ୱର ନୂତନ ଭୌଗୋଳିକ ଅଞ୍ଚଳଗୁଡିକରେ ଅଲିମ୍ପିକ ଆନ୍ଦୋଳନ ପାଇଁ ନୂତନ ଆଗ୍ରହ ଏବଂ ସୁଯୋଗ ସୃଷ୍ଟି କରିବାର ସାମର୍ଥ୍ୟ […]
ଭୁବନେଶ୍ୱର: ‘ରେଡିଓ’ରୁ ଭାସି ଆସୁଥିବା ସ୍ୱରରୁ ସାଧାରଣ ଲୋକଟିର ସକାଳ ଆରମ୍ଭ ହୋଇଥାଏ। ସମସ୍ତଙ୍କର ପାଖରେ ଖୁବ୍ ସହଜରେ ପହଂଚିଯାଏ ରେଡିଓର ସ୍ୱର। ରବିବାର ଏଗାର ବର୍ଷ ପୂରଣ କରିଛି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଭଏସ୍ ଅଫ୍ ସୋଆ […]
ଭୁବନେଶ୍ୱର: ଚିଲିକାରେ ଚାଲିବ ସୌର ଚାଳିତ ବା ବ୍ୟାଟେରୀ ଚାଳିତ ବୋଟ। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଜାରି ରହିଛି। ଚିଲିକାରେ ପ୍ରଦୂଷଣ କମାଇବା ଏବଂ କାର୍ବନ ନିର୍ଗମନ ମାତ୍ରାକୁ ହ୍ରାସ କରିବା ଉଦ୍ଦେଶ୍ୟରେ ରାଜ୍ୟ ସରକାରଙ୍କ ଦୀର୍ଘ ଦିନରୁ […]
ଭୁବନେଶ୍ୱର: ଓଡ଼ିଶା ପ୍ରଦେଶ କଂଗ୍ରେସ ପକ୍ଷରୁ ପିସିସି ସଭାପତି ଶ୍ରୀ ଶରତ ପଟ୍ଟନାୟକଙ୍କ ନେତୃତ୍ୱରେ ଆଜି ପୁରୀଠାରେ ପ୍ରଭୁ ଶ୍ରୀ ଜଗନ୍ନାଥ ମନ୍ଦିରର ଚାରିଦ୍ୱାର ଖୋଲିବା, ରତ୍ନ ଭଣ୍ଡାରରେ ଥିବା ଶ୍ରୀ ଜୀଉ ମାନଙ୍କର ମୂଲ୍ୟବାନ ରତ୍ନ ଅଳଙ୍କାରର ଗଣତି, ମଣତି […]
ଭୁବନେଶ୍ୱର : ପ୍ରତି ପଂଚାୟତକୁ ୫୦ ଲକ୍ଷ ଟଙ୍କା ହିସାବରେ ଜିଲ୍ଲାକୁ ଶହ ଶହ କୋଟି ଟଙ୍କା ଦେଇ ବିଜେଡି ସରକାର ଭ୍ରଷ୍ଟାଚାର ଓ ଦୁର୍ନୀତିକୁ ପ୍ରୋତ୍ସାହିତ କରୁଥିବାବେଳେ ଜିଲ୍ଲାବାସୀଙ୍କ ସାମୁହିକ ସ୍ୱାର୍ଥ ପାଇଁ ଅମର୍ଦା ଏୟାରଷ୍ଟ୍ରିପର ପୁନରୁଦ୍ଧାର ସକାଶେ ମାତ୍ର […]
ଭୁବନେଶ୍ୱର: ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ପିସିସି ସଭାପତି ଶ୍ରୀ ଶରତ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅଣ ବିଜେପି ଓ ଅଣ ବିଜେଡ଼ି ରାଜନୈତିକ ଦଳ ଗୋଷ୍ଠିର ନେତୃବୃନ୍ଦ ମାନଙ୍କର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ନେତୃବୃନ୍ଦଙ୍କ ପରାମର୍ଶ କ୍ରମେ ୧୬ […]
ଭୁବନେଶ୍ୱର: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଠଗଡରେ ଯେଉଁ ଅଭିଭାଷଣ ରଖିଲେ, ସେଥିରୁ ତାଙ୍କର ନିର୍ବୋଧତା ପଦାରେ ପଡିଛି। ଦୁର୍ଭାଗ୍ୟର କଥା ଶ୍ରୀଯୁକ୍ତ ପ୍ରଧାନ କହୁଛନ୍ତି, ମିଶନ ଶକ୍ତି ତାଙ୍କ ସରକାର ସମୟରେ ଆରମ୍ଭ ହେଲା, ଯାହା ସମ୍ପୂର୍ଣ୍ଣ ମିଛ କଥା […]