ପୁରୀ: ସିଏମ୍ (୫ ଟି) ସଚିବ ଶ୍ରୀ ଭି.କେ ପାଣ୍ଡିଆନ୍ ଆଜି ସକାଳେ ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିର ପରିଦର୍ଶନ କରି ଶ୍ରୀ ଜଗନ୍ନାଥ ପାରିକ୍ରମା ପ୍ରକଳ୍ପର ସମୀକ୍ଷା କରିଥିଲେ। ସେ ଭୋର ୪ ଟାରୁ ସକାଳ ୭ ପର୍ଯ୍ୟନ୍ତ ପରିକ୍ରମା […]
ମୁମ୍ବାଇ: ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ର ନାମ ତଥା ନିର୍ବାଚନ ଚିହ୍ନ ଉପରେ ଦାବି ସମ୍ପର୍କରେ ଶରଦ ପାୱାର ଏବଂ ଅଜିତ ପାୱାରଙ୍କ ଦଳ ପକ୍ଷରୁ ଦାଖଲ ହୋଇଥିବା ଆବେଦନ ଆଜି ନିର୍ବାଚନ ଆୟୋଗ ଶୁଣାଣି କରିବାକୁ ଯାଉଛନ୍ତି। ଅଜିତ […]
ଭୁବନେଶ୍ୱର : ଗତକାଲି ପ୍ରଦେଶ କଂଗ୍ରେସ ତରଫରୁ ମାଲକାନାଗିରିର ଦଣ୍ଡକାରଣ୍ୟ ପଡ଼ିଆରେ କଂଗ୍ରେସ ମୂଳନିବାସୀ ଜନଜାଗରଣ ସମାବେଶ ଆୟୋଜିତ ହୋଇଯାଇଛି। ଏହି ଆୟୋଜନ କଂଗ୍ରେସର ପ୍ରଥମ ଏକ ବଡ ଆୟୋଜନ। କାରଣ ଶରତ ପଟ୍ଟନାୟକ ସଭାପତି ହେବାପରେ ତାଙ୍କ ନେତୃତ୍ବରେ କଂଗ୍ରେସ ପଦଯାତ୍ରା […]
ଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ଦିନ ମଧ୍ୟପ୍ରଦେଶର ଜବଲପୁର ଠାରେ ୧୨,୬୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ସଡ଼କ, ରେଳ, ଗ୍ୟାସ ପାଇପଲାଇନ୍, ଗୃହ ନିର୍ମାଣ ଏବଂ ବିଶୁଦ୍ଧ ପାନୀୟ ଜଳ ଭଳି ବିଭିନ୍ନ କ୍ଷେତ୍ର ସହିତ ସମ୍ପର୍କିତ ବିକାଶ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି (୦୫-୧୦-୨୦୨୩) ରାଜସ୍ଥାନର ଯୋଧପୁର ଗସ୍ତରେ ଯାଇ ସଡ଼କ, ରେଳ, ବିମାନ ଚଳାଚଳ, ସ୍ବାସ୍ଥ୍ୟ ଓ ଉଚ୍ଚଶିକ୍ଷା କ୍ଷେତ୍ରରେ ୫୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି। ଏହି […]
ଭୁବନେଶ୍ବର: ଓଡିଶାର କିଶୋର ଜେନା। ଏହି ନାମଟି ଆଗରୁ ଆମ ଓଡିଶାରେ କିମ୍ବା ଭାରତରେ କେହି ଜାଣି ନ ଥିଲେ। ହେଲେ ଆଜିର ଦିନରେ କିଶୋର ଜେନା କହିଲେ ସାରା ଓଡିଶା କାହିଁକି ବର୍ତ୍ତମାନ ଭାରତବାସୀଙ୍କ ପାଇଁ ଜଣେ ପରିଚିତ ନାମ […]
କନ୍ଧମାଳ/ଭୁବନେଶ୍ୱର: ରାଷ୍ଟ୍ର ପାଇଁ ବଳିଦାନ ଦେଇଥିବା ଅମର ‘ବୀର’ମାନଙ୍କୁ ଶ୍ରଦ୍ଧାଞ୍ଜଳୀ ଦେବା ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବ୍ୟାପୀ ଦେଇଥିବା ଆହ୍ୱାନ କ୍ରମେ ଆଜି ଆୟୋଜିତ “ମୋ ମାଟି ମୋ ଦେଶ” ଅଭିଯାନରେ ରାଜ୍ୟ ସଭାପତି ମନମୋହନ ସାମଲ ସାମିଲ ହୋଇଛନ୍ତି। […]
ଭୁବନେଶ୍ୱର: ଉଚ୍ଚଶିକ୍ଷା ବିଭାଗର ରାଜ୍ୟ ଏନ୍ଏସ୍ଏସ୍ ସେଲ୍ ଓ ଓଡ଼ିଶା ପୋଲିସର ମିଳିତ ସହଯୋଗରେ ଆଜି ସାଇବର ସୁରକ୍ଷା ସଚେତନତା ୱେବିନାର୍ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ରୂପେ ଯୋଗଦେଇ କ୍ରାଇମ୍ ବ୍ରାଞ୍ଚ ଆଇ.ଜି. ସଫିନ୍ ଅହମଦ୍ କହିଲେ ଯେ […]
ନୂଆଦିଲ୍ଲୀ: ସଞ୍ଜୟ ସିଂଙ୍କ ଗିରଫଦାରୀ ବିରୋଧରେ ଆମ୍ ଆଦମୀ ପାର୍ଟି ଏକ ବଡ ବିରୋଧ ପ୍ରଦର୍ଶନ କରୁଛି। ଆମ୍ ଆଦମୀ ପାର୍ଟିର ବିରୋଧ ସାରା ଦେଶରେ ଚାଲିଛି। ଚଣ୍ଡିଗଡ଼ ଏବଂ ମୁମ୍ବାଇରେ AAP ବିରୋଧ କରୁଛି। ସଞ୍ଜୟ ସିଂଙ୍କ ଗିରଫଦାରୀ ଉପରେ […]
ନୂଆଦିଲ୍ଲୀ: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଆଜି ପଶ୍ଚିମବଙ୍ଗ ସରକାରର ମନ୍ତ୍ରୀ ରଥିନ ଘୋଷଙ୍କ ଘରେ ଚଢାଉ କରିଛି। ମଧ୍ୟମଗ୍ରାମ ପୌରପାଳିକାରେ ନିଯୁକ୍ତି ଦୁର୍ନୀତି ମାମଲାରେ ଏହି ଚଢାଉ କରାଯାଉଛି। ପଶ୍ଚିମବଙ୍ଗରେ ଇଡିର ଏହି ଚଢାଉ ଏଭଳି ସମୟରେ ଘଟିଛି, ଯେତେବେଳେ ଆଜି […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟବାସୀଙ୍କୁ ଜରୁରୀକାଳୀନ ସ୍ୱାସ୍ଥ୍ୟସେବା ଯୋଗାଇଦେବା ଉଦ୍ଦେଶ୍ୟରେ ୨୬ଟି ନୂତନ ଅତ୍ୟାଧୁନିକ ୧୦୮ ଆମ୍ବୁଲାନ୍ସ ଲୋକାର୍ପଣ କରିଛନ୍ତି। ଆଜି ସନ୍ଧ୍ୟାରେ ନବୀନ ନିବାସଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ସରକାରଙ୍କ […]
ଭୁବନେଶ୍ବର: ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଏସଟି ମୋର୍ଚ୍ଚା ରାଜ୍ୟ ପଦାଧିକାରୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ମୋର୍ଚ୍ଚାର ରାଜ୍ୟ ସଭାପତି ବିଧାୟକ ନିତ୍ୟାନନ୍ଦ ଗଣ୍ଡଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଯୋଗ ଦେଇ ପୂର୍ବତନ ଆଦିବାସୀ କଲ୍ୟାଣ ମନ୍ତ୍ରୀ ତଥା ସାଂସଦ ଶ୍ରୀ […]
ଭୁବନେଶ୍ୱର: ମହିଳାଙ୍କ ଦକ୍ଷତାର ବିକାଶରେ ଆଜି ଆମେ ଏକ ନୂଆ ଫର୍ଦ୍ଦ ଯୋଡିବା ପାଇଁ ଯାଉଛି। ଓଡ଼ିଶା ସରକାର ମହିଳାମାନଙ୍କୁ ସେମାନଙ୍କ ଯୋଗ୍ୟତା ଆଧାରରେ କାର୍ଯ୍ୟ କରିବାର ସୁଯୋଗ ଦେବା ସହ ନିଷ୍ପତ୍ତି ନେବା ପକ୍ରିୟାରେ ମଧ୍ୟ ସାମିଲ କରୁଛନ୍ତି। ମହିଳାମାନଙ୍କ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର, ବାଲିଅନ୍ତା ଓ ଜଟଣୀ ବ୍ଲକର ଆବାସିକ କଲୋନୀ ଗୁଡିକ ପାଇଁ ୩୯ କୋଟି ୨୫ ଲକ୍ଷ ଟଙ୍କାର ୪୨୯ଟି ରାସ୍ତା ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଗତ ଅଗଷ୍ଟ ମାସ ୨୩ ତାରିଖରେ […]
ନୂଆଦିଲ୍ଲୀ: ଦିଲ୍ଲୀର ଅବକାରୀ ନୀତି ଦୁର୍ନୀତି ମାମଲାରେ ଶିବସେନା (ଉଦ୍ଧବ ବାଲା ସାହେବ ଠାକରେ) ସାଂସଦ ସଞ୍ଜୟ ରାଉତ ବିଜେପି ଉପରେ ଆକ୍ରମଣ କରିଛନ୍ତି। କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରି ସେ ପ୍ରଶ୍ନ କରିଛନ୍ତି ଯେ, ଇଡି ଏବଂ ସିବିଆଇ ଦ୍ୱାରା […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ତେଲେଙ୍ଗାନାର ନିଜାମାବାଦ ଠାରେ ବିଦ୍ୟୁତ୍, ରେଳ ଏବଂ ସ୍ୱାସ୍ଥ୍ୟ ସେବା ଭଳି ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରରେ ୮୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ଏବଂ ସେଗୁଡିକୁ ରାଷ୍ଟ୍ର […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଛତିଶଗଡର ବସ୍ତରର ଜଗଦଲପୁର ଠାରେ ପାଖାପାଖି ୨୭,୦୦୦ କୋଟି ଟଙ୍କାର ଏକାଧିକ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ଏହି ପ୍ରକଳ୍ପଗୁଡ଼ିକ ମଧ୍ୟରେ ବସ୍ତର ଜିଲ୍ଲାର ନାଗରନାର […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଜଟଣୀସ୍ଥିତ NISER କ୍ୟାମ୍ପସରେ ‘ହୋମି ଭବା କର୍କଟ ହସପିଟାଲ ଏବଂ ଗବେଷଣା କେନ୍ଦ୍ର’ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏଥିରେ ଅତ୍ୟାଧୁନିକ ଚିକିତ୍ସା ସୁବିଧା ମିଳିବା ସହିତ ଶ୍ରେଷ୍ଠ ଗବେଷଣା କେନ୍ଦ୍ର ଭାବେ […]
ଭୁବନେଶ୍ବର: ଆଜି କେନ୍ଦ୍ର ସୂଚନା ଓ ପ୍ରସାରଣ ତଥା କ୍ରୀଡା ମନ୍ତ୍ରୀ ଅନୁରାଗ ଠାକୁର ରାଜ୍ୟ ସରକାରଙ୍କ କେନ୍ଦ୍ରୀୟ ଯୋଜନା ଦୁର୍ନିତିର କାର୍ଯ୍ୟାନୁଷ୍ଠାନ ହେବ। ଭୁବନେଶ୍ବରର ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନରେ ସେ ଏହା କହିଛନ୍ତି। ଏ […]
ଭୁବନେଶ୍ୱର: ଗାନ୍ଧୀ ଜୟନ୍ତୀ ଅବସରରେ ରାୟଗଡ଼ା ଜିଲ୍ଲାର ଗୁଣପୁର ସବ ଡିଭିଜନ, ରେଜିଂତାଲ ଆଦିବାସୀ ଗାଁରେ ଓଡ଼ିଶା ଲଳିତ କଳା ଏକାଡେମୀ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ଵାରା ଏବଂ ରାୟଗଡ଼ା ଜିଲ୍ଲା ପ୍ରଶାସନ ସହଯୋଗରେ ସେପ୍ଟେମ୍ବର୨୮ ଠାରୁ […]
ଭୁବନେଶ୍ବର: ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ-୨୦୨୩ ଅବସରରେ ୧୯୨୧ ମାର୍ଚ୍ଚ ୨୩ରୁ ୧୯୩୮ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଗସ୍ତ ସଂପର୍କିତ ଫଟୋ ଓ ତଥ୍ୟକୁ ନେଇ ସ୍ଥାନୀୟ ଜୟଦେବ ଭବନରେ ଆୟୋଜିତ ଫଟୋଚିତ୍ର ପ୍ରଦର୍ଶନୀ ସୂଚନା ଓ […]