ଭୁବନେଶ୍ବର: ନିର୍ବାଚନ ପାଖେଇ ଆସୁଥିବାରୁ ବର୍ତ୍ତମାନ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପୁରୀ ଆକ୍ସନ ମୁଡରେ ଅଛନ୍ତି। କାରଣ ସେ ପ୍ରଥମେ ବିଧାନସଭାରେ ବିରୋଧୀଙ୍କୁ ସମାଲୋଚନା କରିଥିଲେ। ଏବେ ସେ ସାଧାରଣ ସଭାରେ ମଧ୍ୟ ବିରୋଧୀଙ୍କୁ ତୀବ୍ର ସମାଲୋଚନା କରିଛନ୍ତି। ନବୀନ […]
ଭୁବନେଶ୍ବର: ଓଡିଶାର ଲୋକପ୍ରିୟ ସମ୍ବାଦପତ୍ର ସମ୍ବାଦର ସଂପାଦକ ପଦରୁ ଇସ୍ତଫା ଦେଇଛନ୍ତି ସୌମ୍ୟରଂଜନ ପଟ୍ଟନାୟକ। ଏ ନେଇ ସମ୍ବାଦରେ ସୂଚନା ପ୍ରଦାନ କରାଯାଇଛି। ତେବେ ସମ୍ବାଦର ନୂଆ ସଂପାଦକ ଭାବେ ତାଙ୍କ ଝିଅ ତନୟା ପଟ୍ଟନାୟକଙ୍କୁ ସେ ଦାୟିତ୍ବ ପ୍ରଦାନ କରିଛନ୍ତି। […]
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବରିଷ୍ଠ ନାଗରିକମାନଙ୍କୁ ସମାଜର ଅମୂଲ୍ୟ ସଂପଦ ଭାବେ ବର୍ଣ୍ଣନା କରି ସେମାନଙ୍କୁ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି। ଆଜି ଏହି ଅବସରରେ ରବୀନ୍ଦ୍ର ମଣ୍ଡପଠାରେ ଆୟୋଜିତ ସମାବେଶରେ ମୁଖ୍ୟ ଅତିଥି […]
ଭୁବନେଶ୍ୱର : ବିଜେପି ସଭାପତି ମନମୋହନ ସାମଲ ଭଦ୍ରକ ବିକାଶ ନେଇ ଉଠାଇଥିବା ବିଭିନ୍ନ ପ୍ରଶ୍ନର ଉତ୍ତର ରଖିଛନ୍ତି ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ। ସେ ନିଜ ସାମାଜିକ ଗଣମାଧ୍ୟମରେ ମନମୋହନଙ୍କୁ ଜବାବ ଦେଇଛନ୍ତି। ସେ କହିଛନ୍ତି ଯେ, ମନମୋହନ ବାବୁ, […]
ନୂଆଦିଲ୍ଲୀ: ପାଖେଇଲାଣି ଲୋକସଭା ନିର୍ବାଚନ। ସେଥିପାଇଁ ବିଭିନ୍ନ ଦଳ ତଥା ଆଶାୟୀ ପ୍ରାର୍ଥୀମାନେ ସେମାନଙ୍କର ରଣନୀତି ପ୍ରସ୍ତୁତ କରିସାରିଲେଣି। ଏଥର କେମିତି ନିର୍ବାଚନରେ ବିଜୟ ଲାଭ ହେବ ସେ ନେଇ ଚାଲିଛି ଆଲୋଚନା। କେତେ ଟଙ୍କା ଖର୍ଚ୍ଚ ହେବ, ଟଙ୍କା କେଉଁଠୁ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗତକାଲି ନବୀନ ନିବାସ ଠାରେ ଜନଜାତି ଭାଷା ସଂସ୍କୃତି ପ୍ରତିଷ୍ଠାନ ପକ୍ଷରୁ ପ୍ରକାଶିତ ସାନ୍ତାଳୀ-ଓଡିଆ-ଇଂରାଜୀ ଶଦ୍ଦକୋଷକୁ ଲୋକାର୍ପଣ କରିଛନ୍ତି। ଏଥିସହିତ ସୌରା, କୁଇ, କୁଭି, ଗୋଣ୍ଡି ଓ ମୁଣ୍ଡା ଭାଷାର ପ୍ରାଥମିକ ଶ୍ରେଣୀ ନିମନ୍ତେ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମ୍ ଠାରେ ଦେଶର ଆକାଂକ୍ଷୀ ବ୍ଲକମାନଙ୍କ ପାଇଁ ‘ସଂକଳ୍ପ ସପ୍ତାହ’ ନାମକ ଏକ ଅନନ୍ୟ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଆକାଂକ୍ଷୀ ବ୍ଲକ ପ୍ରୋଗ୍ରାମ ପୋର୍ଟାଲର ଶୁଭାରମ୍ଭ କରିବା ସହ ଏହି ଅବସରରେ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଜି ସ୍ଥାନୀୟ କଳିଙ୍ଗ ଷ୍ଟାଡିଅମରେ ସାଇବର ସୁରକ୍ଷା ଅଭିଯାନର ଶୁଭାରମ୍ଭ କରିଛନ୍ତି। ୩୪ଟି ସାଇବର ସୁରକ୍ଷା ରଥ ଆଜିଠାରୁ ସାରା ରାଜ୍ୟର ବିଭିନ୍ନ ସ୍କୁଲ, କଲେଜ ଓ ପଞ୍ଚାୟତ ଆଦି ଭ୍ରମଣ କରି ସାଇବର ସୁରକ୍ଷା […]
ଭୁବନେଶ୍ବର: ଦୀର୍ଘ ଏକ ମାସ ଧରି ନିଜର ହକ ପାଇଁ ଦାବୀ କରି ଆସୁଥିବା ଓ ପାଞ୍ଚ ଦିନ ଧରି ବିଧାନସଭା ଆଗରେ ନିଜର ଦାବୀ ନେଇ ଧାରଣା ଓ ପ୍ରତିବାଦ କରୁଥିବା ଆୟୁଷ ଡାକ୍ତରୀ ଛାତ୍ରଛାତ୍ରୀ ଙ୍କ ଆକ୍ରୋସ ପରେ […]
ଶୀଳଭଦ୍ର ଶାସ୍ତ୍ରୀ ମୁଁ ହେଲି ଉଇଲିସ୍ କମ୍ପାନୀ,ଆମେରିକା ଦ୍ବାରା ୧୯୪୬ ମସିହାରେ ଧରା ପୃଷ୍ଠକୁ ଆସିଥିବା ଏକ ମୋଟର ଜାନ,ଆଉ ନାଁ ମୋର ଥିଲା ‘ଷ୍ଟେସନ ଓ୍ବାଗନ’ ! ୧୯୪୦ ଦଶକର ବାଲ୍ୟାବସ୍ଥାରୁ ନେଇ ୧୯୬୪ ପର୍ଯନ୍ତ ଯୁବା ବସ୍ଥାରେ ମୁଁ […]
ଭୁବନେଶ୍ବର: ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନରେ ଥିବା ଓରମାସ ଜରିଆରେ, ଆଇଟିସି ପାଇଁ ଧୂପକାଠି ବା ଅଗରବତୀ ପ୍ରସ୍ତୁତ କରୁଥିବା ଓଡ଼ିଶାର ବିଭିନ୍ନ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନଙ୍କୁ ସାଇକଲ ପ୍ରଦାନ କରାଯାଇଛି। ଭୁବନେଶ୍ୱର ୟୁନିଟ-୮ ସ୍ଥିତ […]
ଭୁବନେଶ୍ବର: ବର୍ତ୍ତମାନ ଆଧୁନିକ ଜ୍ଞାନକୌଶଳ ଯୁଗରେ ବିଭିନ୍ନ କଥା ବଦଳିବାରେ ଲାଗିଛି। ଠିକ ସେହିପରି ଲାଞ୍ଚୁଆ ଅଫିରସଙ୍କ ଲାଞ୍ଚ ନେବା ତରିକା ମଧ୍ୟ ବଦଳିବାରେ ଲାଗିଛି। ଯାହାକୁ ନେଇ ଓଡିଶା ଭିଜିଲାନସ ଅଫିସର ଚିନ୍ତାରେ ପଡିଯାଇଛନ୍ତି। ଆଉ ରଂଗବୋଳା ଟଙ୍କା କାମ […]
ନୂଆଦିଲ୍ଲୀ: ମହିଳା ସଂରକ୍ଷଣ ବିଲ୍ କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅନୁମୋଦନ କରିଛନ୍ତି। ଏହି ବିଲ୍ ୨୦ ସେପ୍ଟେମ୍ବରରେ ଲୋକସଭାରେ ଏବଂ ୨୧ ସେପ୍ଟେମ୍ବରରେ ରାଜ୍ୟସଭାରେ ପାରିତ ହୋଇଥିଲା। ସଂସଦର ଉଭୟ ଗୃହ ଦ୍ଵାରା କୌଣସି ବିଲ୍ ପାରିତ ହେବା ପରେ […]
କଟକ: ଆଜି ସକାଳେ କଟକ ଚୌଧୁରୀ ବଜାରର ଏକ ଶାଢୀ ଦୋକାନରେ ଭୟାବହ ଅଗ୍ନିକାଣ ଘଟିଯାଇଛି। ତିନୋଟି ଦମ କଳ ଲାଗି ନିଆଁକୁ ଆୟତ କରିବା କଷ୍ଟକର ହୋଇପଡିଥିଲା। ଫଳରେ ହାଇଡ୍ରୋଲିକ ଦମକଳ ସାହାଯ୍ୟରେ ଏହି ନିଆଁକୁ ଆୟତ କରାଯାଇଥିଲା। ଏହି […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର ୩୦, ୨୦୨୩ ସକାଳ ପ୍ରାୟ ୧୦ଟାରେ ନୂଆଦିଲ୍ଲୀର ଭାରତ ମଣ୍ଡପମ୍ ଠାରେ ‘ସଂକଳ୍ପ ସପ୍ତାହ’ ନାମକ ଦେଶର ଆକାଂକ୍ଷୀ ବ୍ଲକଗୁଡ଼ିକ ପାଇଁ ଏକ ଅନନ୍ୟ ସପ୍ତାହବ୍ୟାପୀ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ। ଆକାଂକ୍ଷୀ ବ୍ଲକ ପ୍ରୋଗ୍ରାମ […]
ଭୁବନେଶ୍ବର: ଆଜି ବିଧାନସଭାରେ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଥିଲା। ବିରୋଧୀ ବିଜେପି ବିଧାୟକ ଗୃହ ମଧ୍ୟ ଭାଗକୁ ଆସି ହଟ୍ଟଗୋଳ କରି ବାଚସ୍ପତିଙ୍କ ପୋଡିୟମ ଉପରକୁ ଡାଲି ଫିଙ୍ଗିଥିଲେ। ଯାହାକୁ ନେଇ ଦୁଇ ଜଣ ବିଧାୟକଙ୍କୁ ଗୃହରୁ ନିଲମ୍ବିତ କରିଥିଲେ ବାଚସ୍ପତି […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡ. ପିକେ ମିଶ୍ର ଏକ ଉଚ୍ଚସ୍ତରୀୟ ବୈଠକରେ ଜି-୨୦ ନେତୃମଣ୍ଡଳୀ ସମ୍ମିଳନୀର ଫଳାଫଳକୁ ନେଇ ହୋଇଥିବା ଅଗ୍ରଗତି ସମୀକ୍ଷା କରିଛନ୍ତି। ଏହି ବୈଠକରେ ଭାରତର ଜି-୨୦ ଶେରପା ଅମିତାଭ କାନ୍ତ, ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ସଚିବ […]
ଭୁବନେଶ୍ବର: କୃଷି କ୍ଷେତ୍ରରେ ଜୈବିକ କୃଷି ଉପାଦାନର ବ୍ୟବହାରକୁ ବୃଦ୍ଧି କରି ରାସାୟନିକ ସାର ବ୍ୟବହାରକୁ ସନ୍ତୁଳିତ କରିବାକୁ ରାଜ୍ୟ ସରକାର ଗୁରୁତ୍ୱ ପ୍ରଦାନ କରୁଛନ୍ତି । କୃଷି ଓ କୃଷକ ସଶକ୍ତିକରଣ ବିଭାଗର ବିଭିନ୍ନ ଯୋଜନାରେ ‘ମୋ ଖତ’, ‘ଜିଆ […]
ଭୁବନେଶ୍ୱର: ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ କଳାହାଣ୍ଡି ଲୋକସଭାର ପୂର୍ବତନ ସାଂସଦ ଶ୍ରୀ ଅର୍କ କେଶରୀ ଦେଓ ଏବଂ ଶ୍ରୀମତୀ ମାଳବିକା ଦେବୀ ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି। ସେହିପରି ନର୍ଲା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ମଦନପୁର-ରାମପୁର […]
ଭୁବନେଶ୍ୱର: ଆଜି ହେଉଛି ବିଶ୍ୱ ପର୍ଯ୍ୟଟନ ଦିବସ। ରାଜ୍ୟ ପର୍ଯ୍ୟଟନ ବିଭାଗ ଏବଂ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ ପକ୍ଷରୁ ଏହାକୁ ମହାଡମ୍ବରରେ ପାଳନ କରାଯାଇଛି। ଏହି ଅବସରରେ ଓଡ଼ିଶା ସୁପର ରାଉଡର୍ସ ସଂଘ ପକ୍ଷରୁ ବାର୍ଷିକ ସୁପର ବାଇକ୍ ରାଲି […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉତ୍ସାହୀ ଗୁଜରାଟ ବୈଶ୍ୱିକ ଶିଖର ସମ୍ମିଳନୀର ୨୦ ବର୍ଷ ପୂର୍ତ୍ତି ସମାରୋହରେ ଆଜି (୨୭-୦୯-୨୦୨୩) ବିଜ୍ଞାନ ନଗରୀ ଅହମ୍ମଦାବାଦ ଠାରେ ନିଜର ଅଭିଭାଷଣ ରଖିଛନ୍ତି । ତତ୍କାଳିନ ମୁଖ୍ୟମନ୍ତ୍ରୀ ଦୂରଦୃଷ୍ଟି ସମ୍ପନ୍ନ ଶ୍ରୀ ନରେନ୍ଦ୍ର ମୋଦୀଙ୍କ […]