ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉତ୍ସାହୀ ଗୁଜରାଟ ବୈଶ୍ୱିକ ଶିଖର ସମ୍ମିଳନୀର ୨୦ ବର୍ଷ ପୂର୍ତ୍ତି ସମାରୋହରେ ଆଜି (୨୭-୦୯-୨୦୨୩) ବିଜ୍ଞାନ ନଗରୀ ଅହମ୍ମଦାବାଦ ଠାରେ ନିଜର ଅଭିଭାଷଣ ରଖିଛନ୍ତି । ତତ୍କାଳିନ ମୁଖ୍ୟମନ୍ତ୍ରୀ ଦୂରଦୃଷ୍ଟି ସମ୍ପନ୍ନ ଶ୍ରୀ ନରେନ୍ଦ୍ର ମୋଦୀଙ୍କ […]
ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ୨୭ ସେପ୍ଟେମ୍ବର ୨୦୨୩ରେ ଇନ୍ଦୋର ଠାରେ ଇଣ୍ଡିଆ ସ୍ମାର୍ଟ ସିଟି ପୁରସ୍କାର ପ୍ରତିଯୋଗିତା (ଆଇଏସଏସି) ୨୦୨୨ର ଚତୁର୍ଥ ସଂସ୍କରଣର ବିଜେତା ମାନଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି । ଭାରତ ସରକାରଙ୍କ ଗୃହ ନିର୍ମାଣ ଓ ସହରାଞ୍ଚଳ […]
ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବାସଭବନର ନବୀକରଣରେ ଅପଚୟ ବ୍ୟୟ କିମ୍ବା ଆର୍ଥିକ ଅନିୟମିତତା ହୋଇଛି କି ନାହିଁ ସିବିଆଇ ଏହାର ତଦନ୍ତ ଆରମ୍ଭ କରିଛି। ରିପୋର୍ଟ ଅନୁଯାୟୀ, ଅକ୍ଟୋବର ୩ ତାରିଖ ସୁଦ୍ଧା ମୁଖ୍ୟମନ୍ତ୍ରୀ ବାସଭବନର ନବୀକରଣ ସହ […]
ଭୁବନେଶ୍ବର: ନାଇଜେରିଆର ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ଓଡିଶାରେ ପ୍ରସ୍ତୁତ କରାଯାଉଥିବା ଭିଟାମିନ୍ ଯୁକ୍ତ ପୁଷ୍ଟି ବର୍ଦ୍ଧକ ଚାଉଳ (ଫର୍ଟିଫାଏଡ୍ ରାଇସ୍ ) ପ୍ରସ୍ତୁତି, ସଂରକ୍ଷଣ ଓ ବ୍ୟବହାର ସଂପର୍କରେ ରାଜ୍ୟର ଅଭିଜ୍ଞତାରୁ ଶିକ୍ଷା ଗ୍ରହଣ କରିବାକୁ ଓଡ଼ିଶା ଆସିଛନ୍ତି। ନାଇଜେରିଆ […]
ଭୁବନେଶ୍ବର: ଅକ୍ଟୋବର ଦୁଇ ତାରିଖରୁ ବିଜେଡି ପାଳନ କରିବ ଜନ ସଂପର୍କ ପଦଯାତ୍ରା। ଏହା ପ୍ରତିବର୍ଷ ପରି ଅକ୍ଚୋବର ୨ ତାରିଖ ଗାନ୍ଧୀ ଜୟନ୍ତିରୁ ଆରମ୍ଭ ହୋଇ ଅକ୍ଟୋବର ୧୧ ତାରିଖ ଜୟପ୍ରକାଶ ନାରାୟଣଙ୍କ ଜୟନ୍ତିରେ ଶେଷ ହେବ। ଏହି ପଦଯାତ୍ରା […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ରୋଜଗାର ମେଳାକୁ ସମ୍ବୋଧିତ କରିବା ସହ ଭିଡିଓ କନଫରେନ୍ସିଂ ଜରିଆରେ ନୂତନ ଭାବେ ନିଯୁକ୍ତି ପାଇଥିବା କର୍ମଚାରୀ ମାନଙ୍କୁ ପାଖାପାଖି ୫୧,୦୦୦ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି । ଦେଶର ବିଭିନ୍ନ ବିଭାଗ ପକ୍ଷରୁ […]
ଭୋପାଳ: ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରଦେଶରେ ଏମିତି ରାଜନୈତିକ ଗୁଗୁଲି ଫିଙ୍ଗିଛନ୍ତି ଯେ ଗୋଟିଏ ଓଭରରେ ୪ ୱିକେଟ୍ ନେଇଥିବା ସିରାଜ ମଧ୍ୟ ସମକକ୍ଷ ହୋଇପାରିବେ ନାହିଁ। ଦିନରେ ମୁଖ୍ୟମନ୍ତ୍ରୀ ଶିବରାଜଙ୍କୁ ଦ୍ୱାଦଶ ଖେଳାଳି […]
ନୂଆଦିଲ୍ଲୀ: ଏହା ୧୯୮୦ ଦଶକର ଏକ କାହାଣୀ। ପଞ୍ଜାବରେ କାନାଡା ପଳାଇ ଆସିଥିବା ଦୁଇ ଜଣ ପୁଲିସ ଅଧିକାରୀଙ୍କ ହତ୍ୟା ମାମଲାରେ ଖଲିସ୍ତାନୀ ତଲବିନ୍ଦର ସିଂହ ପରମାରଙ୍କ ନାମ ସାମ୍ନାକୁ ଆସିଥିଲା। ଜଷ୍ଟିନ ଟ୍ରୁଡୋଙ୍କ ପିତା ଥିଲେ ପିୟର ଟ୍ରୁଡୋ, ଯିଏ […]
ନୂଆଦିଲ୍ଲୀ: ବାଂଲାଦେଶର ବୈଦେଶିକ ମନ୍ତ୍ରୀଙ୍କ ପରେ ବର୍ତ୍ତମାନ ଶ୍ରୀଲଙ୍କାର ବୈଦେଶିକ ମନ୍ତ୍ରୀ ଅଲି ସାବ୍ରି ମଧ୍ୟ ଭାରତ-କାନାଡା ବିବାଦରେ ଭାରତକୁ ସମର୍ଥନ କରିଛନ୍ତି ଏବଂ କାନାଡାକୁ ନିନ୍ଦା କରିଛନ୍ତି। ନ୍ୟୁଜ୍ ଏଜେନ୍ସି ANI କୁ ଅଲି ସାବ୍ରି କହିଛନ୍ତି ଯେ, “କିଛି […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୬-୨୭ ସେପ୍ଟେମ୍ବର ୨୦୨୩ ଦୁଇଦିନ ଧରି ଗୁଜରାଟ ଗସ୍ତ କରିବେ। ସେପ୍ଟେମ୍ବର ୨୭ ପୂର୍ବାହ୍ନ ଦଶଟା ବେଳେ ପ୍ରଧାନମନ୍ତ୍ରୀ ଭାଇବ୍ରାଣ୍ଟ ଗୁଜରାଟ ବୈଶ୍ବିକ ଶିଖର ବୈଠକରେ ୨୦ ବର୍ଷ ପୂର୍ତ୍ତି ସମାରୋହ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ। […]
ଭୁବନେଶ୍ୱର: ଲୋକସଭା ଓ ବିଧାନସଭାରେ ମହିଳାମାନଙ୍କ ପାଇଁ ୩୩ ଭାଗ ସ୍ଥାନ ସଂରକ୍ଷଣ ଉଦ୍ଦେଶ୍ୟରେ ମୋଦି ନେତୃତ୍ୱାଧିନ ବିଜେପି ସରକାର ପ୍ରଣୟନ କରିଥିବା ନାରୀ ବନ୍ଦନ ଅଧିନୀୟମ ବସ୍ତୁତଃ ଅର୍ଥହୀନ। ନାରୀ ବନ୍ଦନ ନାମରେ ନାରୀ ସଂରକ୍ଷଣ ବ୍ୟବସ୍ଥାକୁ କାର୍ଯ୍ୟକାରୀ ନ […]
ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭାରେ 5ଟି ସଚିବ ଭି କେ ପାଣ୍ଡିଆନ ଗସ୍ତ ଉପରେ ବିସ୍ତୁତ ତଥ୍ୟ ଉପସ୍ଥାପନ କରିଛନ୍ତି। ବିରୋଧୀଙ୍କ ହଟ୍ଟଗୋଳ ପରେ ନବୀନ ଏହି ତଥ୍ୟ ରଖିଛନ୍ତି। ତେବେ ମୁଖ୍ୟମନ୍ତ୍ରୀ ପାଣ୍ଡିଆନ ଗସ୍ତ ଉପରେ ଯାହା […]
ନୂଆଦିଲ୍ଲୀ: ତାମିଲନାଡୁରେ ବିଜେପି ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଆଜି ଅଲ ଇଣ୍ଡିଆ ଅନ୍ନା ଦ୍ରାବିଡ ମୁନେତ୍ର କଷଗମ (AIADMK) ବିଜେପି ନେତୃତ୍ୱାଧୀନ ନ୍ୟାସନାଲ ଡେମୋକ୍ରାଟିକ୍ ଆଲାଇନ୍ସ (ଏନଡିଏ) ସହିତ ମେଣ୍ଟ ଭାଙ୍ଗିବାକୁ ଘୋଷଣା କରିଛି। ଏ ବାବଦରେ ଦଳ ଏକ ସଂକଳ୍ପ […]
ଭୁବନେଶ୍ବର: ଆଜି ଗୃହରେ ୫ଟି ସଚିବ ଭି କେ ପାଣ୍ଡିଆନ ବା ସିଏମଓଙ୍କ ଗସ୍ତ ସଂପର୍କରେ ତଥ୍ୟ ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ସକାଳୁ ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ବିରୋଧୀ ବିଜେପି ହଟ୍ଟଗୋଳ କରିଥିଲେ। ସେମାନେ ମନ୍ତ୍ରୀ […]
ନୂଆଦିଲ୍ଲୀ: ଗତ ସପ୍ତାହରୁ ଭାରତ ଏବଂ କାନାଡା ମଧ୍ୟରେ ତିକ୍ତତା ସାରା ବିଶ୍ୱରେ ଚର୍ଚ୍ଚାର ବିଷୟ ପାଲଟିଛି। ଦଶନ୍ଧି ଧରି ବନ୍ଧୁ ଥିବା ଏହି ଦୁଇ ଦେଶ ବର୍ତ୍ତମାନ ପରସ୍ପର ସହ ମୁହାଁମୁହିଁ ହୋଇଛନ୍ତି। ଉଭୟ ଦେଶ ପରସ୍ପରର ବରିଷ୍ଠ କୂଟନୀତିଜ୍ଞଙ୍କୁ […]
ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମୋଟ ୧୦ ମାର୍କରୁ ଆପଣ ତାଙ୍କୁ କେତେ ମାର୍କ ଦେବେ ? ଭୁବନେଶ୍ବରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଏପରି ପ୍ରଶ୍ନ କଲେ ଭାରତର ପ୍ରଖ୍ୟାତ ସାମ୍ବାଦିକ ପ୍ରଭୃ ଚାୱାଲ। ତେବେ ଏହାର […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ଉତ୍ତର ପ୍ରଦେଶର ବାରଣାସୀର ରୁଦ୍ରାକ୍ଷ ଆନ୍ତର୍ଜାତିକ ସହଯୋଗ ଓ ଅଧିବେଶନ କେନ୍ଦ୍ରରେ କାଶୀ ସଂସଦ ସାଂସ୍କୃତିକ ମହୋତ୍ସବ ୨୦୨୩ର ଉଦଯାପନୀ ସମାରୋହରେ ଉଦବୋଧନ ଦେଇଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ୧୧୧୫ କୋଟି ଟଙ୍କା […]
ଭୁବନେଶ୍ୱର: ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ଆନୁକୂଲ୍ୟରେ ଭୁବନେଶ୍ୱରସ୍ଥିତ ଗୋପବନ୍ଧୁ ପ୍ରଶାସନିକ ଏକାଡେମୀଠାରେ ରାଜ୍ୟର ସମସ୍ତ ଜିଲ୍ଲାପାଳ, ଅତିରିକ୍ତ ଜିଲ୍ଲାପାଳ ଏବଂ ଡେପୁଟି କଲେକ୍ଟରମାନଙ୍କୁ ଇଭିଏମ୍ର ପ୍ରଥମ ପର୍ଯ୍ୟାୟ ତନଖି କାର୍ଯ୍ୟ ସଂପର୍କରେ ଏକ ଦିନିକିଆ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ […]
ନୂଆଦିଲ୍ଲୀ: ଆପ ସାଂସଦ ରାଘବ ଚଢା ଏବଂ ଅଭିନେତ୍ରୀ ପରିଣୀତି ଚୋପ୍ରାଙ୍କ ବାହାଘର ବର୍ତ୍ତମାନ ସାରା ଦେଶରେ ଏକ ଚର୍ଚ୍ଚିତ ବାହାଘର ଭାବେ ପରିଗଣିତ ହୋଇଛି। କାରଣ ଉଭୟଙ୍କ ଭଲ ପାଇବାଠାରୁ ଆରମ୍ଭ କରି ବାହାଘର ପର୍ଯ୍ୟନ୍ତ ତାହା ମିଡିଆ ଏବଂ […]
ଭୁବନେଶ୍ବର: ସାରା ରାଜ୍ୟରେ ସାଇବର ସଚେତନତା କାର୍ଯ୍ୟକ୍ରମକୁ ବ୍ୟାପକ କରିବା ପାଇଁ ଆଜି ସଂଧ୍ୟାରେ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ଉଚ୍ଚସ୍ତରୀୟ ବୈଠକ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏହି […]
ଭୁବନେଶ୍ୱର: ଅବସରପ୍ରାପ୍ତ ଆଇପିଏସ୍ ଅଧିକାରୀ ତଥା ଜନସେବା କ୍ଷେତ୍ରରେ ସୁଖ୍ୟାତି ଅର୍ଜନ କରିଥିବା ଗୁରୁଜୀ ଡ. ଚନ୍ଦ୍ରଭାନୁ ଶତପଥୀ ପ୍ରାୟ ଏକ ହଜାର ବିରଳ ଓ ଦୁର୍ଲଭ ପ୍ରାଚୀନ ଓଡ଼ିଆ ପୁସ୍ତକ ଓ ପତ୍ରପତ୍ରିକାକୁ ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରକୁ ପ୍ରଦାନ […]