ନୂଆଦିଲ୍ଲୀ: କେନ୍ଦ୍ର ଜଳ ଶକ୍ତି ମନ୍ତ୍ରୀ ଶ୍ରୀ ସିଆର ପାଟିଲ ଆଜି ନୂଆଦିଲ୍ଲୀର ଶ୍ରମ ଶକ୍ତି ଭବନ ଠାରେ ୫ମ ଜାତୀୟ ଜଳ ପୁରସ୍କାର ବିଜେତାଙ୍କ ତାଲିକା ଘୋଷଣା କରିଛନ୍ତି। ଜଳଶକ୍ତି ମନ୍ତ୍ରଣାଳୟ ଅଧୀନରେ ଥିବା ଜଳ ସମ୍ପଦ, ନଦୀ ଉନ୍ନୟନ […]
କେନ୍ଦୁଝର/ ଭୁବନେଶ୍ୱର: ତିନି ଦିନିଆ କେନ୍ଦୁଝର ଗସ୍ତରେ ଆସିଥିବା ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ମାଝୀ ଆଜି କେନ୍ଦୁଝର ଜିଲ୍ଲା ବିଜେପି କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିବା ସକ୍ରୀୟ ସଦସ୍ୟତା କର୍ମଶାଳା ବୈଠକରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଜିଲ୍ଲା ବିଜେପି ସଭାପତି […]
ବାଣପୁର( ସୀତାରାମ ଅଗ୍ରହୱାଲ): ଛଅ ଭଉଣୀଙ୍କୁ ବିଦାୟ ଦେଇ ପିତ୍ରାଳୟକୁ ବାହୁଡ଼ିଲେ ମା’ଭଗବତୀ’ । ବାଣପୁରରେ ଶାରଦୀୟ ପର୍ବ ଶେଷ। ବାଣପୁର ଦୀର୍ଘ 16 ଦିନର ମହାର୍ଘବେଳାରେ ଭିତର ଓ ବାହାର ପର୍ବ ଗୃହରେ ମା’ଙ୍କ ଆବାହନ ସଂସ୍ଥାପନ, ଚଣ୍ଡୀପାଠ , […]
ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅକ୍ଟୋବର ୧୫ ତାରିଖରେ ନୂଆଦିଲ୍ଲୀଠାରେ ସ୍ୱାସ୍ଥ୍ୟସେବା, କୃଷି ଏବଂ ସ୍ଥାୟୀ ସହର ଉପରେ ତିନୋଟି ଏଆଇ ସେଣ୍ଟର ଅଫ୍ ଏକ୍ସଲେନ୍ସ (ସିଓଇ) ଘୋଷଣା କରିବେ। ‘ବିକଶିତ ଭାରତ’ର ସ୍ୱପ୍ନକୁ ସାକାର କରିବା […]
ଭୁବନେଶ୍ବର: ଚଳିତ ନିର୍ବାଚନରେ ବିଜେଡି ବିପର୍ଯ୍ୟୟ ପରେ ଦଳ ଭିତରେ ଆଭ୍ୟନ୍ତରଣ କନ୍ଦଳ ଲାଗି ରହିଛି। ଜଣେ ଜଣେ ନେତା ବିଭିନ୍ନ ସମୟରେ ଦଳ ବିପର୍ଯ୍ୟୟ କାରଣ କହି ଦଳର ମଙ୍ଗୁଆଳମାନଙ୍କୁ ଆଙ୍ଗୁଳି ନିର୍ଦ୍ଦେଶ କରିବାରେ ଲାଗିଛନ୍ତି। ପୂର୍ବରୁ ପ୍ରଦୀପ ମାଝୀ, […]
ଦୁଷ୍ମନ୍ତ କୁମାର ପଣ୍ଡା ଦୀପାବଳି ଶବ୍ଦ ହିଁ ଆଲୋକ ସମ୍ପର୍କିତ। “ଦୀପ୍” ଅର୍ଥ ଦୀପ୍ତ ହେବା। ଏହି ଦୀପ୍ ରୁ ଉତ୍ପନ୍ନ ଦୀପ ଶବ୍ଦର ଅନ୍ୟ ଅର୍ଥ ଅଗ୍ନିଶିଖା। ଅଗ୍ରଗତି ଓ ଆସିମତା ଏହି ଆଲୋକର ଅନ୍ତସ୍ବର। ତେଣୁ ଆର୍ଯ୍ୟ ଋଷି […]
ଲେଖକ: ସମୀର ପଣ୍ଡିତ, ନିର୍ଦ୍ଦେଶକ, ବି.ଇ.ଇ ୨୦୭୦ ମସିହା ପର୍ଯ୍ୟନ୍ତ କାର୍ବନ ଉତ୍ସର୍ଜନକୁ ଶୂନ୍ୟ କରିବା ହେଉଛି ଭାରତର ଲକ୍ଷ୍ୟ। ସେଥିପାଇଁ ଇଲେକ୍ଟ୍ରିକ୍ ଯାନ (ଇ.ଭି.) ପରିବହନ କ୍ଷେତ୍ରକୁ କାର୍ବନ ମୁକ୍ତ କରିବା ଦିଗରେ ମହତ୍ତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରୁଛି। ସମ୍ପ୍ରତି […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଓଡ଼ିଶାର ସାଂସ୍କୃତିକ ରାଜଧାନୀ କଟକରେ ବିଭିନ୍ନ ପୂଜା ମଣ୍ଡପ ବୁଲି ଦେଖିଛନ୍ତି। କଟକବାସୀଙ୍କ ସୌଜନ୍ୟତା ଓ ଭାଇଚାରାରେ ଅଭିଭୂତ ହୋଇ ମୁଖ୍ୟମନ୍ତ୍ରୀ କଟକବାସୀଙ୍କୁ ଧନ୍ୟବାଦ ଜଣାଇବା ସହ ଓଡ଼ିଆ ଅସ୍ମିତା ଓ […]
ନୂଆଦିଲ୍ଲୀ: ଜରୁରୀକାଳୀନ ଗର୍ଭନିରୋଧକ ବଟିକା (ଇସିପି)ର ବଜାରରେ ବିକ୍ରୟ କୁ ନେଇ ସିଡିଏସସିଓ ଦ୍ୱାରା ନିୟମରେ ପ୍ରସ୍ତାବିତ ପରିବର୍ତ୍ତନକୁ ନେଇ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶିତ ଖବରକୁ ନେଇ ଏଠାରେ ସ୍ପଷ୍ଟୀକରଣ ଦିଆଯାଉଛି । ଗୋଟିଏ ଖବରରେ ଉଲ୍ଲେଖ କରାଯାଇଛି ଯେ ‘‘ବିଶେଷଜ୍ଞ […]
ସଂପଦ ଦଳାଇ ସାଧାରଣତଃ ପୂଜା ଋତୁ ଆସିଲେ ଦୁଇଟି ନୃତ୍ୟ ଶୈଳୀ ଆଖି ଆଗରେ ନାଚି ଉଠେ। ସେ ଦୁଇଟି ହେଲା “ଗରବା ନୃତ୍ୟ” ଏବଂ “ଦାଣ୍ଡିଆ ନୃତ୍ୟ”। ଏହି ଦୁଇ ନୃତ୍ୟ ଦୁର୍ଗା ବା ନବରାତ୍ର ସହିତ କାହିଁ କେଉଁ […]
ନୂଆଦିଲ୍ଲୀ: ଭାରତରେ ନଗଦମୁକ୍ତ ଡିଜିଟାଲ ନେଣଦେଣ ବ୍ୟାପକ ଭାବେ ବୃଦ୍ଧି ପାଇଥିବା ୱାର୍ଲ୍ଡଲାଇନ୍ ଇଣ୍ଡିଆର ଡିଜିଟାଲ ପେମେଣ୍ଟ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଚଳିତ ବର୍ଷର ପ୍ରଥମାର୍ଦ୍ଧ ବା ଜାନୁଆରୀରୁ ଜୁନ୍ ମାସ ମଧ୍ୟରେ ଦେଶର ଦ୍ରୁତ ବିକଶିତ ଡିଜିଟାଲ ଅର୍ଥ ପଇଠ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ୧୧ ଅକ୍ଟୋବର ୨୦୨୪ରେ ଲାଓ ପିଡିଆର୍ ର ଭିଏଣ୍ଟିଆନେଠାରେ ୧୯ତମ ପୂର୍ବ ଏସିଆ ଶିଖର ସମ୍ମିଳନୀ (ଇଏଏସ୍ )ରେ ଯୋଗ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ତାଙ୍କ ଅଭିଭାଷଣରେ ଭାରତ-ପ୍ରଶାନ୍ତ ମହାସାଗରୀୟ ଆଞ୍ଚଳିକ ଢାଞ୍ଚା, ଭାରତର ଭାରତ-ପ୍ରଶାନ୍ତ ମହାସାଗରୀୟ ଦୃଷ୍ଟିକୋଣ ଏବଂ […]
ଭୁବନେଶ୍ୱର: ଭାରତରେ ଅଣ୍ଡର୍ ଆର୍ମର୍ ପାଇଁ ଏକ୍ସକ୍ଲୁସିଭ ଡିଷ୍ଟ୍ରିବ୍ୟୁଟର ଓ ଲାଇସେନ୍ସିଂ ସଂସ୍ଥା, ଅଣ୍ଡରଡଗ୍ ଆଥ୍ଲେଟିକ୍ସ ପକ୍ଷରୁ ଓଡିଶାରେ ଏହାର ପ୍ରଥମ ଅଣ୍ଡର୍ ଆର୍ମର ବ୍ରାଣ୍ଡ ହାଉସ୍ର ଶୁଭାରମ୍ଭ ଘୋଷଣା କରାଯାଇଛି। ଏହି ଷ୍ଟୋର୍କୁ ପ୍ରଶଂସକଙ୍କ ଭିଡ ଓ ଉତ୍ସାହ ମଧ୍ୟରେ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡକ୍ଟର ପି.କେ. ମିଶ୍ର ଦିଲ୍ଲୀରେ ବାୟୁ ପ୍ରଦୂଷଣ ମୁକାବିଲା ପାଇଁ ଉଚ୍ଚସ୍ତରୀୟ ଟାସ୍କଫୋର୍ସ ବୈଠକରେ ଅଧ୍ୟକ୍ଷତା କରିଥିଲେ। ବୈଠକରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ହ୍ରାସ ପାଇଁ ଉଭୟ ତତ୍କାଳ ଏବଂ ଦୀର୍ଘମିଆଦୀ ପଦକ୍ଷେପ କାର୍ଯ୍ୟକାରୀ କରିବାରେ […]
ଭୁବନେଶ୍ବର: ବର୍ତ୍ତମାନ ବିଜେଡିର ଯେଉଁ ସ୍ଥିତି ରହିଛି, ସେଥିରେ ଆହୁରି ପ୍ରହାର କରିବା ପାଇଁ ବିଜେପିର ବଡ ଗେମ ପ୍ଲାନ ଚାଲିଛି। ତାହା ହେଲା ଯେ, ବିଜେଡିରୁ ଇସ୍ତଫା ଦେଇ ବିଜେପିରେ ସାମିଲ ହେଲେ ମିଳିବ ନିଗମ ଅଧ୍ୟକ୍ଷ ପଦ।ଏହିପରି ଅଫର […]
ଭୁବନେଶ୍ବର: ବର୍ତ୍ତମାନ ରାଜନୀତିରେ ବବି ଦାସ ବା ପ୍ରଣବ ପ୍ରକାଶ ଦାସ ବେଶ ଚର୍ଚ୍ଚାରେ ରହିଛନ୍ତି। ସେ କେତେବେଳେ ମୁଁ ପୁଣି ଲଢିବାକୁ ପ୍ରସ୍ତୁତ ଅଛି ବୋଲି କହି ଚର୍ଚ୍ଚାରେ ଆସିଥିଲେ ତ କେତେବେଳେ ସରକାରୀ କ୍ବାଟରର ନିର୍ମାଣକୁ ନେଇ। ତେବେ […]
ନୂଆଦିଲ୍ଲୀ: ମାଲଦ୍ୱୀପ ରାଷ୍ଟ୍ରପତି ମହମ୍ମଦ ମୁଇଜୁ ବର୍ତ୍ତମାନ ଭାରତରେ ଅଛନ୍ତି। ଭାରତ ଗସ୍ତ ସମୟରେ ତାଙ୍କର ମନୋଭାବ ବଦଳିଯାଇଛି। ବର୍ତ୍ତମାନ ସେ ଭାରତ ନୁହେଁ ଚୀନ୍ ବିରୋଧରେ ପଦକ୍ଷେପ ନେଉଛନ୍ତି। ସେ ଏକ ବଡ ନିଷ୍ପତ୍ତି ନେଇଛନ୍ତି। ମୁଇଜୁ ଚାଇନାର କମ୍ପାନୀ […]
ଅଶ୍ୱିନୀ ବୈଷ୍ଣବ ବିଶିଷ୍ଟ ଚଳଚ୍ଚିତ୍ର ନିର୍ମାତା ସତ୍ୟଜିତ୍ ରାୟଙ୍କ ଉକ୍ତିରେ, ‘‘ଚଳଚ୍ଚିତ୍ର ଏକ ସାର୍ବଜନୀନ ଭାଷା କହିଥାଏ’’। ଏକତା ବଜାୟ ରଖିବାରେ ଚଳଚ୍ଚିତ୍ରର ଅଭିନବ ଶକ୍ତିକୁ ଚିହ୍ନି ସେ ଏହି ମତବ୍ୟକ୍ତ କରିଥିଲେ। ଭାରତୀୟ ଚଳଚ୍ଚିତ୍ର ଜଗତ ନିଜର ଭାଷାଗତ ଓ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବସିଥିବା କେନ୍ଦ୍ର କ୍ୟାବିନେଟ୍ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (PMGKAY) ଏବଂ ଅନ୍ୟାନ୍ୟ କଲ୍ୟାଣମୂଳକ ପଦକ୍ଷେପ ସମେତ ସମସ୍ତ ସରକାରୀ ଯୋଜନା ଅଧୀନରେ ଚାଉଳର ଯୋଗାଣ ଜାରି ରଖିବାକୁ ଅନୁମୋଦନ କରିଛନ୍ତି। ଏହି […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ମୟୁରଭଞ୍ଜର ବାରିପଦାଠାରେ ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟର ଶୁଭାରମ୍ଭ କରିଛନ୍ତି। ଦ୍ୱିତୀୟ ପର୍ଯ୍ୟାୟରେ ଆଜି ୩୫ ଲକ୍ଷରୁ ଅଧିକ ମହିଳା ପ୍ରଥମ କିସ୍ତି ଭାବରେ ୫ ହଜାର ଟଙ୍କା […]
ଭୁବନେଶ୍ବର: ତ୍ୟାଗ ଓ ସେବାର ପ୍ରତୀକ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଅବସରରେ ବିଜୁ ଜନତା ଦଳ ଆଜି ଠାରୁ ତାହାର ସଭ୍ୟ ସଂଗ୍ରହ ଅଭିଯାନ ଆରମ୍ଭ କରିଛି। ଏହା ଦୁଇ ମାସ ଧରି ଚାଲିବ। ଦଳ ସଭାପତି ଶ୍ରୀ […]