ନୂଆଦିଲ୍ଲୀ: ସଂସଦର ମୌସୁମୀ ଅଧିବେଶନର ୧୪ତମ ଦିନରେ ଗୃହରେ ରାଜନୈତିକ ବିତର୍କ ପୂର୍ବରୁ ସରକାର ଓ ବିରୋଧୀ ବୈଠକ ହୋଇଯାଇଛି। ଆଜି ଲୋକସଭାରେ ମୋଦି ସରକାରଙ୍କ ବିରୋଧରେ ବିରୋଧୀ ଆଣିଥିବା ଅନାସ୍ଥା ପ୍ରସ୍ତାବ ଉପରେ ଆଲୋଚନା ହେଉଛି। ଏଭଳି ପରିସ୍ଥିତିରେ ବିରୋଧୀଙ୍କ […]
ଭୁବନେଶ୍ବର: ସମ୍ବଲପୁର ସାଂସଦ ନୀତିଶ ଗଙ୍ଗଦେବଙ୍କ ଧର୍ମପତ୍ନୀ ଅରୁନ୍ଧତୀ କୁମାରୀ ଦେବୀଙ୍କ ବୟାନକୁ ନେଇ ବର୍ତ୍ତମାନ ରାଜ୍ୟ ରାଜନୀତି ପଡୁଛି ଉଠୁଛି। ବିଶେଷ କରି ଓଡିଶା ବିଜେପି ରାଜନୀତିରେ ଏ ନେଇ ଚାଲିଛି ଗରମାଗରମ ଆଲୋଚନା। କାରଣ ଅରୁନ୍ଧତୀ ଦେବୀ ଯେପରି […]
ନୂଆଦିଲ୍ଲୀ: ୨୦୨୪ ଲୋକସଭା ନିର୍ବାଚନରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ଏବଂ ନୂଆ ବିରୋଧୀ ମହାମେଣ୍ଟ ଇଣ୍ଡିଆନ୍ ନ୍ୟାସନାଲ୍ ଡେଭଲପମେଣ୍ଟ ଇନକ୍ଲୁସିଭ୍ ଆଲାଏନ୍ସ (ଇଣ୍ଡିଆ) ମଧ୍ୟରେ ରାଜନୈତିକ ଲଢ଼େଇ ପ୍ରସ୍ତୁତ ହୋଇଛି। ‘ଇଣ୍ଡିଆ’ ଶିବିରରେ ସମୁଦାୟ ୨୬ଟି ଦଳ ରହିଛନ୍ତି। ଅନ୍ୟପକ୍ଷରେ […]
ଭୁବନେଶ୍ୱର: ୨ବର୍ଷ ଜେଲ ଦଣ୍ଡାଦେଶ ପରେ ରାହୁଲ ଗାନ୍ଧିଙ୍କ ସଦସ୍ୟତା ଯେଉଁ ବେଗରେ ଚାଲିଯାଇଥିଲା, ଏହା ଉପରେ ରୋକ ଲାଗିବାରୁ ସେହି ଗତିରେ ତାଙ୍କ ସଦସ୍ୟତା ପୁନରୁଦ୍ଧାର କରାଯାଇଛି। ସୋମବାର ସେ ସଂସଦରେ ପହଞ୍ଚିଥିଲେ। ରାହୁଲଙ୍କ ଦଣ୍ଡାଦେଶରେ ବିଜେପି ଭୁଲ କଲା? […]
ଭୁବନେଶ୍ବର: ପୁଣି ଥରେ ତାଙ୍କର ରାଜନୈତିକ ଘର କଂଗ୍ରେସ ଦଳକୁ ଫେରିବେ ଗମାଙ୍ଗ ବାପପୁଅ। ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗ ଏବଂ ପୁଅ ଶିଶିର ଗମାଙ୍ଗ କଂଗ୍ରେସ ଫେରିବେ ବୋଲି ଚାଲିଛି ଜୋରଦାର ଚର୍ଚ୍ଚା। ସେଥିପାଇଁ ଉଭୟ କୁଆଡେ ବାରମ୍ବାର […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସରକାରଙ୍କ ‘ମେକ୍ ଇନ୍ ଇଣ୍ଡିଆ’ ଭିଜନ ସହ ଯୋଡ଼ି ହୋଇଥିବା ନ୍ୟୁସ୍ପେସ୍ ଇଣ୍ଡିଆ ଲିମିଟେଡ୍ (ଏନ୍ଏସ୍ଆଇଏଲ୍) ଟାଟା ପ୍ଲେ ସହିତ ଭାଗିଦାରୀ ସ୍ଥାପନ କରି ଜୁନ୍ ୨୦୨୨ରେ ଜିସାଟ୍-୨୪ ଉପଗ୍ରହ ଉତକ୍ଷେପଣ କରିଥିଲା। ଟାଟା ପ୍ଲେ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀର ପ୍ରଗତି ମଇଦାନରେ ଥିବା ଭାରତ ମଣ୍ଡପମ୍ ଠାରେ ଜାତୀୟ ହସ୍ତତନ୍ତ ଦିବସ ପାଳନ ଉତ୍ସବକୁ ସମ୍ବୋଧିତ କରିଛନ୍ତି ଏବଂ ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ଫ୍ୟାଶନ୍ ଟେକ୍ନୋଲୋଜି ଦ୍ୱାରା କପଡା ଏବଂ ଶିଳ୍ପ ଭଣ୍ଡାରକୁ ନେଇ […]
ଭୁବନେଶ୍ବର: ବାଲେଶ୍ବରର ପ୍ରସିଦ୍ଧ ଶୈବପୀଠ ପଞ୍ଚଲିଙ୍ଗେଶ୍ବର ମନ୍ଦିରର ଉନ୍ନତିକରଣ, ପାରିପାର୍ଶ୍ବିକ ବିକାଶ ଓ ସୌନ୍ଦର୍ଯ୍ୟକରଣ କରାଯିବ। ୫-ଟି ଉପକ୍ରମରେ ସମଗ୍ର ପୀଠର ହେବ ରୂପାନ୍ତର। ଏଥିପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୧୫ କୋଟି ୫୮ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି […]
ଭୁବନେଶ୍ବର: ଜାତୀୟ କୃଷି ଓ ଗ୍ରାମୀଣ ବିକାଶ ବ୍ୟାଙ୍କ(ନାବାର୍ଡ),ଓଡିଶା ଆଂଚଳିକ ଶାଖା ତରଫରୁ ଜାତୀୟ ହସ୍ତତନ୍ତ ଦିବସ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ଭୁବନେଶ୍ୱର, ପାତ୍ରପଡା ସ୍ଥିତ ଜୁଡିଓ, ଡି.ଏନ୍.ରେଗାଲିଆ ମଲ ପ୍ରଥମ ମହଲାରେ ଏକ ହସ୍ତତନ୍ତ ସ୍ୱତନ୍ତ୍ର ପ୍ରଦର୍ଶନୀ ଆୟୋଜନ […]
ଭୁବନେଶ୍ବର: ପୁଣି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଉ ଏକ ବାଣ ମାରିଛନ୍ତି। ତାହା ହେଲା ରାଜ୍ୟରେ ଆଉ ନୂଆ ୪ ଲକ୍ଷ ୧୩ ହଜାର ଜଣଙ୍କୁ ମଧୁବାବୁ ପେନସନ ଦେବା ପାଇଁ ଘୋଷଣା କରିଛନ୍ତି। ସାମାଜିକ ସୁରକ୍ଷା ପେନ୍ସନ୍ ଅଧିନରେ ଏହି […]
ଭୁବନେଶ୍ୱର: ମୋଦି ଉପନାମ ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ ଉପରେ ନିଷେଧାଦେଶ ଲଗାଇଛନ୍ତି ସୁପ୍ରିମକୋର୍ଟ। ଏହି ନିଷେଧାଦେଶ ରାହୁଲ ଗାନ୍ଧିଙ୍କ ରାଜନୈତିକ ଜୀବନରେ ଏକ ଜୀବନରେଖା ସାବ୍ୟସ୍ତ ହୋଇପାରେ। ବାସ୍ତବରେ ସୁପ୍ରିମକୋର୍ଟଙ୍କ ରାୟ ପରେ […]
ନୂଆଦିଲ୍ଲୀ: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଡେମୋକ୍ରାଟିକ୍ ପ୍ରୋଗ୍ରେସିଭ୍ ଆଜାଦ ପାର୍ଟି ମୁଖ୍ୟ ଗୁଲାମ ନବୀ ଆଜାଦ ଧାରା ୩୭୦ ଉଚ୍ଛେଦକୁ ବିରୋଧ କରୁଥିବା ଲୋକଙ୍କୁ ମୂର୍ଖବୋଲି କହିଛନ୍ତି। ସେ କହିଛନ୍ତି ଯେ ଯେଉଁମାନେ ଏପରି କରୁଛନ୍ତି ସେମାନେ ଜମ୍ମୁ-କଶ୍ମୀରର ଭୂଗୋଳ […]
ନୂଆଦିଲ୍ଲୀ: ଲୋକସଭା ତାରିଖରେ ଆଜି ଏକ ରୋଚକ ଦିନ। ଅନାସ୍ଥା ପ୍ରସ୍ତାବ ଉପରେ ବିତର୍କ ପୂର୍ବରୁ ରାହୁଲ ଗାନ୍ଧି ଲୋକସଭାକୁ ଫେରିଛନ୍ତି। ଏ ନେଇ ଲୋକସଭା ସଚିବାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏବେ ବିଜେପି ସାଂସଦ କାଥେରିଆଙ୍କ ବିଦାୟକୁ ନେଇ […]
ନୂଆଦିଲ୍ଲୀ: ରାହୁଲ ଗାନ୍ଧିଙ୍କ ଲୋକସଭା ସଦସ୍ୟତା ପୁନରୁଦ୍ଧାର କରାଯାଇଛି। ଲୋକସଭା ସଚିବାଳୟ ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି। ସେ କେରଳର ୱାୟନାଡରୁ ସାଂସଦ ଅଛନ୍ତି। ରାହୁଲ ଆଜି ସଂସଦରେ ପହଞ୍ଚି ଲୋକସଭା କାର୍ଯ୍ୟରେ ଯୋଗ ଦେବେ ବୋଲି ଜଣାପଡ଼ିଛି। ଅନ୍ୟପକ୍ଷରେ […]
ନୂଆଦିଲ୍ଲୀ: ଆଜି ରାହୁଳ ଗାନ୍ଧି ସଂସଦକୁ ଫେରିବେ କି ? ଏ ନେଇ ସସପେନସ ଲାଗି ରହିଛି। ବର୍ତ୍ତମାନ ସମସ୍ତଙ୍କର ନଜର ରହିଛି ସଂସଦୀୟ କାର୍ଯ୍ୟାଳୟ ଉପରେ। କାରଣ ସଂସଦର ସଚିବାଳୟ ଏ ନେଇ ନିଷ୍ପତି କରି ବିଜ୍ଞପ୍ତି ପ୍ରକାଶ କରିବ। […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ 7 ତାରିଖରେ ମଧ୍ୟାହ୍ନ 12 ଟା ସମୟରେ ଦିଲ୍ଲୀର ପ୍ରଗତି ମୈଦାନରେ ଭାରତ ମଣ୍ଡପମ ଠାରେ ଜାତୀୟ ହସ୍ତତନ୍ତ ଦିବସ ଉତ୍ସବରେ ଅଂଶଗ୍ରହଣ କରିବେ। ପ୍ରଧାନମନ୍ତ୍ରୀ ସର୍ବଦା କାରିଗର ଏବଂ କଳାକାରମାନଙ୍କୁ ଉତ୍ସାହିତ ଏବଂ ନୀତିଗତ […]
ଶ୍ରୀନଗର: ଜମ୍ମୁ କାଶ୍ମୀର ବିଧାନସଭା ନିର୍ବାଚନ ସମ୍ପର୍କରେ ଉପ ରାଜ୍ୟପାଳ ମନୋଜ ସିହ୍ନା ଏକ ବଡ଼ ବିବୃତ୍ତି ଦେଇଛନ୍ତି। ନ୍ୟୁଜ୍ ଏଜେନ୍ସି ପିଟିଆଇ ଅନୁଯାୟୀ ମନୋଜ ସିହ୍ନା ଆଜି କହିଛନ୍ତି ଯେ ନିର୍ବାଚନ ତାଲିକାର ବିଲୋପ ଏବଂ ସଂଶୋଧନ କାର୍ଯ୍ୟ ଶେଷ […]
ନୂଆଦିଲ୍ଲୀ: ଏକ ଐତିହାସିକ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ସାରା ଦେଶରେ ୫୦୮ ରେଳ ଷ୍ଟେସନର ପୁନଃବିକାଶ କାର୍ଯ୍ୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ୨୪,୪୭୦ କୋଟିରୁ ଅଧିକ ଟଙ୍କା ମୂଲ୍ୟରେ ପୁନଃ ବିକାଶ […]
ନୂଆଦିଲ୍ଲୀ: ୨୦୨୪ ଲୋକସଭା ନିର୍ବାଚନରେ ବିଜେପି ନେତୃତ୍ୱାଧୀନ ଏନଡିଏକୁ ରୋକିବା ପାଇଁ ବିରୋଧୀ ଏକତା ଅଭିଯାନ ଦ୍ରୁତ ଗତିରେ ଆଗକୁ ବଢୁଛି। ଦେଶବ୍ୟାପୀ ବିରୋଧୀ ଦଳଗୁଡ଼ିକ ଏକ ନୂଆ ଶିବିର ଇଣ୍ଡିଆ (ଇଣ୍ଡିଆନ୍ ନ୍ୟାସନାଲ ଡେଭଲପମେଣ୍ଟାଲ ଇନକ୍ଲୁସିଭ୍ ଆଲାଏନ୍ସ) ଗଠନ କରିଛନ୍ତି। […]
ନୂଆଦିଲ୍ଲୀ: କିଛି ଦିନ ତଳେ ଯେତେବେଳେ ଆମେ ଶ୍ରୀ ମଦନ ଦାସ ଦେବୀ ଜୀଙ୍କୁ ହରାଇଥିଲୁ, ସେତେବେଳେ ମୋ ସମେତ ଲକ୍ଷ ଲକ୍ଷ କାର୍ଯ୍ୟକର୍ତ୍ତା ଦୁଃଖରେ ମ୍ରିୟମାଣ ହୋଇ ପଡ଼ିଥିଲେ। ମଦନ ଦାସ ଜୀଙ୍କ ପରି ପ୍ରଭାବଶାଳୀ ବ୍ୟକ୍ତିତ୍ୱ ଆଉ ଆମ […]
ଭୁବନେଶ୍ଵର: କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଅମିତ ଶାହ ଆଜି ଭୁବନେଶ୍ୱର ଠାରେ ଓଡିଶାରେ ବିପର୍ଯ୍ୟୟ ପରିଚାଳନା ଏବଂ ବାମପନ୍ଥୀ ଉଗ୍ରବାଦ (ଏଲଡବ୍ଲୁଇ) ସଂକ୍ରାନ୍ତରେ ସମୀକ୍ଷା କରିଛନ୍ତି। ଏହି ବୈଠକରେ ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ଗୃହ ସଚିବ […]