ସୀତାରାମ ଅଗ୍ରୱାଲ ଚିଲିକା: କିଛିଦିନର ନୀରବତା ପରେ ଏବେ ମୁହଁ ଖୋଲିଛନ୍ତି ଚିଲିକାର ପୂର୍ବତନ ବିଧାୟକ ରଘୁନାଥ ସାହୁ। ସେ ‘ସମୀକ୍ଷା’ ସହିତ ଏକ ଦୀର୍ଘ ଆଲୋଚନା ପରେ କେତେକ ନୂଆ କଥା ପ୍ରକାଶ କରିଛନ୍ତି। ତେବେ ସଂଗଠନକୁ ନେଇ ସେ […]
ନୂଆଦିଲ୍ଲୀ: ବର୍ତ୍ତମାନ ସାଧାରଣ ନିର୍ବାଚନ ପାଇଁ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି। ସେଥିପାଇଁ କେନ୍ଦ୍ରର ଏନଡିଏ ସରକାର ଏଥିପାଇଁ ଏବେଠାରୁ ଆରମ୍ଭ କରିଛନ୍ତି ଉଦ୍ୟମ। ସେହିକ୍ରମରେ ଏନଡିଏ ସାଂସଦମାନଙ୍କ ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୧ ଦିନ ଧରି ମାରଥନ ବୈଠକ କରିବେ […]
ଭୁବନେଶ୍ୱର: ଓଏସଏସସି ପ୍ରଶ୍ନପତ୍ର ଲିକ୍ ରାକେଟ୍ ଧରା ପଡ଼ିବା ଘଟଣାକୁ ନେଇ ଓଡ଼ିଶା ବିଜେପି ନେତାମାନେ ଚିରାଚରିତ ଭାବେ ହୀନ ରାଜନୀତି କରିବା ଆରମ୍ଭ କରି ଦେଇଛନ୍ତି ବୋଲି ବିଜେଡି ଅଭିଯୋଗ କରିଛି। ଆଜି ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ବିଜେଡି ମୁଖପାତ୍ର […]
ନୂଆଦିଲ୍ଲୀ: ଆଗାମୀ ସପ୍ତାହରେ ରାଜ୍ୟସଭାରେ ଦିଲ୍ଲୀରେ ଅଧିକାରୀଙ୍କ ବଦଳି ସଂକ୍ରାନ୍ତ ବିଲ୍ ପରେ ଆଲୋଚନା ହେବ ବୋଲି ସୂଚନା ମିଳିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ଏହି ବିଲକୁ ଅନୁମୋଦନ ମିଳିଛି। ଏହି ବିଲ ପରେ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଆଜି (୨୮-୭-୨୦୨୩) ଚେନ୍ନାଇଠାରେ ଜି-୨୦ ପରିବେଶ ଓ ଜଳବାୟୁ ମନ୍ତ୍ରୀ ସମୂହ ବୈଠକକୁ ଆଭାସୀ ମାଧ୍ୟମରେ ସମ୍ବୋଧନ କରିଛନ୍ତି। ଗଣ୍ୟମାନ୍ୟ ଅତିଥିଙ୍କୁ ସ୍ୱାଗତ ଜଣାଇ ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହା ହେଉଛି ଇତିହାସ ଓ ସଂସ୍କୃତି ଦୃଷ୍ଟିରୁ ସମୃଦ୍ଧ […]
ନୂଆଦିଲ୍ଲୀ: ଚଳିତ ବର୍ଷ ମେ ମାସରେ ଅନୁଷ୍ଠିତ କର୍ଣ୍ଣାଟକ ବିଧାନସଭା ନିର୍ବାଚନରେ କଂଗ୍ରେସ ବିଜେପିକୁ ପରାସ୍ତ କରି ରାଜ୍ୟରେ ସରକାର ଗଠନ କରିଛି। ଏହି ନିର୍ବାଚନ ଜିତିବାରେ କଂଗ୍ରେସର ପାଞ୍ଚଟି ପ୍ରତିଶ୍ରୁତି ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ଏହାକୁ ପୂରଣ କରିବା […]
ନୂଆଦିଲ୍ଲୀ: ଆଗାମୀ ସପ୍ତାହରେ ଦିଲ୍ଲୀ ସେବା ଆଇନ ଉପରେ ଓଡ଼ିଶାର ବିଜୁ ଜନତା ଦଳ ଉପଯୁକ୍ତ ସମୟରେ ସଠିକ ନିଷ୍ପତ୍ତି ନେବ ବୋଲି ବିଜେଡିର ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ ସୂଚନା ଦେଇଛନ୍ତି। କେନ୍ଦ୍ର ସରକାରଙ୍କ ସେବା ନିୟନ୍ତ୍ରଣ ଅଧ୍ୟାଦେଶକୁ ଆଇନରେ […]
ନୂଆଦିଲ୍ଲୀ: ୨୦୨୪ ଲୋକସଭା ନିର୍ବାଚନ ପାଇଁ ରଣନୀତି ପ୍ରସ୍ତୁତ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୁଲାଇ ୩୧ରୁ ଅଗଷ୍ଟ ୧୦ ମଧ୍ୟରେ ବିଜେପି ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ)ର ସମସ୍ତ ସାଂସଦଙ୍କୁ ବିଭିନ୍ନ ଗୋଷ୍ଠୀରେ ଭେଟିବାକୁ ଯୋଜନା କରିଛନ୍ତି। […]
ନୂଆଦିଲ୍ଲୀ: ଆପର ରାଜ୍ୟସଭା ସାଂସଦ ସଂଜୟ ସିଂହଙ୍କୁ ଅଶାଳୀନ ବ୍ୟବହାର ଅଭିଯୋଗରେ ଗତ ସୋମବାରଠାରୁ ସମ୍ପୂର୍ଣ୍ଣ ଅଧିବେଶନ ପାଇଁ ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନକର ନିଲମ୍ବିତ କରିଛନ୍ତି। ଏହି ନିଲମ୍ବନକୁ କଂଗ୍ରେସ ସମେତ ସମସ୍ତ ବିରୋଧୀଦଳଗୁଡ଼ିକ ଏନଡିଏ ସରକାରଙ୍କୁ ସମାଲୋଚନା କରିବା […]
ଆରତୀଙ୍କ ୫୫ କୋଟିର ବାହାଘର: ଭାରତୀୟ ବିଲିୟନିୟାର ବ୍ୟବସାୟୀ ବି ରବି ପିଲ୍ଲାଇଙ୍କ ଝିଅ ଆରତୀ ପିଲ୍ଲାଇଙ୍କ ବାହାଘରକୁ ନେଇ ଚର୍ଚ୍ଚା। କାରଣ ଏହି ବାହାଘରରେ ସେ ପାଣି ପରି ଟଙ୍କା ଖର୍ଚ୍ଚ କରିଥିଲେ। ଏହା ପୁରୁଣା ହେଲେ ମଧ୍ୟ ଏତେ […]
ନୂଆଦିଲ୍ଲୀ: ରାଜସ୍ଥାନ ନିର୍ବାଚନ ସମୟ ଯେତିକି ପାଖେଉଛି ସେଠାକାର ରାଜନୀତି ସେତିକି ସରଗରମ ହେବାରେ ଲାଗିଛି। ଉଭୟ ବିଜେପି କଂଗ୍ରେସ ମଧ୍ୟରେ ଚାଲିଛି ଛକାପଞ୍ଚା। ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜସ୍ଥାନ ଗସ୍ତ ପରେ ସେଠାକାର ରାଜନୀତି ଆହୁରି ଗମ୍ଭିର ହେବାରେ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜକୋଟ ଆନ୍ତର୍ଜାତିକ ବିମାନବନ୍ଦର ଏବଂ ଗୁଜରାଟର ରାଜକୋଟ ଠାରେ ୮୬୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ବିକାଶମୂଳକ ପ୍ରକଳ୍ପକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ କରିଛନ୍ତି । ଏହି ପ୍ରକଳ୍ପ ଗୁଡିକ ମଧ୍ୟରେ ସାଉନି ଯୋଜନା […]
ଭୁବନେଶ୍ୱର: ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧିନରେ ଥିବା ସମସ୍ତ ଯୋଜନାର ସମୀକ୍ଷା କରିଛନ୍ତି ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂହ। ଲୋକ ସେବା ଭବନସ୍ଥ ଗ୍ରାମ୍ୟ ଉନ୍ନୟନ ବିଭାଗ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ପ୍ରମୁଖ […]
ନୂଆଦିଲ୍ଲୀ: ମଣିପୁର ହିଂସାକୁ ନେଇ ବିରୋଧୀ ଦଳମାନେ ମୋଦି ସରକାରଙ୍କ ବିରୋଧରେ ଲୋକସଭାରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଏହି ଅନାସ୍ଥା ପ୍ରସ୍ତାବକୁ ନେଇ କଂଗ୍ରେସକୁ ଟାର୍ଗେଟ କରିଛନ୍ତି ସିପିଆଇ ସାଂସଦ। ସିପିଆଇ ସାଂସଦ ବିନୟ ବିଶ୍ୱମ୍ କହିଛନ୍ତି ଯେ ଅନାସ୍ଥା ପ୍ରସ୍ତାବ […]
ନୂଆଦିଲ୍ଲୀ: ମଣିପୁର ଉପରେ ଆଲୋଚନା ପାଇଁ ଦାବି ଉପରେ ସଂସଦରେ ଅବରୋଧ ଜାରି ରହିଛି। ସେପଟେ ବୁଧବାର ଦିନ ଲୋକସଭାରେ କଂଗ୍ରେସ ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଉପସ୍ଥାପନ କରିଛି। ଅନାସ୍ଥା ପ୍ରସ୍ତାବକୁ ଲୋକସଭା ବାଚସ୍ପତି ଓମ ବିର୍ଲା ଅନୁମୋଦନ କରିଛନ୍ତି। […]
ନୂଆଦିଲ୍ଲୀ: ଜାତୀୟ ରାଜଧାନୀର ଅମଲାତାନ୍ତ୍ରିକ ନିୟନ୍ତ୍ରଣ କେନ୍ଦ୍ରକୁ ହସ୍ତାନ୍ତର କରୁଥିବା ଅଧ୍ୟାଦେଶକୁ ଆଇନରେ ପରିଣତ କରିବା ପାଇଁ ଦିଲ୍ଲୀ ସରକାର (ସଂଶୋଧନ) ବିଲ୍, ୨୦୨୩କୁ ୱାଇଏସ୍ ଆର୍ କଂଗ୍ରେସ ପାର୍ଟି (ୱାଇଏସଆରସିପି) ନରେନ୍ଦ୍ର ମୋଦୀ ସରକାରଙ୍କୁ ସମର୍ଥନ କରିବାକୁ ନିଷ୍ପତ୍ତି ନେଇଛି। […]
ନୂଆଦିଲ୍ଲୀ: ଆଜି ଆଜାଦୀ କା ଅମୃତ ମହୋତ୍ସବର ଏକ ଅଂଶ ଭାବରେ କେନ୍ଦ୍ର ଗୃହମନ୍ତ୍ରୀ ତଥା ସମବାୟ ମନ୍ତ୍ରୀ ଅମିତ ଶାହା ଏକ ଅଭିନବ ପଦକ୍ଷେପ ‘ମୋର ଗାଁ ମୋର ଧରୋହର’ ଆରମ୍ଭ କରିବେ। ସାଂସ୍କୃତିକ ମ୍ୟାପିଂ ଉପରେ ଜାତୀୟ ମିଶନ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ପ୍ରଗତି ମଇଦାନରେ ଥିବା ଆନ୍ତର୍ଜାତୀୟ ପ୍ରଦର୍ଶନୀ ତଥା ସମ୍ମିଳନୀ କେନ୍ଦ୍ର (ଆଇଇସିସି) ସୌଧକୁ ଉତ୍ସର୍ଗ କରିଛନ୍ତି। ସେ ଜି -୨୦ ମୁଦ୍ରା ଏବଂ ଜି -୨୦ ଡାକ ଟିକଟ ମଧ୍ୟ ଉନ୍ମୋଚନ କରିଛନ୍ତି। […]
ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି କଟକସ୍ଥିତ ଓଡ଼ିଶା ହାଇକୋର୍ଟର ୭୫ତମ ବର୍ଷ ପୂର୍ତ୍ତି ସମାରୋହର ଉଦଯାପନୀ କାର୍ଯ୍ୟକ୍ରମରେ ସାମିଲ ହୋଇ ଅଭିଭାଷଣ ରଖିଛନ୍ତି। କାର୍ଗିଲ୍ ଯୁଦ୍ଧ ସମୟରେ ନିଜ ଜୀବନ ବଳିଦାନ ଦେଇଥିବା ସହିଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ରାଷ୍ଟ୍ରପତି ତାଙ୍କର […]
ନୂଆଦିଲ୍ଲୀ: ସଂସଦର ମୌସୁମୀ ଅଧିବେଶନରେ ମଣିପୁର ପ୍ରସଙ୍ଗରେ ବିରୋଧୀ ଦଳ ପକ୍ଷରୁ କେନ୍ଦ୍ରରେ ମୋଦି ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଯାହାକୁ ବାଚସ୍ପତି ଓମ୍ ବିରଲା ଗ୍ରହଣ କରିନେଇଛନ୍ତି। ଏହା ଉପରେ ଆଲୋଚନା ହେବ। ତେବେ ଅନାସ୍ଥା ପ୍ରସ୍ତାବ ଯୋଗୁଁ […]
ଭୁବନେଶ୍ୱର: ମଣିପୁରରେ ମହିଳାଙ୍କ ଉପରେ ହୋଇଥିବା ବର୍ବରୋଚିତ ନିର୍ଯାତନା ଘଟଣା ଏବେ ସମଗ୍ର ଦେଶରେ ସାମାଜିକ ଲଜ୍ଜାର କାରଣ ପାଲଟିଛି। କେବଳ ସେତିକି ନୁହେଁ ଏହି ପ୍ରସଙ୍ଗ ଏବେ ଦେଶର ରାଜନୀତିରେ ମଧ୍ୟ ଏକ ବଡ଼ ପ୍ରସଙ୍ଗ ପାଲଟିଛି। ଏହି ଘଟଣାକୁ […]