ନୂଆଦିଲ୍ଲୀ: ଓଡିଶାର ୧୬୯ଟି ଜନଜାତି ସଂପ୍ରଦାୟଙ୍କୁ ମାନ୍ୟତା ଦେବା ପାଇଁ ମଙ୍ଗଳବାର ଦିନ ରାଜ୍ୟସଭାରେ ଦାବୀ କରିଛନ୍ତି ବିଜେଡି ସାଂସଦ ଡ. ସସ୍ମିତ ପାତ୍ର। ଛିତଶଗଡର ଜନଜାତି ସଂଶୋଧନ ବିଲ ପାଶକୁ ସମର୍ଥନ କରି ଡ ପାତ୍ର ଏହି ଦାବୀ କରିଛନ୍ତି। […]
ଭୁବନେଶ୍ୱର: ଆଗାମୀ ସାଧାରଣ ନିର୍ବାଚନ-୨୦୨୪ ପରିପ୍ରେକ୍ଷୀରେ ସାରା ରାଜ୍ୟର ୧୪୭ ଗୋଟି ବିଧାନସଭା ନିର୍ବାଚନ ମଣ୍ଡଳୀର ୩୭,୬୦୬ ଗୋଟି ବୁଥ୍ରେ ଘରକୁ ଘର ବୁଲି ଆରମ୍ଭ ହୋଇଥିବା ସର୍ବେକ୍ଷଣରେ ବୁଥ୍ସ୍ତରୀୟ ଏଜେଣ୍ଟମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିବାରୁ ଆଜି ମୁଖ୍ୟ ନିର୍ବାଚନ ଅଧିକାରୀ ତଥା […]
ନୂଆଦିଲ୍ଲୀ: ମଣିପୁର ପ୍ରସଙ୍ଗରେ ଆଜି ସଂସଦରେ ମଧ୍ୟ ଅନେକ ଅସନ୍ତୋଷ ଦେଖାଦେଇଛି। ଲୋକସଭା ଓ ରାଜ୍ୟସଭାରେ ବିରୋଧୀ ସ୍ଲୋଗାନ ଦେଇ ମଣିପୁର ଉପରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ବିବୃତ୍ତି ଦାବି କରିଛନ୍ତି। ଲୋକସଭାରେ ସାଂସଦମାନେ ଗୃହରେ ସ୍ଲୋଗାନ ଦେଇଥିଲେ ଏବଂ ବାଚସ୍ପତି ଆସନ […]
ଭୁବନେଶ୍ବର: ସାଧାରଣ ନିର୍ବାଚନ ପାଖେଇ ଆସୁଥିବାବେଳେ ସମ୍ବଲପୁର ଲୋକସଭା ଆସନ ପାଇଁ ୩ ପ୍ରମୁଖ ରାଜନୈତିକ ଦଳ ନିଜର ପ୍ରାର୍ଥୀ ଚୟନ ନେଇ ହରଡ଼ଘଣାରେ ପଡ଼ିଯାଇଛନ୍ତି। ବିଜେପି-ବିଜେଡି-କଂଗ୍ରେସ ଆଗାମୀ ନିର୍ବାଚନରେ ଗତଥରର ପ୍ରାର୍ଥୀଙ୍କୁ ଟିକେଟ ଦେବେ କି ନୂଆ ପ୍ରାର୍ଥୀ ଦେବେ […]
ଭୁବନେଶ୍ବର: ଦେବଗଡର ବିଜେପି ବିଧାୟକ ଶ୍ରୀ ସୁବାଷ ପାଣିଗ୍ରାହୀ ତାଙ୍କ ବିଧାୟକ ଅନୁଦାନ ପାଣ୍ଠିରେ ବିଜେପିର ଜଣେ କର୍ମୀ ତଥା ତାଙ୍କର ଖାସ୍ ଅନୁଗତଙ୍କ ଘରର ପାଚେରି ନିର୍ମାଣ କରିବା ଘଟଣା ପଦାକୁ ଆସିବା ପରେ ସମଗ୍ର ଜିଲ୍ଲାରେ ତୀବ୍ର ପ୍ରତିକ୍ରିୟା […]
ନୂଆଦିଲ୍ଲୀ: ମଣିପୁରରେ ଚାଲିଥିବା ହିଂସାକୁ ନେଇ ମୌସୁମୀ ଅଧିବେଶନର ପ୍ରଥମ ଦିନରୁ ପ୍ରଧାନମନ୍ତ୍ରୀଙ୍କ ବୟାନ ଦାବି କରି ଆସୁଛନ୍ତି ବିରୋଧୀ ଦଳ। କିନ୍ତୁ ବର୍ତ୍ତମାନ ସୁଦ୍ଧା କେବଳ ଗୃହମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀମାନେ ସରକାରଙ୍କ ତରଫରୁ ଜବାବ ଦେଉଛନ୍ତି । ଏଥିରେ କ୍ଷୁବ୍ଧ […]
ନୂଆଦିଲ୍ଲୀ: ବିଗତ ବର୍ଷମାନଙ୍କରେ ୩୯ ଜଣ ଲେଖକ ବିଭିନ୍ନ ରାଜନୈତିକ ପ୍ରସଙ୍ଗରେ ଅସନ୍ତୁଷ୍ଟ ହୋଇ ସେମାନଙ୍କ ପୁରସ୍କାର ସରକାରଙ୍କୁ ଫେରାଇ ଦେଇଛନ୍ତି । ଭବିଷ୍ୟତରେ ‘ପୁରସ୍କାର ଫେରସ୍ତ’ ଲଜ୍ଜାକୁ ରୋକିବା ପାଇଁ ସଂସଦୀୟ କମିଟି ସୁପାରିସ କରିଛି । କୌଣସି ରାଜନୈତିକ […]
ଭୁବନେଶ୍ବର: ଶିକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ପାଇଁ ନବନିଯୁକ୍ତ ଓଡିଶା ଶିକ୍ଷା ସେବା(ଓଇଏସ୍) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ନିଯୁକ୍ତି ପାଇଥିବା ୧୬୦ ଜଣ ଓଡିଶା ଶିକ୍ଷା ସେବା ଅଧିକାରୀଙ୍କୁ ଦୁଇଟି […]
ସୀତାରାମ ଅଗ୍ରୱାଲ ଚିଲିକା: ଦୀର୍ଘ ବର୍ଷେ ପରେ ଆସନ୍ତା ୨୮ ତାରିଖରେ ଚିଲିକାକୁ ଏଣ୍ଟ୍ରି କରିବେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ଏଥି ପାଇଁ ଚାଲିଛି ପ୍ରସ୍ତୁତି। ବାଣପୁର ପଲଟନ ପଡିଆରେ ବିଧାୟକଙ୍କ ସ୍ୱାଗତ ସମାରୋହ ପାଇଁ ନିର୍ମାଣ ହେଉଛି ମଞ୍ଚ। ଏହି […]
ଭୁବନେଶ୍ବର: ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କାର୍ଯ୍ୟଭାର ଗ୍ରହଣ କରିବାର ବର୍ଷେ ପୁରିଲା। ଗତବର୍ଷ ଜୁଲାଇ ୨୫ ତାରିଖରେ ସେ ଭାରତର ପଞ୍ଚଦଶ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଥିଲେ। ମୟୁରଭଂଜ ପରି ଏକ ଆଦିବାସୀ ବହୁଳ ଜିଲ୍ଲାରୁ ଜଣେ ମହିଳା […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପ୍ରମୋଦ କୁମାର ମିଶ୍ର ସୋମବାର ଦିନ ଚେନ୍ନାଇ ଠାରେ ବିପର୍ଯ୍ୟୟ ବିପତ୍ତି ହ୍ରାସ କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକକୁ ସମ୍ବୋଧିତ କରିଛନ୍ତି। ଶ୍ରୀ ମିଶ୍ର ଚଳିତ ବର୍ଷ ଗାନ୍ଧୀ ନଗର ଠାରେ ଆୟୋଜିତ କାର୍ଯ୍ୟଗୋଷ୍ଠୀର ପ୍ରଥମ ବୈଠକ […]
ଭୁବନେଶ୍ବର: ଆଗାମୀ ସାଧାରଣ ନିର୍ବାଚନ-୨୦୨୪ ନିମନ୍ତେ ରାଜ୍ୟର ୮୫ ଜଣ ବରିଷ୍ଠ ଓ ଦକ୍ଷ ପ୍ରଶାସନିକ ଅଧିକାରୀମାନଙ୍କୁ ରାଜ୍ୟସ୍ତରୀୟ ମାଷ୍ଟର ଟ୍ରେନର ଭାବେ ଆଜି ଗୋପବନ୍ଧୁ ପ୍ରଶାସନିକ ପ୍ରତିଷ୍ଠାନଠାରେ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ପ୍ରଦାନ କରାଯାଇଛି। ଦୁଇଦିନିଆ ଏହି ପ୍ରଶିକ୍ଷଣ ଶିବିରରେ […]
ଭୁବନେଶ୍ୱର: ଆଜି ପୂର୍ବାହ୍ନରେ ଓଡ଼ିଶା କ୍ୟାଡର ୨୦୨୧ ବ୍ୟାଚ୍ର ୬ ଜଣ ଆଇଏଏସ୍ ଅଧିକାରୀ ଗ୍ରାମ୍ୟ ଉନ୍ନୟନ ବିଭାଗ ପରିଦର୍ଶନରେ ଆସି ବିଭାଗ ସମ୍ବନ୍ଧୀୟ କାର୍ଯ୍ୟଶୈଳୀ ଉପରେ ବିସ୍ତୃତ ତାଲିମ ନେଇଛନ୍ତି। ଏହି ଉପଲକ୍ଷେ ଗ୍ରାମ୍ୟ ଉନ୍ନୟନ ବିଭାଗ ସମ୍ମିଳନୀ କକ୍ଷରେ […]
ଭୁବନେଶ୍ୱର: ଲୋକସଭା ନିର୍ବାଚନରେ ଓଡ଼ିଶାରୁ ଅଧିକରୁ ଅଧିକ ଆସନରେ ଜିତିବା ପାଇଁ ବିଜେପି ପକ୍ଷରୁ ରଣନୀତି ଆରମ୍ଭ ହୋଇଯାଇଛି। ଗତ ୨୦୧୯ ନିର୍ବାଚନରେ ବିଜେପି ଓଡ଼ିଶାରେ ହାରିଥିବା ୧୩ଟି ଆସନରେ କାହିଁକି ହାରିଲା ଓ ଏବେ କ’ଣ ସ୍ଥିତି ଅଛି ସେ […]
ଭୁବନେଶ୍ୱର: ନବୀନ ପଟ୍ଟନାୟକ ଦେଶରେ ସର୍ବାଧିକ ସମୟ ମୁଖ୍ୟମନ୍ତ୍ରୀ ରହିବା ରେକର୍ଡକୁ ନେଇ ବିଜେଡି ବିଜେପି ମୁହାଁମୁହିଁ ହୋଇଛନ୍ତି। ଏ ନେଇ ଆଜି ବିଜେପିର ପୂର୍ବତନ ସଭାପତି ସମୀର ମହାନ୍ତି ଏହି ରେକର୍ଡକୁ ନେଇ ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ, […]
ଭୁବନେଶ୍ବର: ଓଡିଶାର ବିଭିନ୍ନ ଜିଲ୍ଲା ଗସ୍ତ କରିବା ପରେ ଏବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଆମେରିକା ଗସ୍ତ କରିଛନ୍ତି 5ଟି ସଚିବ ଭିକେ ପାଣ୍ଡିଆନ। ସେ ଏକ ସାତ ଜଣିଆ ଟିମ ସହିତ ଏହି ଗସ୍ତ କରିଛନ୍ତି। ଓଡିଶାର […]
ଭୁବନେଶ୍ବର: ରାଜଧାନୀର ବଡ ବ୍ୟବସାୟିକ ପେଣ୍ଠ ହେଉଛି ମାର୍କେଟ ବିଲିଡିଂ। ଯେଉଁଠାକୁ କେବଳ ରାଜଧାନୀ ବାସିନ୍ଧା ନୁହେଁ, ଖୋର୍ଦ୍ଧା ପୁରୀର ଗ୍ରାହକମାନେ ମଧ୍ୟ ଏହି ସ୍ଥାନକୁ କାରବାର କରିବାକୁ ଆସିଥାନ୍ତି। ହେଲେ ଦୁଃଖର କଥା ମାର୍କେଟ ବିଲିଡିଂ ସ୍ଥାୟୀ ବ୍ୟବସାୟୀ ସଂଘ, […]
ଦିଲ୍ଲୀପ ହାଲି ସାରା ଦେଶରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ରେକର୍ଡ ସୃଷ୍ଟି କରିଛନ୍ତି। ସେ ବର୍ତ୍ତମାନ ଭାରତର ଦୀର୍ଘ ସମୟ ଧରି ମୁଖ୍ୟମନ୍ତ୍ରୀ ପଦରେ ରହିଥିବା ଦ୍ବିତୀୟ ନେତା ହେଲେ। ଏହି ସ୍ଥାନରେ ପୂର୍ବରୁ ଥିଲେ ପଶ୍ଚିମବଂଗର ପୂର୍ବତନ ମୁଖ୍ୟମନ୍ତ୍ରୀ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଜାତୀୟ ରୋଜଗାର ମେଳାକୁ ସମ୍ବୋଧିତ କରିଛନ୍ତି ଏବଂ ବିଭିନ୍ନ ସରକାରୀ ବିଭାଗ ତଥା ସଂସ୍ଥାରେ ନୂତନ ଭାବେ ନିଯୁକ୍ତଙ୍କୁ ୭୦,୦୦୦ ରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି। ଦେଶର […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ ବାର୍ତ୍ତା ଜରିଆରେ ଗୋଆରେ ଅନୁଷ୍ଠିତ ଜି -୨୦ ଶକ୍ତି ମନ୍ତ୍ରୀମାନଙ୍କ ବୈଠକକୁ ସମ୍ବୋଧିତ କରିଛନ୍ତି। ଭାରତକୁ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ସ୍ୱାଗତ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଭବିଷ୍ୟତ, ସ୍ଥିରତା, ଅଭିବୃଦ୍ଧି ଏବଂ ବିକାଶ […]
ନୂଆଦିଲ୍ଲୀ: କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଅମିତ ଶାହ ଶୁକ୍ରବାର ଦିନ ନୂଆଦିଲ୍ଲୀ ଠାରେ ପ୍ରାଥମିକ କୃଷି ଋଣ ସମିତି (ପିଏସିଏସ୍) ଦ୍ୱାରା ସାଧାରଣ ସେବା କେନ୍ଦ୍ର (ସିଏସ୍ସି) ସେବା ଆରମ୍ଭ ହେବା ନେଇ ଏକ ଜାତୀୟ ମେଗା କନକ୍ଲେଭକୁ […]