ଭୁବନେଶ୍ଵର: ଆଜି ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଶରେ ଦୀର୍ଘ ସମୟ ଧରି ମୁଖ୍ୟମନ୍ତ୍ରୀ ରହିବାର ରେକର୍ଡ କରିଛନ୍ତି। ସେ ଆଜି ଏହି ରେକର୍ଡର ଦ୍ବିତୀୟ ସ୍ଥାନକୁ ଉତ୍ତୀଣ୍ଣ ହୋଇଛନ୍ତି। ପୂର୍ବରୁ ସେ ତୃତୀୟ ସ୍ଥାନରେ ରହିଥିଲେ। ସେଥିରେ ସିକ୍କିମର ପୂର୍ବତନ […]
ଭୁବନେଶ୍ବର : ୨୦୨୪ ଲୋକସଭା ନିର୍ବାଚନ ପାଇଁ ବିରୋଧିଦଳର ନେତାମାନଙ୍କ ପାଇଁ ପ୍ରାର୍ଥୀ ଚୟନ କରିବା ଦୂରର କଥା ହୋଇଥିଲା ବେଳେ ମେଣ୍ଟ ପ୍ରକ୍ରିୟା ଚୂଡ଼ାନ୍ତ କରିପାରୁ ନାହାନ୍ତି। କିନ୍ତୁ ବିଜେପି ବିରୋଧିଦଳମାନଙ୍କଠାରୁ ଦୁଇପାଦ ଆଗରେ ରହିଛି। ବିଜେପି ଏପର୍ଯ୍ୟନ୍ତ ଟିକେଟ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ଜରିଆରେ ଆଜି ପୂର୍ବାହ୍ନ ୧୦.୩୦ ରେ ନବ ନିଯୁକ୍ତ ମାନଙ୍କୁ ୭୦,୦୦୦ ରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟ ଏହି ନବନିଯୁକ୍ତଙ୍କୁ ସମ୍ବୋଧିତ କରିବେ। ଦେଶର ୪୪ […]
ଭୁବନେଶ୍ବର: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବର୍ତ୍ତମାନ ଖୋର୍ଦ୍ଧା ମୁହାଁ ହେଲେଣି। ନିର୍ବାଚନ ଆଉ ମାସ କେଇଟା ଥିବାରୁ ସେ ନିଜର ଆସନକୁ ସୁଦୃଢ କରିବା ପାଇଁ ଲାଗିପଡିଛନ୍ତି। କୋର୍ଟ ପ୍ରତିବନ୍ଧକ ଯୋଗୁଁ ସେ ଚିଲିକା ଯାଇପାରୁ ନ ଥିବାରୁ ସେଠାକାର […]
ଭୁବନେଶ୍ବର: ନିର୍ବାଚନ ପାଖେଇ ଆସୁଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୋଟିଏ ପରେ ଗୋଟିଏ ଜନହିତକର ଯୋଜନା ପ୍ରଣୟନ କରିବାରେ ଲାଗିଛନ୍ତି। ନିକଟରେ ସେ ସେହିପରି ବିଭିନ୍ନ ଯୋଜନା କରି କ୍ୟାବିନେଟରେ ପାଶ କରାଇଛନ୍ତି। ଏବେ ପୁଣି ଏକ ନୂଆ ଯୋଜନା ଆରମ୍ଭ […]
ଭୁବନେଶ୍ବର: କର୍ଣ୍ଣାଟକର ୪ଟି ଆସନ ପାଇଁ ରାଜ୍ୟସଭା ନିର୍ବାଚନକୁ ଆଉ ୮ ମାସ ବାକି ଥିବାବେଳେ ସୟଦ ନସିର ହୁସେନ ଓ ସୁପ୍ରିୟା ଶ୍ରୀନେତଙ୍କ ସହ ସୋନିଆ ଗାନ୍ଧି ଦଳୀୟ ପ୍ରାର୍ଥୀ ଭାବେ ରାଜ୍ୟସଭାକୁ ପ୍ରବେଶ କରିପାରନ୍ତି ବୋଲି ରାଜନୀତିକ ମହଲରେ […]
ନୂଆଦିଲ୍ଳୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି (୨୧.୭.୨୦୨୩) ମଧ୍ୟପ୍ରଦେଶର ଇନ୍ଦୋର ଠାରେ ଆଭାସୀ ମାଧ୍ୟମରେ ଜି-୨୦ ଶ୍ରମ ଓ ନିଯୁକ୍ତି ମନ୍ତ୍ରୀ ସମୂହ ବୈଠକରେ ଉଦ୍ବୋଧନ ଦେଇଛନ୍ତି। ଗଣ୍ୟମାନ୍ୟ ଅତିଥିଙ୍କୁ ଇନ୍ଦୋରକୁ ସ୍ୱାଗତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହି ଐତିହାସିକ […]
ନୂଆଦିଲ୍ଲୀ: ଜମ୍ମୁ କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକ ତାଙ୍କ ବିବୃତ୍ତି ହେତୁ ହେଡଲାଇନରେ ରହିଛନ୍ତି। ମଣିପୁର ହିଂସା ଅନ୍ତର୍ଗତ କୁକି ମହିଳାଙ୍କୁ ଉଲଗ୍ନ ପ୍ୟାରେଡ କରାଯିବା ଘଟଣା ପରେ ତାଙ୍କର ବିବୃତ୍ତି ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର […]
ସୀତାରାମ ଅଗ୍ରୱାଲ ବାଣପୁର: ଚିଲିକାର ବିଜେଡି ରାଜନୀତିରେ ବର୍ତ୍ତମାନ ଘଡିକେ ଘୋଡା ଛୁଟୁଛି। କିଏ ସେ ବିଜେଡିର ନେତୃତ୍ବ ନେବ ତାହା ବର୍ତ୍ତମାନ କାହା ପାଖରେ ଖବର ନାହିଁ। ଏପରିକି ଚିଲିକା ଗସ୍ତରେ ଆସିଥିବା ବିଜେଡିର ମଙ୍ଗୁଆଳମାନେ ମଧ୍ୟ ଏ କଥାକୁ […]
ଭୁବନେଶ୍ୱର: ଦେଶରେ କ୍ଷମତାସୀନ ଏନଡିଏ ବିରୋଧରେ ନିକଟରେ ବେଙ୍ଗାଲୁରରେ ୨୬ଟି ବିରୋଧି ଦଳ ପକ୍ଷରୁ ଇଣ୍ଡିଆନ ନ୍ୟାସନାଲ ଡେଭଲପମେଣ୍ଟ ଇନକ୍ଲୁସିଭ ଆଲାଏନ୍ସ (INDIA) ଗଠିତ ହୋଇଛି। ଆଗାମୀ ସାଧାରଣ ନିର୍ବାଚନରେ INDIA ଦଳଭୁକ୍ତ ଦଳମାନେ ଶାସକ ବିଜେପିକୁ ପରାସ୍ତ କରିବେ ବୋଲି […]
ଭୁବନେଶ୍ୱର : କେନ୍ଦୁ ପତ୍ର ଶ୍ରମିକଙ୍କୁ ବୋନସ ଦେବା ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ତେବେ ଏହି ଘୋଷଣା ପରେ ବିଜେପି ଏହାକୁ ସମାଲୋଚନା କରିବା ଆରମ୍ଭ କରିଛି। ବିଜେପି କହିଛି ଓଡିଶାରେ କେନ୍ଦୁପତ୍ର ସଂସ୍ଥାରେ କାର୍ଯ୍ୟରତ ୮ଲକ୍ଷ କେନ୍ଦୁପତ୍ର ତୋଳାଳୀ, ୪୦ହଜାର […]
ଭୁବନେଶ୍ୱର: ଜୁଲାଇ ୧୭ ଓ ୧୮ ତାରିଖରେ ବେଙ୍ଗାଲୁରୁରେ ଅନୁଷ୍ଠିତ ଦୁଇଦିନିଆ ବିରୋଧୀ ବୈଠକରୁ ଯେଉଁ ଫଳାଫଳ ବାହାରିଛି ତାହା ହେଉଛି ମେଣ୍ଟର ନୂଆ ନାମ- INDIA ଅର୍ଥାତ୍ ଇଣ୍ଡିଆନ୍ ନ୍ୟାସନାଲ ଡେଭଲପମେଣ୍ଟ ଇନକ୍ଲୁସିଭ୍ ଆଲାଏନ୍ସ। ଏ ସବୁ ସତ୍ତ୍ୱେ ସବୁଠାରୁ […]
ନୂଆଦିଲ୍ଲୀ: ବିଜେଡି ସାଂସଦ ସୁଲତା ଦେଓଙ୍କୁ ମିଳିଛି ଏକ ବଡ ପଦ। ତାଙ୍କୁ ଆଜି ରାଜ୍ୟସଭାର ଉପାଧ୍ୟକ୍ଷ ପ୍ୟାନେଲ ସଦସ୍ୟା ଭାବେ ନିଯୁକ୍ତି ଦିଆଯାଇଛି। ରାଜ୍ୟସଭା ଅଧ୍ୟକ୍ଷ ତଥା ଉପରାଷ୍ଟ୍ରପତି ଜଗଦୀପ ଧନଖଡ ଏହି ନିଯୁକ୍ତି ଦେଇଛନ୍ତି। ଆଜି ମୌସୁମୀ ଅଧିବେସନରେ […]
ଭୁବନେଶ୍ୱର: ଖଡଗ ନଦୀରେ ନିର୍ମାଣ ହେବ ନଦୀଗର୍ଭ ଜଳାଶୟ। ୧୨୬ କୋଟି ଟଙ୍କାର ଏହି ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ପୂର୍ବରୁ ଏହି ପ୍ରକଳ୍ପକୁ ବୈଷୟିକ ପରାମର୍ଶଦାତା କମିଟି ମଧ୍ୟ ସ୍ବୀକୃତି ପ୍ରଦାନ କରିଥିଲେ। ଏହି ପ୍ରକଳ୍ପ ଦ୍ବାରା […]
ଭୁବନେଶ୍ବର: ଆଗାମୀ ୨୦୨୪ ଲୋକସଭା ନିର୍ବାଚନ ପାଇଁ ସମସ୍ତ ରାଜନୈତିକ ଦଳ ନିଜର ରଣକୌଶଳ ପ୍ରସ୍ତୁତିକୁ ଜୋରଦାର କରିବାରେ ଲାଗିଛନ୍ତି। ଏହି କ୍ରମରେ ଜୁଲାଇ ୧୮ ଅତ୍ୟନ୍ତ ସ୍ୱତନ୍ତ୍ର ଦିନ ଥିଲା। ମଙ୍ଗଳବାର ପ୍ରଧାନମନ୍ତ୍ରୀ ମୋଦୀଙ୍କ ନେତୃତ୍ୱରେ ଦିଲ୍ଲୀରେ ଜାତୀୟ ଗଣତାନ୍ତ୍ରିକ […]
ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ରାଜ୍ୟର ୮ଟି ଜିଲ୍ଲାରେ ୮ଟି Extra High Voltage Grid Substation ଲୋକାର୍ପିତ କରିଛନ୍ତି। ଏହିସବୁ ସ୍ଥାନ ଗୁଡିକ ହେଲା ଅନୁଗୁଳର ମେରାମୁଣ୍ଡଳି, ଖୋର୍ଦ୍ଧାର କଣ୍ଟାବାଡ, କୋରାପୁଟର ବୋରିଗୁମା, ଝାରସୁଗୁଡାର ଲଖନପୁର, ସୁନ୍ଦରଗଡର […]
ଭୁବନେଶ୍ୱର: ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ, ଛାତ୍ରଛାତ୍ରୀ ତଥା ଅଭିବାବକମାନଙ୍କ ମଧ୍ୟରେ ବିପୁଳ ଉତ୍ସାହ ସୃଷ୍ଟି କରିଛି। ସ୍କୁଲ ଭିତ୍ତିଭୂମିର ରୂପାନ୍ତର ସହିତ ପାଠ ପଢିବା ପାଇଁ ନୂତନ ସୁବିଧା ସୁଯୋଗର ବିକାଶ ଯଥା ଇ-ଲାଇବ୍ରେରୀ, ଅଧୁନିକ ବିଜ୍ଞାନାଗାର, ସ୍ମାର୍ଟ କ୍ଳାସ […]
ଭୁବନେଶ୍ୱର: ମଙ୍ଗଳବାର ବେଙ୍ଗାଲୁରୁରେ ବିରୋଧୀ ଦଳର ଦ୍ୱିତୀୟ ବଡ଼ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକର ଶେଷରେ ସମ୍ବାଦିକ ସମ୍ମିଳନୀରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ଉପମୁଖ୍ୟମନ୍ତ୍ରୀ ତେଜସ୍ୱୀ ଯାଦବ ଓ ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଉପସ୍ଥିତ ନ […]
ଭୁବନେଶ୍ୱର: ୨୦୨୪ ଲୋକସଭା ନିର୍ବାଚନରେ ବିଜୟ ନେଇ କୌଣସି ପକ୍ଷ ନିଶ୍ଚିତ ନୁହନ୍ତି। ୨୦୨୪ ନିର୍ବାଚନ ପୂର୍ବରୁ ନିଜର ଦବଦବା ବଢ଼ାଇ ମତଦାତାମାନଙ୍କୁ ଆକୃଷ୍ଟ କରିବା ପାଇଁ ଉଭୟ ବିଜେପି ନେତୃତ୍ୱାଧୀନ ଏନଡିଏ ଏବଂ ମିଳିତ ବିରୋଧୀଦଳ ପ୍ରୟାସ ଆରମ୍ଭ କରିଛନ୍ତି। […]
ଭୁବନେଶ୍ୱର: ଆଗାମୀ ୨୦୨୪ ସାଧାରଣ ନିର୍ବାଚନ ପାଇଁ ରଣକୌଶଳ ପ୍ରସ୍ତୁତ କରିବା ସହିତ ମେଣ୍ଟ କରି ନିର୍ବାଚନ ଲଢ଼ିବାକୁ ବେଙ୍ଗାଲୁରୁରେ ଅନୁଷ୍ଠିତ ୨୬ଟି ବିରୋଧୀ ଦଳର ସାଧାରଣ ବୈଠକରେ ରାଜନୀତିର ଅନେକ ରଙ୍ଗ ଦେଖିବାକୁ ମିଳିଛି। କେହି ନାଲି ଟୋପି ପିନ୍ଧି […]
ଭୁବନେଶ୍ବର: ରାଜ୍ୟର କେନ୍ଦୁପତ୍ର ହିତାଧିକାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୨୦୨୨ ଶସ୍ୟବର୍ଷର ତୃତୀୟ ପର୍ଯ୍ୟାୟରେ ୫୬ କୋଟି ଟଙ୍କାର ଆର୍ଥିକ ସହାୟତା ଘୋଷଣା କରିଛନ୍ତି। ଏହା ଦ୍ୱାରା ୮ ଲକ୍ଷରୁ ଉର୍ଦ୍ଧ୍ବ କେନ୍ଦୁପତ୍ର ହିତାଧିକାରୀ ଉପକୃତ ହେବେ। ଏହି […]