ଭୁବନେଶ୍ବର: ଆସନ୍ତା ଜୁଲାଇ ୨୫ରୁ ୨୭ ତାରିଖ ପର୍ଯ୍ୟନ୍ତ ଭାରତର ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ଓ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନ ପରିପ୍ରେକ୍ଷୀରେ ଆଜି ଏକ ପ୍ରସ୍ତୁତି ବୈଠକ କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତ ଡ. ସୁରେଶ ଚନ୍ଦ୍ର […]
ଭୁବନେଶ୍ୱର: ଓଡ଼ିଶା ବିଧାନସଭାକୁ ସଂପୂର୍ଣ୍ଣ ଭାବେ ପେପରଲେସ୍ ବିଧାନସଭାରେ ପରିଣତ କରିବା ସହ ସମସ୍ତ କାର୍ଯ୍ୟ ଡିଜିଟାଲ୍ ମାଧ୍ୟମରେ ସଂପାଦନ କରିବା ଉଦ୍ଦେଶ୍ୟରେ ବିଧାନସଭାର ସମସ୍ତ ସଦସ୍ୟ, ଅଧିକାରୀ ଏବଂ କର୍ମଚାରୀଙ୍କୁ ନେଭା ଆପ୍ଲିକେସନ୍ ସମ୍ବନ୍ଧୀୟ ପ୍ରଶିକ୍ଷଣ ପ୍ରଦାନ କରାଯାଉଛି। ଏହି […]
ଭୁବନେଶ୍ୱର: ଟି-ସାର୍ଟ ଓ ଘନନୀଳ ଟ୍ରାକ୍ ପ୍ୟାଣ୍ଟ୍ର ୟୁନିଫର୍ମ ପିନ୍ଧି ପିଲାମାନେ ବେଶ୍ ଉତ୍ସାହିତ। ହାଇସ୍କୁଲ ରୂପାନ୍ତରଣ ସହ ଲାଲ୍, ହଳଦିଆ, ସବୁଜ ଓ ନୀଳ ୟୁନିଫର୍ମରେ ଛାତ୍ରଛାତ୍ରୀମାନେ ନୂଆ ରୂପରେ ସଜେଇ ହୋଇଛନ୍ତି। ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ପ୍ରାଥମିକ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଦିନ ଆଭାସୀ ମାଧ୍ୟମରେ ପୋର୍ଟବ୍ଲେୟାର ଠାରେ ବୀର ସଭରକର ଆନ୍ତର୍ଜାତିକ ବିମାନବନ୍ଦରର ନୂତନ ସମନ୍ୱିତ ରହଣି ସ୍ଥଳ ଭବନର ଉଦଘାଟନ କରିଛନ୍ତି। ୭୧୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି ନୂତନ ରହଣି ସ୍ଥଳ […]
ସୀତାରାମ ଅଗ୍ରୱାଲ ଚିଲିକା: ଦୀର୍ଘ ସମୟ ବ୍ୟବଧାନ ପରେ ଆଜି ଚିଲିକା ନିର୍ବାଚନ ମଣ୍ଡଳୀ ଗସ୍ତରେ ଆସିଥିଲେ ବିଜେଡିର ଟାଣୁଆ ନେତା। ସେମାନେ ମା’ମେଘମ୍ବାରି କଲ୍ୟାଣ ମଣ୍ଡପରେ ଏକ ସଭାର ଆୟୋଜନ କରିଥିଲେ ଯେଉଁଥିରେ ଖୋର୍ଦ୍ଧା ଜିଲ୍ଲା ବିଜେଡି ସଭାପତି ବିଭୁତି […]
ଦିଲ୍ଲୀ: କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହା ଆଜି ନୂଆଦିଲ୍ଲୀରେ କେନ୍ଦ୍ରୀୟ ସମବାୟ ସମିତି ରେଜିଷ୍ଟ୍ରାର (ସିଆରସିଏସ୍)-ସାହାରା ରିଫଣ୍ଡ ପୋର୍ଟାଲ https://mocrefund.crcs.gov.inଶୁଭାରମ୍ଭ କରିଛନ୍ତି। ସାହାରା ଗ୍ରୁପ୍ ର ସମବାୟ ସମିତି- ସାହାରା କ୍ରେଡିଟ୍ କୋପରେଟିଭ୍ ସୋସାଇଟି ଲିମିଟେଡ୍, ସାହାରାୟାନ୍ […]
ନୂଆଦିଲ୍ଲୀ: ଆସନ୍ତା ବର୍ଷ ଅର୍ଥାତ୍ ୨୦୨୪ ଲୋକସଭା ନିର୍ବାଚନ NDA ବନାମ INDIA ମଧ୍ୟରେ ହେବ। ବିରୋଧୀ ଦଳର ବୈଠକ ପରେ ବର୍ତ୍ତମାନ ୟୁପିଏର ନାମ INDIA ରେ ପରିବର୍ତ୍ତନ କରାଯାଇଛି। ସମସ୍ତ ବିରୋଧୀ ଦଳର ନେତାମାନେ ଏ ବିଷୟରେ ଟୁଇଟ୍ […]
ନୂଆଦିଲ୍ଲୀ: ରାଜ୍ୟସଭାରେ କଂଗ୍ରେସର ସମର୍ଥନ ସତ୍ତ୍ୱେ ଦିଲ୍ଲୀ ଅଧ୍ୟାଦେଶ ପାରିତ ହେବାରେ ସରକାର କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ସଂଖ୍ୟାଗରିଷ୍ଠତା ନଥିଲେ ମଧ୍ୟ କେନ୍ଦ୍ର ସରକାର ରାଜ୍ୟସଭାରେ ଦିଲ୍ଲୀ ଅଧ୍ୟାଦେଶ ପାରିତ କରିପାରିବେ। ତେବେ ବିଜୁ ଜନତା ଦଳ ଏବଂ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି 10:30 ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବୀର ସାବରକର ଅନ୍ତର୍ଜାତୀୟ ବିମାନବନ୍ଦର ପୋର୍ଟ ବ୍ଲେୟାରର ନୂତନ ଇଣ୍ଟିଗ୍ରେଟେଡ୍ ଟର୍ମିନାଲ୍ ବିଲ୍ଡିଂର ଉଦଘାଟନ କରିବେ। ସଂଯୋଗୀକରଣ ଭିତ୍ତିଭୂମି ବୃଦ୍ଧି ସରକାରଙ୍କ ଏକ ପ୍ରମୁଖ କେନ୍ଦ୍ର ପାଲଟିଛି। […]
ଭୁବନେଶ୍ବର: ନିର୍ବାଚନ ପାଖେଇଲାଣି, ହେଲେ ଓଡିଶା ବିଜେପି ଏ ପର୍ଯ୍ୟନ୍ତ ତାହାର ମଙ୍ଗ ସଳଖ କରିପାରି ନାହିଁ। ଯାହାକୁ ନେଇ କେବଳ ନେତା କାହିଁକି ତୃଣମୂଳ ସ୍ତରର କର୍ମିମାନେ ମଧ୍ୟ ଚିନ୍ତା ଗ୍ରସ୍ତ ହୋଇ ପଡିଲେଣି। ପାଗ ବାନ୍ଧୁବାନ୍ଧୁ ବେଳ ପଳାଇବା […]
ନୂଆଦିଲ୍ଲୀ: ଭାରତର ଜି -୨୦ ଅଧ୍ୟକ୍ଷତା ଉପରେ ଷଷ୍ଠ ସମନ୍ୱୟ କମିଟିର ବୈଠକ ସୋମବାର ଦିନ ନୂଆଦିଲ୍ଲୀର ପ୍ରଗତି ମଇଦାନ ସ୍ଥିତ ଆନ୍ତର୍ଜାତୀୟ ପ୍ରଦର୍ଶନୀ ଏବଂ ସମ୍ମିଳନୀ କକ୍ଷ (ଆଇଇସିସି) ରେ ଅନୁଷ୍ଠିତ ହୋଇଥିଲା। ଭାରତର ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡକ୍ଟର […]
ନୂଆଦିଲ୍ଲୀ: କେନ୍ଦ୍ର ଉପଭୋକ୍ତା ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ, ବୟନ, ବାଣିଜ୍ୟ ଓ ଉଦ୍ୟୋଗ ମନ୍ତ୍ରୀ ପୀୟୂଷ ଗୋୟଲ ‘ଭାରତ ଡାଲ୍’ ବ୍ରାଣ୍ଡ ନାମରେ ସବସିଡିଯୁକ୍ତ ଚଣା ବା ବୁଟ ଡାଲି ବିକ୍ରିର ଶୁଭାରମ୍ଭ କରିଛନ୍ତି। କିଲୋପ୍ରତି ୬୦ ଟଙ୍କା […]
ଭୁବନେଶ୍ବର: ଚଳିତ ଜୁଲାଇ ୨୫ ରୁ ୨୭ ତାରିଖ ପର୍ଯ୍ୟନ୍ତ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କର ଓଡିଶା ଗସ୍ତ ଓ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବାକୁ ଥିବା ପରିପ୍ରେକ୍ଷୀରେ ଆଜି ପୂର୍ବାହ୍ଣରେ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ […]
ନୂଆଦିଲ୍ଲୀ: ଜମ୍ମୁ କାଶ୍ମୀରରେ ଜଣେ ବଡ଼ ନେତା ନିକଟରେ ଭାରତୀୟ ଜନତା ପାର୍ଟି ଛାଡି ନ୍ୟାସନାଲ କନଫରେନ୍ସରେ ଯୋଗ ଦେଇଥିଲେ। ଏହା ପରେ ଦଳ ପୂର୍ବତନ ବିଜେପି ନେତାଙ୍କ ବିରୋଧରେ ମାନହାନି ମକଦ୍ଦମା ଦାୟର କରିଛି। ବିଶ୍ୱାସ କରାଯାଏ ଯେ, ମାନହାନିର […]
ଭୁବନେଶ୍ବର: ସାଧାରଣ ନିର୍ବାଚନ-୨୦୨୪ ପୂର୍ବରୁ ଶାସକ ବିଜେଡି ନିଜର ଜିଲ୍ଲା ସ୍ତରୀୟ ଦଳୀୟ ସାଙ୍ଗଠନିକ ସ୍ଥିତିକୁ ସୁଦୃଢ଼ କରିବାରେ ଲାଗିଛି। ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନମୋଦନ କ୍ରମେ ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଦସ୍ତଖତରେ ସୁନ୍ଦରଗଡ଼ […]
ରାୟପୁର: ଛତିଶଗଡ଼ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କ ମୂଳ ଓଡ଼ିଆ ଆତ୍ମଜୀବନୀ ପୁସ୍ତକର ‘ସଂଗ୍ରାମ ସରିନାହିଁ’ର ଇଂରାଜି ଅନୁବାଦ ପୁସ୍ତକ ‘ବ୍ୟାଟେଲ୍ ନଟ୍ ୟେଟ୍ ଓଭର’ ନୂଆଦିଲ୍ଲୀ ସ୍ଥିତ ଇଣ୍ଡିଆ ଇଂଟରନ୍ୟାସ୍ନାଲ ସେଂଟରର, ସି.ଡି. ଦେଶମୁଖ ଅଡ଼ିଟୋରିୟମ ଠାରେ ମହାସମାରୋହରେ ଉନ୍ମୋଚିତ ହୋଇସାରିଛି। […]
Happy Birthday Katrina: ବଲିଉଡର ଜଣାଶୁଣା ଅଭିନେତ୍ରୀ କ୍ୟାଟ୍ରିନା କୈଫ ଆଜି ୪୦ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ୧୬ ଜୁଲାଇ ୧୯୮୩ ରେ ସେ ହଂକଂରେ ଜନ୍ମ ହୋଇଥିଛନ୍ତି। କ୍ୟାଟ୍ରିନା କୈଫ ୧୪ ବର୍ଷ ବୟସରେ ତାଙ୍କ ମଡେଲିଂ କ୍ୟାରିୟର […]
ନୂଆଦିଲ୍ଲୀ: ନ୍ୟାସନାଲ ଡେମୋକ୍ରାଟିକ୍ ଆଲାଏନ୍ସ (ଏନଡିଏ) ର ୨୫ ବର୍ଷ ପୂରଣ ହେବା ପରେ ରୌପ୍ୟ ଜୟନ୍ତୀ ପାଳନ କରାଯାଉଛି। ଏ ସମ୍ପର୍କରେ ଜୁଲାଇ ୧୮ ତାରିଖରେ ନୂଆଦିଲ୍ଲୀରେ ମିଳିତ ମେଣ୍ଟର ଏକ ବଡ ବୈଠକ ଆୟୋଜିତ ହେଉଛି। ଏହି ବୈଠକ […]
ନୂଆଦିଲ୍ଲୀ: ସଂଯୁକ୍ତ ଆରବ ଅମୀରତନ୍ତ୍ର (ୟୁଏଇ)ର ରାଷ୍ଟ୍ରପତି ଶେଖ୍ ମହମ୍ମଦ ବିନ୍ ଜାୟେଦ ଅଲ୍ ନାହ୍ୟାନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୫ ଜୁଲାଇ ୨୦୨୩ ରେ ଆବୁଧାବି ଠାରେ ପରସ୍ପରକୁ ସାକ୍ଷାତ କରିଛନ୍ତି। ବିଗତ ଆଠ ବର୍ଷ ମଧ୍ୟରେ ଏହା […]
ଭୁବନେଶ୍ବର: ଚିଲିକାର ପୂର୍ବତନ ବିଧାୟକ ରଘୁନାଥ ସାହୁଙ୍କୁ ବିଜେଡି ବହିସ୍କାର କରିବା ପରିବର୍ତ୍ତେ ପୁରସ୍କାର ଦେଇଛି। କାରଣ ନିକଟରେ ଶଙ୍ଖ ଭବନରେ ଆୟୋଜିତ ହୋଇଥିବା ଖୋର୍ଦ୍ଧା ଜିଲ୍ଲା ସଂଗଠନର ସମୀକ୍ଷା ବୈଠକରେ ସେ ସାମିଲ ହୋଇଛନ୍ତି। ବଡ ନେତାଙ୍କ ଗହଣରେ ତାଙ୍କୁ […]
ରାୟପୁର/ଭୁବନେଶ୍ୱର: ବିଭିନ୍ନ ଶିଳ୍ପ କ୍ଷେତ୍ରରେ ପୁଞ୍ଜିନିବେଶ ଆକୃଷ୍ଟ କରିବା ଲକ୍ଷ୍ୟରେ ଓଡ଼ିଶା ସରକାରଙ୍କ ପକ୍ଷରୁ ଚଳିତ ଜୁଲାଇ ୧୪ ଓ ୧୫ ତାରିଖରେ ରାୟପୁରଠାରେ “ଓଡ଼ିଶା ନିବେଶକ ସମ୍ମିଳନୀ’ ସଫଳତାର ସହ ଆୟୋଜନ କରାଯାଇଥିଲା। ବିଜୁ ଏକ୍ସପ୍ରେସ ୱେ ରେ “ବିଜୁ […]