ଭୁବନେଶ୍ବର: ବିଜେଡି ନେତା ପ୍ରଣବ ପ୍ରକାଶ ଦାସଙ୍କୁ ନେଇ ଯେଉଁ ଚର୍ଚ୍ଚା ଚାଲିଥିଲା ତାହା ବର୍ତ୍ତମାନ ସତ ବୋଲି ଜଣାପଡିଛି। କାରଣ ଗତକାଲି ସେ ଯାଜପୁରର ଏକ ସଭାରେ ଯାହା କହିଲେ ତାହା ପ୍ରମାଣିତ କରିଛି ଯେ, ବବି ଯାଜପୁରରେ ଉପନିର୍ବାଚନ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଝାଡ଼ଖଣ୍ଡର ହଜାରୀବାଗରେ ୮୦,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। ଶ୍ରୀ ମୋଦୀ ଧର୍ତି ଆବା ଜନଜାତିୟ ଗ୍ରାମ ଉତ୍କର୍ଷ ଅଭିଯାନର ଶୁଭାରମ୍ଭ କରିଥିଲେ, ୪୦ଟି ଏକଲବ୍ୟ ଆଦର୍ଶ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସ୍ୱଚ୍ଛ ଭାରତ ମିଶନ ଶୁଭାରମ୍ଭର ୧୦ ବର୍ଷ ପୂର୍ତ୍ତି ଅବସରରେ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ଅକ୍ଟୋବର ୨ ତାରିଖ ୧୫୫ତମ ଗାନ୍ଧୀ ଜୟନ୍ତୀ ଅବସରରେ ସ୍ୱଚ୍ଛ ଭାରତ ଦିବସ ୨୦୨୪ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଛନ୍ତି। […]
ଭୁବନେଶ୍ଵର: ଆଜିଠାରୁ ବିଜେଡିର ଜନସମ୍ପର୍କ ପଦଯାତ୍ରା ଆରମ୍ଭ ହୋଇଛି। ଭୁବନେଶ୍ଵରର ନେତାଜୀ ପଡ଼ିଆରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିଛନ୍ତି। ସେ ଏହି ଅବସରରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି। ଜନସଭାକୁ ସମ୍ବୋଧିତ କରି ନବୀନ ପଟ୍ଟନାୟକ କହିଛନ୍ତି […]
କୈଳାସଚନ୍ଦ୍ର ଦାଶ ମହାତ୍ମା ଗାନ୍ଧୀଙ୍କର ଜୟନ୍ତୀ ଅବକାଶରେ ତାଙ୍କ ଚିନ୍ତନ ଓ କର୍ମଧାରା ଓଡିଶାରେ କିପରି ପ୍ରଭାବଶାଳୀ ଥିଲା ତାହାର ବିଚାର ଆବଶ୍ୟକ। ମହାତ୍ମା ଗାନ୍ଧୀ ଓଡିଶାକୁ ୧୯୨୧, ୧୯୨୫, ୧୯୨୭, ୧୯୩୪ , ୧୯୩୮ ଓ ୧୯୪୬ରେ ଆସି ଓଡିଶାରେ […]
ଭୁବନେଶ୍ବର : ଆଜି ସାରା ଭାରତ ବର୍ଷ ଏପରିକି ବିଦେଶରେ ମଧ୍ୟ ମହାତ୍ମା ଗାନ୍ଧୀଙ୍କ ଜନ୍ମ ଦିବସ ପାଳନ କରାଯାଉଛି। ସେ ୧୮୬୯ ମସିହା ଅକ୍ଟୋବର ଦୁଇ ତାରିଖରେ ଗୁଜୁରାଟର ପୋରବନ୍ଦରରେ ଜନ୍ମ ଗ୍ରହଣ କରିଥିଲେ। ତାଙ୍କର ଅହିଂସା ନୀତି ତଥା ଶିକ୍ଷା […]
ଭୁବନେଶ୍ବର: ଆଜି ଶଙ୍ଖ ଭବନ ଠାରେ ଭଦ୍ରକ ଓ ସୋନପୁର ଜିଲ୍ଲା ର ସାଂଗଠନିକ ପଦାଧିକାରୀ ଓ ନେତୃ ବୃନ୍ଦ ଙ୍କ ବୈଠକ ଅନୁଷ୍ଠିତ ହୋଇ ସଂଗଠନ କୁ ମଜବୂତ କରିବା ସମ୍ପର୍କ ରେ ବିସ୍ତୃତ ଆଲୋଚନା କରାଯାଇଥିଲା। ବୈଠକରେ ଉଦବୋଧନ […]
ନୂଆଦିଲ୍ଲୀ: କିମ୍ବଦନ୍ତୀ ଅଭିନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ୨୦୨୨ ବର୍ଷ ପାଇଁ ଦାଦାସାହେବ ଫାଲକେ ପୁରସ୍କାରରେ ସମ୍ମାନିତ କରାଯିବ। କେନ୍ଦ୍ର ସୂଚନା ଓ ପ୍ରସାରଣ, ରେଳବାଇ ଏବଂ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହି ପୁରସ୍କାର ଘୋଷଣା କରିଛନ୍ତି। […]
ଭୁବନେଶ୍ୱର: ଓଡ଼ିଆ ପ୍ରେନୁଅର ସ୍ମାର୍ଟ ଓଡିଶା ହାକାଥନ୍ ୨.୦ ରାଜ୍ୟ ସ୍ତରୀୟ ଦୁଇ ଦିନିଆ ସମାରୋହ ଭୁବନେଶ୍ୱରସ୍ଥିତ ଓଡିଶା ବୈଷୟିକ ଓ ଗବେଷଣା ବିଶ୍ଵ ବିଦ୍ୟାଳୟରେ ଉଦଘାଟିତ ହୋଇ ଅଛି। ଏହି ହାକାଥନ୍ ରାଜ୍ୟ ଉଚ୍ଚ ମାଧ୍ୟମିକ ନିର୍ଦ୍ଦେଶାଳୟ, ଭୁବନେଶ୍ୱର, ଓସେପା […]
ନୂଆଦିଲ୍ଲୀ: ମିଳିତ ଜାତିସଂଘ ସୁରକ୍ଷା ପରିଷଦ (ୟୁଏନଏସସି) ରେ ସ୍ଥାୟୀ ଆସନ ପାଇଁ ଦାବିକୁ ରୁଷ ସମର୍ଥନ କରିଛି। ରୁଷର ବୈଦେଶିକ ମନ୍ତ୍ରୀ ସର୍ଗେଇ ଲାଭ୍ରୋଭ ଭାରତ ଏବଂ ବ୍ରାଜିଲ ପାଇଁ ସ୍ଥାୟୀ ଆସନ ଦାବି କରିଛନ୍ତି। ମିଳିତ ଜାତିସଂଘର ୭୯ […]
ଭୁବନେଶ୍ବର: ଧିରେ ଧିରେ ଭୁବନେଶ୍ବର ବିଜେଡି ରାଜନୀତି ବିବାଦୀୟ ହେବାରେ ଲାଗିଛି। ମୁଖ୍ୟତଃ ଭୁବନେଶ୍ବର ବିଜେଡି କରର୍ପୋରେଟରଙ୍କ ମଧ୍ୟରେ ଯେପରି ଛକାପଞ୍ଚା ଲାଗି ରହିଛି ତାହା ପଦାକୁ ବାହାରି ସାରିଲାଣି। ଏପରି କଳି ଦେଖି ଆଜି ବିଜେଡି ଚାରିଜଣ ନେତାଙ୍କ ବିରୋଧରେ […]
ଭୁବନେଶ୍ବର: ଗତକାଲି ରାଜ୍ୟ ସରକାର ଆଇପିଏସ ସ୍ତରରେ ବଡ ଧରଣର ଅଦଳବଦଳ କରିଛନ୍ତି। ସେଥିରେ ଏସପି ସ୍ତରରେ ମଧ୍ୟ ବଡ ଅଦଳବଦଳ ହୋଇଛି। ଏହା ଭିତରେ ଖୋର୍ଦ୍ଧା ଏସପି ଭାବେ ନିଯୁକ୍ତି ପାଇଛନ୍ତି ଆଇପିଏସ ସାଗରିକା ନାଥ। ସେ ବର୍ତ୍ତମାନ ବାଲେଶ୍ବର […]
ଭୁବନେଶ୍ବର: ଆଜି ରାଜ୍ୟ ସରକାର ଆଇପିଏସ ସ୍ତରରେ ବଡ ଧରଣର ଅଦଳବଦଳ କରିଛନ୍ତି। ବରିଷ୍ଠ ସ୍ତରରେ ଯେପରି ବଦଳି ହୋଇଛି ଏସପି ସ୍ତରରେ ମଧ୍ୟ ବ୍ୟାପକ ଅଦଳବଦଳ ହୋଇଛି। ଏଥିରେ ପୁରୀ ଏସପି ପିନାକ ମିଶ୍ରଙ୍କୁ ଭୁବନେଶ୍ବର ଡିସିପି ଭାବେ ନିଯୁକ୍ତି […]
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ “ମନ କି ବାତ” କାର୍ଯ୍ୟକ୍ରମ ଆଜି ୧୦ ବର୍ଷ ପୂରଣ କରିଛି। ମୋଦିଜୀଙ୍କ “ମନ କି ବାତ” କାର୍ଯ୍ୟକ୍ରମ ଏବେ ସମସ୍ତଙ୍କ ପ୍ରେରଣାର କେନ୍ଦ୍ରବିନ୍ଦୁ ସାଜିଛି। ସାଧାରଣ ଲୋକଙ୍କ ଅସାଧାରଣ କାର୍ଯ୍ୟ ଓ ସାମର୍ଥ୍ୟକୁ ଲୋକଲୋଚନକୁ […]
ନୂଆଦିଲ୍ଲୀ: ଏଥର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ମାସିକିଆ କାର୍ୟ୍ୟକ୍ରମ ମନ କି ବାତ୍ କାର୍ୟ୍ୟକ୍ରମ ପ୍ରସାରିତ ହୋଇଛି। ଏହା ହେଉଛି ତାଙ୍କର ୧୧୪ ତମ ଅଧ୍ୟାୟ। ଏହି ମନ କି ବାତ କାର୍ୟ୍ୟକ୍ରମକୁ ଦଶ ବର୍ଷ ପୁରଣ ହୋଇଛି। ଏଥର […]
ଭୁବନେଶ୍ୱର: ମାଓବାଦୀ ମୁକାବିଲା କ୍ଷେତ୍ରରେ ଓଡିଶା ପୋଲିସ ଉଲ୍ଲେଖନୀୟ ସଫଳତା ହାସଲ କରିଛି। ରାଜ୍ୟ ପୋଲିସ ଏବଂ କେନ୍ଦ୍ରୀୟ ସୁରକ୍ଷା ବଳର ମିଳିତ ସହାୟତାରେ ଓଡିଶାକୁ ମାଓ ହିଂସା କବଳରୁ ମୁକ୍ତ କରାଯାଇ ପାରିଛି। ଏବେ ମଧ୍ୟ କିଛି ଜିଲ୍ଲାରେ ମାଓବାଦୀମାନଙ୍କର […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ତୃତୀୟ ପାଳିର ପ୍ରଥମ ୧୦୦ ଦିନରେ ଭାରତ ସରକାର ଦେଶର ସ୍ୱାସ୍ଥ୍ୟସେବା ଓ ଶିକ୍ଷା କ୍ଷେତ୍ରକୁ ସୁଦୃଢ଼ କରିବା ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଘୋଷଣା କରିଛନ୍ତି । ଏହି ମହତ୍ୱାକାଂକ୍ଷୀ କାର୍ଯ୍ୟକ୍ରମଗୁଡ଼ିକ ସ୍ୱାସ୍ଥ୍ୟସେବା ଉପଲବ୍ଧତା, […]
ମୁମ୍ବାଇ: ଭାରତର ପ୍ରମୁଖ ଫ୍ୟାସନ୍ ଇ-ଟେଲର୍ ଆଜିଓ ଆଜି ଏହାର ପ୍ଲାଟଫର୍ମରେ ଫ୍ୟାଶନ୍ ଏବଂ ଗୁଣବତା ପାଇଁ ଜଣାଶୁଣା ବ୍ରାଣ୍ଡ୍ ଏଚ୍ ଆଣ୍ଡ୍ ଏମ୍ କୁ ଶୁଭାରମ୍ଭ କରିଛି। ଏହି ଭାଗିଦାରୀର ଉଦ୍ଦେଶ୍ୟ ହେଉଛି ଆଜିଓ ମାଧ୍ୟମରେ ସୁଲଭ, ଉଚ୍ଚ ଗୁଣବତା […]
ଭୁବନେଶ୍ବର: ରାଜ୍ୟ କ୍ୟାବିନେଟର ଶନିବାର ଦିନଏକ ବୈଠକ ଲୋକ ସେବା ଭବନ ସ୍ଥିତ ତୃତୀୟ ମହଲା ସମ୍ମିଳନୀ କକ୍ଷରେ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ରାଜ୍ୟ ମନ୍ତ୍ରୀମଣ୍ଡଳ ବୈଠକରେ ଆଲୋଚନା ପୂର୍ବକ ବିଭିନ୍ନ ୬ ଟି […]
ଭୁବନେଶ୍ବର: ଓଡିଶାର ସାଂସଦ ତଥା କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ନେଇ ବର୍ତ୍ତମାନ ବେଶ ଚର୍ଚ୍ଚା। ରାଜ୍ୟ ରାଜନୀତିରେ ବେଶ ଆଲୋଚନା ଓ ପର୍ଯ୍ୟାଲୋଚନା। ତାହା ହେଲା ଯେ ଧର୍ମେନ୍ଦ୍ର ପ୍ରଧାନ କୁଆଡେ ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବେ। ଏହି ଖବରଟି ପ୍ରସାରିତ […]
ଭୁବନେଶ୍ବର: ଆଜି ଶଙ୍ଖ ଭବନ ଠାରେ ନୟାଗଡ ଜିଲ୍ଲାର ସାଂଗଠନିକ ପଦାଧିକାରୀ ଓ ନେତୃବୃନ୍ଦଙ୍କ ବୈଠକ ଅନୁଷ୍ଠିତ ହୋଇ ସଂଗଠନକୁ ମଜବୂତ କରିବା ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା। ବୈଠକରେ ଉଦବୋଧନ ଦେଇ ଦଳ ସଭାପତି ଶ୍ରୀ ନବୀନ ପଟ୍ଟନାୟକ କହିଥିଲେ […]