ନୂଆଦିଲ୍ଲୀ: ଏହି ସମୟର ଏକ ବଡ ଖବର ଦେଶର ରାଜଧାନୀ ଦିଲ୍ଲୀରୁ ଆସୁଛି। ସୂତ୍ରରୁ ସୂଚନା ମିଳିଛି ଯେ, ଆମ୍ ଆଦମୀ ପାର୍ଟି (AAP) କୁ କେନ୍ଦ୍ରର ଅଧ୍ୟାଦେଶ ଉପରେ କଂଗ୍ରେସର ସମର୍ଥନ ମିଳିଛି। ଏହି ପରିପ୍ରେକ୍ଷୀରେ କଂଗ୍ରେସର ପୂର୍ବତନ ରାଷ୍ଟ୍ରୀୟ […]
ଭୁବନେଶ୍ବର: ମହାନ ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମସ୍ଥାନ ସମ୍ବଲପୁର ଖୀଣ୍ଡାର ବିକାଶ ସହ, ଏହାକୁ ଏକ ପର୍ଯ୍ୟଟନ ସ୍ଥଳ ଭାବେ ଗଢି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ୬ କୋଟି ୪୧ ଲକ୍ଷ […]
ଭୁବନେଶ୍ବର: ମଝିରେ ମଝିରେ ବିଜେଡି ବିଧାୟକ ସୌମ୍ୟରଂଜନ ପଟ୍ଟନାୟକ ଦଳରେ ରହି ଦଳ ବିରୋଧରେ ବାଣ ମାରିବାକୁ ଭଲ ପାଆନ୍ତି। କେତେବେଳେ ସଭା ସମିତିରେ ହେଉ କିମ୍ବା ଲେଖା ମାଧ୍ୟମରେ, ସେ ବିଜେଡି ଏବଂ ମୁଖ୍ୟମନ୍ତ୍ରୀଙ୍କୁ ସମାଲୋଚନା କରିବାରେ ଆଗ୍ରହ ରଖିଥାନ୍ତି। […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ଦୁଇ ଦିନିଆ ଫ୍ରାନ୍ସ ଗସ୍ତ ଶେଷ କରିବା ପରେ ଆଜି ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ରେ ପହଞ୍ଚିଛନ୍ତି। ଯେଉଁଠାରେ ତାଙ୍କୁ ବିମାନବନ୍ଦରରେ ଏକ ଭବ୍ୟ ସ୍ୱାଗତ କରାଯାଇଛି। ୟୁଏଇରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସରକାରୀ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୪ ଜୁଲାଇ ୨୦୨୩ ରେ ପ୍ୟାରିସର ଏଲିସି ପ୍ୟାଲେସରେ ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ୍ ମାକ୍ରୋନ୍ଙ୍କ ସହିତ ଏକ ବୈଠକରେ ବ୍ୟକ୍ତିଗତ ଏବଂ ପ୍ରତିନିଧି ସ୍ତରୀୟ ଆଲୋଚନା କରିଛନ୍ତି। ଉଭୟ ନେତା ପ୍ରତିରକ୍ଷା ଏବଂ ନିରାପତ୍ତା, ବେସାମରିକ […]
ଭୁବନେଶ୍ବର: ଗତକାଲି ରାତିରୁ କଟକ ଭୁବନେଶ୍ବରରେ ପ୍ରବଳ ବର୍ଷା ଲାଗି ରହିଛି। ବିଭିନ୍ନ ସ୍ଥାନରେ ପାଣି ଜମି ରହିବା ଦ୍ବାରା ସାଧାରଣ ଯାତାୟତରେ ସମସ୍ୟା ଉପୁଜିଛି। ଏପରିକି ଆଜି କଟକ ଅବସ୍ଥା ପୁରା ବେହାଲ ହୋଇପଡିଛି। କଟକ ସହରରେ ବିଭିନ୍ନ ସ୍ଥାନରେ […]
ଭୁବନେଶ୍ବର: ନିର୍ବାଚନ ପାଖେଇ ଆସୁଥିବାରୁ ବର୍ତ୍ତମାନ ରାଜନୈତିକ ପାଣିପାଗ କେତେବେଳେ କଣ ହେଉଛି ତାହା କହିବା ସମ୍ଭବପର ନୁହେଁ। ହେଲେ ଏହା ନିଶ୍ଚିତ ଯେ, ବର୍ତ୍ତମାନ ଯେଉଁମାନେ ଆସନ୍ତା ନିର୍ବାଚନ ଲଢେଇ କରିବେ ସେମାନେ ଏବେଠାରୁ ଆସନ ଠିକ କରିସାରିଲେଣି। ସେହିପରି […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ପଶ୍ଚିମ ଓଡିଶାରେ ମୁଖ୍ୟମନ୍ତ୍ରୀ ସଭାଗୃହ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଏହି ଯୋଜନାରେ ପଶ୍ଚିମ ଓଡିଶାର ପ୍ରାୟ ୨୦୦୦ଟି କଲ୍ୟାଣ ମଣ୍ଡପ ଓ ସ୍ଥାନୀୟ ସଭାଗୃହ ଗୁଡିକର ନିର୍ମାଣ ହାତକୁ ନିଆଯିବ। ଏଥିପାଇଁ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୪ ଜୁଲାଇ ୨୦୨୩ ରେ ଚାମ୍ପସ୍-ଏଲିସିସ୍ରେ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ୍ ମାକ୍ରନଙ୍କ ନିମନ୍ତ୍ରଣକ୍ରମେ ସମ୍ମାନିତ ଅତିଥି ଭାବେ ବାଷ୍ଟିଲ୍ ଡେ ପରେଡ୍ରେ ସାମିଲ ହୋଇଛନ୍ତି। ଭାରତ-ଫ୍ରାନ୍ସ ରଣନୀତିକ ଭାଗିଦାରୀର ୨୫ ବର୍ଷ ପୂର୍ତ୍ତି ଅବସରରେ ଏକ […]
ଭୁବନେଶ୍ବର: ନିର୍ବାଚନ ଯେତିକି ପାଖେଇ ଆସୁଛି ରାଜ୍ୟ ରାଜନୀତି ସେତିକି ଗରମ ହେବାରେ ଲାଗିଛି। ସେହି କ୍ରମରେ ବିଜେଡି ତାହାର ରଣନୀତି ଆରମ୍ଭ କରିବାରେ ଲାଗିଛି। ବିଭିନ୍ନ ସଂଗଠନର ନୂଆ କର୍ମକର୍ତ୍ତା ନିଯୁକ୍ତି ପରେ ଏବେ ଜିଲ୍ଲା ସ୍ତରୀୟ ସମୀକ୍ଷା ଆରମ୍ଭ […]
ନୂଆଦିଲ୍ଲୀ: ଚୀନ୍ ଅରୁଣାଚଳ ପ୍ରଦେଶ ଉପରେ ସର୍ବଦା ଖରାପ ନଜର ରଖିଛି। ଗୋଟିଏ ପଟେ ଚୀନ୍ କ୍ରମାଗତ ନିୟନ୍ତ୍ରଣ ରେଖା ଉପରେ ନିଜର କାର୍ଯ୍ୟକଳାପକୁ କ୍ରମାଗତ ଭାବରେ ବୃଦ୍ଧି କରୁଥିବା ବେଳେ ଅନ୍ୟ ପଟେ ଅରୁଣାଚଳ ପ୍ରଦେଶକୁ ନେଇ କୂଟନୈତିକ କୌଶଳ […]
ଭୁବନେଶ୍ବର: ରାଜ୍ୟ ସରକାର ୧୮୧ ଜଣ ନୂତନ ଅଧିକାରୀଙ୍କୁ ବିଭିନ୍ନ ବିଭାଗରେ ନିଯୁକ୍ତି ଦେଇଛନ୍ତି। ସେମାନଙ୍କ ମଧ୍ୟରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ୧୦୪ ଶିକ୍ଷକ ଶିକ୍ଷୟିତ୍ରୀ, ଆଇନ ବିଭାଗରେ ୬୨ ସହକାରୀ ନିର୍ଦ୍ଦେଶକ, ଯୋଜନା ଓ ସଂଯୋଜନା ବିଭାଗରେ ୧୫ […]
ଭୁବନେଶ୍ଵର: ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ୨୩ ବର୍ଷ ଏବଂ ୧୨୭ ଦିନ ଧରି ମୁଖ୍ୟମନ୍ତ୍ରୀ ପଦବୀରେ ରହିଆସିଛନ୍ତି। ଜୁଲାଇ ୨୨ ତାରିଖ ଅର୍ଥାତ୍ ଠିକ୍ ଦଶ ଦିନ ପରେ, ସେ ଦ୍ୱିତୀୟ ଦୀର୍ଘତମ ସେବା କରୁଥିବା ମୁଖ୍ୟମନ୍ତ୍ରୀର ରେକର୍ଡ […]
ଭୁବନେଶ୍ବର: ସେତୁ ଯୋଜନାରେ ସ୍ବାଭିମାନ ଅଞ୍ଚଳରେ ଦ୍ରୁତ ପରିବର୍ତ୍ତନକୁ ଉପଲବ୍ଧି କରି ଚିତ୍ରକୋଣ୍ଡା ବ୍ଲକ୍ର ଅବଶିଷ୍ଟ ୯ ଗୋଟି ପଞ୍ଚାୟତ ଯଥା – ଆନ୍ଦ୍ରପାଲ୍ଲୀ, ପଣସପୁଟ, ଜୋଡାମ୍ବୋ, ରାଲିଗଡା, ପେପରମେଟଲା, ବଡପଦା, ଗଜଲମାମୁଣ୍ଡି, ଜନ୍ତ୍ରୀ ଓ ଧୁଳିପୁଟ ଏବଂ କୋରୁକୁଣ୍ଡା ବ୍ଳକ୍ର […]
ଭୁବନେଶ୍ବର: କିଛିଦିନ ଧରି ରାଜ୍ୟ ବିଜେପି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସଚିବ ତଥା 5ଟି ସଚିବ ଭି କେ ପାଣ୍ଡିଆନଙ୍କୁ ଟାର୍ଗେଟ କରିବାରେ ଲାଗିଛନ୍ତି। ସେଥିରେ ସେମାନେ ଫେଲ ମାରିବା ପରେ ଏବେ ତାଙ୍କ ଧର୍ମପତ୍ନୀ ସୁଜାତା ଆର କାର୍ତ୍ତିକେୟନଙ୍କୁ ଟାର୍ଗେଟ […]
ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଇ ଦିନିଆ ଫ୍ରାନ୍ସ ଗସ୍ତରେ ଯାଇଛନ୍ତି। ଏହାପରେ ଆସନ୍ତା ୧୫ ତାରିଖରେ ପ୍ରଧାନମନ୍ତ୍ରୀ ମୋଦୀ ୟୁଏଇ ଗସ୍ତ କରିବେ। ତେବେ ଏହି ଗସ୍ତ ପୂର୍ବରୁ ଅର୍ଥାତ ବିମାନ ବନ୍ଦରରୁ ପ୍ରସ୍ଥାନ କରିବା ସମୟରେ ଏହି […]
ଭୁବନେଶ୍ବର: ଧିରେଧିରେ ଭୁବନେଶ୍ବର ସାଂସଦ ତଥା ବିଜେପି ରାଷ୍ଟ୍ରୀୟ ପ୍ରବକ୍ତା ଅପରାଜିତା ଷଡଙ୍ଗୀଙ୍କ ରାଜ୍ୟର ଦଳିୟ ବ୍ୟାପାରରେ ହସ୍ତକ୍ଷେପ ଜୋରଦାର ହେବାରେ ଲାଗିଲାଣି। ଏପରିକି ସେ ରାଜ୍ୟ କାର୍ଯ୍ୟାଳୟକୁ ମଧ୍ୟ ନିଜ କବଜାକୁ ନେଇ ସାରିଲେଣି। ପୂର୍ବରୁ ଏହି କାର୍ଯ୍ୟାଳୟର ହର୍ତାକର୍ତ୍ତା […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜିଠାରୁ ଫ୍ରାନ୍ସ ଏବଂ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) କୁ ସରକାରୀ ଗସ୍ତରେ ଯାଉଛନ୍ତି। ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ୍ ମାକ୍ରୋନ୍ଙ୍କ ଆମନ୍ତ୍ରଣ କ୍ରମେ ପ୍ରଧାନମନ୍ତ୍ରୀ ଆଜିଠୁ ପ୍ୟାରିସ ଗସ୍ତ କରୁଛନ୍ତି। ଆସନ୍ତାକାଲି ବଷ୍ଟିଲ୍ ଡେ ପ୍ୟାରେଡରେ ପ୍ରଧାନମନ୍ତ୍ରୀ […]
ଭୁବନେଶ୍ବର: କୋରାପୁଟ ଜିଲ୍ଲାର ପ୍ରସିଦ୍ଧ ଗୁପ୍ତେଶ୍ୱର ପୀଠର ରୂପାନ୍ତର ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏଥିରେ ପୀଠର ସର୍ବାଙ୍ଗୀନ ଉନ୍ନତି କରାଯାଇ ଏହାକୁ ଓଡିଶାର ଅନ୍ୟତମ ପ୍ରମୁଖ ଧାର୍ମିକ ତଥା ଐତିହ୍ୟ ଓ […]
ନୂଆଦିଲ୍ଲୀ: ୨୦୨୪ ରେ ହେବାକୁ ଥିବା ସାଧାରଣ ନିର୍ବାଚନ ସମ୍ପର୍କରେ ସମସ୍ତ ବିରୋଧୀ ଦଳ ଜୁଲାଇ ୧୮ ତାରିଖରେ ପୁଣି ଥରେ ଏକାଠି ହେବାକୁ ଯାଉଛନ୍ତି। ସୋନିଆ ଏବଂ ରାହୁଲ ଗାନ୍ଧୀ ମଧ୍ୟ ଏହି ବୈଠକରେ ଯୋଗଦେବାର ସମ୍ଭାବନା ରହିଛି। ଏହା […]
ଭୁବନେଶ୍ବର: ବାଲେଶ୍ବର ରାଜନୀତି ବର୍ତ୍ତମାନ ସରଗରମ ହୋଇପଡିଛି। କାରଣ ଏହି ଜିଲ୍ଲା ପାଇଁ ନିକଟରେ ବିଜେଡି ମନ୍ତ୍ରୀ ଅଶ୍ବିନୀ ପାତ୍ରଙ୍କୁ ସଭାପତି ଭାବେ ଘୋଷଣା କରିଛି। ସମସ୍ତେ ଆଶା କରୁଥିଲେ ଯେ, ଦଳର ପୂର୍ବତନ ସାଂସଦ ତଥା ସେହି ଜିଲ୍ଲାର ବିଜେଡି […]