ଭୁବନେଶ୍ବର: ସାଧାରଣ ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେନ୍ଦ୍ର ମନ୍ତ୍ରୀ ମଣ୍ଡଳରେ ଅଦଳବଦଳ କରିବେ। ଏ ନେଇ ଚର୍ଚ୍ଚା ଦୀର୍ଘଦିନ ଧରି ଚାଲିଛି। ହେଲେ ଗତ କିଛିଦିନ ଧରି ଏହି ଚର୍ଚ୍ଚା ଜୋରଦାର ହେବାରେ ଲାଗିଛି। ବିଶେଷ କରି ଜାତୀୟ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଦ୍ବାରା ବିଭିନ୍ନ ଜିଲ୍ଲାରେ କରାଯାଉଥିବା ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି। ଢେଙ୍କାନାଳରୁ ଭିଡିଓ କନ୍ଫରେସନ୍ସ ଜରିଆରେ ଯୋଡି ହୋଇ ୫-ଟି ସଚିବ ଭି.କେ. ପାଣ୍ଡିଆନ […]
ଭୁବନେଶ୍ୱର: ଓଡିଶା ପ୍ରଜାମଣ୍ଡଳ ଆନ୍ଦୋଳନର ଅଗ୍ରଗଣ୍ୟ ସାରଥି, ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମହାନ ସଂଗ୍ରାମୀ ପବିତ୍ର ମୋହନ ପ୍ରଧାନ ସ୍ୱାଧିନତା ତଥା ସ୍ୱାଧିନତା ପରବର୍ତ୍ତୀ ସମୟରେ ଓଡିଶାର ରାଜନୈତିକ ସାମାଜିକ ଆନ୍ଦୋଳନରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ତାଳଚେର ରାଜାଙ୍କ ଅତ୍ୟାଚାର ଅନ୍ୟାୟ […]
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆଜି ଲୋକସେବା ଭବନର ତୃତୀୟ ମହଲା ସମ୍ମିଳନୀ କକ୍ଷରେ ଜନଜାତି ଉପଦେଷ୍ଟା ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ତଥା […]
ଭୁବନେଶ୍ବର: ରାଜ୍ୟର ୧୦୬ଟି ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପାଇଁ ନୂତନ ପଦବୀ ସୃଷ୍ଟି ହୋଇଛି। ରାଜ୍ୟ ସରକାର ମୋଟ ୯୦୨ଟି ପଦବୀ ତିଆରି କରିଛନ୍ତି। ଏଥିରେ ୬୪୨ଟି ଶିକ୍ଷକ ଓ ୨୬୦ଟି ଅଣଶିକ୍ଷକ ପଦ ରହିଛି। ଖୁବ୍ ଶୀଘ୍ର ଏନେଇ […]
ସୀତାରାମ ଅଗ୍ରୱାଲ ଚିଲିକା: ସାଧାରଣ ନିର୍ବାଚନ ଆଉ ମାତ୍ର ମାସ କେଇଟା ଥିବା ବେଳେ ଚିଲିକା ନିର୍ବାଚନ ମଣ୍ଡଳି ରାଜନୀତି ସମ୍ପୂର୍ଣ୍ଣ ଗୋଳିଆ ହୋଇଛି। ବିରୋଧି ବିଜେପିର ଉଭୟ ବିଧାୟକ ଓ ସାଂସଦ ପ୍ରାର୍ଥୀ ପ୍ରାୟତଃ ନିଶ୍ଚିତ ହୋଇସାରିଥିବା ବେଳେ ଶାସକ […]
ଭୁବନେଶ୍ବର: ଓଡିଶାର ବିଧାନସଭା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାରିଛନ୍ତି ଏକ ବାଣ। ଯାହା ଦ୍ବାରା ବିରୋଧୀ ଦଳଙ୍କର କାନ ଭାଁ ଭାଁ ହୋଇଯାଇଛି କହିଲେ ଅତ୍ୟୁକ୍ତି ହେବ ନାହିଁ। ତାହା ହେଲା ଏଣିକି ପ୍ରତି ପଞ୍ଚାୟତକୁ ମିଳିବ ୫୦ ଲକ୍ଷ […]
ଭୁବନେଶ୍ବର: ଆଜି 5ଟି ସଚିବ ଅନୁଗୁଳ ଜିଲ୍ଲା ଗସ୍ତ କରି ସେଠାକାର ଲୋକଙ୍କ ସମସ୍ୟାକୁ ସମାଧାନ କରିବାରେ ଲାଗିଛନ୍ତି। ଏହି ଭିତରେ ଆସିଛି ଏକ ଭିନ୍ନ ଖବର। ତାହା ହେଲା ପାଣ୍ଡିଆନ ମଞ୍ଚ ଉପରେ ମୁଖ୍ୟମନ୍ତ୍ରୀଙ୍କୁ ଭିଡିଓ କଲ କରି ସିଧା […]
ଭୁବନେଶ୍ବର: ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ ସହିତ ଗାଁ ଗାଁରେ ଥିବା ପୂଜାସ୍ଥଳ ଓ ଐତିହାସିକ ଗୁରୁତ୍ବ ବହନ କରୁଥିବା ସ୍ଥାନ ଗୁଡିକର ସୁରକ୍ଷା ଉପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ବ ଦେଇଛନ୍ତି। ଓଡିଶାର ଗାଁ ଗୁଡିକରେ ଥିବା ପୂଜାସ୍ଥଳ ତଥା ଅନ୍ୟାନ୍ୟ […]
ନୂଆଦିଲ୍ଲୀ: ଇନ୍ଦୋରରେ ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗବିଜୟ ସିଂଙ୍କ ବିରୋଧରେ ମାମଲା ରୁଜୁ ହେବା ପରେ ଉଜୈନର ଅଜାକ ପୋଲିସ ଷ୍ଟେସନରେ ମଧ୍ୟ ଏଫଆଇଆର ପଞ୍ଜିକୃତ ହୋଇଛି। ରାଷ୍ଟ୍ରିୟ ସ୍ଵୟଂସେବକ ସଂଗଠନର ଦ୍ୱିତୀୟ ସରସଂଘଚାଲକ ମାଧବ ସଦାଶିବ ଗୋଲୱାଲକରଙ୍କ ବିରୋଧରେ ପୂର୍ବତନ […]
ଭୁବନେଶ୍ବର: ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀ ଏବଂ କଂଗ୍ରେସ ପ୍ରଚାର କମିଟର ଅଧ୍ୟକ୍ଷ ବିଜୟ ପଟ୍ଟନାୟକ 5ଟି ସଚିବଙ୍କୁ ଟାର୍ଗେଟ କଲେ। ଏହାପରଠାରୁ ଭିକେ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ କାର୍ଯ୍ୟକ୍ରମ ବଢିବାରେ ଲାଗିଛି। କହିବାକୁ ଗଲେ ସେ ଆଗରୁ ଯାଉଥିଲେ ଏବେ […]
ମୁମ୍ବାଇ: ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟିରେ ଚାଲିଥିବା ଅସ୍ଥିରତା ବନ୍ଦ ହେବାର ନାମ ନେଉନାହିଁ। ଅଜିତ ପାୱାର ଏବଂ ଶରଦ ପାୱାର ଦଳରେ ବିଧାୟକଙ୍କ ଆସିବା ଯିବା ଲାଗିରହିଛି। ବର୍ତ୍ତମାନ ଆଉ ଜଣେ ବିଧାୟକ ଅଜିତ ପାୱାରଙ୍କ ଦଳରୁ ସିନିୟର ପାୱାରଙ୍କ ଦଳକୁ […]
ଭୁବନେଶ୍ୱର: ରାଜ୍ୟ ଉଚ୍ଚଶିକ୍ଷା ବିଭାଗରେ ଏକ ପେନ୍ସନ୍ ସେଲ୍ ଉତ୍ସର୍ଗୀକୃତ ଭାବେ କାର୍ଯ୍ୟ କରିବ ଏବଂ ସରକାରଙ୍କ ୫-‘ଟି’ ଉପକ୍ରମ ଅନୁଯାୟୀ ସ୍ୱଚ୍ଛତା ଓ ଆନ୍ତରିକତା ପାଳନପୂର୍ବକ କାର୍ଯ୍ୟକରିବାକୁ ଉଚ୍ଚଶିକ୍ଷା ବିଭାଗ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ନିର୍ଦ୍ଦେଶ ଦେଇଛନ୍ତି। ଗତକାଲି […]
ନୂଆଦିଲ୍ଲୀ: ଚଳିତ ସପ୍ତାହରେ ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାରୁ ଚନ୍ଦ୍ରଯାନ-୩ର ଶୁଭାରମ୍ଭ କରାଯିବ। ଏହି ଅଭିଯାନର ସଫଳତା ସହିତ ଚନ୍ଦ୍ର ପୃଷ୍ଠରେ ମହାକାଶଯାନ ଅବତରଣ କରାଇବାରେ ଭାରତ ହେବ ବିଶ୍ୱର ଚତୁର୍ଥ ରାଷ୍ଟ୍ର। କେନ୍ଦ୍ର ବିଜ୍ଞାନ ଓ ପ୍ରଯୁକ୍ତି ରାଷ୍ଟ୍ରମନ୍ତ୍ରୀ ଡକ୍ଟର ଜିତେନ୍ଦ୍ର ସିଂ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜସ୍ଥାନର ବିକାନୀର ଠାରେ ୨୪,୩୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶ ପ୍ରକଳ୍ପ ଗୁଡିକର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ଏବଂ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ଏହି ପ୍ରକଳ୍ପ ଗୁଡିକ ମଧ୍ୟରେ ରହିଛି ପ୍ରାୟ ୧୧,୧୨୫ […]
ଭୁବନେଶ୍ୱର : ଓଡିଶାର ଶିକ୍ଷାନୁଷ୍ଠାନଗୁଡିକର ମୂଲ୍ୟାୟନ କ୍ଷେତ୍ରରେ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ରାଜନୀତି କରୁଛନ୍ତି। ଗ୍ରାମୀଣ ଗୃହନିର୍ମାଣ, ମନରେଗା, ଦକ୍ଷତା ବିକାଶ, କ୍ରୀଡ଼ା ପ୍ରୋତ୍ସାହନ, ବିପର୍ଯ୍ୟୟ ପରିଚାଳନା ଏବଂ ଅନ୍ୟାନ୍ୟ କ୍ଷେତ୍ରରେ ଉତ୍କୃଷ୍ଟ ପ୍ରଦର୍ଶନ ପାଇଁ ଓଡିଶା କେନ୍ଦ୍ର ସରକାରଙ୍କ ଦ୍ୱାରା […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ତେଲଙ୍ଗାନାର ୱାରାଙ୍ଗଲରେ ପ୍ରାୟ ୬୧୦୦ କୋଟି ଟଙ୍କା ମୂଲ୍ୟର ଅନେକ ଗୁରୁତ୍ୱପୂର୍ଣ୍ଣ ଭିତ୍ତିଭୂମି ବିକାଶ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ବିକାଶ କାର୍ଯ୍ୟରେ ୫୫୫୦ କୋଟିରୁ ଅଧିକ ମୂଲ୍ୟର ୧୭୬ କିଲୋମିଟର ଦୈର୍ଘ୍ୟ […]
ଭୁବନେଶ୍ୱର: ୧୮୧୭ ମସିହାରେ ଘଟିଥିବା ପାଇକ ବିଦ୍ରୋହକୁ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମ ଭାବେ ଘୋଷଣା କରାଯାଉ ଯାହା ୧୮୫୭ ବିଦ୍ରୋହର ୪୦ ବର୍ଷ ପୂର୍ବରୁ ଘଟିଥିଲା ବୋଲି ବିଜେଡି ପକ୍ଷରୁ ଦାବି କରାଯାଇଛି। ଆଜି ଏଠାରେ ଆୟୋଜିତ ଏକ ସାମ୍ବାଦିକ […]
ନୂଆଦିଲ୍ଲୀ: ଆଜି କଂଗ୍ରେସ ନେତା ତଥା ପୂର୍ବତନ ସାଂସଦ ରାହୁଳ ଗାନ୍ଧୀ ଅନ୍ନଦାତାଙ୍କ ସହିତ ମିଶି ଧାନ ରୋଇଛନ୍ତି। ସେ ଆଜି ହରିଆନାର ସୋନପଥ ନିକଟସ୍ଥ ମାଡିନା ଗ୍ରାମର ଚାଷୀମାନଙ୍କ ସହିତ ଧାନ ଚାଷରେ ଚାଷୀଙ୍କୁ ସାହାଯ୍ୟ କରିଛନ୍ତି। ଦିଲ୍ଲୀରୁ ସିମିଳା […]
ଭୁବନେଶ୍ବର: ଆଜି ବିଜୁ ଜନତା ଦଳ ତାହାର ଏକ ଜିଲ୍ଲାର ସାଂଗଠାନିକ ପଦପଦବୀର ତାଲିକା ଘୋଷଣା କରିଛି। ସେହି ଅନୁସାରେ ବାଲେଶ୍ବର ଜିଲ୍ଲାର ସଭାପତି ମନ୍ତ୍ରୀ ଅଶ୍ବନୀ ପାତ୍ର ଥିବା ବେଳେ ବରିଷ୍ଠ ଉପସଭାପତି ଭାବେ ୪ ଜଣଙ୍କ ନିଯୁକ୍ତି ଦିଆଯାଇଛି। […]
ଭୁବନେଶ୍ବର: ରାଜ୍ୟରେ ଲୋକକଳାର ପ୍ରସାର ପାଇଁ ରାଜ୍ୟ ସରକାର ଅନେକ ପ୍ରଗତିଶୀଳ ପଦକ୍ଷେପ ନେଇଛନ୍ତି । ୨୦୦୯ ମସିହାରୁ ବ୍ଲକ୍ ଠାରୁ ଆରମ୍ଭ କରି ଜିଲ୍ଲା ତଥା ରାଜ୍ୟସ୍ତର ପର୍ଯ୍ୟନ୍ତ କଳାକାରମାନଙ୍କ ସଂଘ ଗଠନ କରାଯାଇଛି। ରାଜ୍ୟ ସୂଚନା ଓ ଲୋକସଂପର୍କ […]