ଭୁବନେଶ୍ବର: ସାବଧାନ! ପିଙ୍କ୍ ହ୍ଵାଟ୍ସଆପ ହେଉଛି ସାଇବର ଠକଙ୍କ ଏକ ନୂତନ କୌଶଳ। ଯଦି ଆପଣଙ୍କ ମୋବାଇଲକୁ ହ୍ଵାଟ୍ସଆପ୍ ଅପଡେଟ୍ କରିବାକୁ କିଛି ଲିଙ୍କ ଆସୁଛି ଭୁଲରେ ବି ସେହି ଲିଙ୍କରେ କ୍ଲିକ୍ କରନ୍ତୁ ନାହିଁ। କ୍ଲିକ କରିବା ମାତ୍ରେ ଆପଣଙ୍କ […]
ନୂଆଦିଲ୍ଲୀ: ଭାରତ କ୍ରମାଗତ ଭାବେ ଡିଜିଟାଲ ଓ ଦୀର୍ଘସ୍ଥାୟୀ ବାଣିଜ୍ୟ ସୁବିଧା ପ୍ରଦାନରେ ନିଜର ପ୍ରତିବଦ୍ଧତା ଜାରି ରଖିଛି । ଯାହାର ପରିଣାମ ସ୍ୱରୂପ ନିକଟରେ ପ୍ରକାଶ ପାଇଥିବା ଡିଜିଟାଲ ଓ ଦୀର୍ଘସ୍ଥାୟୀ ବାଣିଜ୍ୟ ସୁବିଧା ଉପରେ ‘ଏସୀୟ ପ୍ରଶାନ୍ତ ମହାସାଗରୀୟ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ଗୋରଖପୁରରେ ଐତିହାସିକ ଗୀତା ପ୍ରେସର ଶତବାର୍ଷିକୀ ପାଳନର ଉଦ୍ଯାପନୀ ସମାରୋହକୁ ସମ୍ବୋଧିତ କରି ଚିତ୍ରମାୟା ଶିବ ପୁରାଣ ଗ୍ରନ୍ଥକୁ ଉନ୍ମୋଚନ କରିଛନ୍ତି। ପ୍ରଧାନମନ୍ତ୍ରୀ ଗୀତା ପ୍ରେସରେ ଲୀଳା ଚିତ୍ର ମନ୍ଦିର ପରିଦର୍ଶନ କରି […]
ଅଧ୍ୟାପକ ଡକ୍ଟର ସତ୍ୟ ଷଡ଼ଙ୍ଗୀ ଆଜି ଶ୍ରାବଣ କୃଷ୍ଣ ପଞ୍ଚମୀ, ମନସା ପଞ୍ଚମୀ। ଦେବୀ ମନସାଙ୍କ ଆରାଧନା ଦିନ। ସୁପ୍ତେ ଜନାର୍ଦ୍ଦନେ କୃଷ୍ଣେ ପଞ୍ଚମ୍ୟାଂ ଭବନାଙ୍ଗଣେ /ପୂଜୟେତ୍ ମନସା ଦେବୀଂ ସ୍ନୁହୀ ବିଟପ ସଂସ୍ଥିତାମ୍। ଅର୍ଥାତ୍ ହରିଶୟନ ପରେ ପଞ୍ଚମୀ ତିଥିରେ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଛତିଶଗଡର ରାୟପୁରରେ ପ୍ରାୟ ୭୫୦୦ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ସେ ପ୍ରାୟ ୬୪୦୦ କୋଟି ଟଙ୍କା ମୂଲ୍ୟର ୫ ଟି […]
ଭୁବନେଶ୍ଵର: ୫-ଟି ଉପକ୍ରମରେ ନୂଆ ରୂପ ନେବ ବ୍ରହ୍ମପୁର ବୁଢୀ ଠାକୁରାଣୀ ମନ୍ଦିର। ବ୍ରହ୍ମପୁରର ପ୍ରସିଦ୍ଧ ମା ବୁଢୀ ଠାକୁରାଣୀଙ୍କ ମନ୍ଦିରର ବିକାଶ ଯୋଜନା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ଲାଭ କରିଛି। ଦୁଇଟି ପର୍ଯ୍ୟାୟରେ ଏହି କାମ କରାଯିବ ଏବଂ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜିଠୁ ଚାରିଟି ରାଜ୍ୟ ଗସ୍ତ କରିବେ। ସେ 7 ଜୁଲାଇରେ ଛତିଶଗଡ ଏବଂ ଉତ୍ତରପ୍ରଦେଶ ଗସ୍ତ କରିବେ। ଆସନ୍ତାକାଲି ପ୍ରଧାନମନ୍ତ୍ରୀ ତେଲେଙ୍ଗାନା ଏବଂ ରାଜସ୍ଥାନ ଗସ୍ତ କରିବେ। ଆଜି ପ୍ରଧାନମନ୍ତ୍ରୀ ରାୟପୁରରେ ଏକ ସାଧାରଣ କାର୍ଯ୍ୟକ୍ରମରେ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି। ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି […]
ନୂଆଦିଲ୍ଲୀ: ମୋଦୀ ଉପନାମ ସହ ଜଡିତ ମାନହାନୀ ମାମଲାରେ ଦିଆଯାଇଥିବା ଦଣ୍ଡ ବିରୋଧରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଆବେଦନ ଉପରେ ଗୁଜୁରାଟ ହାଇକୋର୍ଟ ଆଜି ୧୧ ଟା ସମୟରେ ନିଷ୍ପତ୍ତି ନେବେ। ଏହି ନିଷ୍ପତ୍ତି ଜଷ୍ଟିସ ହେମନ୍ତ ପ୍ରଚ୍ଛକ ପ୍ରଦାନ […]
ନୂଆଦିଲ୍ଲୀ: କେନ୍ଦ୍ର ବିଜ୍ଞାନ ଏବଂ ପ୍ରଯୁକ୍ତି ରାଷ୍ଟ୍ର ମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ), ପିଏମ୍ଓ, ପରମାଣୁ ଶକ୍ତି ଏବଂ ମହାକାଶ ବିଭାଗ ତଥା କାର୍ମିକ, ଜନ ଅଭିଯୋଗ ଏବଂ ପେନସନ୍ ବିଭାଗ ରାଷ୍ଟ୍ର ମନ୍ତ୍ରୀ ଡଃ ଜିତେନ୍ଦ୍ର ସିଂହ ଆଜି ଏଠାରେ କହିଛନ୍ତି […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ପୌରାଞ୍ଚଳରେ ‘ଆମ ପୋଖରୀ’ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନାରେ ରାଜ୍ୟର ସହରାଞ୍ଚଳ ଗୁଡିକରେ ଥିବା ଅବ୍ୟବହୃତ କିମ୍ବା ପୋତିହୋଇ ଯାଇଥିବା ଜଳାଶୟ ଗୁଡିକର ପୁନରୁଦ୍ଧାର କରାଯାଇ ଏହାକୁ ସ୍ୱଚ୍ଛ ଓ […]
ଭୁବନେଶ୍ୱର: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ, ବ୍ରହ୍ମପୁର ଏମ୍. କେ.ସି.ଜି ମେଡିକାଲ କଲେଜ ଓ ହସ୍ପିଟାଲ ଏବଂ ବୁର୍ଲା ଭି.ଏସ୍.ଏସ୍ ମେଡିକାଲ କଲେଜ ଓ ହସ୍ପିଟାଲର ଅଗ୍ନି ସୁରକ୍ଷା ପାଇଁ ଅଗ୍ନିଶମ ବିଭାଗରେ ବିଭିନ୍ନ ସ୍ତରରେ ୪୫ […]
ନୂଆଦିଲ୍ଲୀ: ଜଣେ ଆଦିବାସୀ ବ୍ୟକ୍ତିଙ୍କ ପାଦ ଧୋଇଲେ ଖୋଦ ମୁଖ୍ୟମନ୍ତ୍ରୀ। ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ଚୌହାନ ଆଜି ନିଜ ବାସଭବନରେ ଏହି କାର୍ଯ୍ୟ କରିଛନ୍ତି। ଏହି ଘଟଣାଟି ଯେତିକି ଆଶ୍ଚର୍ଯ୍ୟ, ଏହାର କାରଣ ଜାଣିଲେ ମଧ୍ୟ ଆପଣ ହେବେ ସେତିକି ଆଶ୍ଚର୍ଯ୍ୟ। […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 7 ଓ 8 ଜୁଲାଇ 2023 ରେ ଚାରିଟି ରାଜ୍ୟ ଗସ୍ତ କରିବେ। ସେ 7 ଜୁଲାଇରେ ଛତିଶଗଡ ଏବଂ ଉତ୍ତରପ୍ରଦେଶ ଗସ୍ତ କରିବେ। ଜୁଲାଇ 8 ରେ ପ୍ରଧାନମନ୍ତ୍ରୀ ତେଲେଙ୍ଗାନା ଏବଂ ରାଜସ୍ଥାନ ଗସ୍ତ […]
ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ କହିଛନ୍ତି ଯେ ଏକକ ନାଗରିକ ସଂହିତା ବା ୟୁନିଫର୍ମ ସିଭିଲ କୋଡ୍ (ୟୁସିସି) ଭାରତ ଓ ତାହାର ଜାତୀୟତାବାଦକୁ ଅଧିକ ସୁଦୃଢ କରି ଏକତା ସୂତ୍ରରେ ବାନ୍ଧିବ। ୟୁସିସି ଲାଗୁ କରିବାରେ ଅଧିକ ବିଳମ୍ବ ହେଲେ […]
ଭୁବନେଶ୍ବର: ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଏବେ ତାଙ୍କ ଚିଲିକା ନିର୍ବାଚନ ମଣ୍ଡଳୀକୁ ପ୍ରବେଶ କରିବେ। ସେଥିପାଇଁ ଆୟୋଜନ ହୋଇଛି ଏକ ବିରାଟ କାର୍ଯ୍ୟକ୍ରମ। କୋର୍ଟ କଟକଣା କରିଥିବାରୁ ସେ ଦୀର୍ଘ ମାସ ଧରି ଚିଲିକା ଯାଇପାରି ନାହାଁନ୍ତି। ଏବେ ଏହି କଟକଣା […]
ନୂଆଦିଲ୍ଲୀ: କେନ୍ଦ୍ର ରାଷ୍ଟ୍ର ମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ) ବିଜ୍ଞାନ ଏବଂ ପ୍ରଯୁକ୍ତି ବିଦ୍ୟା; ଏମ୍ଓଏସ୍ ପିଏମଓ, କାର୍ମିକ, ଜନ ଅଭିଯୋଗ ଏବଂ ପେନ୍ସନ, ପରମାଣୁ ଶକ୍ତି ଏବଂ ମହାକାଶ ରାଷ୍ଟ୍ର ମନ୍ତ୍ରୀ ଡଃ ଜିତେନ୍ଦ୍ର ସିଂହ ରାଜ୍ୟ ସରକାର ମାନଙ୍କୁ ଆଇଏଏସ୍ […]
ଭୁବନେଶ୍ୱର: ଭୁବନେଶ୍ୱରର ଶୀତତାପ ନିୟନ୍ତ୍ରିତ ଚାମ୍ବରରେ ବସି ଲୋକଙ୍କ ସମସ୍ୟା ବୁଝିବାକୁ ଚେଷ୍ଟା କରିବା ପରିବର୍ତ୍ତେ, ଗାଁ ଗହଳିରେ ରହୁଥିବା ଲୋକଙ୍କ ପାଖକୁ ଯାଇ ସେମାନଙ୍କ ସମସ୍ୟା ଶୁଣିବା ଏବଂ ସମାଧାନ କରିବା ଭଲ ନୁହେଁ କି? କାହିଁକି କିଛି ଲୋକ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସାଂଘାଇ ସହଯୋଗ ସଂଗଠନ (ଏସସିଓ) ର ଶିଖର ବୈଠକ ଆୟୋଜନ କରିଛନ୍ତି। ଋଷ ଏବଂ ଚୀନ୍ ସମେତ SCO ସଦସ୍ୟ ଦେଶମାନେ ଅନୁଷ୍ଠିତ ଏହି ବୈଠକରେ ଅଂଶଗ୍ରହଣ କରିଛନ୍ତି। ବୈଠକକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ […]
ଭୁବନେଶ୍ବର: ନିର୍ବାଚନ ପାଖେଇ ଆସୁଥିବାରୁ ବିଜୁ ଜନତା ଦଳ ଧିରେ ଧିରେ ତାହାର ସଂଗଠନକୁ ସୁଦୃଢ କରିବାରେ ଲାଗିଛି। ବିଭିନ୍ନ ସମୟରେ ଜିଲ୍ଲା କମିଟ ତଥା ନିର୍ବାଚନ ମଣ୍ଡଳୀ କମିଟ ଗଠନ କରି ନୂଆ ନେତାଙ୍କୁ ଦାୟିତ୍ବ ଦେଉଛି। ଏହି ପରିପ୍ରେକ୍ଷୀରେ […]
ଭୁବନେଶ୍ବର: ବଡ ତୁମ୍ବି ତୋଫାନ କରାଗଲା। ମୋଦୀ ସରକାରର ନଅ ବର୍ଷ ପୁର୍ତ୍ତି ଉପଲକ୍ଷେ ସାରାଦେଶରେ ଆୟୋଜିତ ହେବ ମହାଜନସଂପର୍କ ଯାତ୍ରା। ଓଡିଶାରେ ମଧ୍ୟ ରାଜ୍ୟ ବିଜେପି ତରଫରୁ ଏହି କାର୍ଯ୍ୟକ୍ରମ ସଂପର୍କରେ ସୂଚନା ଦିଆଗଲା। କୁହାଗଲା ଓଡିଶାରେ ମହାଜନସଂପର୍କ ଯାତ୍ରା […]