ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ପୂର୍ବରୁ ଦେଶରେ ୟୁନିଫର୍ମ ସିଭିଲ କୋଡ (ୟୁସିସି) କୁ ନେଇ ବିତର୍କ ତୀବ୍ର ହୋଇଛି। ପିଏମ ମୋଦୀଙ୍କ ବିବୃତ୍ତି ପରେ କେନ୍ଦ୍ର ସରକାର ୟୁନିଫର୍ମ ସିଭିଲ କୋଡ ଲାଗୁ କରିବାକୁ ପ୍ରସ୍ତୁତ ହେଉଛନ୍ତି କି ନାହିଁ ତାହା […]
ନୂଆଦିଲ୍ଲୀ: ଭାରତ ନିକଟରେ ପ୍ରାଣୀ ସମ୍ପଦ ଏବଂ କୁକ୍କୁଟ ପାଳନର ବିଶାଳ ସମ୍ପଦ ରହିଛି ଯାହା ଗ୍ରାମୀଣ ଜନସାଧାରଣଙ୍କ ସାମାଜିକ-ଆର୍ଥିକ ସ୍ଥିତିକୁ ଉନ୍ନତ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥାଏ। ପ୍ରାଣୀସମ୍ପଦ ଜୀବିକାର୍ଜ୍ଜନର ଏକ ମହତ୍ୱପୂର୍ଣ୍ଣ ଉପାଦାନ ଏବଂ ଏହା ଆୟ […]
ନୂଆଦିଲ୍ଲୀ: କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡକ୍ଟର ମନସୁଖ ମାଣ୍ଡଭୀୟ ଆଜି ଏଠାରେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଏବଂ ଡିଜିଏଚଏସର ବରିଷ୍ଠ ଅଧିକାରୀଙ୍କ ସହ ଅମରନାଥ ଯାତ୍ରା କରୁଥିବା ଭକ୍ତଙ୍କ ପାଇଁ ସ୍ୱାସ୍ଥ୍ୟ ସେବା ତଥା ପର୍ଯ୍ୟାପ୍ତ ଗୁଣାତ୍ମକ ସ୍ୱାସ୍ଥ୍ୟ […]
ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଆଜି୨୦୨୦ ବ୍ୟାଚ୍ ଓଡିଶା ପ୍ରଶାସନିକ ସେବା ଶିକ୍ଷାନବିଶମାନଙ୍କର ନିଯୁକ୍ତି ପ୍ରଶିକ୍ଷଣ କାର୍ଯ୍ୟକ୍ରମକୁ ଆଜି ଉଦଘାଟନ କରିଛନ୍ତି। ଗୋପବନ୍ଧୁ ପ୍ରଶାସନିକ ଏକାଡେମୀ ଅଧୀନରେ ପ୍ରଶିକ୍ଷଣ ନେବାପାଇଁ ଯୋଗ ଦେଇଥିବା ଏହି ୧୨୯ ଜଣ […]
ପୁରୀ: ଆସନ୍ତ।କାଲି ବୁଧବ।ରରେ ଶ୍ରୀଗୁଣ୍ଡିଚା ମନ୍ଦିରରୁ ବାହୁଡିବେ ତିନିଠାକୁର। ସେଥିପ।ଇଁ ପ୍ରଶାସନ ତରଫରୁ ସମସ୍ତ ବନ୍ଦୋବସ୍ତ କରାଯାଇଛି। ନଅ ଦିନର ଯାତ୍ରା ଶେଷ କରି ପ୍ରଭୃ ରତ୍ନବେଦୀରେ ଦର୍ଶନ ଦେବେ। ଗୁଣ୍ଡିଚା ମନ୍ଦିରରୁ ତିନି ରଥକୁ ଟାଣିବା ପ।ଇଁ ପୁରୀରେ ଜନସମାଗମ […]
ଭୁବନେଶ୍ୱର: ଭୁବନେଶ୍ୱର ସହର ଏହାର ଐତିହାସିକ ତଥା ସାଂସ୍କୃତିକ ଐତିହ୍ୟକୁ ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ଉଜ୍ଜୀବିତ କରିବା ନିମନ୍ତେ ଆରମ୍ଭ ହୋଇଥିବା ଏକାମ୍ର ପ୍ରକଳ୍ପ ଭୂମିପୂଜନ ସମାରୋହ ଦ୍ୱିତୀୟ ଦିନରେ ଏକ ଚମତ୍କାର ସଫଳତା ହାସଲ କରିଛି। ଭୁବନେଶ୍ୱର ପରି ପ୍ରାଚୀନ […]
ନୂଆଦିଲ୍ଲୀ: ବିଶ୍ୱର ସର୍ବ ବୃହତ ସହରୀ ସ୍ୱଚ୍ଛତା ସର୍ଭେ, ସ୍ୱଚ୍ଛ ସର୍ବେକ୍ଷଣ ୨୦୨୩ – ମେରା ସହର, ମେରୀ ପେହଚାନ୍ର ଅଷ୍ଟମ ସଂସ୍କରଣ ପାଇଁ କ୍ଷେତ୍ର ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ହୋଇ ସାରିଛି। ଗୃହ ଓ ସହରାଂଚଳ ବ୍ୟାପାର ମନ୍ତ୍ରଣାଳୟ (ଏମ୍ଓଏଚ୍ୟୁଏ) […]
ଭୁବନେଶ୍ୱର : ଛାତ୍ରଛାତ୍ରୀମାନଙ୍କ ଶୈକ୍ଷିକ ବିକାଶ ପାଇଁ ଶାରୀରିକ ସୁସ୍ଥତା ଓ ଜୀବନ କୌଶଳର ଗୁରୁତ୍ୱକୁ ଅନୁଭବ କରି ‘ମୋ ସ୍କୁଲ ଅଭିଯାନ’ ଦ୍ୱାରା ମୁଖ୍ୟ ପ୍ରଶିକ୍ଷକମାନଙ୍କ ତାଲିମ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ବିଦ୍ୟାଳୟରେ ଆରମ୍ଭ ହେବାକୁ ଥିବା ୪ଟି ସ୍କୁଲ […]
ଭୁବନେଶ୍ବର: ଗତ ୨୯ ମଇ, ୨୦୨୧ରେ ରାଜ୍ୟ ମନ୍ତ୍ରୀ ପରିଷଦର ଏକ ଐତିହାସିକ ନିଷ୍ପତ୍ତି କ୍ରମେ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କ ଠାରୁ ଆରମ୍ଭ କରି ଗ୍ରୁପ୍-ଡି ପର୍ଯ୍ୟନ୍ତ ସମସ୍ତ କର୍ମଚାରୀଙ୍କୁ ବିପର୍ଯ୍ୟୟ ଏବଂ ମହାମାରୀ ପରିଚାଳନା ସମ୍ବନ୍ଧୀୟ ତାଲିମ୍ ଦିଆଯିବ। […]
ବରଗଡ: ବିରୋଧୀଙ୍କୁ କଡ୍ଡା ଜବାବ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗତ କିଛିଦିନ ଧରି ବିରୋଧୀ ଯେଉଁ ଅଭିଯୋଗ କରିଆସୁଥିଲେ ତାହାର ଉତ୍ତର ରଖିଛନ୍ତି ନବୀନ। ବିରୋଧୀଙ୍କ ଅଭିଯୋଗ ଥିଲା ଯେ 5T ସଚିବଙ୍କୁ ପ୍ରକୃତରେ ମୁଖ୍ୟମନ୍ତ୍ରୀ ପଠାଇଛନ୍ତି କି? ଯଦି ହଁ, […]
ଭୁବନେଶ୍ୱର: ଓଡ଼ିଶା ସରକାର ଓ ଭାରତୀୟ ଗୁଣବତ୍ତା ପରିଷଦର ମିଳିତ ସହଭାଗିତାରେ ଆଜି ଭୁବନେଶ୍ୱର ଠାରେ ଓଡ଼ିଶା ଗୁଣବତ୍ତା ସଂକଳ୍ପ ଅଭିଯାନର ଶୁଭାରମ୍ଭ କରାଯାଇଛି। ଏଥିରେ ଆସୋଚାମ୍, ଫିକ୍କି, ଇଇପିସି, ଓଏସଏମଇ, ପିଏଚଡିସିସିଆଇ, ସିପେଟ୍, ଏଫଏଚଆରଏଆଇ ଭଳି ଉଦ୍ୟୋଗ ସଂଘ ସହଯୋଗୀ […]
ଭୁବନେଶ୍ୱର: ଜନ୍ମମାଟି ଢେଙ୍କାନାଳ ଓ ଅନୁଗୁଳର ବିକାଶକୁ ନେଇ ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଏକାଧିକ ପ୍ରଶ୍ନ ପଚାରିଛି ବିଜେଡି। ନଅ ବର୍ଷର କେନ୍ଦ୍ରମନ୍ତ୍ରୀତ୍ୱ କାଳରେ ଏହି ଦୁଇ ଜିଲ୍ଲା ପାଇଁ କ’ଣ ସବୁ କରିଛ ବୋଲି ସିଧାସଳଖ ପଚାରିଛନ୍ତି ବିଜେଡି […]
ନୂଆଦିଲ୍ଲୀ: ଭାରତ ସରକାରଙ୍କ ଅର୍ଥ ମନ୍ତ୍ରଣାଳୟ ଅଧୀନ ବ୍ୟୟ ବିଭାଗ ଦ୍ୱାରା ଚଳିତ ଆର୍ଥିକ ବର୍ଷରେ ଦେଶର ୧୬ ରାଜ୍ୟ ପାଇଁ ୫୬,୪୧୫ କୋଟି ଟଙ୍କାର ପୁଞ୍ଜି ବିନିଯୋଗ ପ୍ରସ୍ତାବକୁ ମଞ୍ଜୁର କରାଯାଇଛି। ‘ପୁଞ୍ଜି ନିବେଶ ପାଇଁ ରାଜ୍ୟମାନଙ୍କୁ ସ୍ୱତନ୍ତ୍ର ସହାୟତା […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର କହିଛନ୍ତି ଯେ, ଭାରତ ଏବଂ ଆମେରିକା ମଧ୍ୟରେ ବନ୍ଧୁତା ଦୁନିଆର ମଙ୍ଗଳ ପାଇଁ ଏକ ଶକ୍ତି ଏବଂ ବିଶ୍ଵକୁ ଉନ୍ନତ କରିବ। ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ଟ୍ୱିଟର ଉତ୍ତର ଶ୍ରୀ ମୋଦୀ ଏହିଭଳି […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଇଜିପ୍ଟ ରାଷ୍ଟ୍ରପତି ଅବଦଲ ଫତେହ ଅଲ ସିସିଙ୍କ ମଧ୍ୟରେ ୨୫ ଜୁନ୍ ୨୦୨୩ରେ ଅଲ-ଇତିହାଦିୟା ପ୍ୟାଲେସ୍ ଠାରେ ସାକ୍ଷାତ ଆଲୋଚନା ହୋଇଛି। ଜାନୁଆରୀ ୨୦୨୩ରେ ଭାରତର ଗଣତନ୍ତ୍ର ଦିବସ ସମାରୋହରେ ରାଷ୍ଟ୍ରପତି ଅଲ୍ ସିସି […]
ଭୁବନେଶ୍ୱର: ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ଗତ କିଛିଦିନ ହେଲା ରାଜ୍ୟ ବିଜେପି ନେତାମାନଙ୍କଠୁ ନେଇ କେନ୍ଦ୍ରମନ୍ତ୍ରୀଙ୍କ ପର୍ଯ୍ୟନ୍ତ ସମସ୍ତେ ଓଡ଼ିଶାବାସୀଙ୍କୁ ଭ୍ରମିତ କରି ଆସୁଛନ୍ତି। ଅତୀତରେ ଓଡ଼ିଶାର ବିଜେପି ସାଂସଦ ଏବଂ ଓଡ଼ିଶାରୁ ଯାଇଥିବା ଜଣେ ନିର୍ଦ୍ଦିଷ୍ଟ କେନ୍ଦ୍ରମନ୍ତ୍ରୀ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଇଜିପ୍ଟର ସର୍ବୋଚ୍ଚ ସମ୍ମାନ ‘ଅର୍ଡର ଅଫ୍ ଦ ନାଇଲ୍’ରେ ସମ୍ମାନିତ କରାଯାଇଛି। ଇଜିପ୍ଟ ରାଷ୍ଟ୍ରପତି ଅବଦଲ ଫତେହ ଅଲ ସିସି ୨୫ ଜୁନ୍ ୨୦୨୩ରେ କାଏରୋସ୍ଥିତ ପ୍ରେସିଡେନ୍ସୀ ଠାରେ ଅନୁଷ୍ଠିତ ଏକ ସମାରୋହରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ […]
ସୁନ୍ଦରଗଡ଼: ରାଜଗାଙ୍ଗପୁର ଲେବେଲ କ୍ରସିଂ ଠାରେ ହେଉଥିବା ଓଭର ବ୍ରିଜ୍ ନିର୍ମାଣ (ROB Project) ପ୍ରକିୟା ତ୍ୱରାନ୍ୱିତ ହୋଇଛି। ନିର୍ମାଣ କାର୍ଯ୍ୟ ନିମନ୍ତେ ବର୍ତ୍ତମାନ ଟେଣ୍ଡର ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଯାଇଛି। ସୋନାଖାନ ଓ କାନସବାହାଲ ମଧ୍ୟରେ ଥିବା ଏହି ପ୍ରକଳ୍ପ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସରକାରୀ ଗସ୍ତରେ ଇଜିପ୍ଟରେ ପହଞ୍ଚିବା ପରେ ୨୪ ଜୁନ ୨୦୨୩ରେ ଇଜିପ୍ଟୀୟ କ୍ୟାବିନେଟର ‘‘ଭାରତ ୟୁନିଟ୍’’ ସହ ବୈଠକ କରିଛନ୍ତି। ଚଳିତ ବର୍ଷ ପ୍ରାରମ୍ଭରେ, ଭାରତର ସାଧାରଣତନ୍ତ୍ର ଦିବସ ୨୦୨୩ ସମାରୋହରେ ମୁଖ୍ୟ ଅତିଥି ଭାବେ […]
ପୁରୀ: ପୁରୀଠାରେ ଅନୁଷ୍ଠିତ ପବିତ୍ର ରଥଯାତ୍ରା ଅବସରରେ ଗୁଣ୍ଡିଚାବାଡ଼ି ନିକଟସ୍ଥ ଭୋଳାନାଥ ବିଦ୍ୟାପୀଠ ପରିସରରେ ଆୟୋଜିତ ଜାତୀୟ ପଲ୍ଲିଶ୍ରୀ ମେଳା ପ୍ରାଙ୍ଗଣରେ ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ୱାରା ଫଟୋଚିତ୍ର ପ୍ରଦର୍ଶନୀ ଆୟୋଜିତ ହେଉଛି । ଉକ୍ତ ଫଟୋଚିତ୍ର ପ୍ରଦର୍ଶନୀରେ ଚଳିତବର୍ଷର […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 21 ରୁ 24 ଜୁନ୍ ମଧ୍ୟରେ ଆମେରିକା ଗସ୍ତରେ ଥିଲେ। ଏହି ସମୟ ମଧ୍ୟରେ ଉଭୟ ଦେଶରେ ଅନେକ ପ୍ରମୁଖ ଚୁକ୍ତିନାମା ହୋଇଥିଲା ଏବଂ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟ ନିଆଯାଇଥିଲା। ଆମେରିକୀୟ ଗସ୍ତର ଶେଷ ଦିନରେ […]