ନୂଆଦିଲ୍ଲୀ: ଆଜି ଆମେରିକା କଂଗ୍ରେସର ମିଳିତ ଅଧିବେଶନକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମ୍ବୋଧିତ କରିଛନ୍ତି। ପ୍ରଥମ ଭାରତୀୟ ପ୍ରଧାନମନ୍ତ୍ରୀ ଭାବେ ଦ୍ଵିତୀୟ ଥର ପାଇଁ ଶ୍ରୀ ମୋଦୀ ଆମେରିକା କଂଗ୍ରେସର ମିଳିତ ଅଧିବେଶନକୁ ସମ୍ବୋଧିତ କରିଛନ୍ତି। ଆସନ୍ତୁ ପଢିବା ପ୍ରଧାନମନ୍ତ୍ରୀ ମୋଦୀଙ୍କ ଏହି […]
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: ଭାରତୀୟ ଜନତା ପାର୍ଟିର ପଶ୍ଚିମ ଓଡ଼ିଶା ଉପରେ ଫୋକସ କରିଥିବା ବେଳେ ରାଷ୍ଟ୍ରୀୟ ସଭାପତି ଜେ ପି ନଡ୍ଡା ୨୩ ତାରିଖ ଦିନ କଳାହାଣ୍ଡି ଜିଲ୍ଲା ଭବାନୀପାଟଣାରେ ପହଞ୍ଚିବା ପରେ ଅଧିଷ୍ଠାତ୍ରୀ ଦେବୀ ମାଁ ମାଣିକେଶ୍ଵରୀଙ୍କ […]
ଭୁବନେଶ୍ଵର: ନନ୍ଦନକାନନର ହେବ ରୂପାନ୍ତର। ୫-ଟି ଉପକ୍ରମରେ ଏହାକୁ ଏକ ବିଶ୍ବସ୍ତରୀୟ ପ୍ରାଣୀ ଉଦ୍ୟାନ ଭାବେ ଏହାର ରୂପାନ୍ତର କରାଯିବ। ଚୂଡଙ୍ଗ ଜଙ୍ଗଲ ଅଞ୍ଚଳକୁ ଏଥିରେ ସାମିଲ କରାଯିବ। ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିକଟରେ ରାଜ୍ୟ ବନ ବିଭାଗ […]
ଭୁବନେଶ୍ବର: ସେ ହେଉଛନ୍ତି ଉପଜିଲ୍ଲାପାଳ, ହେଲେ ତାଙ୍କ ଘରୁ ବାହାରିଲା ଖାଲି ବିଡାବିଡା ୫୦୦ ଟଙ୍କିଆ ନୋଟ। ଯାହାକୁ ଗଣିବା ପାଇଁ ଭିଜିଲାନ୍ସ ଅଫିସର ନୟାନ୍ତ ହେଲେଣି। ବର୍ତ୍ତମାନ ସୁଦ୍ଧା ବାହାରିଲାଣି ଦୁଇ କୋଟିରୁ ଅଧିକ। ତଥାପି ଆହୁରି ବାହାରୁଛି। ଶେଷରେ […]
ଭୁବନେଶ୍ୱର: ବାଲେଶ୍ୱର ଜିଲ୍ଲାର ତିନିଜଣ ରୋଗୀ ଯଥା ଖନ୍ତାପଡାର କିରଣ କୁମାର ମଲ୍ଲିକ, ଖନ୍ତାପଡାର ସୁରଜ କୁମାର ମଲ୍ଲିକ ଏବଂ ସିମୁଳିଆର ଦିବ୍ୟାଂଶୁ ଦୀକ୍ଷିତ, ଜଟିଳ ମାଂସପେଶୀ ରୋଗ Duchenne Muscular Dystrophy ପୀଡିତ ଅଛନ୍ତି। ସେମାନଙ୍କ ଉତ୍ତମ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀ […]
ନୂଆଦିଲ୍ଲୀ: କେନ୍ଦ୍ର ରାଜ୍ୟ ମନ୍ତ୍ରୀ (ସ୍ୱତନ୍ତ୍ର ପ୍ରଭାର) ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା; ପିଏମଓ, କାର୍ମିକ, ଜନ ଅଭିଯୋଗ, ପେନସନ, ପରମାଣୁ ଶକ୍ତି ଏବଂ ମହାକାଶ ରାଜ୍ୟ ମନ୍ତ୍ରୀ ଡକ୍ଟର ଜିତେନ୍ଦ୍ର ସିଂହ ଆଜି କହିଛନ୍ତି ଯେ ଷ୍ଟାର୍ଟଅପ୍ସର ଅଗ୍ରଗତି ଉପରେ ଦୃଷ୍ଟି […]
ଭୁବନେଶ୍ବର: ଜଣେ ଦିବ୍ୟାଙ୍ଗ ଆସିଥିଲା ୫ଟି ସଚିବ ଭି କେ ପାଣ୍ଡିଆନଙ୍କୁ ଗୁହାରୀ କରିବାକୁ। ଦୁଇ ଗୋଡ ନ ଥିବାରୁ ଭିଡ ଭିତରେ ତାଙ୍କୁ ପାଣ୍ଡିଆନ ଦେଖିପାରିବେ କି ନାହିଁ ଥିଲା ସନ୍ଦେହ। ହେଲେ ପାଣ୍ଡିଆନ ତାଙ୍କୁ ଦେଖିଲେ ପାଖକୁ ମଧ୍ୟ […]
ନୂଆଦିଲ୍ଲୀ: ଫେସ୍ ପ୍ରମାଣିକରଣ ବୈଶିଷ୍ଟ୍ୟ ସହିତ ପିଏମ-କିସାନ୍ ମୋବାଇଲ୍ ଆପ୍ କେନ୍ଦ୍ର କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରୀ ନରେନ୍ଦ୍ର ସିଂ ତୋମରଙ୍କ ଦ୍ବାରା ଆରମ୍ଭ କରାଯାଇଛି। ଏହି ଆପ୍ କୃଷକଙ୍କ ଠାରୁ ଫେସ୍ ପ୍ରାମାଣିକରଣ ଜରିଆରେ ଇ-କେୱାଇସିକୁ ଦୂରରୁ ସମ୍ପୂର୍ଣ୍ଣ […]
ନୂଆଦିଲ୍ଲୀ: ବିହାରର ରାଜଧାନୀ ପାଟନାରେ ଜୁନ୍ ୨୩ ତାରିଖରେ ବିରୋଧୀ ଦଳର ଅନେକ ରାଜନୈତିକ ଦଳର ସାଧାରଣ ସଭା ଅନୁଷ୍ଠିତ ହେବାକୁ ଯାଉଛି। ୨୦୨୪ ଲୋକସଭା ନିର୍ବାଚନ ପାଇଁ ରଣନୀତି ପ୍ରସ୍ତୁତ କରିବାକୁ ଦେଶର ଅନେକ ରାଜନୈତିକ ନେତାଙ୍କ ସମାବେଶ ହେବ। ଏହି […]
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫ଟି ସଚିବ ଭି.କେ. ପାଣ୍ଡିଆନ ଆଜି ଦୁଇ ଦିନିଆ ବାଲେଶ୍ୱର ଗସ୍ତରେ ଯାଇ ଜିଲ୍ଲାର ଅନେକ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିବା ସହିତ ସାଧାରଣ ଲୋକଙ୍କୁ ଭେଟି ସେମାନଙ୍କ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ ବାର୍ତ୍ତା ଜରିଆରେ ପୁଣେରେ ଅନୁଷ୍ଠିତ ଜି -୨୦ ଶିକ୍ଷା ମନ୍ତ୍ରୀଙ୍କ ବୈଠକକୁ ସମ୍ବୋଧିତ କରିଛନ୍ତି। ଏହି ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଶିକ୍ଷା କେବଳ ଆମର ମୂଳଦୁଆ ନୁହେଁ, ଏହା […]
ୱାଶିଂଟନ: ୱାଶିଂଟନ ଡିସି ସ୍ଥିତ ନେସନାଲ ସାଇନ୍ସ ସେଣ୍ଟର ଠାରେ ଆୟୋଜିତ ‘‘ଭାରତ ଓ ଆମେରିକା: ଭବିଷ୍ୟତ ପାଇଁ ଦକ୍ଷତା ବିକାଶ’’ ବିଷୟବସ୍ତୁ ଉପରେ ଆଧାରିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଆମେରିକାର ପ୍ରଥମ ମହିଳା ଡକ୍ଟର ଜିଲ୍ ବାଇଡେନ୍ […]
ଭୁବନେଶ୍ଵର: ବାଲେଶ୍ବର ଜିଲ୍ଲାର ବାହାନଗା ହାଇସ୍କୁଲର ୫ଟି ଉପକ୍ରମରେ ପୁନଃନିର୍ମାଣ ହେବ। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇ କୋଟି ୪୯ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ଅର୍ଥ ମଞ୍ଜୁର କରାଯାଇଛି। ସୂଚନାଯୋଗ୍ୟ ଯେ ଗତ […]
ଭୁବନେଶ୍ଵର: ରାଜ୍ୟର ବିଭିନ୍ନ ସ୍ଥାନରେ ଆହାର କେନ୍ଦ୍ର ପରିଚାଳନା ପାଇଁ ଗଠିତ ରାଜ୍ୟସ୍ତରୀୟ ଆହାର କମିଟିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଟିରୁ ୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ସୂଚନାଯୋଗ୍ୟ ଯେ ୨୦୧୫-୧୬ରୁ ୨୦୨୧-୨୨ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀଙ୍କ ରିଲିଫ […]
ନ୍ୟୁୟର୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୧ ଜୁନ, ୨୦୨୩ରେ ଆମେରିକାର ନ୍ୟୁୟର୍କ ସହରସ୍ଥିତ ମିଳିତ ଜାତିସଂଘ ମୁଖ୍ୟାଳୟରେ ଥିବା ନର୍ଥ ଲନ୍ରେ ଆୟୋଜିତ ଅନ୍ତର୍ଜାତୀୟ ଯୋଗ ଦିବସ ସମାରୋହରେ ନେତୃତ୍ୱ ନେଇଥିଲେ। ଚଳିତ ବର୍ଷ ଯୋଗ ଦିବସର ବିଷୟବସ୍ତୁ ‘ବସୁଧୈବ କୁଟୁମ୍ବକମ୍ […]
ନୂଆଦିଲ୍ଲୀ: ଆଜି ଭିଡିଓ ବାର୍ତ୍ତା ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆନ୍ତର୍ଜାତିକ ଯୋଗ ଦିବସ, ୨୦୨୩ ର ଜାତୀୟ ଉତ୍ସବକୁ ସମ୍ବୋଧିତ କରିଛନ୍ତି। ନବମ ଆନ୍ତର୍ଜାତିକ ଯୋଗ ଦିବସର ଜାତୀୟ ଉତ୍ସବ ମଧ୍ୟପ୍ରଦେଶର ଜବଲପୁର ଠାରେ ଭାରତର ଉପରାଷ୍ଟ୍ରପତି ଜଗଦୀପ ଧନଖଡଙ୍କ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆମେରିକାରେ ପହଞ୍ଚିଛନ୍ତି। ନ୍ୟୁୟର୍କର ଜେକେଏଫ୍ ବିମାନବନ୍ଦରରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସ୍ୱାଗତ କରାଯାଇଛି। ଜୁନ୍ ୨୩ ତାରିଖ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଏହି ଗୁରୁତ୍ୱପୂର୍ଣ୍ଣ ଗସ୍ତରେ ରହିବେ। ଏହି ସମୟରେ ପ୍ରଧାନମନ୍ତ୍ରୀ ଜାତିସଂଘରେ ଯୋଗ ଦିବସ କାର୍ଯ୍ୟକ୍ରମରେ ଅଂଶଗ୍ରହଣ […]
ନୂଆଦିଲ୍ଲୀ: ଦେଶର ବିଭିନ୍ନ ରାଜ୍ୟରେ ଏବେ ଚାଲିଥିବା ପ୍ରଚଣ୍ଡ ତାପ ପ୍ରବାହ ଯୋଗୁଁ ଯେଉଁ ସ୍ୱାସ୍ଥ୍ୟଗତ ପରିସ୍ଥିତି ସୃଷ୍ଟି ହୋଇଛି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ମନସୁଖ ମାଣ୍ଡଭିୟ ଆଜି ଏକ ଉଚ୍ଚସ୍ତରୀୟ ବୈଠକରେ ତାହାର ସମୀକ୍ଷା କରିଛନ୍ତି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ, […]
ପୁରୀ: ଅଧାରେ ଅଟକିଲା ପ୍ରଭୃ ଶ୍ରୀ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ। ସେହିପରି ମା ସୁଭଦ୍ରାଙ୍କ ରଥ ମଧ୍ୟ ଅଧାରେ ଅଟକିଛି। କେବଳ ବଡ ଭାଇ ବଳଭଦ୍ରଙ୍କ ରଥ ତାଳଧ୍ବଜ ରଥ ଶରଧାବାଲିରେ ପହଞ୍ଚି ସାରିଛି। ସଂଧ୍ୟା ହେବାରୁ ଆଉ ରଥ ଟଣା […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତିନି ଦିବସୀୟ ଆମେରିକା ଏବଂ ଇଜିପ୍ଟ ଗସ୍ତ କରୁଛନ୍ତି। ତାଙ୍କର ଏହି ଐତିହାସିକ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ଏକ ବିବୃତ୍ତି ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ”ରାଷ୍ଟ୍ରପତି ଜୋସେଫ ବାଇଡେନ ଏବଂ ପ୍ରଥମ ଲେଡି […]
ନୂଆଦିଲ୍ଲୀ: ୨୦୨୪ ନିର୍ବାଚନ ପୂର୍ବରୁ ୟୁନିଫର୍ମ ସିଭିଲ୍ କୋଡ୍ (UCC) ବିଷୟରେ ଆଲୋଚନା ତୀବ୍ର ହୋଇଛି। ବିଜେପି ଶାସିତ ରାଜ୍ୟମାନଙ୍କରେ ଏ ବିଷୟରେ ଅନେକ ଆଲୋଚନା ହେଉଛି। ଏହି ସମୟରେ ଉତ୍ତରାଖଣ୍ଡ ଦେଶର ପ୍ରଥମ ରାଜ୍ୟ ହେବାକୁ ଯାଉଛି, ଯେଉଁଠାରେ ୟୁନିଫର୍ମ […]