ନୂଆଦିଲ୍ଲୀ: ମୋଦୀ ସରକାର ୯ ବର୍ଷର ଶାସନକାଳ ୨୦୧୪ ରୁ ୨୦୨୩ ମଧ୍ୟରେ ପ୍ରାୟ ୯ ଲକ୍ଷ ସରକାରୀ ଚାକିରି ଯୋଗାଇ ଦେଇଛନ୍ତି, ଯେତେବେଳେ କି ୨୦୦୪ ରୁ ୨୦୧୩ ପର୍ଯ୍ୟନ୍ତ ୟୁପିଏ ସରକାରଙ୍କ ଶାସନର ୯ ବର୍ଷ ମଧ୍ୟରେ ପ୍ରାୟ […]
କଲିକତା: ୨୦୨୪ ଲୋକସଭା ନିର୍ବାଚନ ପାଇଁ ଏକ ବର୍ଷରୁ କମ୍ ସମୟ ବାକି ଅଛି। ଏଭଳି ପରିସ୍ଥିତିରେ ବିରୋଧୀ ଦଳର ନେତାମାନେ ଏକଜୁଟ ହେବା ପାଇଁ ସମସ୍ତ ପ୍ରକାର ଉଦ୍ୟମ କରୁଛନ୍ତି। ବର୍ତ୍ତମାନ ରାଜ୍ୟସଭାରେ ଟିଏମସି ନେତା ଡେରେକ ଓ’ବ୍ରାଇନ୍ ସୋମବାର […]
ଭୁବନେଶ୍ବର: ଆଜି ନବୀନ ନିବାସରେ ଦେଖିବାକୁ ମିଳିଥିଲା ଭିନ୍ନ ଏକ ପରିବେଷ। ବହୁ ସଂଖ୍ୟାରେ ମହିମା ସାଧୁମାନଙ୍କ ସମାଗମ ପରିଲକ୍ଷିତ ହୋଇଥିଲା। ଅଲେଖ ମହିମା ଶଦ୍ଦରେ ଗୁଂଜରି ଉଠିଥିଲା ନବୀନ ନିବାସ। ସାଧୁମାନେ ଏକାଠି ହୋଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ […]
ପୁରୀ: ଆସନ୍ତାକାଲି ମଙ୍ଗଳବାରରେ ମହାପ୍ରଭୃ ଶ୍ରୀ ଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା। ବଡଭାଇ ବଳଭଦ୍ର, ଭଉଣୀ ସୁଭଦ୍ରାଙ୍କୁ ସାଥିରେ ଧରି ପ୍ରଭୃ ଗୁଣ୍ଡିଚା ମନ୍ଦିର ଯିବେ। ଏହି ଯାତ୍ରା ଉପଲକ୍ଷେ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ରଥ ନିର୍ମାଣ କାର୍ଯ୍ୟ […]
ଭୁବନେଶ୍ବର: ଜଳ ସଂରକ୍ଷଣ ଓ ପରିଚାଳନା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଓଡିଶା ଦ୍ୱିତୀୟ ଶ୍ରେଷ୍ଠ ରାଜ୍ୟ ଭାବେ ଚତୁର୍ଥ ଜାତୀୟ ଜଳ ପୁରସ୍କାର-୨୦୨୨ ଏବଂ ଦକ୍ଷ ଜଳସମ୍ପଦ ପରିଚାଳନାରେ ଗଞ୍ଜାମ ଜିଲ୍ଲା ଦେଶର ଶ୍ରେଷ୍ଠ ଜିଲ୍ଲା ଭାବେ ପୁରସ୍କୃତ ହୋଇଛି। […]
ଭୁବନେଶ୍ୱର: ଭାରତ ହିରୋ ଇଣ୍ଟରକଣ୍ଟିନେଣ୍ଟାଲ୍ କପ୍ ୨୦୨୩ ର ଚାମ୍ପିଅନ୍ ହୋଇଛି। ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ୍ ଚାଲିଥିବା ଏହି କ୍ରୀଡାରେ ଭାରତର ନୀଳ ଟାଇଗରମାନେ ଲେବାନନକୁ ପରାସ୍ତ କରିଛି। ଅଧିନାୟକ ସୁନୀଲ ଛେତ୍ରୀ ଏବଂ ଲାଲାନିଆଜୁୱାଲା ଚାଙ୍ଗେ ୨-୦ ଗୋଳ ଦେଇ […]
ଭୁବନେଶ୍ବର: ଚଳିତ ବର୍ଷରୁ ପ୍ରଥମ ଥର ପାଇଁ ଓଡିଆ ବିଶ୍ବବିଦ୍ୟାଳୟରେ ପାଠପାଢା ଆରମ୍ଭ ହେବ। ଆସନ୍ତା ଜୁଲାଇ ପ୍ରଥମ ସପ୍ତାହରେ ଏହାକୁ ମୁଖ୍ୟମନ୍ତ୍ରୀ ଉଦଘାଟନ କରିବେ। ଏ ନେଇ ଉଚ୍ଚ ଶିକ୍ଷା ବିଭାଗ ତରଫରୁ ଆରମ୍ଭ ହୋଇଛି ପ୍ରସ୍ତୁତି। ଉଦଘାଟନ ପୂର୍ବରୁ […]
ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ “ମନ୍ କି ବାତ୍’ ରେ ଓଡିଶାର ବିଶ୍ଵ ପ୍ରସିଦ୍ଧ ରଥ ଯାତ୍ରା ବିଷୟରେ ଉଲ୍ଲେଖ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ “ମନ୍ କି ବାତ୍’ ର ସଂପୂର୍ଣ୍ଣ ଅଭିଭାଷଣ ପଢିବା….. ମୋର ପ୍ରିୟ […]
ଭୁବନେଶ୍ୱର: ବହୁ ପ୍ରତିକ୍ଷୀତ ଏକାମ୍ର ପ୍ରକଳ୍ପ ଭୂମିପୂଜନ ଓ ଶିଳାନ୍ୟାସ ଉତ୍ସବ ନିମନ୍ତେ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ବା ବିଡିଏ ସମ୍ମିଳନୀ କକ୍ଷ ଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ବିଜ୍ଞାନ […]
ଭୁବନେଶ୍ବର: ସାଂସଦ ଅପରାଜିତା ଷଡଙ୍ଗୀଙ୍କୁ ପ୍ରବଳ ବିରୋଧ କରାଯାଇଛି। ତାହାପୁଣି ତାଙ୍କର ସଂସଦୀୟ କ୍ଷେତ୍ରରେ ହୋଇଛି ବିରୋଧ। ଆଶ୍ଚର୍ଯ୍ୟର କଥା ଯେଉଁମାନେ ବିରୋଧ କରିଛନ୍ତି ସେମାନେ ସମସ୍ତେ ହେଉଛନ୍ତି ବିଜେପି କର୍ମି। ପରିସ୍ଥିତି ଏପରି ହେଲା ଯେ, ସାଂସଦ ଅପରାଜିତା ସଭା […]
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଦୁଇ ଦିନିଆ କନ୍ଧମାଳ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀଙ୍କ ୫ଟି ସଚିବ ଭି.କେ. ପାଣ୍ଡିଆନ ଆଜି ଦ୍ୱିତୀୟ ଦିନରେ କନ୍ଧମାଳ ଜିଲ୍ଲାର ଫିରିଙ୍ଗିଆ, ଫୁଲବାଣୀ, ଦାରିଙ୍ଗବାଡୀ, କେ. ନୂଆଗାଁ, ବାଲିଗୁଡା ଓ ଜି. ଉଦୟଗିରୀ ବ୍ଲକ […]
ଭୁବନେଶ୍ବର: ଗତ 2 ତାରିଖରେ ବାଲେଶ୍ବର ବାହାନଗାରେ ଯେପରି ଟ୍ରେନ ଦୁର୍ଘଟଣା ଘଟିଲା ତାହା ସାରା ବିଶ୍ବକୁ ସ୍ତବ୍ଧ କରିଦେଇଛି। ଏହି ଦୁର୍ଘଟଣାରେ 290 ଜଣ ଯାତ୍ରଙ୍କପ ମୃତ୍ୟୁ ହୋଇଛି। ତେବେ ଏପରି ଦୁର୍ଘଟଣା କାହିଁକି ଘଟିଲା ତାହାର ତଦନ୍ତ କରୁଛି […]
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ମୁଖ୍ୟମନ୍ତ୍ରୀଙ୍କ ୫ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଆଜି କନ୍ଧମାଳ ଜିଲ୍ଲା ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମୀକ୍ଷା କରିଛନ୍ତି। ଏଥିସହିତ ସେ ଛାତ୍ରଛାତ୍ରୀ ଓ ସାଧାରଣ ଲୋକମାନଙ୍କ ସହ ମିଶି […]
ଭୁବନେଶ୍ବର: ଭାରତର ଅଗ୍ରଣୀ ଗହଣା ବ୍ରାଣ୍ଡ ରିଲାଏନ୍ସ ଜୁଏଲସ ଖୁସିର ରଜ ପର୍ବ ପାଳନ ପାଇଁ ଓଡ଼ିଶାରେ ଏକ ସ୍ୱତନ୍ତ୍ର ସଂଗ୍ରହର ଶୁଭାରମ୍ଭ ଘୋଷଣା କରି ଖୁସି ଅନୁଭବ କରୁଛି। ଏହି ଅଞ୍ଚଳର ପରମ୍ପରା ଏବଂ ପସନ୍ଦର ସାରକୁ ଗ୍ରହଣ କରି […]
ନୂଆଦିଲ୍ଲୀ: ଯୁବ ବ୍ୟାପାର ଏବଂ କ୍ରୀଡା ମନ୍ତ୍ରଣାଳୟ (ଏମ୍ୱାଇଏଏସ୍) ଭାରତୀୟ କ୍ରୀଡାବିତ୍ ଏବଂ ଦଳର କର୍ମକର୍ତ୍ତା ମାନଙ୍କ ପାଇଁ ରହଣି ଏବଂ ଖାଦ୍ୟ ପେୟ ଦେୟ ବାବଦକୁ ଧାର୍ୟ୍ୟ ସର୍ବୋଚ୍ଚ ସୀମାର ପରିମାଣକୁ ୬୬% ସଂଶୋଧନ କରିଛି। ଏହା ମନ୍ତ୍ରଣାଳୟର ଜାତୀୟ […]
ନୂଆଦିଲ୍ଲୀ: ଆଜି ଜି-୨୦ କୃଷି ମନ୍ତ୍ରୀମାନଙ୍କ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିସି ମାଧ୍ୟମରେ ଯୋଗଦେଇ ନିଜର ଅଭିଭାଷଣ ରଖିଥିଲେ। ସେ ଯାହା କହିଥିଲେ ତାହା ହେଲା.. ମାନ୍ୟଗଣ୍ୟ ମହିଳା ଓ ଭଦ୍ରବ୍ୟକ୍ତିଗଣ, ନମସ୍କାର! ମୁଁ ଆପଣ […]
ଶରତ ପାଇକରାୟ ବର୍ତ୍ତମାନ ସାମ୍ବାଦିକତାର ମୂଲ୍ୟବୋଧ କେଉଁ ସ୍ତରକୁ ଗଲାଣି ତାହା କଳ୍ପନା କରିବା ସମ୍ଭବ ହେଉ ନାହିଁ। ଯେଉଁମାନଙ୍କୁ ନୂଆ ପିଢୀର ସାମ୍ବାଦିକ ଆଦର୍ଶ ବୋଲି ଭାବୁଛନ୍ତି ସେମାନେ ସାମ୍ବାଦିକତାର ସବୁ ନିୟମ ଭାଙ୍ଗୁଛନ୍ତି। ସେମାନେ ନ୍ୟୁଜ ଷ୍ଟୁଡିଓକୁ ଯାତ୍ରା […]
ଭୁବନେଶ୍ବର: ରାଜ୍ୟ ସରକାର ନୂଆ ଯୋଜନା ‘ମୋ ଘର’ ଆରମ୍ଭ କରିଛନ୍ତି। ଏହି ଘୋଷଣା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରିଛନ୍ତି। ଯେଉଁମାନେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ବାଦ ପଡିଥିବେ ସେମାନଙ୍କୁ ପକ୍କା ଘର ଯୋଗାଇ ଦେବା ହେଉଛି ଏହି ଯୋଜନାର ମୂଳ […]
ଭୁବନେଶ୍ବର: ଆଜି ବିଜେଡି ପୁଣି ଥରେ ନୂଆ ପର୍ଯ୍ୟବେକ୍ଷକ ତାଲିକା ପ୍ରକାଶ କରିଛି। ପୂର୍ବରୁ ଜିଲ୍ଲା ପର୍ଯ୍ୟବେକ୍ଷକ ନିଯୁକ୍ତି କରାଯାଇଥିଲା। ଏବେ ପ୍ରାରମ୍ଭକ ପର୍ଯ୍ୟାୟରେ କେତେକ ନିର୍ବାଚନ ମଣ୍ଡଳୀ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତି କରାଯାଇଛି। ଯେଉଁମାନେ ଏହି ତାଲିକାରେ ଅଛନ୍ତି ସେମାନେ […]
ଭୁବନେଶ୍ବର: ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଭଞ୍ଜକଳା ମଣ୍ତପ ଠାରେ ଦୁଇ ଦିନିଆ ରାଜ୍ୟସ୍ତରୀୟ ଲୋକକଳା ଦିବସ ଓ ରଜ ମହୋତ୍ସବ ଉଦଯାପିତ ହୋଇଛି। ମାନ୍ୟବର ବିଜ୍ଞାନ ଓ କାରିଗରୀ କୌଶଳ, ସାଧାରଣ ଉଦ୍ୟୋଗ, ସାମାଜିକ ସୁରକ୍ଷା […]
କଲିକତା: ପଶ୍ଚିମବଙ୍ଗରେ ଅନୁଷ୍ଠିତ ହେବାକୁ ଥିବା ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି କଲିକତା ହାଇକୋର୍ଟ ରାଜ୍ୟ ନିର୍ବାଚନ ଆୟୋଗକୁ ୪୮ ଘଣ୍ଟା ମଧ୍ୟରେ ସମସ୍ତ ଜିଲ୍ଲାରେ କେନ୍ଦ୍ରୀୟ ବାହିନୀ ନିୟୋଜିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥି ସହ ରାଜ୍ୟ ନିର୍ବାଚନ ଆୟୋଗ […]