ଭୁବନେଶ୍ଵର/ନୂଆଦିଲ୍ଲୀ: ଭାରତର ଉପରାଷ୍ଟ୍ରପତି ଜଗଦୀପ ଧନଖଡ ୧୭ ଜୁନ୍ ୨୦୨୩ରେ ଜଳ ଶକ୍ତି ମନ୍ତ୍ରଣାଳୟର ଜଳ ସମ୍ପଦ, ନଦୀ ବିକାଶ ଏବଂ ଗଙ୍ଗା ସଂରକ୍ଷଣ ବିଭାଗ (ଡିଓଡବ୍ଲ୍ୟୁଆର୍, ଆର୍ଡି ଏବଂ ଜିଆର୍) ଦ୍ୱାରା ନୂଆଦିଲ୍ଲୀର ବିଜ୍ଞାନ ଭବନ, ପ୍ଲେନାରୀ ହଲରେ ଆୟୋଜିତ […]
ଭୁବନେଶ୍ବର: ଢେଙ୍କାନାଳ ଜିଲ୍ଲା ଯୋରନ୍ଦା ମହିମା ଗାଦି ପୀଠର ହେବ ସମ୍ପୂର୍ଣ୍ଣ ରୁପାନ୍ତର। କାୟାକଳ୍ପରେ ଆସିବ ପୁରା ପରିବର୍ତ୍ତନ। ଗତ ମେ ୨୯ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କ ୫ଟି ସଚିବ ଭି କେ ପାଣ୍ଡିଆନ୍ ମହିମା ପୀଠ ପରିଦର୍ଶନ କରି ସାଧୁ […]
ନୂଆଦିଲ୍ଲୀ: କର୍ଣ୍ଣାଟକର ସିଦ୍ଧରମେୟା ସରକାର ଆଜି ଅନେକ ପ୍ରମୁଖ ନିଷ୍ପତ୍ତି ନେଇଛନ୍ତି। କର୍ଣ୍ଣାଟକ କ୍ୟାବିନେଟ ବୈଠକରେ ବିଜେପି ଶାସନ ସମୟରେ ଆଣିଥିବା ଧର୍ମାନ୍ତରଣ ବିରୋଧୀ ଆଇନକୁ ରଦ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏହା ସହିତ କର୍ଣ୍ଣାଟକର ସିଲାବସ୍ରୁ କେବି ହେଡଗେୱାର ସହ […]
ନୂଆଦିଲ୍ଲୀ: ଓଡିଶାରୁ ଏଥର ଲୋକସଭା ନିର୍ବାଚନ ଲଢେଇ କରିବେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ। ଏ ନେଇ ଜାତୀୟ ଗଣମାଧ୍ୟମରେ ବେଶ ଚର୍ଚ୍ଚା ଚାଲିଛି। କାରଣ ବର୍ତ୍ତମାନ ଯେଉଁମାନେ ରାଜ୍ୟସଭା ସଦସ୍ୟ ହୋଇ ମନ୍ତ୍ରୀ ହୋଇଛନ୍ତି ସେମାନେ ସବୁ ଲୋକସଭା ଜିତି […]
ନୂଆଦିଲ୍ଲୀ: ବିଭିନ୍ନ ଗଣମାଧ୍ୟମ ସଂଗଠନର ସାମ୍ବାଦିକ, କ୍ୟାମେରାମ୍ୟାନ୍ ବିଶେଷକରି ଘରୋଇ ଟିଭି ଚ୍ୟାନେଲ ଯେଉଁମାନେ କି କ୍ଷେତ୍ର ସ୍ତରରେ ବାତ୍ୟା “ବିପର୍ଯ୍ୟୟ” ସଂକାନ୍ତୀୟ ଖବର ସଂଗ୍ରହ କରୁଛନ୍ତି, ସେମାନଙ୍କ ସୁରକ୍ଷା ତଥା ନିରାପତ୍ତାକୁ ନେଇ ଗଭୀର ଉଦବେଗ ପ୍ରକାଶ କରିବା ସହିତ […]
ଭୁବନେଶ୍ୱର: ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନସ୍ତ ଓରମାସ ଦ୍ୱାରା ଆୟୋଜନ କରାଯାଇଥିବା ଗାଁ ଆମ୍ୱ ପସରା ବଜାର ମଙ୍ଗଳବାର ଶେଷ ହୋଇଛି। ଏହି ଛଅ ଦିନିଆ ଆମ୍ୱ ବଜାରରେ ୧୩ ଲକ୍ଷରୁ ଅଧିକ ଟଙ୍କାର ବ୍ୟବସାୟ ହୋଇଥିବା ବେଳେ, […]
ଭୁବନେଶ୍ବର: କେନ୍ଦ୍ର ସରକାର ବାରମ୍ବାର ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ଆଜି ରାଜରାସ୍ତାକୁ ଓହ୍ଲାଇଛି ବିଜେଡି। ରାଜଭଭନ ସମ୍ମୁଖରେ ଏହି ଦରବୃଦ୍ଧି ପ୍ରତିବାଦରେ ଦଳ ତୀବ୍ର ବିରୋଧ କରିଛି। ଧାରଣା ସ୍ଥଳରେ ଗ୍ୟାସ ସିଲିଣ୍ଡର ଏବଂ କାଠଚୁଲାରେ ରୋଷେଇ କରି ଅଭିନବ […]
ଭୁବନେଶ୍ବର: ଆଜି ପ୍ରଥମ ରଜ। ପୁରପଲ୍ଲୀରେ ଆନନ୍ଦ ଉଲ୍ଲାସ ଖେଳିଯାଉଥିବା ବେଳେ ରାଜନୀତି ପାଣିପାଗ କିନ୍ତୁ ଭିନ୍ନ ରହିଛି। କାରଣ ଆଜି ଉଭୟ ବିଜେଡି ବିଜେପି ପିଠାପଣା ଛାଡି ରାଜରାସ୍ତାକୁ ଓହ୍ଲାଇବେ। ସେଥିପାଇଁ ସେମାନେ ଆସନ୍ତାକାଲିଠାରୁ ରଣ ହୁଙ୍କାର ଦେଇଛନ୍ତି। ଆଜି […]
ନୂଆଦିଲ୍ଲୀ: କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଅମିତ ଶାହା ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନ ଠାରେ ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶର ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀମାନଙ୍କ ବୈଠକରେ ଅଧ୍ୟକ୍ଷତା କରିଛନ୍ତି। ବୈଠକର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ନରେନ୍ଦ୍ର ମୋଦୀଙ୍କ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି (୧୩-୦୬-୨୦୨୩) ଜାତୀୟ ରୋଜଗାର ମେଳାକୁ ଆଭାସୀ ମାଧ୍ୟମରେ ସମ୍ବୋଧିତ କରିବା ସହ ପ୍ରାୟ ୭୦,୦୦୦ ନିଯୁକ୍ତିପତ୍ର ବିଭିନ୍ନ ସରକାରୀ ବିଭାଗ ଓ ସଂଗଠନର ନବନିଯୁକ୍ତଙ୍କୁ ବାଣ୍ଟିଛନ୍ତି। ଦେଶବ୍ୟାପୀ ବଛାଯାଇଥିବା ନବନିଯୁକ୍ତମାନେ ସରକାରଙ୍କ ବିଭିନ୍ନ ବିଭାଗ […]
ଭୁବନେଶ୍ବର: ଆଜି ରଥଯାତ୍ରା ଶେଷ ସମନ୍ବୟ କମିଟ ବୈଠକ ଆୟୋଜିତ ହୋଇଯାଇଛି। ପୁରୀରେ ହୋଇଥିବା ଏହି ବୈଠକରେ ଭିଡିଓ କନଫ୍ରେସିଂ ମାଧ୍ୟମରେ ଅଧ୍ୟକ୍ଷତା କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ଯାହା କହିଥିଲେ ତାହା ହେଲା, ମହାପ୍ରଭୂ ଓଡିଆ […]
ଭୁବନେଶ୍ୱର: ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ ପକ୍ଷରୁ ଭୁବନେଶ୍ୱରସ୍ଥିତ ପାନ୍ଥନିବାସରେ ରଜ ମହୋତ୍ସବ ଉଦ୍ଘାଟିତ ହୋଇଯାଇଛି। ଏହାକୁ ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ କୁମାର ପାତ୍ର ଓଟିଡିସିର ଅଧ୍ୟକ୍ଷ ଡ. ଲେନିନ୍ ମହାନ୍ତି ଏବଂ ଜେନେରାଲ ମ୍ୟାନେଜର ଶ୍ରୀ ଲଗ୍ନଜିତ ରାଉତଙ୍କ […]
ଭୁବନେଶ୍ୱର : ରାଜ୍ୟରେ ବିଜୁଳି ବିଭ୍ରାଟ ଏବଂ ଶକ୍ତି ବିଭାଗର ବିଫଳତା ପ୍ରତିବାଦରେ ଭାରତୀୟ ଜନତା ପାର୍ଟୀ ତରଫରୁ ଆସନ୍ତା କାଲି ୧୪ ଓ ୧୫ ତାରିଖରେ ସାରା ରାଜ୍ୟରେ ଥିବା ଟାଟା ପାୱାର କାର୍ଯ୍ୟାଳୟ ସମ୍ମୁୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯିବ। […]
ଭୁବନେଶ୍ୱର: ରନ୍ଧନ ଗ୍ୟାସ ଭଳି ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ଯେଭଳି ଅହେତୁକ ଦର ବୃଦ୍ଧି ଘଟୁଛି ଏବଂ ଏହାକୁ ହ୍ରାସ ପାଇଁ ବାରମ୍ବାର ଦାବି କରାଗଲେ ସୁଦ୍ଧା କେନ୍ଦ୍ର ସରକାର ନିରବ ରହୁଛନ୍ତି ତାହାର ପ୍ରତିବାଦରେ ଆସନ୍ତାକାଲି ପୂର୍ବାହ୍ନ ୧୦ଘଟିକା ସମୟରେ […]
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନରେ ରାଜ୍ୟର ବିଦ୍ୟାଳୟ ଗୁଡିକରେ ନିୟୋଜିତ ଥିବା ପାଚିକା-ସହାୟିକା ମାନଙ୍କ ପାଇଁ ୧୧୭.୭୩ କୋଟି ଟଙ୍କାର ଆର୍ଥିକ ସହାୟତା ମଞ୍ଜୁର କରିଥିବା ବେଳେ ଶାଢ଼ି ପାଇଁ ଭତ୍ତା ମଧ୍ୟ ପ୍ରଦାନ କରିଛନ୍ତି। ଆର୍ଥିକ […]
ନୂଆଦିଲ୍ଲୀ: ୨୦୨୪ ଲୋକସଭା ନିର୍ବାଚନ ପାଇଁ ବିଜେପି ପ୍ରସ୍ତୁତି ଆରମ୍ଭ କରିସାରିଛି। ରାଜନୈତିକ ସମୀକରଣ ସହିତ ଆରଏସଏସରୁ ମିଳିଥିବା ପରାମର୍ଶ ପରେ ଜାତିଗତ ସମୀକରଣର ଉନ୍ନତି ତଥା ସୁଧାରିବା ପାଇଁ ପ୍ରୟାସ କରାଯାଇଛି। ଏହି ସମୟରେ ଏକ ଖବର ରହିଛି ଯେ, […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ଜରିଆରେ ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ଠାରେ ଆୟୁବ ଖାଁ ମଲଟି ସ୍ପେସାଲିଟ ହସ୍ପିଟାଲ୍ ଉଦଘାଟନ କରିଛନ୍ତି। ଏହା ଦ୍ୱାରା ବଲାଙ୍ଗୀର ଜିଲ୍ଲା ବିଶେଷ କରି କଣ୍ଟାବାଞ୍ଜି ଓ ଟିଟିଲାଗଡ ଅଞ୍ଚଳର ଲୋକମାନେ ଉନ୍ନତମାନର […]
ଶିମଲା: ଭାରତୀୟ ଜନତା ପାର୍ଟି ସଭାପତି ଜେ ପି ନଡ୍ଡା ଆଜି କଂଗ୍ରେସ ଉପରେ ଆକ୍ରମଣ କରି ଏହାକୁ “ମା, ପୁଅ ଏବଂ ଝିଅ” ର ଏକ “ବଂଶବାଦ” ପାର୍ଟି ବୋଲି କହିଛନ୍ତି, ଯାହାର କୌଣସି ଆଦର୍ଶ ନାହିଁ ଏବଂ କ୍ଷମତା […]
ଭୁବନେଶ୍ବର: ରଜ ହେଉଛି ଓଡିଶାର ଏକ ଗଣପର୍ବ। ଏହି ପର୍ବ ସମୟରେ ଗାଁଗଣ୍ଡା ଉଛୁଳି ପଡେ। ବିଶେଷ କରି ଝିଅମାନଙ୍କର ଏହି ପର୍ବ ବେଶ ଆନନ୍ଦ ଦାୟକ। ତେବେ ଏହି ରଜରେ ଏକ ବହୁଳ ବ୍ୟବହାର ଜିନିଷ ହେଉଛି ପାନ। ସାଧାରଣତଃ […]
ନୂଆଦିଲ୍ଲୀ: ଆରବ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ର୍ରିକ ବାତ୍ୟା ଭୀଷଣ ଆକାର ଧାରଣ କରି ଗୁଜରାଟ ଉପକୂଳ ଆଡେ ମୁହାଁଇଛି। ‘ବିପର୍ଯ୍ୟୟ’ ନାମକ ଏହି ସାମୁଦ୍ରିକ ବାତ୍ୟାର ମୁକାବିଲା କରି କ୍ଷୟକ୍ଷତିକୁ କିପରି ଯଥା ସାଧ୍ୟ କମ୍ କରାଯାଇପାରିବ ସେ ସମ୍ପର୍କରେ […]
ଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ଜରିଆରେ ୧୩ ଜୁନ୍, ୨୦୨୩ ପୂର୍ବାହ୍ନ ୧୦: ୩୦ ମିନିଟ୍ରେ ନୂତନ ଭାବେ ନିଯୁକ୍ତ ବ୍ୟକ୍ତିବିଶେଷ ମାନଙ୍କୁ ପ୍ରାୟ ୭୦,୦୦୦ ନିଯୁକ୍ତି ପତ୍ର ବଣ୍ଟନ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟ ଏହି […]