ଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ଜରିଆରେ ୧୩ ଜୁନ୍, ୨୦୨୩ ପୂର୍ବାହ୍ନ ୧୦: ୩୦ ମିନିଟ୍ରେ ନୂତନ ଭାବେ ନିଯୁକ୍ତ ବ୍ୟକ୍ତିବିଶେଷ ମାନଙ୍କୁ ପ୍ରାୟ ୭୦,୦୦୦ ନିଯୁକ୍ତି ପତ୍ର ବଣ୍ଟନ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟ ଏହି […]
ଭଦ୍ରକ: ମୁଖ୍ୟମନ୍ତ୍ରୀ ଶ୍ରୀୟୁକ୍ତ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଭଦ୍ରକ ଗସ୍ତରେ ଥିବା ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଆଜି ଦ୍ୱିତୀୟ ଦିନରେ ଚାନ୍ଦବାଲି, ବାସୁଦେବପୁର, ଧାମନଗର, ଭଣ୍ଡାରିପୋଖରୀ ଅନ୍ତର୍ଗତ ବିଭିନ୍ନ ସ୍ଥାନ ଗସ୍ତ କରି ବିକାଶମୂଳକ କାର୍ୟ୍ୟର ଅଗ୍ରଗତି ଦେଖିବା […]
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଓଡ଼ିଶା ମୋଟରଯାନ ଡ୍ରାଇଭର ଓ କର୍ମଚାରୀ କଲ୍ୟାଣ ଯୋଜନା-୨୦୨୩ର ଅନୁମୋଦନ ଏବଂ କଲ୍ୟାଣ ବୋର୍ଡ ଗଠନକୁ ସ୍ୱୀକୃତି ପ୍ରଦାନ କରିବା ପରେ ରାଜ୍ୟ ଜଳସଂପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି […]
ଭୁବନେଶ୍ଵର: ଆଜି ଜି୨୦ ବିକାଶ ମନ୍ତ୍ରୀଙ୍କ ବୈଠକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗଦେଇଛନ୍ତି। ସେ ଏହି ବୈଠକରେ ଭିଡ଼ିଓ ବାର୍ତ୍ତା ପ୍ରଦାନ କରିଛନ୍ତି। ଆସନ୍ତୁ ପଢିବା ପ୍ରଧାନମନ୍ତ୍ରୀ ମୋଦୀ ସଂପୂର୍ଣ୍ଣ ବାର୍ତ୍ତା… ମାନ୍ୟଗଣ୍ୟ ମହିଳା ଏବଂ ଭଦ୍ରବ୍ୟକ୍ତିମାନେ ଗଣତନ୍ତ୍ରର ଜନନୀଙ୍କର ସର୍ବ ପୁରାତନ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀର ପ୍ରଗତି ମୈଦାନ ସ୍ଥିତ ଅନ୍ତର୍ଜାତୀୟ ପ୍ରଦର୍ଶନୀ ଓ ସମ୍ମିଳନୀ କେନ୍ଦ୍ର ଠାରେ ସର୍ବପ୍ରଥମ ଜାତୀୟ ପ୍ରଶିକ୍ଷଣ ସମ୍ମିଳନୀକୁ ଉଦଘାଟନ କରିଛନ୍ତି। ପ୍ରଧାନମନ୍ତ୍ରୀ ନିଜର ଦୀର୍ଘ ତଥା ସମୃଦ୍ଧ ରାଜନୈତିକ ଓ ପ୍ରଶାସନିକ ଅନୁଭୂତିରୁ ପ୍ରାପ୍ତ […]
ରାୟପୁର: ଛତିଶଗଡ଼ ରାଜ୍ୟପାଳ ଶ୍ରୀ ବିଶ୍ୱଭୂଷଣ ହରିଚନ୍ଦନ ଆସନ୍ତା ୧୪ ତାରିଖରୁ ୧୭ ତାରିଖ ପର୍ଯ୍ୟନ୍ତ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଥିବା ଛତିଶଗଡ଼ ରାଜଭବନରୁ ପ୍ରକାଶିତ ଏକ ପ୍ରେସବିବୃତିରୁ ଜଣାପଡ଼ିଛି । ରାଜ୍ୟପାଳ ଶ୍ରୀ ହରିଚନ୍ଦନ ଛତିଶଗଡ଼ ରାଜ୍ୟପାଳ ଭାବେ […]
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ କେନ୍ଦୁଝର ଜିଲ୍ଲା ଗସ୍ତରେ ଥିବା 5ଟି ସଚିବ ଭି କେ ପାଣ୍ଡିଆନ ଆଜି ଦ୍ୱିତୀୟ ଦିନରେ ଘଟଗାଁ, ହରିଚନ୍ଦନପୁର, ବାଂଶପାଳ, ହାଟଡିହି, କେନ୍ଦୁଝର ଓ ଆନନ୍ଦପୁର ପୌରପାଳିକା ଅନ୍ତର୍ଗତ ବିଭିନ୍ନ ସ୍ଥାନ ଗସ୍ତକରି ବିକାଶମୂଳକ […]
ଭୁବନେଶ୍ୱର: ଅସହ୍ୟ ଗରମ ଓ ଗୁଳୁଗୁଳି ରାଜ୍ୟବାସୀଙ୍କୁ ଯେତେ କଷ୍ଟ ଦେଇନାହିଁ, ତାହଠୁ ଅଧିକ ନିର୍ଯ୍ୟାତନା ଦେଉଛି ଅଘୋଷିତ ବିଜୁଳି କାଟ୍। ଗ୍ରାମାଂଚଳଠାରୁ ଆରମ୍ଭ କରି ସହରାଂଚଳ ପର୍ଯ୍ୟନ୍ତ ଅଘୋଷିତ ବିଜୁଳି କାଟ୍ କାୟା ବିସ୍ତାର କରିସାରିଛି। ଏଭଳି ସମୟରେ ରାଜ୍ୟ […]
ଭୁବନେଶ୍ୱର : ବିଜୁ ଜନତା ଦଳ ସରକାର ବିଗତ ୨୩ ବର୍ଷ ମଧ୍ୟରେ ଓଡିଶାର ବିକାଶ ପାଇଁ ଅବିଶ୍ରାନ୍ତ ଭାବେ କାର୍ଯ୍ୟ କରୁଥିବାବେଳେ ଓଡିଶା ବିଜେପି ନେତାମାନେ ଗତ ନଅ ବର୍ଷ ଧରି ଦିଲ୍ଲୀରେ ଓଡିଶାର ବିକାଶ ବିରୋଧରେ ଷଡଯନ୍ତ୍ର କରୁଥିବା […]
ଭୁବନେଶ୍ୱର: ଲୋକପ୍ରିୟ ଓଡିଶୀ ନୃତ୍ୟ ଅନୁଷ୍ଠାନ, ଶ୍ରୀଜନ (ଗୁରୁ କେଳୁଚରଣ ମହାପାତ୍ର ଓଡିଶୀ ନୃତ୍ୟବାସ) ପକ୍ଷରୁ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପଠାରେ ଉପସରଣମ୍ର ୪ର୍ଥ ସଂସ୍କରଣ ଆୟୋଜନ କରାଯାଇଛି। ଯେଉଁଥିରେ ୫୭ ଜଣ ଯୁବ ନୃତ୍ୟଶିଳ୍ପୀଙ୍କ ଚମତ୍କାର ପ୍ରଦର୍ଶନ ଦେଖିବାକୁ ମିଳିଥିଲା। ଏହି […]
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ୨୦୨୪ ପାଇଁ ଏକ ବର୍ଷରୁ କମ୍ ସମୟ ବାକି ଅଛି। ସମସ୍ତ ଦଳ ସେମାନଙ୍କର ରାଜନୈତିକ ସମୀକରଣକୁ ସୁଧାରିବା ଆରମ୍ଭ କରିଛନ୍ତି। ବୈଠକ ପର୍ଯ୍ୟାୟ ଜାରି ରହିଛି। ଏହି ସମୟରେ କୁସ୍ତି ଆନ୍ଦୋଳନର ଏକ ଅଂଶ ହୋଇଥିବା […]
କେନ୍ଦୁଝର: ୫ଟି ସଚିବ ଭି କେ ପାଣ୍ଡିଆନଙ୍କ କେନ୍ଦୁଝର ଗସ୍ତ ଅବସରରେ ସେ ବିଭିନ୍ନ ବର୍ଗର ଲୋକଙ୍କୁ ସାକ୍ଷାତ କରିଛନ୍ତି। ଏହି ଅବସରରେ ଲୋକଙ୍କ ମଧ୍ୟରେ ତାଙ୍କୁ ଦେଖିବା ପାଇଁ ପ୍ରବଳ ଆଗ୍ରହ ଥିବା ପରିଲକ୍ଷିତ ହୋଇଛି। ସେ ଯେଉଁସ୍ଥାନକୁ ଗସ୍ତରେ […]
ଭୁବନେଶ୍ୱର: ଦୁର୍ନିତୀକୁ ପଶ୍ରୟ ଦେଉଥିବା ଏକ ଜନବିରୋଧି ସରକାର ଓଡିଶାରେ ଚାଲିଛି। ତଥାକଥିତ “୫-ଟି ଏଠାରେ ଏକ ଧୂଆଁବାଣ ସଦୃଶ ବୋଲି ରାଜ୍ୟ ମୁଖପାତ୍ର ମନୋଜ ମହାପାତ୍ର କହିଛନ୍ତି। ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ମହାପାତ୍ର କହିଛନ୍ତି […]
କେନ୍ଦୁଝର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫ଟି ସଚିବ ଶ୍ରୀ ଭି କେ ପାଣ୍ଡିଆନ୍ ଆଜି ଦୁଇ ଦିନିଆ କେଉଁଝର ଗସ୍ତରେ ଯାଇ ପାଟଣା, ଚମ୍ପୁଆ, ଯୋଡ଼ା ବ୍ଲକ ଓ କେନ୍ଦୁଝର ପୌରପାଳିକା ଅନ୍ତର୍ଗତ ବିଭିନ୍ନ ସ୍ଥାନ ଗସ୍ତକରି […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶର ପ୍ରଥମ ଜାତୀୟ ତାଲିମ ଆଲୋଚନାଚକ୍ରକୁ ନୂଆଦିଲ୍ଳୀର ପ୍ରଗତି ମୈଦାନ ସ୍ଥିତ ଆନ୍ତର୍ଜାତିକ ପ୍ରଦର୍ଶନୀ ଓ ଅଧିବେଶନ କେନ୍ଦ୍ରଠାରେ ଉଦ୍ଘାଟନ କରିବେ। ଆସନ୍ତା ୧୧ଜୁନ, ୨୦୨୩ ଦିନ ସାଢେ ଦଶଟାବେଳେ ଏହାକୁ ଉଦ୍ଘାଟନ କରିବା ପରେ […]
Realme 11 Pro: ଚାଇନାର ମୋବାଇଲ ନିର୍ମାତା ରିଏଲମି କଂପାନୀ ଭାରତରେ ରିଏଲ୍ 11 ପ୍ରୋ, 11 ପ୍ରୋ + 5 ଜି ସ୍ମାର୍ଟଫୋନ୍ ଲଞ୍ଚ କରିଛି। ଏହି ଲାଟେଷ୍ଟ ମଡେଲଟି ରିଅଲ୍ 10 ସିରିଜର ପର୍ଯ୍ୟାୟର। ଏହାର ବୈଶିଷ୍ଟ୍ୟଗୁଡିକ ବିଷୟରେ […]
ନୂଆଦିଲ୍ଲୀ: ହରିୟାଣାରେ ବିଜେପି-ଜେଜେପି ମିଳିତ ମେଣ୍ଟ ମଧ୍ୟରେ ଚାଲିଥିବା ବିବାଦ ଯୋଗୁଁ ରାଜ୍ୟରେ ରାଜନୈତିକି ଉତ୍ତେଜନା ତୀବ୍ର ହୋଇଛି। ବିଜେପି-ଜେଜେପି ମଧ୍ୟରେ ମେଣ୍ଟ ରହିବ କି ନାହିଁ ସେନେଇ ଚର୍ଚ୍ଚାର ବଜାର ଗରମ ହୋଇଛି। ଏଭଳି ପରିସ୍ଥିତିରେ ରାଜ୍ୟ ବିଜେପି ଦାୟିତ୍ୱରେ […]
ନୂଆଦିଲ୍ଲୀ: ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଶୁକ୍ରବାର ଦିନ ଅନ୍ତର୍ଜାତୀୟ ଯୋଗ ଦିବସ ମିଡିଆ ସମ୍ମାନର ଦ୍ୱିତୀୟ ସଂସ୍କରଣ ସମ୍ପର୍କରେ ଘୋଷଣା କରିଛି। ଅନ୍ତର୍ଜାତୀୟ ଯୋଗ ଦିବସ ମିଡିଆ ସମ୍ମାନ ୨୦୨୩ ଅଧୀନରେ ତେତିଶ ଜଣଙ୍କୁ ତିନୋଟି ଶ୍ରେଣୀ ଅଧୀନରେ ଅର୍ଥାତ୍ […]
ଭୁବନେଶ୍ବର: ଓଡିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ତଥା ବିଜେପି ଚାଣକ୍ୟ ଅମିତ ସାହା। ଆସନ୍ତା ୧୭ ତାରିଖରେ ସେ ଓଡିଶା ଆସି ଢେଙ୍କାନାଳରେ କରିବେ ଜନ ସଂପର୍କ ଯାତ୍ରା। ଏହି ଆସନରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏଥର ଲଢେଇ କରିବେ। ସେଥିପାଇଁ […]
ନୂଆଦିଲ୍ଲୀ: ଭାରତ ସରକାରଙ୍କ ନୂତନ ଓ ଅକ୍ଷୟ ଶକ୍ତି ମନ୍ତ୍ରଣାଳୟ ଅଧୀନ ଭାରତୀୟ ସୌର ଶକ୍ତି ନିଗମ (ଏସଇସିଆଇ) ଓଡ଼ିଶା ସରକାରଙ୍କ ଗ୍ରିଡକୋକୁ 600 ମେଗାୱାଟ୍ ପବନ ବିଦ୍ୟୁତ ଶକ୍ତି ଯୋଗାଇ ଦେବ। ଏଥିପାଇଁ ଉଭୟ ପକ୍ଷ ମଧ୍ୟରେ ଏକ ବିଦ୍ୟୁତ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିନବ ପରିକଳ୍ପନାରେ ଆୟୋଜନ କରାଯାଉଥିବା ରୋଜଗାର ମେଳା ସରକାରୀ ନିଯୁକ୍ତି ପ୍ରକ୍ରିୟାକୁ ସଂସ୍ଥାଗତ ରୂପ ଦେଇଛି ବୋଲି କହିଛନ୍ତି କେନ୍ଦ୍ର ବିଜ୍ଞାନ ପ୍ରଯୁକ୍ତି, ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ, କାର୍ମିକ, ସାଧାରଣ ଅଭିଯୋଗ ଏବଂ ନେସନ ପ୍ରଶାସନ ରାଷ୍ଟ୍ର […]