ଭୁବନେଶ୍ବର: ଆଜି ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଉପରେ ପଡିଛି ଚଡକ। ଆଜି ଏହି ବିଭାଗର ମନ୍ତ୍ରୀ ଥିବା ରୋହିତ ପୂଜାରୀଙ୍କୁ ମୁଖ୍ୟମନ୍ତୀ ନବୀନ ପଟ୍ଟନାୟକ ହଟାଇ ଦେଇଛନ୍ତି। ଏ ନେଇ ସେ ରାଜ୍ୟପାଳଙ୍କୁ ପତ୍ର ଲେଖିଛନ୍ତି। ସେହି ଅନୁସାରେ ତାଙ୍କୁ ମନ୍ତ୍ରୀ […]
ଭୁବନେଶ୍ୱର: କେନ୍ଦ୍ରରେ ବିଜେପି ସରକାରର ୯ ବର୍ଷ ପୂର୍ତ୍ତି ଉପଲକ୍ଷେ ଓଡ଼ିଶାରେ ବିଜେପି ନେତାମାନେ ଜନସଂପର୍କ ଯାତ୍ରା ମାଧ୍ୟମରେ ସଫଳତାର ଡିଣ୍ଡିମ ପିଟୁଛନ୍ତି। କିନ୍ତୁ ବାସ୍ତବତା ହେଲା, ଓଡ଼ିଶା ବିଜେପି ୯ ବର୍ଷ ହେଲା ଓଡ଼ିଶାବାସୀଙ୍କୁ କେବଳ ପ୍ରତାରଣା, ଅବହେଳା ଓ […]
ଭୁବନେଶ୍ୱର: ବାଲେଶ୍ୱର ଜିଲ୍ଲାର ବାହନଗା ହାଇସ୍କୁଲ ତଥା ସ୍କୁଲ ପରିସରରେ ଥିବା ପ୍ରାଥମିକ ଓ elementary ସ୍କୁଲ ସମ୍ପୂର୍ଣ୍ଣ ଭଙ୍ଗା ଯିବ। ୫ଟି ଉପକ୍ରମ ରେ ଏହାର ପୁନଃନିର୍ମାଣ କରାଯିବା ସହିତ ଏହାକୁ ଏକ ଆଦର୍ଶ ସ୍କୁଲ ଭାବରେ ଗଢିବାକୁ ମୁଖ୍ୟମନ୍ତ୍ରୀ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ‘ଆତ୍ମନିର୍ଭର ଭାରତ ଅଭିଯାନ’କୁ ଖଦୀ ଓ ଗ୍ରାମୋଦ୍ୟୋଗ ଆୟୋଗ (କେଭିଆଇସି) ନୂଆ ଉଚ୍ଚତାକୁ ନେଇଯିବା ସହିତ ବିଶ୍ୱ ଆଗରେ ଦୃଢ଼ ଭାରତର ଦୃଢ଼ ଛବି ଉପସ୍ଥାପନ କରିଛି। ସ୍ୱାଧୀନ ଭାରତ ଇତିହାସରେ ପ୍ରଥମ ଥର […]
ଭୁବନେଶ୍ୱର: ରାୟଗଡା ଜିଲ୍ଲା ଗସ୍ତର ଦ୍ୱୀତିୟ ଦିନରେ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଆଜି କାଶିପୁର, ପଦ୍ମପୁର, ବିଷମକଟକ ଓ ଗୁଣୁପୁର ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବିକାଶ କାମର ସମୀକ୍ଷା କରିବା ସହିତ ବିଭିନ୍ନ ଧାର୍ମିକ ପୀଠ […]
ଭୁବନେଶ୍ବର: ବର୍ତ୍ତମାନ ସାଧାରଣ ନିର୍ବାଚନ ପାଖେଇ ଆସୁଥିବାରୁ ସବୁ ଦଳର ଆରମ୍ଭ ହୋଇଛି ଭିତିରିଆ ଅଙ୍କକଷା। କେଉଁ କେଉଁଠି ଛିଡା ହେବେ ସେ ନେଇ ଚାଲିଛି ହିସାବ ନିକାଶ। କାରଣ ଏବେଠାରୁ ପ୍ରାର୍ଥୀଙ୍କୁ ଠିକ କରି ରଖିଲେ ନିର୍ବାଚନ ବେଳକୁ କୌଣସି […]
ନୂଆଦିଲ୍ଲୀ: ବିହାରର ରାଜଧାନୀ ପାଟନାରେ ଜୁନ୍ ୨୩ ତାରିଖରେ ବିରୋଧୀ ଦଳର ଅନେକ ରାଜନୈତିକ ଦଳର ସାଧାରଣ ସଭା ଅନୁଷ୍ଠିତ ହେବାକୁ ଯାଉଛି। ୨୦୨୪ ଲୋକସଭା ନିର୍ବାଚନ ପାଇଁ ରଣନୀତି ପ୍ରସ୍ତୁତ କରିବାକୁ ଦେଶର ଅନେକ ରାଜନୈତିକ ନେତାଙ୍କ ସମାବେଶ ହେବ। […]
ଭୁବନେଶ୍ୱର: ଆମ ରାଜ୍ୟର ଲୋକମାନଙ୍କର ରୋଷେଇଘରେ ଅଦା ଓ ହଳଦୀ ଏକ ନିତ୍ୟ ଆବଶ୍ୟକ ମସଲା ଭାବରେ ବହୁଳ ମାତ୍ରାରେ ବ୍ୟବହାର ହୋଇଥାଏ। ରାଜ୍ୟର ଘରୋଇ ଚାହିଦାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ନିଜସ୍ୱ ଯୋଜନାରେ ଅଦା ଓ ହଳଦୀ ଚାଷକୁ […]
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିକ୍ଷା ଭିତ୍ତିଭୂମିର ଉନ୍ନତି ପାଇଁ ରାଜ୍ୟ ସରକାର ୫-‘ଟି’ ହାଇସ୍କୁଲ ରୂପାନ୍ତରୀକରଣ କାର୍ଯ୍ୟକ୍ରମକୁ ସଫଳ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଛି। ବିଦ୍ୟାଳୟଗୁଡ଼ିକର ଶୈକ୍ଷିକ ପରିବେଶରେ ଉନ୍ନତି ଆଣିବା ନିମନ୍ତେ ଆକାଂକ୍ଷୀ […]
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଆଜି ରାୟଗଡା ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ସମୀକ୍ଷା କରିବା ସହିତ ସାଧାରଣ ଲୋକଙ୍କୁ ଭେଟି ସେମାନଙ୍କ ସୁବିଧା ଅସୁବିଧା ସମ୍ପର୍କରେ ଅବଗତ ହେବା ସହିତ ସେମାନଙ୍କ […]
ଭୁବନେଶ୍ବର: ଆଜି ଅପରାହ୍ନରେ ଯାଜପୁର ରୋଡ ଷ୍ଟେସନରେ ଟ୍ରେନରେ କଟି ଛ୍ଅ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏହା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ […]
ଭୁବନେଶ୍ଵର: ଉତ୍କଳ ଚାମ୍ବର ଅଫ୍ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି (ୟୁସିସିଆଇ) ଲେଡିଜ୍ ଫୋରମର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ମଙ୍ଗଳବାର ଦିନ ଭୁବନେଶ୍ଵରସ୍ଥିତ ୟୁସିସିଆଇ କାର୍ଯ୍ୟାଳୟ ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଓଡ଼ିଶାର ୩ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି (ସିସିଇଏ) ବୈଠକରେ ବିଭିନ୍ନ ଫସଲ ପାଇଁ ସର୍ବନିମ୍ନ ସହାୟକ ମୂଲ୍ୟ ନିର୍ଦ୍ଧାରଣ କରାଯାଇଛି। ୨୦୨୩-୨୪ ଖରିଫ ବିପଣନ ଋତୁ ପାଇଁ ଫସଲଗୁଡ଼ିକର ବାଧ୍ୟତାମୂଳକ ଏମଏସପି ଦରକୁ […]
ଭୁବନେଶ୍ବର: ବାଲେଶ୍ବର ଟ୍ରେନ ଦୁର୍ଘଟଣାରେ ସାରା ବିଶ୍ବ ଦୁଃଖ ପ୍ରକାଶ କରୁଥିବା ବେଳେ ସେପଟେ ମୃତକଙ୍କ ଟଙ୍କା ହାତେଇବା ପାଇଁ ହୀନ ଉଦ୍ୟମ ପଦାକୁ ଆସିଛି। ଜଣେ ମହିଳା ନିଜ ସ୍ବାମୀ ଦୁର୍ଘଟଣାରେ ମରିଯାଇଛନ୍ତି କହି ଟଙ୍କା ହାତେଇବାକୁ ଚେଷ୍ଠା କରି […]
ଭୋପାଳ: ମଧ୍ୟପ୍ରଦେଶରେ ବିଧାନସଭା ନିର୍ବାଚନର କିଛି ମାସ ପୂର୍ବରୁ ହିନ୍ଦୁବାଦୀ ସଂଗଠନ ବଜରଙ୍ଗ ସେନା ମଙ୍ଗଳବାର ଦିନ କଂଗ୍ରେସ ସହ ମିଶିଛି। ବଜରଙ୍ଗ ସେନା ଅଭିଯୋଗ କରିଛି ଯେ, ଭାରତୀୟ ଜନତା ପାର୍ଟି (ବିଜେପି) ରାଜ୍ୟର ଜନାଦେଶକୁ ବିଶ୍ୱାସଘାତକତା କରି କ୍ଷମତାକୁ […]
ନୂଆଦିଲ୍ଲୀ: ଦଶନ୍ଧି ଧରି ଭାରତ ସହ ସୀମା ବିବାଦରେ ଛନ୍ଦି ହୋଇପଡିଥିବା ଚୀନ୍ ନିଜକୁ ଏକ ମହାଶକ୍ତି ଭାବରେ ପ୍ରୋଜେକ୍ଟ କରିବା ଆରମ୍ଭ କରିଛି। ଚୀନ୍ ସେନା (ପିଏଲ୍ଏ) ଭାରତୀୟ ସେନାର ଶକ୍ତି ଉପରେ ପ୍ରଶ୍ନ ଉଠାଇଛି ଏବଂ ଭାରତ ତାଙ୍କ […]
ଭୁବନେଶ୍ବର: ବାଲେଶ୍ୱରରେ ଟ୍ରେନ୍ ଦୁର୍ଘଟଣା ପରେ ନିଆଯାଇଥିବା ଉଦ୍ଧାର ଓ ଚିକିତ୍ସା କାର୍ଯ୍ୟ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଓଡ଼ିଶାବାସୀଙ୍କୁ ପ୍ରଶଂସା କରିବା ସହ ରାଜ୍ୟ ପ୍ରଶାସନକୁ ମଧ୍ୟ ପ୍ରଶଂସା କରିଛନ୍ତି। “ମୁଁ ମୋର ଲୋକମାନଙ୍କ ପାଇଁ ଗର୍ବିତ। […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଭାରତରେ ଗଣତନ୍ତ୍ରର ସ୍ଥିତି ସମ୍ବନ୍ଧୀୟ ଚିନ୍ତାକୁ ଆମେରିକା ଖାରଜ କରିଦେଇଛି। ଆମେରିକା ସରକାର ସୋମବାର ଦିନ କହିଛି ଯେ, ଭାରତ ଏକ ଜୀବନ୍ତ ଗଣତନ୍ତ୍ର, ଯାହାକୁ ନୂଆଦିଲ୍ଲୀ ପରିଦର୍ଶନ କରୁଥିବା ବ୍ୟକ୍ତି ନିଜେ ଦେଖିପାରିବେ। […]
ଭୁବନେଶ୍ବର: ବାଲେଶ୍ବରରେ ବାହାନଗାଠାରେ ଯେପରି ମର୍ମନ୍ତୁଦ ଟ୍ରେନ ଦୁର୍ଘଟଣା ଘଟିବା ପରେ ଉଦ୍ଧାର କାର୍ଯ୍ୟ ଥିଲା ସବୁଠାରୁ ଚ୍ୟାଲେଞ୍ଜିଂ କାମ। ଯାହାକୁ ଓଡିଶା ସରକାର ବରିଷ୍ଠ ଅଧିକାରୀମାନେ ରାତିଦିନ ପରିଶ୍ରମ କରି ମୁକାବିଲା କରିବାରେ ସକ୍ଷମ ହୋଇପାରିଛନ୍ତି। ମୁଖ୍ୟତଃ ରାଜ୍ୟ ସରକାରଙ୍କ […]
ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, ଏହି ନାମଟି ଉଚ୍ଚାରଣ କଲେ ଓଡିଶା ରାଜନୀତିରେ ସେ କିଏ ତାହା କହିବା ଆବଶ୍ୟକ ନାହିଁ। ସେ ହୋଇପାରନ୍ତି ବାହୁବଳୀ, ସେ ହୋଇପାରନ୍ତି ଦଉଡିବା ଘୋଡା. ସେ ହୋଇପାରନ୍ତି ରାଗ ସ୍ବାଭାବ। ହେଲେ ସବୁରି ଉପରେ ଗୋଟିଏ […]
ଭୁବନେଶ୍ବର: ଗତ ଦୁଇ ତାରିଖରେ ବାଲେଶ୍ୱରର ବାହାନଗା ଠାରେ ଘଟିଥିବା ରେଳ ଦୁର୍ଘଟଣା ପରିପ୍ରେକ୍ଷୀରେ ଓଡିଶା ରାଜ୍ୟ ସରକାରଙ୍କ ତରଫରୁ କରାଯାଉଥିବା ଉଦ୍ଧାର ପରବର୍ତ୍ତୀ ସହାୟତା ସଂପର୍କରେ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା ଆଜି ଗଣମାଧ୍ୟମକୁ ସୂଚନା […]