ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି (୦୫-୦୬-୨୦୨୩) ବିଶ୍ୱ ପରିବେଶ ଦିବସକୁ ଭିଡିଓ ବାର୍ତ୍ତା ଜରିଆରେ ସମ୍ବୋଧନ କରିଛନ୍ତି। ସମବେତ ଜନତାଙ୍କୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ ବିଶ୍ୱର ପ୍ରତ୍ୟେକ ଦେଶକୁ ବିଶ୍ୱ ପରିବେଶ ଦିବସ ଅବସରରେ ଶୁଭେଚ୍ଛା ଜ୍ଞାପନ କରିଛନ୍ତି। ଚଳିତ […]
ପୁରୀ: ପୁରୀ ଠାରେ ‘‘ନବମନ୍ତ୍ର : ଉଚ୍ଚ ଉତ୍ପାଦକତା ପାଇଁ ନବସୃଜନ’’ ବିଷୟବସ୍ତୁ ଉପରେ ଜାତୀୟ ସମ୍ମିଳନୀ ସଫଳତା ପୂର୍ବକ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ଉତ୍ପାଦକତା ପରିଷଦ (ଏନପିସି) ପକ୍ଷରୁ ଆୟୋଜିତ ଏହି ସମ୍ମିଳନୀରେ ଜାପାନ ଟୋକିଓସ୍ଥିତ ଏସୀୟ ଉତ୍ପାଦକତା ସଂଗଠନ […]
ଭୁବନେଶ୍ୱର: ୨୦୨୩ ନିମନ୍ତେ ନ୍ୟାସ୍ନାଲ୍ ଇନ୍ଷ୍ଟିଚ୍ୟୁସ୍ନାଲ ର୍ୟାଙ୍କିଙ୍ଗ ଫ୍ରେମ୍ୱାର୍କ (ଏନ୍ଆଇଆର୍ଏଫ୍) ର୍ୟାଙ୍କିଙ୍ଗ୍ରେ ଦେଶର ପ୍ରମୁଖ ବିଶ୍ୱବିଦ୍ୟାଳୟଗୁଡ଼ିକ ମଧ୍ୟରେ ୧୫ ତମ ସ୍ଥାନ ହାସଲ କରିଛି ଶିକ୍ଷା ଓ ଅନୁସନ୍ଧାନ (ସୋଆ)। ସୋମବାର ନୂଆଦିଲ୍ଲୀ ଠାରେ ଏହି ର୍ୟାଙ୍କିଙ୍ଗ୍ସ କେନ୍ଦ୍ର ଶିକ୍ଷା ଏବଂ […]
ଭୁବନେଶ୍ୱର: ଆଜି ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀ ଶରତ ପଟ୍ଟନାୟକ ରାଜ୍ୟ କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀରେ ବାହାନଗା ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଯାତ୍ରୀଙ୍କ ଶୋକସନ୍ତପ୍ତ ପରିବାରମାନଙ୍କ ପାଇଁ କଂଗ୍ରେସର ସମବେଦନା ଜ୍ଞାପନ କରିବା ସହ କର୍ତ୍ତବ୍ୟରେ ଅବହେଳା ପାଇଁ […]
ଭୁବନେଶ୍ଵର: ଜାତୀୟ ଉତ୍ପାଦକତା ପରିଷଦ (ଏନପିସି) ପକ୍ଷରୁ ଆସନ୍ତା ୫ ତାରିଖରେ ପୁରୀ ଠାରେ ‘‘ନବମନ୍ତ୍ର : ଉଚ୍ଚ ଉତ୍ପାଦକତା ପାଇଁ ନବସୃଜନ’’ ଶୀର୍ଷକ ଜାତୀୟ ସମ୍ମିଳନୀ ଆୟୋଜନ କରାଯିବ। ଏଥିରେ ଯୋଗ ଦେବାକୁ ଥିବା ପ୍ରତିଭାଗୀମାନେ ଉଚ୍ଚସ୍ତରର ଉତ୍ପାଦକତା, ସବୁଜ […]
ଭୁବନେଶ୍ୱର: ଲୋକସଭାର କଂଗ୍ରେସ ବିରୋଧି ଦଳ ନେତା ଶ୍ରୀ ଅଧିର ରଞ୍ଜନ ଚୌଧୁରୀ ଅଖିଳ ଭାରତ କଂଗ୍ରେସ କମିଟିର ସଭାପତି ଶ୍ରୀ ମଲ୍ଲିକାର୍ଜୁନ ଖଡ଼ଗେଙ୍କ ନିର୍ଦ୍ଦେଶ କ୍ରମେ ବାହାନଗା ରେଳ ଦୁର୍ଘଟଣାସ୍ଥଳ ପରିଦର୍ଶନ କରିବା ସହ ସେଠାରେ କାର୍ଯ୍ୟରତ ରେଳବାଇ ବିଭାଗର […]
ଭୁବନେଶ୍ବର: ମର୍ମନ୍ତୁଦ ଟ୍ରେନ ଦୁର୍ଘଟଣାରେ ମୃତକମାନଙ୍କ ସଂଖ୍ୟା, ଆହତମାନଙ୍କ ଚିକିତ୍ସା ଓ ଚିହ୍ନଟ ହୋଇନଥିବା ମୃତକଙ୍କ ସଂପର୍କରେ ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ ଜେନା କହିଛନ୍ତି ଯେ, ରେଳ ବିଭାଗଙ୍କଠାରୁ ପ୍ରାପ୍ତ ସୂଚନା ଆଧାରରେ ୨୮୮ଜଣଙ୍କର […]
ସୀତାରାମ ଅଗ୍ରୱାଲ ବାଲୁଗାଁ: ୧୧୬୫ ବର୍ଗ କିଲୋମିଟର ପରିଧି ବିଶିଷ୍ଟ ଏସିଆ ମହାଦେଶର ସର୍ବବୃହତ ଲବଣ ହ୍ରଦ ଚିଲିକା ପୁରୀ,ଖୋର୍ଦ୍ଧା ଓ ଗଞ୍ଜାମ ଜିଲ୍ଲାର ସୀମାନ୍ତରେ ଅବସ୍ଥାପିତ। ଏହି ଚିଲିକାର ଅଧିଷ୍ଠାତ୍ରୀ ଦେବୀ ମା’ କାଳିଜାଇଙ୍କ ପୀଠ ଚିଲିକା ଗଣ୍ଡରେ ଅବସ୍ଥାପିତ। […]
ଭୁବନେଶ୍ବର: ଟ୍ରେନ ଦୁର୍ଘଟଣାରେ ମୃତ ବ୍ୟକ୍ତିଙ୍କୁ ଚିହ୍ନିବା ସରକାରଙ୍କ ପାଇଁ ଏକ ଚିନ୍ତାଜନକ ବିଷୟ ହୋଇପଡିଛି। ବର୍ତ୍ତମାନ ଶବଗୁଡିକ ବାହାରେ ଥିବା ତାଙ୍କ ସଂପର୍କୀୟମାନେ ଚିହ୍ନଟ କରିବା ପାଇଁ ବନ୍ଦୋବସ୍ତ କରାଯାଇଛି। ଏହି ଶବଗୁଡିକର ଅବସ୍ଥା ଭଲ ନ ଥିବାରୁ ତାହା […]
ଭୁବନେଶ୍ବର: ବାଲେଶ୍ବର ବାହନଗାର ଟ୍ରେନ ଦୁର୍ଘଟଣାରେ ମୃତାହତଙ୍କ ପ୍ରକୃତ ସଂଖ୍ୟା ବର୍ତ୍ତମାନ ଘୋଷଣା କରାଯାଇଛି। ଏହି ଘୋଷଣା କରିଛନ୍ତି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା। ଆଜି ସାମ୍ବାଦିକଙ୍କୁ ଏକ ସାକ୍ଷାତକାର ଦେଇ ସେ କହିଛନ୍ତି ଯେ,ଏହି ଦୁର୍ଘଟଣାର ମୃତ୍ୟୁ ସଂଖ୍ୟା […]
ଭୁବନେଶ୍ବର: ବାଲେଶ୍ବର ବାହାନଗାଠାରେ ହୋଇଥିବା ଭୟାବହ ଦୁର୍ଘଟଣା କିପରି ହେଲା ସେ ନେଇ ସାରା ବିଶ୍ବବାସୀ ଅନାଇ ରହିଛନ୍ତି। କାରଣ ତିନୋଟି ଟ୍ରେନ ମଧ୍ୟରେ ଧକ୍କା ସହିତ ଶହଶହ ଯାତ୍ରୀଙ୍କ ଜୀବନ ହାନି ସାରା ବିଶ୍ବକୁ ସ୍ତବ୍ଧ କରିଦେଇଛି। ଚାରିଆଡେ ଚର୍ଚ୍ଚା […]
ଭୁବନେଶ୍ୱର: ପ୍ରତି ଜିଲ୍ଲାରେ କାର୍ଯ୍ୟକ୍ଷମ ହେବ ‘କାଳିଆ‘ ସେଣ୍ଟର। ରାଜ୍ୟ ସରକାରଙ୍କ ଦ୍ୱାରା କୃଷି ଓ କୃଷକଙ୍କ କଲ୍ୟାଣ ନିମନ୍ତେ କାଳିଆ ସମେତ ପ୍ରମୁଖ ଯୋଜନାର ସଫଳ ରୂପାୟନ ଦିଗରେ ଚାଷୀମାନଙ୍କ ପାଇଁ ପ୍ରତି ଜିଲ୍ଲା ମୁଖ୍ୟାଳୟରେ ଗୋଟିଏ ଲେଖାଏଁ କାଳିଆ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସହିତ ଆଜି ଫୋନ୍ ଯୋଗେ କଥା ହୋଇଛନ୍ତି। ନବୀନ ପ୍ରଧାନମନ୍ତ୍ରୀଙ୍କୁ ସାମ୍ପ୍ରତିକ ପରିସ୍ଥିତି, ବିଶେଷକରି ରେଳ ଦୁର୍ଘଟଣାର ଶିକାର ହୋଇଥିବା ଲୋକଙ୍କ ଚିକିତ୍ସା ବିଷୟରେ ସୂଚନା ଦେଇଥିଲେ। ଓଡିଶାର […]
ଭୁବନେଶ୍ଵର: ଏକ ଭୟଙ୍କର ଦୁର୍ଘଟଣା ଘଟିଗଲା। ମୁଁ ଅସହନୀୟ ବେଦନା ଅନୁଭବ କରୁଛି ଏବଂ ଅନେକ ରାଜ୍ୟର ନାଗରିକ ଏହି ଯାତ୍ରାରେ କିଛି ନା କିଛି ହରାଇଛନ୍ତି। ଯେଉଁ ଲୋକମାନେ ନିଜର ଜୀବନ ହରାଇଛନ୍ତି, ତାହା ଅତି ଯନ୍ତ୍ରଣାଦାୟକ। ସମ୍ବେଦନହୀନ ମନକୁ […]
ଭୁବନେଶ୍ଵର: ବାଲେଶ୍ୱର ବାହାନଗାରେ ଦୁଃଖଦ ରେଳ ଦୁର୍ଘଟଣା ଘଟିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଗସ୍ତରେ ଆସି ଉଦ୍ଧାର ଓ ସହାୟତା କାର୍ଯ୍ୟର ସମୀକ୍ଷା କରିଛନ୍ତି। ପ୍ରଧାନମନ୍ତ୍ରୀ ରେଳ ଦୁର୍ଘଟଣାସ୍ଥଳ ପରିଦର୍ଶନ କରିବା ସହିତ ଡାକ୍ତରଖାନାକୁ ଯାଇ ଚିକିତ୍ସିତ ହେଉଥିବା […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡିଶାରେ ଟ୍ରେନ୍ ଦୁର୍ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି। ଆଜି ଅପରାହ୍ନରେ ପ୍ରଧାନମନ୍ତ୍ରୀ ମୋଦୀ ବାଲେଶ୍ଵରରେ ପହଞ୍ଚିଥିଲେ। ଏହି ସମୟରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ ଅନ୍ୟାନ୍ୟ ଅଧିକାରୀ ମଧ୍ୟ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ଉପସ୍ଥିତ ଥିଲେ। ଦୁର୍ଘଟଣା […]
ଭୁବନେଶ୍ୱର: ଜିଲ୍ଲାସ୍ତରରେ କାର୍ଯ୍ୟରତ ଅମଲାମାନେ ଶିକ୍ଷାଗତ ଯୋଗ୍ୟତା ଆଧାରରେ ଦରମା ସମୀକରଣ ଦାବି କରି ଗତକାଲି ଗୁରୁବାର ଠାରୁ ସାମୁହିକ ଛୁଟିରେ ଯିବା ପ୍ରସଙ୍ଗରେ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା ଆଜି ଲୋକସେବା ଭବନ କାର୍ଯ୍ୟାଳୟରେ ଜିଲ୍ଲାସ୍ତରୀୟ […]
ଭୁବନେଶ୍ୱର: ମିଶନ ଶକ୍ତି କାର୍ଯ୍ୟକ୍ରମ ମାଧ୍ୟମରେ ଆଜି ଓଡିଶାର ମହିଳାମାନେ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି। ମିଶନ ଶକ୍ତି ମା’ମାନେ ରାଜ୍ୟ ପାଇଁ ହୋଇପାରିଛନ୍ତି ଏକ ବିରାଟ ସାମାଜିକ ପୁଞ୍ଜି। ଏସ୍ଏଚ୍ଜିରୁ ଉଦ୍ୟୋଗୀ ସୃଷ୍ଟି କରି ଆମ ରାଜ୍ୟର […]
ଭୁବନେଶ୍ବର: ବିଶାଖାପାଟଣାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଖୋଲା ଯାଇଥିବା ‘ରୋଗୀ ସହାୟତା କେନ୍ଦ୍ର’ (Patients’ Facilitation Center) ର ଅବଧିକୁ ରାଜ୍ୟ ସରକାର ଆଉ ବର୍ଷେ ପାଇଁ ବୃଦ୍ଧି କରିଛନ୍ତି। ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କା ସହାୟତା […]
ଭୁବନେଶ୍ୱର: ଗତକାଲି ମାଲକାନଗିରି ଜିଲ୍ଲାରେ କାଳବୈଶାଖୀ ଯୋଗୁ ବ୍ୟାପକ କ୍ଷୟକ୍ଷତି ସହିତ ଦୁଇଟି ଭିନ୍ନଭିନ୍ନ ଦୂର୍ଘଟଣାରେ ଚାରି ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଯୋଗୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା […]
ନୂଆଦିଲ୍ଲୀ: କେନ୍ଦ୍ର ସ୍ୱରାଷ୍ଟ୍ର ଓ ସମବାୟ ମନ୍ତ୍ରୀ ଅମିତ୍ ଶାହାଙ୍କ ଚାରଦିନିଆ ମଣିପୁର ଗସ୍ତ ଆଜି ଶେଷ ହୋଇଛି। ଗସ୍ତର ଅନ୍ତିମ ଦିବସରେ ଇମ୍ଫାଲ ଠାରେ ସେ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଉଦ୍ବୋଧନ ଦେଇଥିଲେ। ହିଂସାଗ୍ରସ୍ତ ମଣିପୁରରେ ଶାନ୍ତି ଫେରାଇ […]