ଭୁବନେଶ୍ବର: ନିର୍ବାଚନ ପୂର୍ବରୁ ବିଜେଡି ତାହାର ସଂଗଠନକୁ ଧିରେଧିରେ ସଜାଡିବାରେ ଲାଗିଛି। ବିଭିନ୍ନ ଜିଲ୍ଲାର ସଂଗଠନକୁ ସୁଦୃଢ କରିବା ପାଇଁ ନୂଆ କର୍ମକର୍ତ୍ତାଙ୍କୁ ନିଯୁକ୍ତି ପ୍ରଦାନ କରାଯାଉଛି। ସେହି ଅନୁସାରେ ଆଜି ଗଂଜାମ ଜିଲ୍ଲାର ସଂଗଠନକୁ ଦଳ ସଜାଡିଛି। ଏହି ଜିଲ୍ଲା […]
ଭୁବନେଶ୍ୱର: ମୋଟ ଜିଏସ୍ଟି କ୍ଷେତ୍ରରେ ଓଡ଼ିଶା ଚଳିତ ବର୍ଷ ମେ’ ମାସରେ ୧୧.୧୭ ପ୍ରତିଶତ ଅଭିବୃଦ୍ଧି ହାସଲ କରିବା ସହ ୪୩୯୭.୭୩ କୋଟି ଟଙ୍କା ସଂଗ୍ରହ କରିଛି। ଗତବର୍ଷ ମେ’ ମାସରେ ଏହି ସଂଗ୍ରହ ପରିମାଣ ଥିଲା ୩୯୫୫.୭୫ କୋଟି ଟଙ୍କା। […]
ମୁମ୍ବାଇ: ଏନସିପି ସଭାପତି ଶରଦ ପାୱାର ଆଜି ମୁମ୍ବାଇର ସରକାରୀ ବାସଭବନ ବର୍ଷା ବଙ୍ଗଳା ଠାରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କୁ ଭେଟିଛନ୍ତି। ମରାଠା ମନ୍ଦିର ସଂସ୍ଥାକୁ ୭୫ ବର୍ଷ ପୂରଣ ହୋଇଛି। ଏହି କାର୍ଯ୍ୟକ୍ରମ ପାଇଁ ନିମନ୍ତ୍ରଣ କରିବାକୁ ଶରଦ […]
ଭୁବନେଶ୍ୱର: ୫-ଟି ଉପକ୍ରମରେ ବରମୁଣ୍ଡା ବସ୍ ଟର୍ମିନାଲର ହେଉଛି ରୂପାନ୍ତର। ଏହି କାମର ଅଗ୍ରଗତି ସମୀକ୍ଷା କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ ପାଣ୍ଡିଆନ ଆଜି ଅପରାହ୍ନରେ ସ୍ଥାନୀୟ ବରମୁଣ୍ଡା ସ୍ଥିତ ନିର୍ମାଣଧୀନ ଆନ୍ତଃରାଜ୍ୟ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଜୁନ ୨୧ରେ ହେବାକୁ ଥିବା ନବମ ଆନ୍ତର୍ଜାତିକ ଯୋଗ ଦିବସ ସମ୍ପର୍କରେ ଦେଶବାସୀଙ୍କୁ ସ୍ମରଣ କରାଇ ଦେଇଛନ୍ତି। ଶ୍ରୀ ମୋଦୀ କହିଛନ୍ତି ଆସନ୍ତୁ ପ୍ରସ୍ତୁତ ହେବା ଏବଂ ଆମ ଶାରୀରିକ ଓ ମାନସିକ ସୁସ୍ଥତା ପାଇଁ […]
ଭୁବନେଶ୍ୱର/ନୂଆଦିଲ୍ଲୀ : ମୋଦି ସରକାରଙ୍କ ସେବା, ସୁଶାସନ ଓ ଗରୀବକଲ୍ୟାଣର ଗତ ୯ ବର୍ଷର ସଫଳତାକୁ ପ୍ରତ୍ୟେକ ଘରେ ଘରେ ପହଂଚାଇବା ପାଇଁ ବିଜେପି ଆରମ୍ଭ କରିଛି ଜନସଂପର୍କ ଯାତ୍ରା। ଦଳର ରାଷ୍ଟ୍ରୀୟ ସଭାପତି ଶ୍ରୀ ଜଗତ୍ ପ୍ରକାଶ ନଡ୍ଡା ନିର୍ଦ୍ଦେଶକ୍ରମେ […]
ଭୁବନେଶ୍ୱର: ଜଗନ୍ନାଥ ଧାମ୍ ପୁରୀକୁ ଆଜି ଗଞ୍ଜାମର ଶେରଗଡରୁ ଗଡିଲା ପ୍ରଥମ ଏସି ବସ୍ ଜଗନ୍ନାଥ ଏକ୍ସପ୍ରେସ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫେରେନ୍ସ ଜରିଆରେ ଶେରଗଡ-ପୁରୀ ମଧ୍ୟରେ ଜଗନ୍ନାଥ ଏକ୍ସପ୍ରେସ ଏସି ବସ ସେବା ଚଳାଚଳକୁ ପତକା ହଲାଇ ଶୁଭାରମ୍ଭ […]
ନୂଆଦିଲ୍ଲୀ: ଆଜି କେନ୍ଦ୍ର କ୍ୟାବିନେଟ ବୈଠକ କରିଛି। ଏହି ବୈଠକରେ ସମବାୟ କ୍ଷେତ୍ରରେ ଖାଦ୍ୟ ଶସ୍ୟ ସଂରକ୍ଷଣ କ୍ଷମତା ବୃଦ୍ଧି ପାଇଁ ଏକ ଲକ୍ଷ କୋଟି ଟଙ୍କାର ଯୋଜନା ଅନୁମୋଦନ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର କହିଛନ୍ତି ଯେ, ଆଜିର […]
ଭୁବନେଶ୍ୱର: ରାଜ୍ୟର କୃଷକମାନଙ୍କ ଆୟବୃଦ୍ଧି ଓ ଗ୍ରାମାଞ୍ଚଳର ଜନସାଧାରଣଙ୍କ ଜୀବିକାନିର୍ବାହ ନିମନ୍ତେ ପ୍ରାଣୀପାଳନ ଏକ ପ୍ରମୁଖ ଅଙ୍ଗ ହୋଇଥିବା ପରିପ୍ରେକ୍ଷୀରେ ଏକ ଯୁଗୋପଯୋଗୀ ଛେଳି ପ୍ରଜନନ ନୀତି ପ୍ରସ୍ତୁତ କରି ଚାଷୀମାନଙ୍କୁ ଉନ୍ନତ ମାନର ଛେଳି ଯୋଗାଇ ଦିଆଯିବ ବୋଲି କୃଷି […]
ଭୁବନେଶ୍ବର: ରାଜ୍ୟପାଳ ପ୍ରଫେସର ଗଣେଶୀଲାଲଙ୍କ କାର୍ଯ୍ୟକାଳ ଶେଷ ହୋଇଛି। ସେ ୨୦୧୮ ମସିହା ମେ ୨୯ ତାରିଖରେ ଓଡିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିଥିଲେ। ସେହି ଅନୁସାରେ ଏଇ ୨୯ ତାରିଖରେ ତାଙ୍କର କାର୍ଯ୍ୟକାଳ ଶେଷ ହୋଇଛି। ହେଲେ ନୂଆ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ରାଷ୍ଟ୍ରପତି ଭବନରେ ସୋମବାର ଦିନ ଭାରତ ଗସ୍ତରେ ଆସିଥିବା କାମ୍ବୋଡିଆର ରାଜା ନୋରୋଡମ ସିହାମୋନିଙ୍କୁ ଭେଟିଛନ୍ତି। ପ୍ରଧାନମନ୍ତ୍ରୀ ଏବଂ ମହାମହିମ, ରାଜା ସିହମୋନି ଉଭୟ ଦେଶ ମଧ୍ୟରେ ଗଭୀର ସମ୍ପର୍କ, ଦୃଢ଼ ସାଂସ୍କୃତିକ ତଥା […]
ଭୁବନେଶ୍ୱର: ରାଜ୍ୟରେ ନିର୍ମାଣଧିନ ସମସ୍ତ ପ୍ରାଣୀ ଚିକିତ୍ସାଳୟଗୁଡ଼ିକ ଧାର୍ଯ୍ୟ ସମୟ ମଧ୍ୟରେ ଶେଷ କରିବା ପାଇଁ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ସଂପୃକ୍ତ ନିର୍ମାଣକାରୀ ସଂସ୍ଥାଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟରେ […]
ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇଣ୍ଟରକଣ୍ଟିନେଣ୍ଟାଲ୍ କପ୍ 2023 ପାଇଁ ପ୍ରଥମ ଟିକେଟ୍ କିଣିଛନ୍ତି। ଏହି କପ୍ ଭୁବନେଶ୍ୱରରେ 9-18 ଜୁନ୍ ମଧ୍ୟରେ ଖେଳାଯିବ। ଭାରତୀୟ ଫୁଟବଲ ଦଳର କ୍ୟାପଟେନ ସୁନୀଲ ଛେତ୍ରୀ ମାର୍କ ଅଲ-ଇଣ୍ଡିଆ ଫୁଟବଲ ଫେଡେରେସନର ସାଧାରଣ […]
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଗତ ୪ ବର୍ଷର ଗ୍ରାମ୍ୟ ଉନ୍ନୟନ ବିଭାଗର ସଫଳତା ଏବଂ ନିର୍ବାଚନ ଇସ୍ତାହାରରେ ଦିଆ ଯାଇଥିବା ପ୍ରତିଶ୍ରୁତି ଏବଂ ପଦକ୍ଷେପ ବିଷୟରେ ସମୀକ୍ଷା କରିଛନ୍ତି। ସମୀକ୍ଷା ପରେ ବିଭାଗ ପକ୍ଷରୁ ଗୀତଗୋବିନ୍ଦ ସଦନଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ମନ୍ତ୍ରୀ […]
ଭୁବନେଶ୍ବର: ବିଧାନସଭା ନିର୍ବାଚନ ପୂର୍ବରୁ ନବୀନ ପଟ୍ଟନାୟକଙ୍କ ମାଷ୍ଟର ଷ୍ଟ୍ରୋକ୍। ଏଣିକି ରାଜ୍ୟର ନିମ୍ନ ତଥା ନିମ୍ନ ମଧ୍ୟବିତ ପରିବାରଙ୍କ ପାଇଁ ଲାଗୁ ହେଲା ‘ମୋ ଘର’ ଯୋଜନା। ଏ ନେଇ ରାଜ୍ୟ କ୍ୟାବିନେଟରେ ଏହି ନୂଆ ଯୋଜନାକୁ ସ୍ବୀକୃତି ମିଳିଛି। […]
ନୂଆଦିଲ୍ଲୀ: ଭାରତରେ ନୂତନ ସଂସଦ ଭବନର ଉଦଘାଟନ ନେଇ ଉତ୍ତେଜନା ଦେଖାଦେଇଛି। ସୋସିଆଲ ମିଡିଆରେ ନୂଆ ସଂସଦର ଚିତ୍ର ଭାଇରାଲ ହୋଇଛି। ଅନ୍ୟପକ୍ଷରେ ପାକିସ୍ତାନରେ ଭାରତର ନୂତନ ସଂସଦକୁ ନେଇ ଅନେକ ଆଲୋଚନା ହେଉଛି। ପାକିସ୍ତାନର ୟୁଟ୍ୟୁବରେ ଅନେକ ଭିଡିଓ ଭାଇରାଲ […]
ନୂଆଦିଲ୍ଲୀ: ବିରୋଧୀ ଦଳ ଆସନ୍ତା ମାସର ୧୨ ତାରିଖରେ ପାଟନାରେ ଏକ ବଡ ବୈଠକ କରିବାକୁ ଯାଉଛନ୍ତି। ସୂଚନାନୁସାରେ ୨୦୨୪ରେ ହେବାକୁ ଥିବା ଲୋକସଭା ନିର୍ବାଚନ ପାଇଁ ରଣନୀତି ଏହି ବୈଠକରେ ଆଲୋଚନା କରାଯାଇପାରେ। ବିରୋଧୀ ଦଳର ଜଣେ ବରିଷ୍ଠ ନେତା […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ସଂସଦର ନୂତନ ଭବନ ଆମ ସମସ୍ତଙ୍କ ମନରେ ଗର୍ବ ଏବଂ ନୂତନ ଅଶାର ସଂଚାର କରିବ। ଶ୍ରୀ ମୋଦୀ ଫଳକକୁ ଉନ୍ମୋଚନ କରିବା ସହିତ ନୂତନ ସଂସଦ ଭବନକୁ ରାଷ୍ଟ୍ର ପାଇଁ ଉତ୍ସର୍ଗ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନୂତନ ସଂସଦ ଭବନର ଉଦଘାଟନ କରିବାକୁ ଯାଉଛନ୍ତି। ଏହି କାର୍ଯ୍ୟକ୍ରମକୁ ଭବ୍ୟ କରିବା ପାଇଁ ପ୍ରସ୍ତୁତି ଜୋରସୋରରେ ଚାଲିଛି। ଏହି କ୍ରମରେ, କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରୁଥିବା ଅତିଥିମାନଙ୍କର ତାଲିକା ମଧ୍ୟ ବାହାରିଛି। ଏଥିପାଇଁ ପୂର୍ବତନ […]
ନୂଆଦିଲ୍ଲୀ: ସ୍ଥାନୀୟ ବିଜ୍ଞାନ ଭବନରେ ଆୟୋଜିତ ‘ଜାତୀୟ ଅଲୋଚନାଚକ୍ର ‘ନ ବର୍ଷ:- ସେବା, ସୁଶାସନ ଓ ଗରିବ କଲ୍ୟାଣ’କୁ କେନ୍ଦ୍ର ରେଳବାଇ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଉଦଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର, […]
ନୂଆଦିଲ୍ଲୀ: ମେ ୨୮ ତାରିଖରେ ଦେଶକୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ହାତରେ ନୂଆ ସଂସଦ ଭବନର ଉଦଘାଟନ କରାଯିବ। ଏହି ସମାରୋହକୁ କଂଗ୍ରେସ ଏବଂ ବିରୋଧୀ ଦଳ ବିରୋଧ କରୁଛନ୍ତି। ତାଙ୍କ ବିରୋଧ ଉପରେ, ବର୍ତ୍ତମାନ କଂଗ୍ରେସର ପୂର୍ବତନ ନେତା ଗୁଲାମ ନବୀ […]