ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ ଆଜି ଭୁବନେଶ୍ବରର ହରେକୃଷ୍ଣ ମହତାବ ରାଜ୍ୟ ପାଠାଗାର ପରିଦର୍ଶନରେ ଯାଇଥିଲେ। ସେଠାରେ ସେ ଛାତ୍ରଛାତ୍ରୀ ମାନଙ୍କ ସହିତ ସେମାନଙ୍କର ସୁବିଧା ଅସୁବିଧା ସଂପର୍କରେ ଆଲୋଚନା କରିଥିଲେ। ହରେକୃଷ୍ଣ […]
ଭୁବନେଶ୍ବର: ଆଜି ଝାରସୁଗୁଡା ଜେଏମଏଫସି କୋର୍ଟରେ କ୍ରାଇମବ୍ରାଞ୍ଚ ନବ ଦାସ ହତ୍ୟାକାଣ୍ଡର ଚାର୍ଯ୍ୟସିଟ ଦାଖଲ କରିଛି। ତିନିଜଣିଆ ଟିମ ପ୍ରାରମ୍ଭିକ ୫୪୩ ପୃଷ୍ଠାର ତଦନ୍ତ ରିପୋର୍ଟ କୋର୍ଟରେ ପ୍ରଦାନ କରିଛନ୍ତି। ଦୀର୍ଘ ଦିନ ଧରି କ୍ରାଇମ ବ୍ରାଞ୍ଚ ଏହି ଚାଞ୍ଚଲ୍ୟ ହତ୍ୟାକାଣ୍ଡର […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନସିଂ ଜରିଆରେ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡା ୨୦୨୩କୁ ଉଦଘାଟନ କରିଛନ୍ତି। ୨୦୦ରୁ ଅଧିକ ବିଶ୍ୱବିଦ୍ୟାଳୟରୁ ୪ ହଜାର ୭୫୦ରୁ ଅଧିକ କ୍ରୀଡାବିତ୍ ଏହି କ୍ରୀଡା ମହୋତ୍ସବରେ ଅଂଶଗ୍ରହଣ କରିବେ। ଏହି ଅବସରରେ […]
ଭୁବନେଶ୍ୱର : ଆଜି ଲୋକସେବା ଭବନର ତୃତୀୟ ମହଲା ସମ୍ମିଳନୀ କକ୍ଷରେ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଉଚ୍ଚଶିକ୍ଷା ବିଭାଗର ବିଗତ ଚାରି ବର୍ଷରେ କରାଯାଇଥିବା ପ୍ରମୁଖ କାର୍ଯ୍ୟକ୍ରମଗୁଡ଼ିକର ସମୀକ୍ଷା କରିଥିଲେ। ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ରୋହିତ ପୂଜାରୀ ଇସ୍ତାହାରରେ ପ୍ରଦତ୍ତ […]
ଭୁବନେଶ୍ୱର: ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂହ ବିଭାଗ ଅଧିନରେ ଥିବା ସମସ୍ତ ଯୋଜନାର ସମୀକ୍ଷା କରିଛନ୍ତି। ଲୋକ ସେବା ଭବନସ୍ଥ ଗ୍ରାମ୍ୟ ଉନ୍ନୟନ ବିଭାଗ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ […]
ନୂଆଦିଲ୍ଲୀ: ଜେନେଭା ଠାରେ ଅନୁଷ୍ଠିତ ୭୬ ତମ ବିଶ୍ୱ ସ୍ୱାସ୍ଥ୍ୟ ସଭା ସମୟରେ ଯକ୍ଷ୍ମା (ଟିବି) ଉପରେ ଏକ କ୍ୱାଡ୍ ପ୍ଲସ୍ ସାଇଡ୍ କାର୍ଯ୍ୟକ୍ରମରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡଃ ମନସୁଖ ମାଣ୍ଡଭିୟ ମୁଖ୍ୟ ବକ୍ତବ୍ୟ ପ୍ରଦାନ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ଆସାମ ରୋଜଗାର ମେଳାଙ୍କୁ ସମ୍ବୋଧିତ କରିଛନ୍ତି । ଏହି ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଆସାମ ସରକାରରେ ସରକାରୀ ଚାକିରି ପାଇଁ ନିଯୁକ୍ତି ପାଇଥିବା ଯୁବକ ଏବଂ ସେମାନଙ୍କ […]
ନୂଆଦିଲ୍ଲୀ: ୨୧ ଟି ବିରୋଧୀ ଦଳର ବର୍ଜନ ମଧ୍ୟରେ ମେ ୨୮ ତାରିଖରେ ହେବାକୁ ଥିବା ସଂସଦର ନୂତନ ଭବନର ଉଦ୍ଘାଟନୀ ସମାରୋହରେ ୨୪ ଟି ରାଜନୈତିକ ଦଳ ଅଂଶଗ୍ରହଣ କରିବେ। ଲୋକସଭା ସଚିବାଳୟ ଅନୁଯାୟୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସଂସଦର […]
ଭୁବନେଶ୍ୱର: ଚଳିତ ଖରିଫରେ ଚାଷୀମାନଙ୍କୁ ଉଚିତ ମୂଲ୍ୟରେ ପର୍ଯ୍ୟାପ୍ତ ପରିମାଣର ସାର, ବିହନ, କୀଟନାଶକ ଆଦି କୃଷି ସାମଗ୍ରୀ ଯୋଗାଣ ନିମନ୍ତେ ଜିଲ୍ଲାସ୍ତରରେ ଏନ୍ଫୋର୍ସମେଣ୍ଟ ସ୍କ୍ୱାଡ୍ ଗଠନ ସହ ଯାଞ୍ଚ କାର୍ଯ୍ୟକୁ କଡ଼ାକଡ଼ି କରିବା ପାଇଁ କୃଷି ଓ କୃଷକ ସଶକ୍ତିକରଣ […]
ନୂଆଦିଲ୍ଲୀ: ଆନ୍ଧ୍ରପ୍ରଦେଶର ଶାସକ YSRCP ମୁଖ୍ୟ ତଥା ରାଜ୍ୟ ମୁଖ୍ୟମନ୍ତ୍ରୀ ୱାଇଏସ ଜଗନ୍ ମୋହନ ରେଡ୍ଡୀ ବୁଧବାର ନିଶ୍ଚିତ କରିଛନ୍ତି ଯେ, ତାଙ୍କ ଦଳ ଆସନ୍ତା ୨୮ ତାରିଖରେ ନୂତନ ସଂସଦ ଭବନର ଉଦଘାଟନୀ ଉତ୍ସବରେ ଯୋଗଦେବେ। ତେବେ ତେଲୁଗୁ ଦେଶମ […]
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର କାର୍ଯ୍ୟାବଳୀ ସମୀକ୍ଷା କରିଛନ୍ତି। ବିଭାଗୀୟ ମନ୍ତ୍ରୀ ଶ୍ରୀମତୀ ରୀତା ସାହୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ବିଭାଗ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ଓ ବିଭାଗୀୟ ସଫଳତା ସମ୍ବନ୍ଧରେ ଜଣାଇଥିଲେ। […]
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ୪ ବର୍ଷ ମଧ୍ୟରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଲକ୍ଷ୍ୟ ଓ ସଫଳତା ଏବଂ ଇସ୍ତାହାରରେ ଦିଆଯାଇଥିବା ପ୍ରତିଶ୍ରୁତି ପୂରଣ ନେଇ ସମୀକ୍ଷା କରିଥିଲେ। ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ, ଶ୍ରୀ […]
ନୂଆଦିଲ୍ଲୀ: ରବିବାର ଦିନ ଇତିହାସର ପୁନରାବୃତ୍ତି ହେବ , ଯେତେବେଳେ ନୂତନ ସଂସଦ ଭବନ ଦେଶ ପାଇଁ ଉତ୍ସର୍ଗୀକୃତ ହେବ। ଏହି ଦିନ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନ୍ୟାୟପୂର୍ଣ୍ଣ ଏବଂ ନିଷ୍ପକ୍ଷ ଶାସନର ପବିତ୍ର ପ୍ରତୀକ ସେଙ୍ଗୋଲକୁ ଗ୍ରହଣ କରିବେ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଶ୍ରୀ ଆନ୍ଥୋନୀ ଆଲବାନିଜ୍ଙ୍କ ସହ ୨୪ ମେ ୨୦୨୩ ଦିନ ଅଷ୍ଟ୍ରେଲିଆର ସିଡ୍ନୀସ୍ଥିତ ଆଡମିରାଲ୍ଟି ହାଉସଠାରେ ଦ୍ୱିପକ୍ଷୀୟ ବୈଠକରେ ଯୋଗଦେଇଥିଲେ। ଆଡମିରାଲ୍ଟି ହାଉସଠାରେ ପ୍ରଧାନମନ୍ତ୍ରୀଙ୍କୁ ଔପଚାରିକ ସ୍ୱାଗତ ସମ୍ବର୍ଦ୍ଧନା ସହ ଗାର୍ଡ ଅଫ […]
ଭୁବନେଶ୍ବର: ନୂଆ ସଂସଦ ଭବନ ଉଦଘାଟନ ନେଇ ବର୍ତ୍ତମାନ ରାଜନୀତି ବେଶ ସରଗରମ ହେବାରେ ଲାଗିଛି। ଏହି ଭବନକୁ ରାଷ୍ଟ୍ରପତିଙ୍କ ଦ୍ବାରା ଉଦଘାଟନ କରାଯାଉ ବୋଲି ବିରୋଧୀ ଦାବୀ କରୁଛନ୍ତି। ହେଲେ କେନ୍ଦ୍ର ସରକାର ଏହାକୁ ପ୍ରଧାନମନ୍ତ୍ରୀଙ୍କ ଦ୍ବାରା ଉଦଘାଟନ କରିବା […]
ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ଦ୍ୱାରା ବରିଷ୍ଠ ନାଗରିକ ଓ ଦିବ୍ୟାଙ୍ଗ ମାନଙ୍କ ସାମାଜିକ ସୁରକ୍ଷା ଭତ୍ତାକୁ ଡିବିଟି ବଦଳରେ ନଗଦ ଅର୍ଥ ଆକାରରେ ଦେବାର ନିଷ୍ପତି ଚିନ୍ତାଜନକ। ଏହି ନିର୍ଣ୍ଣୟ ଦୁର୍ନୀତିମୁକ୍ତ ଶାସନ ଦିଗରେ ପଛଘୁଞ୍ଚା ଦେବା ତଥା ଜନକଲ୍ୟାଣ ସେବା […]
ଭୁବନେଶ୍ବର: ଆଜି ବିଜୁ ଜନତା ଦଳ ତାହାର ନୟାଗଡ ଜିଲ୍ଲା ପାଇଁ ନୂଆ କର୍ମକର୍ତ୍ତାଙ୍କ ନାମ ଘୋଷଣା କରିଛି। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ସ୍ବୀକୃତି ପରେ ଏହି ଘୋଷଣା କରାଯାଇଛି। ଏଥିରେ ନୟାଗଡ ଜିଲ୍ଲା ସଭାପତି ଭାବେ ରମେଶ ଚନ୍ଦ୍ର […]
ନୂଆଦିଲ୍ଲୀ: କଂଗ୍ରେସ, ବାମପନ୍ଥୀ ଏବଂ ଟିଏମସି ସମେତ ୧୯ଟି ବିରୋଧୀ ଦଳ ଆଜି ନୂଆ ସଂସଦ ଭବନ ଉଦଘାଟନ ସମାରୋହକୁ ବର୍ଜନ କରିବା ପାଇଁ ଘୋଷଣା କରିଛନ୍ତି। ସେମାନେ ଏକ ମିଳିତ ପ୍ରେସ ବିଜ୍ଞପ୍ତି ମାଧ୍ୟମରେ ଏହା ଜଣାଇଛନ୍ତି। ଏଥିରେ କୁହାଯାଇଛି […]
ଭୁବନେଶ୍ୱର: ଏକ ଗୁରୁତ୍ୱପୂର୍ଣ୍ଣ ଘଟଣାକ୍ରମରେ ଜିଓ ଟ୍ରୁ-୫ଜି ସେବା ଏବେ ଓଡ଼ିଶାର ସମସ୍ତ ଜିଲ୍ଲା ମୁଖ୍ୟାଳୟ ସମେତ ୨୦୦ରୁ ଅଧିକ ପ୍ରମୁଖ ସହର ଓ ନଗରରେ ଉପଲବ୍ଧ ହୋଇଛି। ଏଥିସହିତ ଏହି ସହର ଓ ନଗରଗୁଡ଼ିକର ଆଖପାଖରେ ଥିବା ଶତାଧିକ ଗ୍ରାମଗୁଡ଼ିକ […]
ଭୁବନେଶ୍ବର: ଲୋକସେବା ଭବନର ତୃତୀୟ ମହଲା ସମ୍ମିଳନୀ କକ୍ଷରେ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ବିଗତ ଚାରି ବର୍ଷର କାର୍ଯ୍ୟକ୍ରମଗୁଡିକର ସମୀକ୍ଷା କରିଛନ୍ତି । ଏହି ସମୀକ୍ଷା ପରେ ଗୀତ ଗୋବିନ୍ଦ ସଦନ […]
ସିଡନୀରେ ଓଡିଆ ଗୀତ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସିଡନୀରେ ଓଡିଆ ଗୀତର ତାଳେତାଳେ ସ୍ବାଗତ କରାଯାଇଛି। ସିଡନୀର କ୍ୟୁଦସ ବ୍ୟାଙ୍କ ଆରେନାର ଅଲମ୍ପିକ ପାର୍କରେ ଆୟୋଜିତ ଏକ ବର୍ଣ୍ଣାଢ୍ୟ ଉତ୍ସବରେ ଏହି ସଂଗୀତର ତାଳେ ତାଳେ ନାଚିଥିଲେ ପ୍ରବାସୀ ଓଡିଆ ଶିଳ୍ପୀ। […]