ବିଦେଶରେ ମୋଦୀଙ୍କୁ ସ୍ବାଗତ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଷ୍ଟ୍ରେଲିଆର ମହାମହିମ ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲବାନିସଙ୍କ ସହ ସିଡନୀର କୁଡୋସ ବ୍ୟାଙ୍କ ଅଞ୍ଚଳରେ ଆଜି ଏକ ବିଶାଳ ଭାରତୀୟ ଗୋଷ୍ଠୀର ସଦସ୍ୟଙ୍କୁ ଉଦବୋଧନ ଦେବା ସହ ମତ ବିନିମୟ କରିଛନ୍ତି। ବିଦ୍ୟାର୍ଥୀ, […]
ସୀତାରାମ ଅଗ୍ରୱାଲ ଚିଲିକା: ଟାଙ୍ଗି ବିଡିଓଙ୍କ ଜାଲ ଦସ୍ତଖତ କରି ଠିକାଦାର ଉଠାଇ ନେଲେ ୧୫ ଲକ୍ଷ ରୁ ଅଧିକ ଟଙ୍କା। ଏ ନେଇ ଟାଙ୍ଗି ଥାନାରେ ହେଲା ମାମଲା। ମାମଲା ରୁଜୁ ହେଲା ପରେ ଟାଙ୍ଗୀ ପୋଲିସ୍ ତଦନ୍ତ କରି […]
ଭୁବନେଶ୍ୱର: ରାଜଭବନ ଇତିହାସରେ ଆଜି ଥିଲା ଏକ ଗୌରବମୟ କ୍ଷଣ। ଅତୀତରେ ଅନେକ ଐତିହାସିକ ଘଟଣାର ମୁଖ୍ୟକେନ୍ଦ୍ର ଏହି ରାଜଭବନ। ରାଜଭବନ ପରିସରରେ ଏକ ସୁଉଚ୍ଚ ଜାତୀୟ ପତାକାସ୍ତମ୍ଭ ସ୍ଥାପନା ଥିଲା, ଆଉ ଏକ ସ୍ମରଣୀୟା ଘଟଣା ଓ ଇତିହାସ ପୃଷ୍ଠାରେ […]
IAS Topper Ishita: ଆଜି ଲୋକସେବା ଆୟୋଗ ବା UPSC, ତାହାର IAS ପରୀକ୍ଷା ଫଳାଫଳ ଘୋଷଣା କରିଛି। ଏଥିରେ ଇଶିତା କିଶୋର UPSC ସିଭିଲ ସର୍ଭିସ ପରୀକ୍ଷା 2022 ର ଟପର ହୋଇଛନ୍ତି। ଏହି ଖବର ପ୍ରଚାରିତ ହେବା ପରେ […]
ଭୁବନେଶ୍ୱର: ଝାରସୁଗୁଡ଼ା ଜିଲ୍ଲାର ଲାଇକେରା ଓ କିରୀମେରା — ଏହି ଦୁଇଟି ବ୍ଲକକୁ ନୂତନ ଭାବରେ ଗଠିତ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାଇଁ ରାଜ୍ୟ ସରକାର 9 ଟି ନୂତନ ପଦବୀକୁ ମଞ୍ଜୁରୀ ଦେଇଛନ୍ତି। ଏହା ଅଧୀନରେ ଲାଇକେର ଓ […]
ଭୁବନେଶ୍ବର: ଶ୍ରୀ ଗଣେଷ ହେଉଛନ୍ତି ଅଗ୍ରପୂଜା। ଯେତେ ପୂଜା କରାଯାଏ ପ୍ରଥମ ଗଣେଷଙ୍କୁ ହିଁ ଆବାହନ କରାଯାଇଥାଏ। ସେଥିପାଇଁ ସବୁଦେବାଦେବୀଙ୍କ ପୂଜା ପୂର୍ବରୁ ଶ୍ରୀ ଗଣେଷଙ୍କୁ ପୂଜା କରାଯାଇଥାଏ। ସେହିପରି ପ୍ରଭୃ ଶ୍ରୀ ଜଗନ୍ନାଥ ମଧ୍ୟ ଶ୍ରୀ ଗଣେଷଙ୍କୁ ବେଶ୍ ଭଲ […]
ସୀତାରାମ ଅଗ୍ରୱାଲ ବାଲୁଗାଁ: ଆଜି ରାଜ୍ୟରେ ଆରମ୍ଭ ହୋଇଛି ସହିଦ ବାଜି ରାଉତ ନୌଯାତ୍ରା ସୁରକ୍ଷା ଯୋଜନା। ଏହି ଯୋଜନାରେ ନୌଯାତ୍ରୀଙ୍କର ସୁରକ୍ଷିତ ଭାବେ ଯାତ୍ରା କରିବା ପାଇଁ ବ୍ୟବସ୍ଥା କରାଯିବ। ଏ ନେଇ ଆଜି ବାଲୁଗାଁ ନିକଟସ୍ଥ ବଡକୂଳଠାରେ ଏହି […]
ଭୁବନେଶ୍ବର: ଆଜି ପଶ୍ଚିମ ଓଡିଶାରୁ ସାରଦା ପ୍ରସନ୍ନ ନାୟକଙ୍କୁ ମନ୍ତ୍ରୀ କରାଯାଇଛି। ହେଲେ ସମସ୍ତେ ଆଶା କରିଥିଲେ ଯେ, ନବୀନ ସୁଶାନ୍ତ ସିଂଙ୍କୁ ମନ୍ତ୍ରୀ କରିବେ। ଏପରିକି ତାଙ୍କ ସମର୍ଥକମାନେ ମଧ୍ୟ ଆଶା କରିଥିଲେ ଯେ, ସୁଶାନ୍ତ ସିଂ ମନ୍ତ୍ରୀ ହେବେ। […]
ନୂଆଦିଲ୍ଲୀ: ଆଜି ଭିଡିଓ ବାର୍ତ୍ତା ମାଧ୍ୟମରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱିଜରଲ୍ୟାଣ୍ଡର ଜେନେଭାରେ ବିଶ୍ୱ ସ୍ୱାସ୍ଥ୍ୟ ସଭାର ୭୬ ତମ ଅଧିବେଶନକୁ ସମ୍ବୋଧିତ କରିଛନ୍ତି। ଏହି ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଉପସ୍ଥିତ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇବା ସହ ବିଶ୍ୱ […]
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ କଳାହାଣ୍ଡି ଓ ନୂଆପଡାକୁ ତିନି ଦିନିଆ ଗସ୍ତରେ ଯାଇଥିବା ୫-ଟି ସଚିବ ଶ୍ରୀ ଭି କେ ପାଣ୍ଡିଆନ ଆଜି ତୃତୀୟ ଦିନରେ ନୂଆପଡ଼ା, ସିନାପାଲି, ଖରୀଆର, ବୋଡ଼େନ, କୋମନା ଆଦି ବ୍ଲକ ଅଞ୍ଚଳ […]
ଭୁବନେଶ୍ୱର: ମିଶନ ଶକ୍ତି ସହାୟତାରେ ଆମ ରାଜ୍ୟର ମହିଳାମାନେ ଆଜି ସ୍ୱାବଲମ୍ବୀ ହୋଇପାରିଛନ୍ତି। ରାଜ୍ୟରେ ମିଶନ ଶକ୍ତି ଦ୍ୱାରା ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଗଠନ କରାଯାଇଛି। ଗତ ୪ ବର୍ଷ ମଧ୍ୟରେ ୧୩୨୮୯ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଗ୍ରାମ […]
ନୂଆଦିଲ୍ଲୀ: ରବିବାର ଦିନ ସର୍ବ ବୃହତ ବ୍ୟାଙ୍କ ଏସବିଆଇ ୨୦୦୦ ଟଙ୍କିଆ ନୋଟକୁ ନେଇ ଏକ ନୂଆ ସର୍କୁଲାର ଜାରୀ କରିଛି। ଏହି ସର୍କୁଲାର ଅନୁସାରେ ଜଣେ ବ୍ୟକ୍ତି ଏସବିଆଇର ଯେ କୌଣସି ଶାଖାରେ ସେ ସିଧା ୨୦୦୦ ଟଙ୍କିଆ ନୋଟ […]
ଭୁବନେଶ୍ୱର: ଦିବ୍ୟାଙ୍ଗମାନଙ୍କର ଉନ୍ନତି ଓ ପ୍ରଗତି ନିମନ୍ତେ ସେମାନଙ୍କୁ ଆବଶ୍ୟକୀୟ ଆଇନସେବା ଯୋଗାଇଦେବା ପାଇଁ ଚଳିତ ମଇ ୨୨ରୁ ୨୯ ତାରିଖ ପର୍ଯ୍ୟନ୍ତ ସପ୍ତାହବ୍ୟାପୀ ସଚେତନତା ଅଭିଯାନ ଆରମ୍ଭ ହେଉଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଆଇନସେବା ପ୍ରାଧିକରଣ, ଖୋର୍ଦ୍ଧା ସମେତ ରାଜ୍ୟର […]
ଭୁବନେଶ୍ୱର: ପ୍ରଦେଶ କଂଗ୍ରେସ ଦ୍ୱାରା ଆହୁତ ଏକ ସାମ୍ବାଦିକ ସମ୍ମିଳନୀରେ ଆଜି ସାମ୍ବାଦିକ ମାନଙ୍କୁ ସମ୍ବୋଦ୍ଧିତ କରି ପ୍ରଦେଶ କଂଗ୍ରେସ ମୁଖପାତ୍ର ଶ୍ରୀ ରଜନୀ କୁମାର ମହାନ୍ତି ୨୦୧୬ ନଭେମ୍ବର ମାସ ୮ ତାରିଖରେ ଯେଉଁ ନୋଟବନ୍ଦି ଘୋଷଣା କରାଯାଇଥିଲା ତାହା […]
ନୂଆଦିଲ୍ଲୀ: ଭୁବନେଶ୍ୱର, ଭୋପାଳ, ପାଟନା, ଯୋଧପୁର, ରାୟପୁର ଏବଂ ଋଷିକେଶରେ ଅବସ୍ଥିତ ୬ଟି ଏମ୍ସରେ କ୍ୟାଶ୍ଲେସ୍ ଚିକିତ୍ସା ସୁବିଧା ବର୍ତ୍ତମାନ ସମସ୍ତ ସିଜିଏଚଏସ୍ ହିତାଧିକାରୀ (ଚାକିରି କରୁଥିବା ଏବଂ ପେନସନଭୋଗୀ) ଙ୍କ ପାଇଁ ଉପଲବ୍ଧ ହେବ । ଆଜି ଏହି ଗୁରୁତ୍ୱପୂର୍ଣ୍ଣ […]
ଭୁବନେଶ୍ବର: ଶେଷରେ ଯେଉଁ ଚର୍ଚ୍ଚା ଜାରୀ ରହିଥିଲା ତାହା ସତ ହେବାକୁ ଯାଉଛି। ଆସନ୍ତାକାଲି ସକାଳ ୯ଟା ୫୦ ରେ ନୂଆ ମନ୍ତ୍ରୀମଣ୍ଡଳର ଶପଥ ଗ୍ରହଣ ଉତ୍ସବ ହେବ। ଏ ନେଇ ମୁଖ୍ୟ ଶାସନ ସଚିବ କେତେକ ବିଭାଗକୁ ଚିଠି ଲେଖି […]
ନୂଆଦିଲ୍ଲୀ: ହିରୋସୀମା ଠାରେ ଜି -୭ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜାପାନର ପ୍ରଧାନମନ୍ତ୍ରୀ ଏଚ୍ ଫୁମିଓ କିଶିଦାଙ୍କ ସହ ଦ୍ୱିପାକ୍ଷିକ ବୈଠକରେ ସାମିଲ ହୋଇଛନ୍ତି । ଚଳିତ ବର୍ଷ ମାର୍ଚ୍ଚରେ ପ୍ରଧାନମନ୍ତ୍ରୀ କିଶିଦାଙ୍କ ଭାରତ […]
ସୀତାରାମ ଅଗ୍ରୱାଲ ବାଣପୁର : ଜଣେ ଯୁବକଙ୍କୁ ପିଟି ହତ୍ୟା କରିଥିବା ଜାତୀୟ ମାନବାଧିକାର କମିଶନ ବା ଏନଏଚଆରସି ଙ୍କ ନିକଟରେ ଅଭିଯୋଗ ହୋଇଥିଲା। ଏହାର ଶୁଣାଣି କରି ଜାତୀୟ ମାନବାଧିକାର କମିଶନ ଓଡ଼ିଶା ରାଜ୍ୟ ମୁଖ୍ୟ ଶାସନ ସଚିବ ଏବଂ […]
ସୀତାରାମ ଅଗ୍ରୱାଲ ବାଣପୁର:-ଦୈନନ୍ଦିନ ଓଡ଼ିଆ ଶ୍ରମିକ ପରିବାର ପ୍ରତିପୋଷଣ ନିମନ୍ତେ ବାହାର ଦେଶକୁ ଯାଉଥିବା ବେଳେ ବିଦେଶରେ ବହୁ ଅସୁବିଧାର ସମ୍ମୁଖୀନ ହେଉଥିବା ନଜିର ରହିଛି।ମାତ୍ର ଦୁର୍ଦିନରେ ସେମାନଙ୍କ ଗୁହାରୀ ଶୁଣିବାକୁ ନା ଅଛନ୍ତି ସରକାର ନା ପ୍ରଶାସନିକ ଅଧିକାରୀ। ଯାହାକି […]
କଳାହାଣ୍ଡି: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଆଜି କଳାହାଣ୍ଡି ଗସ୍ତର ଦ୍ବିତୀୟ ଦିନରେ ଅନେକ ପ୍ରକଳ୍ପ ପରିଦର୍ଶନ କରି ତାର ଉନ୍ନତିକରଣ ପାଇଁ ପଦକ୍ଷେପ ନେଇଛନ୍ତି । ପ୍ରଥମେ ସେ ପିପଳ ନଳା […]
ଭୁବନେଶ୍ବର: ରଥଯାତ୍ରା ବେଳେ ନିରବଚ୍ଛିନ୍ନ ବିଦୁ୍ୟତ ସେବା ସଂପର୍କରେ ଆଜି ବିଭାଗୀୟ ମନ୍ତ୍ରୀ ଶ୍ରୀ ପ୍ରତାପ କେଶରୀ ଦେବଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ରଥଯାତ୍ରା ସମୟରେ ଯେପରି ନିରବଚ୍ଛିନ୍ନ ବିଦୁ୍ୟତ ସେବା ଜାରି ରହେ ସେ […]