ସୁକନ୍ୟା ସମୃଦ୍ଧି ଯୋଜନା: ବାଳିକାମାନଙ୍କ ଉନ୍ନତି ପାଇଁ କେନ୍ଦ୍ର ସରକାର ସୁକନ୍ୟା ସମୃଦ୍ଧି ଯୋଜନା (SSY) ଆରମ୍ଭ କରିଛନ୍ତି। ଏହି ଯୋଜନା ଆପଣଙ୍କ ଝିଅକୁ କୋଟିପତି କରିପାରେ। ଏଥିପାଇଁ ଆପଣଙ୍କୁ ଜନ୍ମରୁ ନିଜେ ବିନିଯୋଗ ଆରମ୍ଭ କରିବାକୁ ପଡିବ। ଏହି ଯୋଜନା […]
ଭୁବନେଶ୍ୱର: ୨୦୨୨-୨୩ ବର୍ଷରେ ଓଡ଼ିଶାରେ ରେକର୍ଡ ପରିମାଣର ଖାଦ୍ୟଶସ୍ୟ ଉତ୍ପାଦନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦ୍ୱାରା ତୃତୀୟ ଆଗୁଆ ଆକଳନ ଅନୁଯାୟୀ ୨୦୨୨-୨୩ ବର୍ଷରେ ରାଜ୍ୟରେ ୧୩୬ ଲକ୍ଷ ୬ ହଜାର ମେଟ୍ରିକ୍ ଟନ୍ରୁ ଉର୍ଦ୍ଧ୍ଵ ଖାଦ୍ୟଶସ୍ୟ […]
ଭୁବନେଶ୍ବର: ଆଜି ରାଜ୍ୟ ବିଜେପି ତାହାର କାର୍ଯ୍ୟକାରିଣୀ ବୈଠକରେ୨୦୨୪ ସାଧାରଣ ନିର୍ବାଚନ ପାଇଁ ରଣନୀତି ପ୍ରସ୍ତୁତ କରିଛି । ଏଥିପାଇଁ ଦଳ ଏକ ମାସ ସମୟ ନେଇଛି। ଏହି ମାସେ ଭିତରେ ପ୍ରତି ବୁଥରେ ୨୦୦ରୁ ୨୫୦ ଲୋକଙ୍କ ପାଖକୁ ଯାଇ […]
କର୍ଣ୍ଣାଟକରେ ନୂଆ ସରକାର: ଆଜି କର୍ଣ୍ଣାଟକରେ ନୂଆ ସରକାର ଶପଥ ଗ୍ରହଣ କରିଛନ୍ତି। ଏଥିରେ ସିଦ୍ଧେରମେୟା ମୁଖ୍ୟମନ୍ତ୍ରୀ ଏବଂ ଡିକେ ଶିବକୁମାର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଏହି ଉତ୍ସବରେ ରାହୁଳ ପ୍ରିୟଙ୍କାଙ୍କ ସହିତ ପାଞ୍ଚୋଟି ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗଦେଇଥିଲେ। […]
ଭୁବନେଶ୍ବର: ସାବିତ୍ରୀ ଉପଲକ୍ଷେ ଅଭିନେତା ତଥା ସାଂସଦ ଅନୁଭବ ମହାନ୍ତି ତାଙ୍କ ଭେରିଫାଏଡ ଫେସବୁକ ପେଜରେ ଏକ ଲେଖା ପୋଷ୍ଟ କରିଛନ୍ତି। ଯାହାକୁ ନେଇ ଚାରିଆଡେ ଚର୍ଚ୍ଚା। ସେ ସାବିତ୍ରୀ ଉପଲକ୍ଷେ ନିଜର ରାଗକୁ ଏହି ଲେଖାରେ ଉପସ୍ଥାପିତ କରିଛନ୍ତି। ତେବେ […]
ଭୁବନେଶ୍ବର: ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ୨୦୨୩-୨୪ ଶିକ୍ଷାବର୍ଷରୁ ୩ଟି ନୂତନ ସ୍ନାତକ ପାଠ୍ୟକ୍ରମ ଓ ଗୋଟିଏ ସ୍ନାତକୋତ୍ତର ପାଠ୍ୟକ୍ରମ ଆରମ୍ଭ କରିବାକୁ ଯାଉଛି। ଏଥିରେ କୃଷି ବିଜ୍ଞାନ, ଦୁଗ୍ଧ ବିଜ୍ଞାନ ଓ ଜଙ୍ଗଲ ପରିଚାଳନା ରେ ୪ ବର୍ଷିଆ BSc ପାଠ୍ୟକ୍ରମ […]
୨୦୦୦ ନୋଟ ହେବ ଅଚଳ: ଭାରତୀୟ ରିଜର୍ଭ ବ୍ୟାଙ୍କ ଦେଶରେ ୨୦୦୦ ଟଙ୍କାର ନୋଟ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହା ଘୋଷଣା କରି ଆରବିଆଇ କହିଛି ଯେ କ୍ଲିନ୍ ନୋଟ୍ ପଲିସି ଅନୁଯାୟୀ ଆରବିଆଇ ୨୦୦୦ ଟଙ୍କିଆ ନୋଟ ପ୍ରଚଳନକୁ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫ଟି ସଚିବ ଶ୍ରୀ ଭି କେ ପାଣ୍ଡିଆନ୍ ଆଜି ତିନିଦିନିଆ କଳାହାଣ୍ଡି ଓ ନୂଆପଡା ଗସ୍ତରେ ଯାଇ ପ୍ରଥମ ଦିନରେ ଉତ୍କେଲା ମଦନପୁର ଓ ଭବାନୀପାଟଣା ଯାଇ ବିଭିନ୍ନ ବିକାଶ କାମ […]
ଭୁବନେଶ୍ୱର: ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ନ୍ୟାସନାଲ୍ ମିଶନ ଅଫ୍ ଏଡିବୁଲ୍ ଅଏଲ୍-ଅଏଲ୍ ପାମ୍ କାର୍ଯ୍ୟକ୍ରମରେ ନୂଆପଡ଼ା ଜିଲ୍ଲାକୁ ସମ୍ଭାବ୍ୟ ଅଏଲ୍ ପାମ୍ ଜିଲ୍ଲା ତାଲିକାରେ ଅନ୍ତର୍ଭୁକ୍ତ କରାଯାଇଛି। ଆଜି ଏହି ମର୍ମରେ କେନ୍ଦ୍ର ସରକାରଙ୍କ କୃଷି ଓ କୃଷକ କଲ୍ୟାଣ ବିଭାଗ […]
ନୂଆଦିଲ୍ଲୀ: ଗତକାଲି ହଠାତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ଅଦଳବଦଳ କରିଛନ୍ତି। ଏ ନେଇ ପୂର୍ବରୁ କୌଣସି ସଙ୍କେତ ନ ଥିଲା। ହେଲେ ହଠାତ ରାଷ୍ଟ୍ରପତି ଭବନରୁ ବିଜ୍ଞପ୍ତି ପ୍ରକାଶ ପାଇଲା ଯେ ଆଇନ ମନ୍ତ୍ରୀପଦରୁ ହଟିଛନ୍ତି କିରଣ ରିଜିଜୁ। […]
ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ପୁରୀ ଏବଂ ହାୱଡା ମଧ୍ୟରେ ବନ୍ଦେ ଭାରତ ଏକ୍ସପ୍ରେସକୁ ପତାକା ଦେଖାଇ ଗତକାଲି ଶୁଭାରମ୍ଭ କରିଛନ୍ତି। ଏହି ଟ୍ରେନ୍ ଓଡିଶାର ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ, ବାଲେଶ୍ୱର ଜିଲ୍ଲା ଏବଂ ପଶ୍ଚମବଙ୍ଗର ପଶ୍ଚିମ ମେଦିନୀପୁର, ପୂର୍ବ ମେଦିନୀପୁର ଜିଲ୍ଲା […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀର ପ୍ରଗତି ମୈଦାନ ଠାରେ ଆନ୍ତର୍ଜାତିକ ସଂଗ୍ରହାଳୟ ପ୍ରଦର୍ଶନୀ-୨୦୨୩କୁ ଉଦଘାଟନ କରିଛନ୍ତି। ସେ ମଧ୍ୟ ନର୍ଥ ଓ ସାଉଥ ବ୍ଲକରେ ଏକ ଆଭାସୀ ଜାତାୟତକ୍ଷମ ଜାତୀୟ ସଂଗ୍ରହାଳୟକୁ ଉଦଘାଟନ କରିଛନ୍ତି । ପ୍ରଧାନମନ୍ତ୍ରୀ ମଧ୍ୟ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗୁରୁବାର ସଂଧ୍ୟାରେ ରାଜ୍ୟ ସରକାରଙ୍କ ଗୁରୁତ୍ବପୂର୍ଣ୍ଣ ‘ମୋ ସରକାର’ କାର୍ଯ୍ୟକ୍ରମର ସମୀକ୍ଷା କରି ଅଧିକାରୀ ମାନଙ୍କୁ ନିୟମିତ ଫିଡବ୍ୟାକ ସଂଗ୍ରହ କରିବାକୁ ପରାମର୍ଶ ଦେବା ସହିତ ଭଲ ଫିଡ୍ବ୍ୟାକକୁ ଭିତ୍ତିକରି ଅଧିକାରୀ ମାନଙ୍କୁ ପ୍ରଶଂସାପତ୍ର […]
ଭୁବନେଶ୍ବର: ଜ୍ୟେଷ୍ଠ ମାସ ଅମବାସ୍ୟାରେ କେତେକ ରାଜ୍ୟରେ ବଟ ସାବିତ୍ରୀ ପୂଜା କରାଯାଇଥାଏ। ଏପରିକି କେତେକ ସ୍ଥାନରେ ଜ୍ୟେଷ୍ଠ ପୂର୍ଣ୍ଣିମା ତିଥିରେ ମଧ୍ୟ ବଟ ସାବିତ୍ରୀ ବ୍ରତ ପାଳନ କରାଯାଉଛି। ଏହି ଦିନ ବିବାହିତ ମହିଳାମାନେ ଷୋହଳ ଶ୍ରୂଙ୍ଗାର କରି ବର […]
ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ଓଡିଶାରେ ୮୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ରେଳ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ ଓ ଦେଶ ଉଦ୍ଦେଶ୍ୟରେ ଲୋକାର୍ପଣ କରିଛନ୍ତି। ଏହି ପ୍ରକଳ୍ପଗୁଡିକ ମଧ୍ୟରେ ପୁରୀ […]
ଭୁବନେଶ୍ବର: ରାଜ୍ୟ ସରକାରଙ୍କ ପକ୍ଷରୁ ଡାଟା ଏବଂ ଆନାଲିଟିକ୍ସ- ପରିଚାଳିତ ପ୍ଲାଟଫର୍ମ ରାଜ୍ୟ ଡାସବୋର୍ଡ ଲୋକାର୍ପିତ ହୋଇଛି। ଲୋକଙ୍କ ସୁବିଧା ପାଇଁ ତଥ୍ୟ ଭିତ୍ତିରେ ସରକାରୀ ଯୋଜନାଗୁଡ଼ିକର ତଦାରଖ ଏବଂ ଉତ୍ତମ ପରିଚାଳନା ଦିଗରେ ଏହା ବିଶେଷ ସହାୟକ ହେବ। ରାଜ୍ୟ […]
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟାରେ ନବୀନ ନିବାସ ଠାରେ ୨୪ଟି ନୂତନ ମୌଳିକ ଜୀବନ ରକ୍ଷାକାରୀ (Basic Life Support) ଆମ୍ବୁଲାନ୍ସ ଏବଂ ୨୯୯ଟି ରୂପାନ୍ତରିତ ଆତ୍ୟାଧୁନିକ ଜୀବନ ରକ୍ଷାକାରୀ (Advanced Life Support) ଆମ୍ବୁଲାନ୍ସ ରାଜ୍ୟବାସୀଙ୍କ […]
ଭୁବନେଶ୍ବର: ଆଜି ରାଜ୍ୟ ସରକାର ଆଇପିଏସ ସ୍ତରରେ ବଡ ଧରଣର ଅଦଳ ବଦଳ କରିଛନ୍ତି। ମୋଟ ଅଠର ଜଣ ଆଇପିଏସ ଅଧିକାରୀଙ୍କୁ ବଦଳି କରାଯାଇଛି। ଏଥିରେ ଯେଉଁମାନେ ଅଛନ୍ତି ସେମାନେ ହେଲ 1- ଏ ଏମ ପ୍ରସାଦ- ସ୍ପେଶାଲ ଡିଜିପି ଏଚଆରପିସି […]
ନୂଆଦିଲ୍ଲୀ: ଶେଷରେ କର୍ଣ୍ଣାଟକ କଂଗ୍ରେସ ସଭାପତି ଡି କେ ଶିବକୁମାର ହେବେ କର୍ଣ୍ଣାଟକର ଉପମୁଖ୍ୟମନ୍ତ୍ରୀ। ପୂର୍ବରୁ ତାଙ୍କୁ ଏହି ପଦ ଦେବା ପାଇଁ ଏଆଇସିସି ତରଫରୁ ଘୋଷଣା କରାଯାଇଥିଲେ ମଧ୍ୟ ସେ ଏହାକୁ ଗ୍ରହଣ କରିବେ ନାହିଁ ବୋଲି ଘୋଷଣା କରିଥିଲେ। […]
ନୂଆଦିଲ୍ଲୀ: କର୍ଣ୍ଣାଟକରେ କଂଗ୍ରେସର ବିଜୟ ପରେ ୨୦୨୪ ନିର୍ବାଚନ ପାଇଁ ବିରୋଧୀ ଏକତାର ପ୍ରୟାସ ଜୋରଦାର ହୋଇଛି। ଜେଡିୟୁ ନେତା କେସି ତ୍ୟାଗୀ କହିଛନ୍ତି ଯେ, ଯେଉଁ ରାଜ୍ୟରେ କଂଗ୍ରେସ ମଜବୁତ, ସେଠାରେ ଅନ୍ୟ ଦଳମାନେ ତାଙ୍କୁ ସାହାଯ୍ୟ କରିବା ଉଚିତ୍। […]
କଟକ : ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ମାଟ୍ରିକ୍ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିସହିତ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇଛି। କଟକସ୍ଥିତ ବୋର୍ଡ ମୁଖ୍ୟାଳୟରେ ଗଣଶିକ୍ଷା ବିଭାଗ ମନ୍ତ୍ରୀ ପ୍ରମିଳା […]