ନୂଆଦିଲ୍ଲୀ: କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ (ଡବ୍ଲ୍ୟୁସିଡି) ସ୍ମୃତି ଜୁବିନ୍ ଇରାନୀ, ୧୦ ମେ’ ୨୦୨୩ ରେ ବିଜ୍ଞାନ ଭବନ ଠାରେ ପ୍ରାଥମିକ ଶିଶୁ ଯତ୍ନ ଏବଂ ଶିକ୍ଷା (ଇସିସିଇ) କୁ ମଜଭୁତ କରିବା ପାଇଁ ଆୟୋଜିତ ଏକ […]
ଭୁବନେଶ୍ୱର: ଆଜି ମୁଖ୍ୟ ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ଝାରସୁଗୁଡ଼ା ଉପନିର୍ବାଚନ ଭୋଟଗଣତି ସଂପର୍କରେ ଭିଡ଼ିଓ କନ୍ଫରେନ୍ସିଂ ମାଧ୍ୟମରେ ଝାରସୁଗୁଡ଼ା ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ, ଅତିରିକ୍ତ […]
ଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ପ୍ରଗତି ମଇଦାନ ଠାରେ ଜାତୀୟ ପ୍ରଯୁକ୍ତିି ଦିବସ ୨୦୨୩ ଅବସରରେ ଆୟୋଜିତ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିଛନ୍ତି। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଜାତୀୟ ପ୍ରଯୁକ୍ତି ଦିବସର ୨୫ […]
ଭୁବନେଶ୍ୱର: ରାଜ୍ୟରେ ଅନୁଭୂତ ହେଉଥିବା ଗ୍ରୀଷ୍ମପ୍ରବାହର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ସ୍ୱତନ୍ତ୍ର ରିଲିଫ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ କରିଛନ୍ତି । ଭାରତୀୟ ପାଣିପାଗ ବିଭାଗର […]
ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ରାଜନୀତି ନେଇ କରିଛନ୍ତି ଏକ ଘୋଷଣା। ସେ କହିଛନ୍ତି ଯେ, ଆସନ୍ତା ନିର୍ବାଚନରେ ବିଜେଡି ପୂର୍ବପରି ଏକାକୀ ଲଢିବ। କାହା ସହିତ ମେଣ୍ଟ କରିବ […]
ଭୁବନେଶ୍ୱର: ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧିନରେ ଥିବା ସମସ୍ତ ଯୋଜନାର ସମୀକ୍ଷା କରିଛନ୍ତି ମନ୍ତ୍ରୀ ଇଂ ପ୍ରୀତି ରଞ୍ଜନ ଘଡେଇ। ଏହି ସମୀକ୍ଷା ବୈଠକରେ ମନ୍ତ୍ରୀ ଶ୍ରୀ ଘଡେଇ ଅଧ୍ୟକ୍ଷତା କରିବା ସହ କହିଲେ ଯେ ଧାର୍ଯ୍ୟ ସମୟସୀମା ମଧ୍ୟରେ ରାସ୍ତା, […]
ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ବିଜ୍ଞାନ ଓ ବୈଷୟିକ ବିଭାଗର ଅନୁମୋଦନ କ୍ରମେ ଓଡ଼ିଶା ବିଜ୍ଞାନ ଏକାଡେମୀ ପକ୍ଷରୁ ୨୦୨୦ ମସିହା ପାଇଁ ପୁରସ୍କାର ଘୋଷଣା କରାଯାଇଛି। ଜଟଣୀସ୍ଥିତ ‘ନାଇଜର’ର ନିର୍ଦ୍ଦେଶକ ପ୍ରଫେସର ସୁଧାକର ପଣ୍ଡାଙ୍କୁ ବୈଜ୍ଞାନିକ ଉତ୍କର୍ଷ ପାଇଁ ‘ବିଜୁ ପଟ୍ଟନାୟକ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜସ୍ଥାନର ନାଥଦ୍ୱାରରେ ୫୫୦୦ କୋଟିରୁ ଅଧିକ ମୂଲ୍ୟର ପ୍ରକଳ୍ପର ଶିଳାନ୍ୟାସ, ଉଦ୍ଘାଟନ ଓ ଲୋକାର୍ପଣ କରିଛନ୍ତି। ବିକାଶ ପ୍ରକଳ୍ପଗୁଡ଼ିକ ସେହି ଅଞ୍ଚଳରେ ଭିତ୍ତିଭୂମି ଏବଂ ସଂଯୋଗକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦେଇଥାଏ ଯେଉଁଠାରେ […]
ନୂଆଦିଲ୍ଲୀ: କର୍ଣ୍ଣାଟକ ବିଧାନସଭା ନିର୍ବାଚନ ପରେ ଏକଜିଟ୍ ପୋଲର ଆକଳନ ଆସିଛି। ଅନେକ ଏକଜିଟ୍ ପୋଲରେ କଂଗ୍ରେସ ସବୁଠୁ ବଡ ଦଳ ବୋଲି ମନେହୁଏ, କିନ୍ତୁ ସଂଖ୍ୟାଗରିଷ୍ଠତା ହାସଲ କରୁନାହିଁ। ତେବେ ଦୁଇଟି ପ୍ରମୁଖ ସର୍ଭେରେ ବିଜେପି ସରକାର ମଧ୍ୟ ଗଠନ […]
ନୂଆଦିଲ୍ଲୀ: ଦୀର୍ଘ ସମୟ ଅପେକ୍ଷା ପରେ ଆଜି ମହାରାଷ୍ଟ୍ର ରାଜନୈତିକ ସଙ୍କଟ ମାମଲାରେ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ଆସିଛି। ଏହି ନିଷ୍ପତ୍ତି ପରେ ସିନ୍ଦେ ଗୋଷ୍ଠୀକୁ ଏକ ବଡ଼ ଆଶ୍ଵସ୍ତି ମିଳିଛି। ବିଧାୟକଙ୍କ ଅଯୋଗ୍ୟତା ଉପରେ ନିଷ୍ପତ୍ତି ନିଆଯିବ ନାହିଁ ବୋଲି କୋର୍ଟ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୧ ମଇ ୨୦୨୩ ପୂର୍ବାହ୍ନ ୧୦.୩୦ ରେ ପ୍ରଗତି ମଇଦାନରେ ଜାତୀୟ ପ୍ରଯୁକ୍ତିବିଦ୍ୟା ଦିବସ ୨୦୨୩ ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମକୁ ଉଦଘାଟନ କରିବେ। ମଇ ୧୧ ରୁ ୧୪ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା […]
ଭୁବନେଶ୍ୱର: କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡିଶା ପାଇଁ ପ୍ରକୃତରେ କାର୍ଯ୍ୟ କରିବା ଅପେକ୍ଷା ପ୍ରଚାରରେ ଅଧିକ ଆଗ୍ରହୀ। ବିଜେପିର ଏକ ନିର୍ଦ୍ଦିଷ୍ଟ ଗୋଷ୍ଠି ପ୍ରତି ଏଭଳି ମନ୍ତବ୍ୟ ଦେଇଛନ୍ତି ବିଜେଡି ମୁଖପାତ୍ର ଡକ୍ଟର ଲେନିନ୍ ମହାନ୍ତି। ବିଜେଡି ମୁଖପାତ୍ର ଶ୍ରୀ […]
ନୂଆଦିଲ୍ଲୀ: କର୍ଣ୍ଣାଟକ ବିଧାନସଭା ନିର୍ବାଚନ 2023 ପାଇଁ ଭୋଟ୍ ସମାପ୍ତ ହେବା ମାତ୍ରେ ଅନେକ ମିଡିଆ ହାଉସ୍ ଏକ୍ଜିଟ୍ ପୋଲ୍ ଆରମ୍ଭ କରିଛନ୍ତି। ଯେଉଁଥିରେ କଂଗ୍ରେସ ଏପର୍ଯ୍ୟନ୍ତ ସାତୋଟି ଏକଜିଟ୍ ପୋଲ ମଧ୍ୟରୁ ପାଞ୍ଚଟିରେ ସର୍ବ ବୃହତ ଦଳ ଭାବରେ ଉଭା […]
ଭୁବନେଶ୍ଵର: ଜନସାଧାରଣଙ୍କ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁ ସମୟରେ ଉଦ୍ୟମ ରତ। ଓଡିଶାର ରୂପାନ୍ତର ପାଇଁ ଅନେକ ପଦକ୍ଷେପ ନେଇ ରାଜ୍ୟର ବିକାଶ ମାନଚିତ୍ରରେ ଆଣିଛନ୍ତି କାୟାକଳ୍ପ। ଗତକାଲି ବିଜୁ ଏକ୍ସପ୍ରେସ ୱେ-୨ ର ନିର୍ମାଣ ପାଇଁ ପାହାଡ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜସ୍ଥାନ ଗସ୍ତ କରିବେ। ପୂର୍ବାହ୍ନ ପ୍ରାୟ ୧୧ ଟା ସମୟରେ ପ୍ରଧାନମନ୍ତ୍ରୀ ନାଥଦ୍ୱାରର ଶ୍ରୀନଥଜୀ ମନ୍ଦିର ପରିଦର୍ଶନ କରିବେ। ପ୍ରାୟ ୧୧:୪୫ ରେ ସେ ନାଥଦ୍ୱାରରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶିଳାନ୍ୟାସ ପ୍ରଦାନ କରିବେ। […]
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ୍ ଆଜି ଦୁଇ ଦିନିଆ ଗସ୍ତରେ ଗଜପତି ଜିଲ୍ଲା ଯାଇ ବିଭିନ୍ନ ଉନ୍ନୟନମୂଳକ କାମର ସମୀକ୍ଷା କରିଛନ୍ତି। ବିଶେଷ କରି ଗୁରୁତ୍ୱପୂର୍ଣ୍ଣ ବିଜୁ ଏକ୍ସପ୍ରେସ ୱେ ର ନିର୍ମାଣ […]
ନୂଆଦିଲ୍ଲୀ: ଆଜି କର୍ଣ୍ଣାଟକ ବିଧାନସଭା ନିର୍ବାଚନ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଏକ ଭିଡିଓ ବାର୍ତ୍ତାକୁ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ବୋଲି କଂଗ୍ରେସ କହିଛି। ଦଳ ସାମ୍ବିଧାନିକ କର୍ତ୍ତବ୍ୟ ପାଳନ କରୁଥିବାବେଳେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ […]
ଭୁବନେଶ୍ବର: ଆସନ୍ତାକାଲି ବହୁ ପ୍ରତୀକ୍ଷିତ ଝାରସୁଗୁଡା ଉପନିର୍ବାଚନ ପାଇଁ ହେବ ଭୋଟ ଗ୍ରହଣ। ସେଥିପାଇଁ ଓଡିଶା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ତରଫରୁ ସମସ୍ତ ପ୍ରସ୍ତୁତି କରାଯାଇଛି। ଝାରସୁଗୁଡା ଇଂଜିନିୟରିଂ କଲେଜରୁ ପୁଲିଂ ପାର୍ଟିକୁ ସମସ୍ତ ବୁଥକୁ ପଠାସରିଛି। ଏହି ଉପନିର୍ବାଚନ ପାଇଁ […]
ଭୁବନେଶ୍ୱର: ବିହାର ମୁଖ୍ୟମନ୍ତ୍ରୀ ଶ୍ରୀ ନୀତିଶ କୁମାର ଆଜି ମଧ୍ୟାହ୍ନରେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ। ପରେ ସାମ୍ବାଦିକମାନଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ପୁରୀରେ ବିହାର ଭବନ ପାଇଁ ଓଡିଶା ସରକାର […]
ନୂଆଦିଲ୍ଲୀ: ଆଜି ସାମ୍ବାଦିକ ସମ୍ମିଳନୀରେ ରାଜସ୍ଥାନର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ ଏକ ବଡ଼ ଘୋଷଣା କରିଛନ୍ତି। ରାଜସ୍ଥାନ ନିର୍ବାଚନ ପୂର୍ବରୁ ସଚିନ ପାଇଲଟ ଅଜମରରୁ ‘ଜନ ସଂଘର୍ଷ ପଦ ଯାତ୍ରା’ ଆରମ୍ଭ କରିବାକୁ ଘୋଷଣା କରିଛନ୍ତି। ଏହି ଯାତ୍ରା ୧୨୫ […]
ଭୁବନେଶ୍ବର: ଗତ କିଛିମାସ ଧରି କଂଗ୍ରେସ ଦଳରେ ସକ୍ରିୟ ନ ଥିବା ପୂର୍ବତନ ବିଧାୟକ ତଥା ଦଳର ବରିଷ୍ଠ ନେତା ଚିରଞ୍ଜୀବ ବିଶ୍ବାଳଙ୍କ ବକ୍ତବ୍ୟକୁ ନେଇ ଚାରିଆଡେ ଚର୍ଚ୍ଚା। ଗତକାଲି ଜୟଦେବ ଭବନରେ ଆୟୋଜିତ ‘ଜାନକୀବାବୁ ବସନ୍ତବାବୁ ଯୋଡି, ଓଡିଶା ରାଜନୀତିରେ […]