ନୂଆଦିଲ୍ଲୀ: ଆଜି ସାମ୍ବାଦିକ ସମ୍ମିଳନୀରେ ରାଜସ୍ଥାନର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ ଏକ ବଡ଼ ଘୋଷଣା କରିଛନ୍ତି। ରାଜସ୍ଥାନ ନିର୍ବାଚନ ପୂର୍ବରୁ ସଚିନ ପାଇଲଟ ଅଜମରରୁ ‘ଜନ ସଂଘର୍ଷ ପଦ ଯାତ୍ରା’ ଆରମ୍ଭ କରିବାକୁ ଘୋଷଣା କରିଛନ୍ତି। ଏହି ଯାତ୍ରା ୧୨୫ […]
ଭୁବନେଶ୍ବର: ଗତ କିଛିମାସ ଧରି କଂଗ୍ରେସ ଦଳରେ ସକ୍ରିୟ ନ ଥିବା ପୂର୍ବତନ ବିଧାୟକ ତଥା ଦଳର ବରିଷ୍ଠ ନେତା ଚିରଞ୍ଜୀବ ବିଶ୍ବାଳଙ୍କ ବକ୍ତବ୍ୟକୁ ନେଇ ଚାରିଆଡେ ଚର୍ଚ୍ଚା। ଗତକାଲି ଜୟଦେବ ଭବନରେ ଆୟୋଜିତ ‘ଜାନକୀବାବୁ ବସନ୍ତବାବୁ ଯୋଡି, ଓଡିଶା ରାଜନୀତିରେ […]
ଭୁବନେଶ୍ଵର: ରାଜ୍ୟସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (ଏସ୍ଏଲ୍ଏସ୍ଡବ୍ଲ୍ୟୁସିଏ)ର ୧୧୭ତମ ବୈଠକ ରାଜ୍ୟ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠିତ ଏସଏଲଏସଡବ୍ଲ୍ୟୁସିଏ କମିଟି ଦ୍ୱାରା ୨୮୪୦.୭୩ କୋଟି ଟଙ୍କାର ୧୧ଟି ଶିଳ୍ପ ପ୍ରକଳ୍ପକୁ […]
ଭୁବନେଶ୍ବର: କଂଗ୍ରେସରେ ବର୍ତ୍ତମାନ ଯେଉଁ ନଅ ଜଣ ବିଧାୟକ ଅଛନ୍ତି ସେମାନେ କୁଆଡେ ସମସ୍ତେ ବିଜେଡିରେ ମିଶିବେ। ଏପରି ଏକ ଥଟ୍ଟା ପରିହାସରେ କଂଗ୍ରେସକୁ ସମାଲୋଚନା କରିଛନ୍ତି ବିଜେଡି ବିଧାୟକ ସୌମ୍ୟରଂଜନ ପଟ୍ଟନାୟକ। ଏକ କାର୍ଯ୍ୟକ୍ରମରେ ଯୋଗଦେଇ ସେ କହିଛନ୍ତି ଯେ, […]
ଭୁବନେଶ୍ଵର: ଆଜି ଥିଲା ତୃତୀୟ ପର୍ଯ୍ୟାୟ ସ୍କୁଲ ରୂପାନ୍ତରଣର ଶେଷ ଦିନ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସ୍କୁଲ ରୂପାନ୍ତରଣର ଉଲ୍ଲେଖନୀୟ କାର୍ଯ୍ୟରେ ଖୁସି ପ୍ରକାଶ କରି ଏଥିରେ ଭଲ କାମ କରୁଥିବା ଜିଲ୍ଲା ମାନଙ୍କୁ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ପ୍ରଦାନ […]
ଭୁବନେଶ୍ବର: ମଙ୍ଗଳବାର ଦିନ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଭୁବନେଶ୍ବର ଆସିବେ। ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିବା ସହ ଏକାଠି ମଧ୍ୟାହ୍ନ ଭୋଜନ କରିବେ। ଏ ନେଇ ନବୀନ ନିବାସ ତରଫରୁ ପ୍ରସ୍ତୁତି କରାଯାଇଛି। ଏହାପରେ ସେ ସଂଧ୍ୟାରେ […]
ସୁବାଷ କୁମାର ତାରଣିଆଁ ଭୁବନେଶ୍ଵର: ଏପ୍ରିଲ ମାସ ୧୩ ତାରିଖରୁ ୧୫ ତାରିଖ ତିନିଦିନ ଧରି ୭୫ତମ ରାଜଧାନୀ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଭୁବନେଶ୍ୱର ରାଜଧାନୀ ଭାବରେ ୭୫ ବର୍ଷରେ ପଦାର୍ପଣ କରିଥିବାରୁ ଏ ନେଇ ପୂର୍ବରୁ ପ୍ରସ୍ତୁତି […]
ଭୁବନେଶ୍ୱର: ମଣିପୁରରେ ସୃଷ୍ଟି ହୋଇଥିବା ଗୁରୁତର ଆଇନ ଶୃଙ୍ଖଳା ପରିସ୍ଥିତିରେ ଫସି ରହିଥିବା ଓଡିଆ ଛାତ୍ରଛାତ୍ରୀଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ତ୍ୱରିତ ଉଦ୍ଧାର କରି ଓଡିଶା ଫେରାଇ ଅଣାଯାଇଥିବା ବେଳେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏ ପ୍ରସଙ୍ଗରେ […]
ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ରେ ୫-ଟି ସଚିବ ଭି କାର୍ତ୍ତିକେୟ ପାଣ୍ଡିଆନ୍ ଆଜି ହିଞ୍ଜିଳି ଓ ଶେରଗଡ଼ ବ୍ଲକ ରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ପ୍ରକଳ୍ପ ଏବଂ ଉନ୍ନୟନମୂଳକ କାର୍ଯ୍ୟର ତଦାରଖ ଓ ସମୀକ୍ଷା କରିଛନ୍ତି। ରବିବାର ସକାଳୁ […]
ଝାରସୁଗୁଡା: ଆଜି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଝାରସୁଗୁଡା ଉପନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି। ସେ ଅପରାହ୍ନରେ ଝାରସୁଗୁଡା ନିକଟସ୍ଥ ଅମିଲିପାଲିଠାରେ ବିରାଟ ସମାବେଶକୁ ସମ୍ବୋଧୀତ କରିଥିଲେ। ଏହି ସମ୍ବୋଧନ ବେଳେ ସେ ବିରୋଧୀ ବିଜେପିକୁ କଡା ସମାଲୋଚନା କରିଥିଲେ। […]
ଭୁବନେଶ୍ୱର: ଝାରସୁଗୁଡ଼ା ଉପନିର୍ବାଚନକୁ ଆଉ ମାତ୍ର ଅଳ୍ପ କେତେଦିନ ବାକି ଥିବାବେଳେ ପରାଜୟ ଭୟରେ ବିଜେପି ରକ୍ତମୁଖା ହୋଇଉଠିଛି। କେତେବେଳେ ବିଜେପି ପ୍ରାର୍ଥୀ ରାତିଅଧରେ ପ୍ରଚାର ନାଁରେ ଗାଁ ଗାଁରେ ପଶି ଲୋକଙ୍କୁ ଭୟଭୀତ କରୁଛନ୍ତି ତ ଆଉ କେତେବେଳେ ବିଜେଡି […]
ଭୁବନେଶ୍ବର: ମଣିପୁରର କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟରେ ପଢୁଥିବା ଦଶ ଜଣ ଓଡିଆ ଛାତ୍ରଛାତ୍ରୀମାନେ ଆଜି ସୁରକ୍ଷିତ ଭାବରେ ଭୁବନେଶ୍ବରରେ ପହଞ୍ଚିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଓଡିଶା ପରିବାର ପକ୍ଷରୁ ଜାତିଗତ ହିଂସାରେ କ୍ଷତିଗ୍ରସ୍ତ ମଣିପୁରରେ ପାଠ ପଢୁଥିବା ଓଡ଼ିଆ […]
ଭୁବନେଶ୍ବର: ଭାରତର ମୁଖ୍ୟ ବିଚାରପତି ଡି ୱାଇ ଚନ୍ଦ୍ରଚୁଡ ବା ଧନଞ୍ଜୟ ଯଶବନ୍ତ ଚନ୍ଦ୍ରଚୁଡ ଦୁଇ ଦିନିଆ ଓଡିଶା ଗସ୍ତରେ ଆସିଥିଲେ। କଟକ ଜୁଡିସିୟାଲ ଏକାଡେମୀରେ ଆୟୋଜିତ ପେପରଲେସ କୋର୍ଟ ସଂପର୍କିତ ଆଲୋଚନା ଚକ୍ରରେ ଭାଗ ନେଇଥିଲେ। ତେବେ ସେହି ଆଲୋଚନା […]
ଭୁବନେଶ୍ୱର: ଚାଷୀମାନଙ୍କ ଆୟକୁ ଦ୍ୱିଗୁଣିତ ଓ ବହୁଗୁଣିତ କରିବା ଦିଗରେ ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗ କୃଷି ବିଭାଗ ସହିତ ସମତାଳରେ ମହତ୍ତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବାକୁ ପଡ଼ିବ। ଚାଷୀଙ୍କ ଆୟବୃଦ୍ଧି ଦିଗରେ ଗୋପାଳନ, କୁକୁଡ଼ା ଚାଷର ଗୁରୁତ୍ୱପୂର୍ଣ୍ଣ ଯୋଗଦାନ […]
ଭୁବନେଶ୍ବର: ଓଡିଶା ବିଧାନସଭା ନିର୍ବାଚନକୁ ଆହୁରି ବର୍ଷେ ବାକିଥିଲେ ମଧ୍ୟ ବର୍ତ୍ତମାନଠାରୁ ରାଜ୍ୟ ରାଜନୀତି ବେଶ୍ ଉଷୁମ ହେବାରେ ଲାଗିଛି। ତେବେ ଏହା ବେଗୁନିଆ ନିର୍ବାଚନ ମଣ୍ଡଳୀରେ ଟିକିଏ ଅଧିକ ଅନୁଭୂତ ହେବାରେ ଲାଗିଛି। କାରଣ ସେଠାରେ ତିନୋଟି ହେଭି ୱେଟ […]
ଭୁବନେଶ୍ଵର: ସାଧାରଣ ଜୀବନରେ ସାଧୁତା (Transparency) ହେଉଛି ଏକ ଜରୁରୀ ଆବଶ୍ୟକତା। ସାଧୁତା ଦ୍ବାରା ମଣିଷର ବିଶ୍ବସନୀୟତା ବୃଦ୍ଧି ପାଏ। ତାର ବ୍ୟକ୍ତିଗତ ସମ୍ମାନ ଓ ମର୍ଯ୍ୟଦା ବୃଦ୍ଧି ପାଏ। ଏସବୁର ପ୍ରୟୋଗ ଦ୍ବାରା ଜୀବନରେ ଆସିଥାଏ ରୂପାନ୍ତର ବା ସଫଳତା। […]
ଭୁବନେଶ୍ଵର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି (ମେ ୬, ୨୦୨୩ ରେ) ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ଦ୍ୱାଦଶ ସମାବର୍ତ୍ତନ ସମାରୋହରେ ଅଂଶଗ୍ରହଣ କରିବା ସହିତ ଏହି କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି। ସମାରୋହକୁ ସମ୍ବୋଧିତ କରି ରାଷ୍ଟ୍ରପତି କହିଥିଲେ ଯେ […]
ଭୁବନେଶ୍ବର: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିବେ। ଆସନ୍ତା 9 ତାରିଖ ଦିନ 12ଟା ବେଳେ ଏହି ସାକ୍ଷାତ ହେବ ବୋଲି ଜଣାପଡିଛି। ତେବେ ଏହାର କାରଣ ସଂପର୍କରେ ଉଭୟ ପକ୍ଷରୁ କୌଣସି ସୂଚନା ଦିଆଯାଇ […]
ଭୁବନେଶ୍ୱର: ଆଜି ମୁଖ୍ୟ ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ସହ ସଂପୃକ୍ତ ବରିଷ୍ଠ ଅଧିକାରୀମାନଙ୍କୁ ନେଇ ଭିଡ଼ିଓ କନ୍ଫେରେନ୍ସିଂ ମାଧ୍ୟମରେ ଏକ ସମୀକ୍ଷା ବୈଠକ କରାଇଛନ୍ତି । […]
ଭୁବନେଶ୍ବର: ପାଣିପାଗ ବିଭାଗ ତରଫରୁ ପୂର୍ବରୁ ଯେଉଁ ଅନୁମାନ କରାଯାଉଥିଲା ତାହା ସତ ହେବାକୁ ଯାଉଛି। ଆଜି ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣବଳୟ। ଏ ନେଇ ଭୁବନେଶ୍ବର ପାଣିପାଗ ବିଭାଗ ସ୍ପଷ୍ଟ କରିଛି। ଏଥିରେ କୁହାଯାଇଛି ଯେ, ଏହି […]
ବାରିପଦା: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବାରିପଦାସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଂଜଦେଓ ବିଶ୍ବବିଦ୍ୟାଳୟରେ ଭାଷଣ ଦେଉଥିବା ବେଳେ ଅଭାବନୀୟ ଘଟଣା ଘଟିଛି। ରାଷ୍ଟ୍ରପତି ଭାଷଣ ଦେବାର କିଛି ସମୟ ପରେ ପ୍ରେକ୍ଷାଳୟର ଲାଇନ ଚାଲିଯାଇଥିଲା। ଫଳରେ ରାଷ୍ଟ୍ରପତି ଭାଷଣ ନ ଦେଇ ଲାଇନକୁ […]