ଭୁବନେଶ୍ବର: ପାଖେଇଲାଣି ଝାରସୁଗୁଡା ଉପନିର୍ବାଚନ। ଆସନ୍ତା ୧୦ ତାରିଖରେ ହେବ ଏହି ଉପନିର୍ବାଚନ। ସେଥିପାଇଁ ୯ ତାରିଖରେ ପ୍ରଚାର ବନ୍ଦ ରହିବ। ଅର୍ଥାତ ଆଜିଠାରୁ ଆଉ ତିନିଦିନ ଧରି ପ୍ରଚାର କାର୍ଯ୍ୟ ଚାଲିବ। ହାତରେ ଆଉ ଅଳ୍ପଦିନ ଥିବାରୁ ବିଭିନ୍ନ ଦଳର […]
ରାଇରଙ୍ଗପୁର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡିଶା ଗସ୍ତର ଆଜି ହେଉଛି ଶେଷ ଦିନ। ଆଜି ସେ ବାରିପଦାସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବାର କାର୍ଯ୍ୟକ୍ରମ ରହିଛି। ତେବେ ଏହି ଗସ୍ତର ଶେଷ […]
ଲକ୍ଷ୍ନୌ: କେନ୍ଦ୍ର ଯୁବ ବ୍ୟାପାର ତଥା କ୍ରୀଡ଼ା ମନ୍ତ୍ରୀ ଅନୁରାଗ ସିଂହ ଠାକୁର ଲକ୍ଷ୍ନୌ ଠାରେ ବୁଦ୍ଧ ପୂର୍ଣ୍ଣିମାର ଶୁଭ ଅବସରରେ ଖେଲୋ ଇଣ୍ଡିଆ ବିଶ୍ୱବ୍ୟିାଳୟ କ୍ରୀଡା ଉତ୍ତରପ୍ରଦେଶ ୨୦୨୨ ର ଅଫିସିଆଲ୍ ଲୋଗୋ, ମାସ୍କଟ୍, ମଶାଲ, ସଙ୍ଗୀତ ଏବଂ ଜର୍ସି […]
କବି ରମାକାନ୍ତ ମିଶ୍ର ଅପୂର୍ବ ବାସ୍ନାର କବି ରଙ୍ଗାଜୀବ ଗଙ୍ଗାଧର ଓ ଏକଦା ଓଡ଼ିଆ ଉପନ୍ୟାସର ରାଜା କାହ୍ନୁଚରଣଙ୍କୁ କିଏ ନ ଜାଣେ ! ଆମ ଅସ୍ମିତାର ଏହି ଦୁଇ କୀର୍ତ୍ତିସ୍ତମ୍ଭଙ୍କ ଜୀବନର ଦୁଇଟି ଘଟଣା ବିଷୟରେ ଶୁଣିଥିବା […]
ଭୁବନେଶ୍ୱର: ଓଡିଶା ଏକ ଶାନ୍ତିପୂର୍ଣ୍ଣ ରାଜ୍ୟ ଏବଂ ୪.୫ କୋଟି ଓଡିଆ ହେଉଛନ୍ତି ଅତ୍ୟନ୍ତ ଶାନ୍ତିପ୍ରିୟ ଲୋକ। ସେମାନେ ଉଭୟ ଅପରାଧ ଓ ଅପରାଧୀଙ୍କୁ ଘୃଣା କରନ୍ତି। ଓଡିଶାର ସଂସ୍କୃତି ଏବଂ ପରମ୍ପରାରେ ଶାନ୍ତି ଓ ସୌହାର୍ଦ୍ଦ୍ୟକୁ ଗୁରୁତ୍ୱ ଦିଆଯାଏ ଏବଂ […]
ଭୁବନେଶ୍ବର: ଭୁବନେଶ୍ୱରରେ ବିଶ୍ୱର ଅନ୍ୟତମ ପ୍ରମୁଖ ବୃତ୍ତିଗତ ସେବା ସଂସ୍ଥା କନ୍ସେନ୍ଟ୍ରିକ୍ସ ବିପିଓକୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି। ରାଜ୍ୟରେ ବୃହତ୍ ପୁଞ୍ଜି ନିବେଶ ଲାଗି ଅନୁଷ୍ଠିତ ହୋଇଥିବା ‘ମେକ୍ ଇନ୍ ଓଡ଼ିଶା’ କନକ୍ଲେଭ ସମାବେଶ ସଫଳତାର ଏହା […]
ଭୁବନେଶ୍ବର: ନିକଟରେ ସମ୍ବଲପୁର ଜିଲ୍ଲାପାଳ ଅନନ୍ୟା ଦାସ ଏବଂ ବଲାଙ୍ଗୀର ଜିଲ୍ଲାପାଳ ଚଞ୍ଚଳ ରାଣାଙ୍କ ଦ୍ବିତୀୟ ବିବାହ ସଂପଣ୍ଣ ହୋଇଛି। ଏହା ପରେ ପୁଣି ଆଉ ଏକ ଯୋଡି ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ସେମାନେ ହେଲେ ପୁରୀ ଜିଲ୍ଲାପାଳ […]
ଭୁବନେଶ୍ବର: କେନ୍ଦୁପତ୍ର ହିତାଧିକାରୀ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଦ୍ବିତୀୟ ପର୍ଯ୍ୟାୟରେ ୧୧୧ କୋଟି ଟଙ୍କାର ସହାୟତା ଘୋଷଣା କରିଛନ୍ତି । ୨୦୨୨ ଫସଲ ବର୍ଷ ପାଇଁ ଏହି ସହାୟତା ମିଳିବ। ପୂର୍ବରୁ ପ୍ରଥମ ପର୍ଯ୍ୟାୟରେ ୮୩ କୋଟି […]
ନୂଆଦିଲ୍ଲୀ: ପଞ୍ଜାବର ବଡ କୃଷକ ସଂଘ ଭାରତ କିଷାନ ୟୁନିଅନ ଜନ୍ତର ମନ୍ତରରେ ବିକ୍ଷୋଭ ପ୍ରଦର୍ଶନ କରୁଥିବା କୁସ୍ତିଯୋଦ୍ଧାଙ୍କ ସମର୍ଥନରେ ବାହାରିଛି। ମେ ୭ ତାରିଖରେ ସଭାପତି ଯୋଗୀନ୍ଦର ସିଂ ଉଗ୍ରାହାଁଙ୍କ ନେତୃତ୍ୱରେ ପଞ୍ଜାବର ହଜାର ହଜାର ମହିଳା ଖେଳାଳିଙ୍କୁ ସମର୍ଥନ […]
ନୂଆଦିଲ୍ଲୀ: ବିଜେପି ଏବଂ କଂଗ୍ରେସ ସମେତ ଅନେକ ଦଳ କର୍ଣ୍ଣାଟକ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର କରିବାରେ ବ୍ୟସ୍ତ ଅଛନ୍ତି। ଏହି ସମୟରେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଦିନ ପୁଣି ଥରେ ବିଜେପିକୁ ଟାର୍ଗେଟ କରିଛନ୍ତି। ତୃଣମୂଳ କଂଗ୍ରେସ […]
ଭୁବନେଶ୍ୱର: ଜେଇଇ ମେନ୍ ପରୀକ୍ଷାରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଆଶାନୁରୂପ ସଫଳତା ହାସଲ କରିଛନ୍ତି। ଏହି ପରୀକ୍ଷାରେ ୫୪ ଜଣ ଛାତ୍ରଛାତ୍ରୀ ୮୦ ପ୍ରତିଶତରୁ ଅଧିକ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଥିବାବେଳେ ୨୧ ଜଣ ଛାତ୍ରଛାତ୍ରୀ ୯୦ ପ୍ରତିଶତରୁ ଅଧିକ […]
ନୂଆଦିଲ୍ଲୀ: ଖାଇବା ତେଲର ମୂଲ୍ୟ ହ୍ରାସ ଶୀଘ୍ର ଗ୍ରାହକଙ୍କୁ ମିଳିବା ଉଚିତ ବୋଲି ଡିଏଫପିଡି ସଚିବ ସଞ୍ଜୀବ ଚୋପ୍ରା ଆଜି ଏଠାରେ ଅଗ୍ରଣୀ ଶିଳ୍ପ ପ୍ରତିନିଧିଙ୍କ ସହ ଏକ ବୈଠକରେ କହିଛନ୍ତି। ଆମଦାନୀ ହେଉଥିବା ଖାଇବା ତେଲର ଆନ୍ତର୍ଜାତୀୟ ମୂଲ୍ୟ ହ୍ରାସ […]
ଭୁବନେଶ୍ଵର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି (ମେ ୪, ୨୦୨୩)ରେ ମୟୂରଭଞ୍ଜ ଜିଲ୍ଲାର ହାଟବଦ୍ରା ଠାରେ ବ୍ରହ୍ମକୁମାରୀ କେନ୍ଦ୍ରର ‘ନିଶାମୁକ୍ତ ଓଡ଼ିଶା’ ଅଭିଯାନକୁ ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ରାଷ୍ଟ୍ରପତି କହିଥିଲେ ଯେ ନିଶା ହେଉଛି ଏକ ରୋଗ। ଏହା ଏକ […]
ଭୁବନେଶ୍ଵର: କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡକ୍ଟର ମନସୁଖ ମାଣ୍ଡଭିୟ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀ ଏବଂ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ (ଏଫଏସଏସଏଆଇ) ର ୧୦୦ ଟି ସୁସ୍ଥ ତଥା ସ୍ୱଚ୍ଛ ଖାଦ୍ୟ ଷ୍ଟ୍ରିଟର ବିକାଶ […]
ଭୁବନେଶ୍ଵର: ସ୍କୁଲ ରୂପାନ୍ତରର ପ୍ରତ୍ୟେକ ସ୍ତରରେ ଜନସାଧାରଣ ସାମିଲ ହୋଇଛନ୍ତି। ସ୍କୁଲ ପରିଚାଳନା କମିଟିର ସଦସ୍ୟ, ଅଭିଭାବକ ଓ ସ୍ଥାନୀୟ ଜନସାଧାରଣ ରୂପାନ୍ତରିତ ସ୍କୁଲର ପରିକଳ୍ପନା ଠାରୁ ଆରମ୍ଭ କରି ରୂପାୟନର ସବୁ ସ୍ତରରେ ସଂଶ୍ଲିଷ୍ଟ ହୋଇଛନ୍ତି। କେଉଁ କାର୍ଯ୍ୟରେ କେତେ […]
ଭୁବନେଶ୍ଵର: ଅଲଚିକି ଲିପିର ଉଦ୍ଭାବକ ଗୁରୁ ଗମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ପୀଠର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୦ କୋଟି ଟଙ୍କା ମଂଜୁର କରିଛନ୍ତି। ସାନ୍ତାଳି ସମାଜ ଓ ସାନ୍ତାଳୀ ଭାଷା ଓ ସାହିତ୍ୟ ପ୍ରତି ଗୁରୁ […]
ରାଇରଙ୍ଗପୁର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ନିଜ ଜନ୍ମ ମାଟି ପାହାଡପୁରରେ ପହଞ୍ଚିଛନ୍ତି। ସେ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ଆସି ଆଜି ପୂର୍ବାହ୍ନ ୧୦ଟା ୧୬ ମିନିଟରେ ରାଇରଙ୍ଗପୁର ଅସ୍ଥାୟୀ ହେଲିପ୍ୟାଡ୍ରେ ପହଞ୍ଚିଥିଲେ। ସେଠାରେ ରାଷ୍ଟ୍ରପତିଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ […]
ନୂଆଦିଲ୍ଲୀ: ଦିଲ୍ଲୀ ପୋଲିସ ସହ ବିବାଦ ପରେ ଦିଲ୍ଲୀର ଜନ୍ତର ମନ୍ତରରେ ବିନେଶ ଫୋଗାଟ କାନ୍ଦିପକାଇଥିଲେ। ବିଳମ୍ବିତ ରାତିରେ ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରି ବିନେଶ କହିଥିଲେ ଯେ, ଯେତେବେଳେ ଆମେ ଦେଶ ପାଇଁ ପଦକ ଜିତିଥିଲୁ, ଆମେ କେବେ […]
ନୂଆଦିଲ୍ଲୀ: ଅଙ୍ଗ ଦାନ ଏବଂ ଅଙ୍ଗ ପ୍ରତିରୋପଣ କ୍ଷେତ୍ରରେ ଦୂରଦୃଷ୍ଟି ସମ୍ପନ୍ନ ଗଠନମୂଳକ ସଂସ୍କାର ଆସିବ। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ମନସୁଖ ମାଣ୍ଡଭିୟ ସ୍ୱାସ୍ଥ୍ୟ ରାଷ୍ଟ୍ରମନ୍ତ୍ରୀ ଡକ୍ଟର ଭାରତୀ ପ୍ରବୀଣ ପାୱାରଙ୍କ ଉପସ୍ଥିତିରେ ଆଜି ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀଙ୍କ ସହ […]
ଭୁବନେଶ୍ୱର: ଅଗ୍ରିଆ ସମାଜ ପଶ୍ଚିମ ଓଡିଶାର ଏକ ପ୍ରମୁଖ ଗୋଷ୍ଠୀ। କୃଷି ଉପରେ ନିର୍ଭର କରୁଥିବା ଏହି ସମାଜର ଲୋକମାନେ ମୁଖ୍ୟତଃ ବରଗଡ, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, କଳାହାଣ୍ଡି, ବଲାଙ୍ଗୀର ଓ ଦେବଗଡ ଆଦି ଜିଲ୍ଲାମାନଙ୍କରେ ବସବାସ କରିଥାନ୍ତି। ସେମାନେ ନିକଟରେ […]
ଭୁବନେଶ୍ଵର: ମନୁଷ୍ୟ ଓ ବନ୍ୟପ୍ରାଣୀ ମଧ୍ୟରେ ସଂଘର୍ଷରେ ପ୍ରତିବର୍ଷ ରାଜ୍ୟରେ ବହୁ ଲୋକ ମୃତାହତ ହେଉଛନ୍ତି। ଏହାସହିତ ଘରଦ୍ବାରା ଭାଙ୍ଗିବା ଓ ଫସଲ ନଷ୍ଟ ହେବା ସହିତ ଗୃହପାଳିତ ପ୍ରାଣୀମାନେ ମଧ୍ୟ ମୃତ୍ୟୁବରଣ କରୁଛନ୍ତି। ଏହି କ୍ଷତିଗ୍ରସ୍ତ ଲୋକଙ୍କ ପରିବାର ପାଇଁ […]