ଭୁବନେଶ୍ବର: ଆଜି ଉତ୍କଳ ବିଶ୍ୱବିଦ୍ୟାଳୟର ନୃତତ୍ତ୍ୱ ବିଜ୍ଞାନ ବିଭାଗ ଏବଂ ସ୍କୁଲ ଅଫ୍ ଆଦିବାସୀ ଅଧ୍ୟୟନ ଏବଂ ସ୍ୱଦେଶୀ ଅନୁସନ୍ଧାନ ଆଦିବାସୀ ଭାଷାର ସଂରକ୍ଷଣକୁ ପ୍ରୋତ୍ସାହିତ କରିବା ପାଇଁ ଏକ କର୍ମଶାଳା ଆୟୋଜନ କରାଯାଇଥିଲା। “ଦୋଛକିରେ ଆଦିବାସୀ ଭାଷା: ଭବିଷ୍ୟତ ପାଇଁ […]
ଭୁବନେଶ୍ବର: ଆଜିଠାରୁ ଝାରସୁଗୁଡା ମଇଦାନ କମ୍ପିବ। କାରଣ ଗତକାଲି ପ୍ରାର୍ଥୀପତ୍ର ପ୍ରତ୍ୟାହାର ପରେ ବର୍ତ୍ତମାନ ୯ ଜଣ ପ୍ରତିଦ୍ବନ୍ଦିତା କରିବାକୁ ରହିଲେ। ଏହି ଉପନିର୍ବାଚନ ପାଇଁ ସମୁଦାୟ ୧୦ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିଲେ। ହେଲେ ଭୁବନେଶ୍ୱର ଗର୍ତିଆ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ମାସିକ ରେଡିଓ କାର୍ଯ୍ୟକ୍ରମ ମନ କୀ ବାତ୍ ସମ୍ପର୍କରେ ଦେଶର ୯୬ ପ୍ରତିଶତ ଜନସଂଖ୍ୟା ଅବଗତ ଅଛନ୍ତି । ଏହି କାର୍ଯ୍ୟକ୍ରମ ଦେଶର ୧୦୦ କୋଟି ଶ୍ରୋତାଙ୍କ ନିକଟରେ ପହଞ୍ଚିପାରିଛି, ଯେଉଁମାନେ ମନ କୀ […]
ଭୁବନେଶ୍ବର: ଆଜି ପ୍ରଦେଶ କଂଗ୍ରେସ କମିଟର ନୂଆ କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି। ନୂଆଦିଲ୍ଲୀ ସ୍ଥିତ ଏଆଇସିସି କାର୍ଯ୍ୟାଳୟରୁ ଏହି ତାଲିକା ପ୍ରକାଶ ପାଇଛି। ଶରତ ପଟ୍ଟନାୟକ ନୂଆ ସଭାପତି ହେବା ପରେ ଏହି ତାଲିକା କରାଯାଇଛି। ଏଥିରେ ପାଞ୍ଚ ଜଣ […]
ଭୁବନେଶ୍ବର: ରେଳ ବୋର୍ଡ ସଦସ୍ୟ (ଇନଫ୍ରାସ୍ଟ୍ରକ୍ଚର ଡେଭଲପମେଣ୍ଟ/ଭିତ୍ତିଭୂମି ବିକାଶ) ଶ୍ରୀ ରୂପ ନାରାୟଣ ସୁନକର ଆଜି ପୂର୍ବତଟ ରେଳପଥ ଅଧିକାରୀମାନଙ୍କ ସହିତ ରେଳପଥର ମୁଖ୍ୟାଳୟ ଭୁବନେଶ୍ବର ଠାରେ ରେଳ ଭିତ୍ତିଭୂମି କାର୍ଯ୍ୟ ଏବଂ ଏହାର ବିକାଶ ନେଇ କାର୍ଯ୍ୟଦକ୍ଷତା ସମ୍ବନ୍ଧରେ ସମୀକ୍ଷା […]
ଭୁବନେଶ୍ବର: ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୫ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ୬ ଲେନ୍ ବିଶିଷ୍ଟ କଟକ ରିଙ୍ଗ ରୋଡ୍ ପାଇଁ ଡକାଯାଇଥିବା ଟେଣ୍ଡରକୁ ରାଜ୍ୟ କ୍ୟାବିନେଟର ଅନୁମୋଦନ ମିଳିଛି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଏହି […]
ଭୁବନେଶ୍ୱର: ଜିଓ ଗ୍ରାହକମାନେ ଗୋଟିଏ ମାସରେ ୧୦ ଏକ୍ସାବାଇଟ୍ (୧୦ ବିଲିଅନ ଜିବି) ଡାଟା ବ୍ୟବହାର କରି ଇତିହାସ ରଚିଛନ୍ତି। ୨୦୧୬ରେ ରିଲାଏନ୍ସ ଜିଓ ଟେଲିକମ୍ କ୍ଷେତ୍ରରେ ପ୍ରବେଶ କରିବା ବେଳେ ସମସ୍ତ ଟେଲିକମ୍ କଂପାନିଙ୍କ ମିଳିତ ଭାବେ ମାସିକ ନୁହେଁ […]
ଭୁବନେଶ୍ୱର: ରାଜ୍ୟ ବାଣିଜ୍ୟକର ଏବଂ ଜିଏସ୍ଟି ବିଭାଗରେ କାର୍ଯ୍ୟରତ ଅଧିକାରୀମାନଙ୍କର ଏକ ସାତଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ୨୪ ତାରିଖ ଦିନ ରାଜ୍ୟ ବାଣିଜ୍ୟକର ଏବଂ ଜିଏସ୍ଟି ଆୟୁକ୍ତ ଶ୍ରୀ ସଞ୍ଜୟ କୁମାର ସିଂହଙ୍କ ଦ୍ୱାରା ଉଦ୍ଘାଟିତ ହୋଇଯାଇଛି। ଭାରତ-ଯୁକ୍ତରାଜ୍ୟ ଅର୍ଥନୈତିକ […]
ଭୁବନେଶ୍ବର: ଅଧିକ ଅମଳ ଓ ଉତ୍ପାଦିକତା ବୃଦ୍ଧି ଦିଗରେ ଉନ୍ନତ ମାନର ପରୀକ୍ଷିତ ବିହନର ଆବଶ୍ୟକତା ଦୃଷ୍ଟିରୁ ରାଜ୍ୟର ଚାଷୀମାନଙ୍କୁ ଠିକ୍ ସମୟରେ ଉନ୍ନତ ମାନର ପ୍ରାମାଣିକ ବିହନ ଯୋଗାଇଦେବା ଉପରେ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱାରୋପ କରୁଛନ୍ତି । ଏହି […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ୨୦୨୨-୨୩ ବର୍ଷ ପାଇଁ ଦ୍ୱିତୀୟ ପର୍ଯ୍ୟାୟରେ ରାଜ୍ୟର ୩୫ ଲକ୍ଷ ଚଷୀଙ୍କୁ ୪୪୧.୭୬ କୋଟି ଟଙ୍କାର ସୁଧ ରିହାତି ପ୍ରଦାନ କରିଛନ୍ତି। ରାଜ୍ୟର ସମସ୍ତ ସମବାୟ […]
ଭୁବନେଶ୍ବର: ଆଜି ଅକ୍ଷୟ ତୃତୀୟାରେ ବିଜେଡିର ନୂଆ କାର୍ଯ୍ୟାଳୟର ଶଙ୍ଖ ଭବନ ଉଦଘାଟିତ ହୋଇଛି। ମୁଖ୍ୟମନ୍ତ୍ରୀ ତଥା ଦଳର ସଭାପତି ନବୀନ ପଟ୍ଟନାୟକ ଏହାକୁ ଉଦଘାଟନ କରିଛନ୍ତି। ତେବେ ଏହି ନୂଆ ଅଫିସକୁ ନେଇ ରାଜ୍ୟ ରାଜନୀତିରେ ଯେତିକି ଚର୍ଚ୍ଚା ସେତିକି […]
ଭୁବନେଶ୍ବର: ଅକ୍ଷୟ ତୃତୀୟାର ପବିତ୍ର ଅବସରରେ ଆଜି ଭୁବନେଶ୍ବର ଠାରେ ଅନୁଷ୍ଠିତ ଏକ ଭବ୍ୟ କାର୍ଯ୍ୟକ୍ରମରେ ବିଜୁ ଜନତାଦଳର ମୁଖ୍ୟ କାର୍ଯ୍ୟାଳୟ ଶଙ୍ଖ ଭବନକୁ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଓଡିଶାବାସୀଙ୍କ ସେବାରେ ଲୋକାର୍ପିତ କରିଛନ୍ତି। ଏହି […]
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅକ୍ଷୟ ତୃତୀୟା କୃଷକ ଦିବସ ଅବସରରେ ଅନେକ ଲୋକାଭିମୁଖୀ କାର୍ଯ୍ୟକ୍ରମର ଉଦଘାଟନ କରିଛନ୍ତି। ମୁଖ୍ୟମନ୍ତ୍ରୀ ପ୍ରଥମେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ଵବିଦ୍ୟାଳୟ ଯାଇ ସେଠାରେ ଅକ୍ଷୀ ମୁଠି ଅନୁକୂଳ କରି ରାଜ୍ୟର କୃଷକ […]
ନୂଆଦିଲ୍ଲୀ: ଶନିବାର ଦିନ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଚିଠି ଲେଖି ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ସମ୍ବଲପୁରରେ ହୋଇଥିବା ହିଂସା ଘଟଣାର ଜାତୀୟ ଅନୁସନ୍ଧାନ ଏଜେନ୍ସି (ଏନଆଇଏ) ଦ୍ଵାରା ତଦନ୍ତ କରିବାକୁ ଅନୁରୋଧ କରିଛି। ବିଜେପି ରାଜ୍ୟ ସଭାପତି ମନମୋହନ […]
ଭୁବନେଶ୍ୱର: ଗ୍ରୀଷ୍ଣ ଦିନରେ ବିଦ୍ୟୁତ୍ ଶକ୍ତି ବ୍ୟବହାର ବୃଦ୍ଧି ପାଇଥିବା ପରିପ୍ରେକ୍ଷୀରେ ରାଜ୍ୟର କେତେକ ସ୍ଥାନରେ ଦେଖାଦେଉଥିବା ଲୋ ଭୋଲଟେଜ୍ ସମସ୍ୟାର ସମାଧାନ ସହ ଗ୍ରାମୀଣ ବିଦ୍ୟୁତିକରଣ ସଂପର୍କରେ ଆଜି ରାଜ୍ୟ ଗ୍ରାମ୍ୟ ଉନ୍ନୟନ, ଶକ୍ତି ତଥା ସୂଚନା ଓ ଲୋକ […]
ଭୁବନେଶ୍ୱର : ଉତ୍ତରପ୍ରଦେଶ ଘଟଣାରେ ସଂପୃକ୍ତ ଜଣେ କୁଖ୍ୟାତ ଅପରାଧୀ ସହ ଅପରାଧିକ ପୃଷ୍ଠଭୂମି ଥିବା ବରଗଡ଼ର ଜଣେ ଯୁବକଙ୍କ ସଂପୃକ୍ତି ବିଷୟ ଜଣାପଡ଼ିବା ପରେ ଏହାକୁ ନେଇ ଅବାନ୍ତର ବୟାନ ଦେଇଥିବା ବିଜେପି ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ଆଜି ଅପଦସ୍ଥ […]
ଭୁବନେଶ୍ବର: ପ୍ରତ୍ୟେକ ଭାରତୀୟଙ୍କ ଘରେ ଘରେ ଅକ୍ଷୟ ତୃତୀୟା ବଡ଼ ଧୂମଧାମରେ ପାଳନ କରାଯାଏ। ହିନ୍ଦୁ ଏବଂ ଜୈନ ସମ୍ପ୍ରଦାୟର ଲୋକଙ୍କ ପାଇଁ ଏହି ପର୍ବ ବେଶ ଗୁରୁତ୍ବ ବହନ କରେ। ଯେହେତୁ ଏହା ସବୁଠାରୁ ଶୁଭ ଦିନ ବୋଲି ବିବେଚନା […]
ଭୁବନେଶ୍ୱର : ପଦ୍ମପୁର ଉପନିର୍ବାଚନବେଳେ ବିଜେପି ନେତାମାନେ ବିଜେଡିର ମହିଳା ପ୍ରାର୍ଥୀ ବର୍ଷା ସିଂ ବରିହାଙ୍କୁ ବ୍ୟକ୍ତିଗତ ଆକ୍ଷେପ କରିବା ସହ ଅତ୍ୟନ୍ତ ତଳ ସ୍ତରକୁ ଯାଇ କୁତ୍ସା ରଟନା କରିବାକୁ ପଛାଇ ନ ଥିଲେ। ଏବେ ଝାରସୁଗୁଡ଼ା ଉପନିର୍ବାଚନରେ ମଧ୍ୟ […]
ଭୁବନେଶ୍ବର: ଅବସରପ୍ରାପ୍ତ ମୁଖ୍ୟ ଶାସନ ସଚିବ ତଥା କଂଗ୍ରେସ ନେତା ବିଜୟ ପଟ୍ଟନାୟକ ହୋଇଛନ୍ତି କଂଗ୍ରେସ ପ୍ରଚାର କମିଟର ଅଧ୍ୟକ୍ଷ। ଏ ନେଇ ଆଜି ଏଆଇସିସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ, ବିଜୟ ପଟ୍ଟନାୟକଙ୍କୁ ତୁରନ୍ତ ପ୍ରଦେଶ […]
ଭୁବନେଶ୍ବର: ଆଜି ରାଜ୍ୟ ଭିଜିଲାନସ ବିଭାଗ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ୩ ହଜାର ପୃଷ୍ଠାର ପୃଷ୍ଠାର ଚାର୍ଯ୍ୟସିଟ ଦାଖଲ କରାଯାଇଛି। ଲୋକାୟୁକ୍ତଙ୍କ ନିର୍ଦ୍ଦେଶ କ୍ରମେ ଏହି ଚାର୍ଯ୍ୟସିଟ ଦାଖଲ ହୋଇଛି। ତାଙ୍କ ବିରୋଧରେ ଆୟ ବହିଭୂତ ସଂପତ୍ତି ଅଭିଯୋଗ ଆସିଥିଲା। […]
ଭୁବନେଶ୍ୱର: ଓଡିଶା ସ୍କିଲ୍ କନ୍କ୍ଲେଭ୍ର ୨ୟ ଦିନରେ ବିଶ୍ୱରେ ଏକ ଅଗ୍ରଣୀ ଦକ୍ଷତା କେନ୍ଦ୍ରରେ ପରିଣତ ହେବା ଲାଗି ଓଡିଶା ପାଇଁ ରୋଡ୍ମ୍ୟାପ୍ ପ୍ରସ୍ତୁତ କରିବା ଉପରେ ଗୁରୁତ୍ୱ ଦିଆଯାଇଥିଲା। ସମ୍ମିଳନୀର ୨ୟ ଦିନରେ ଲିଙ୍ଗଗତ ଅନ୍ତରକୁ ହ୍ରାସ କରିବା, ମୂଲ୍ୟାୟନ, […]