ଭୁବନେଶ୍ବର: ଗୋପବନ୍ଧୁ ପ୍ରଶାସନିକ ଏକାଡେମୀ ପକ୍ଷରୁ ଆଜି ଅପରାହ୍ଣରେ ଲୋକସେବା ଭବନ ସ୍ଥିତ କନଭେନ୍ସନ୍ ସେଣ୍ଟର ଠାରେ ସିଭିଲ ସର୍ଭିସ ଦିବସ ପାଳିତ ହୋଇଯାଇଛି। ଆୟୋଜିତ ଏହି କାର୍ୟ୍ୟକ୍ରମରେ ରାଜ୍ୟର ବିଭିନ୍ନ ବିଭାଗରେ କାର୍ୟ୍ୟରତ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ, ପୁଲିସ୍ […]
ଭୁବନେଶ୍ବର: ଜାମ୍ମୁ କାଶ୍ମୀରର ପୁଞ୍ଚରେ ଆତଙ୍କବାଦୀଙ୍କ ଆକ୍ରମଣରେ ସହିଦ ହୋଇଥିବା ଓଡ଼ିଆ ଯବାନ ଦେବାଶିଷ ବିଶ୍ବାଳଙ୍କ ଅମ୍ଳାନ ସ୍ମୃତି ଉଦ୍ଦେଷ୍ୟରେ ମୁଖ୍ୟମନ୍ତ୍ରୀ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହା ସହିତ ସହିଦ୍ ଦେବାଶିଷ ବିଶ୍ଵାଳଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ […]
ଭୁବନେଶ୍ୱର: ଝାରସୁଗୁଡ଼ା ଉପନିର୍ବାଚନ ପୂର୍ବରୁ ବିଜେଡିକୁ ଛୁଟିଛି ସମର୍ଥନର ସୁଅ। ନିର୍ବାଚନ ଘୋଷଣା ହେବା ପରଠାରୁ ଝାରସୁଗୁଡ଼ାରେ ବିଭିନ୍ନ ଦଳର କର୍ମୀ ଓ କର୍ମକର୍ତ୍ତା ନିୟମିତ ବ୍ୟବଧାନରେ ବିଜେଡିରେ ଯୋଗ ଦେଉଛନ୍ତି। ଏହି କ୍ରମରେ ଶୁକ୍ରବାର ଝାରସୁଗୁଡ଼ା ଜିଲ୍ଲା ରାଜନୀତିରେ ଗୁରୁତ୍ୱପୂର୍ଣ୍ଣ […]
ଭୁବନେଶ୍ବର: ଉତ୍ତର ପ୍ରଦେଶର କୁଖ୍ୟାତ ଅପରାଧୀ ମାଫିଆ ଅତିକ ଅହମ୍ମଦର ଲିଙ୍କ ଓଡିଶାରେ ରହିଛି। ଏ ନେଇ ଉତ୍ତର ପ୍ରଦେଶ ପୋଲିସକୁ ସୁରାକ ମିଳିଛି। ଫଳରେ ଉତ୍ତର ପ୍ରଦେଶରୁ ଏକ ଟିମ ଓଡିଶା ଆସି ବରଗଡରରେ ଖାନତଲାସ କରିଛନ୍ତି। ଏ ନେଇ […]
ଭୁବନେଶ୍ବର: ବିଶିଷ୍ଟ ଜନନେତା ପୂର୍ବତନ ସାଂସଦ, ପୂର୍ବତନ ବିଧାୟକ ତ୍ରିଲୋଚନ କାନୁନଗୋଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକବାର୍ତ୍ତାରେ ସ୍ଵର୍ଗତ କାନୁନଗୋଙ୍କୁ ଜଣେ ବିଶିଷ୍ଟ ପାର୍ଲିଆମେଣ୍ଟାରିଆନ, ଅର୍ଥନୀତିଜ୍ଞ ତଥା ସମାଜସେବୀ ଭାବରେ ମୁଖ୍ୟମନ୍ତ୍ରୀ ଶ୍ରୀ […]
ଭୁବନେଶ୍ୱର: ଓଡିଶା ସ୍କିଲ୍ କନ୍କ୍ଲେଭ୍ ୨୦୨୩ର ପ୍ରଥମ ଦିନରେ ଆଜି ଶିଳ୍ପ-ଆଧାରିତ ଦକ୍ଷତା ଓ ରାଜ୍ୟର ଯୁବପିଢିଙ୍କ ପାଇଁ ଉଦୀୟମାନ ସୁଯୋଗଗୁଡିକ ଉପରେ ବିଭିନ୍ନ ଅଧିବେଶନର ଆୟୋଜନ କରାଯାଇଥିଲା । ଓଡିଶା ସରକାରଙ୍କ ଦକ୍ଷତା ବିକାଶ ବିଭାଗ ଓ ଓଡିଶା ଦକ୍ଷତା […]
ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁଣି ଥରେ ଓଡିଶା ଆସିବେ। ତେବେ ଏଥର ଗସ୍ତ ତାଙ୍କ ପାଇଁ ଏକ ଐତିହାସିକ ହେବ। କାରଣ ସେ ରାଷ୍ଟ୍ରପତି ହେବା ପରେ ପ୍ରଥମ ଥର ପାଇଁ ତାଙ୍କର ଜନ୍ମମାଟି ମୟୁରଭଂଜକୁ ଯିବେ। ସେଥିପାଇଁ ଜିଲ୍ଲାବାସୀ […]
ଭୁବନେଶ୍ବର: ବିଜେପିର ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ର ବିଭିନ୍ନ ସମୟରେ ତାଙ୍କର ଭିନ୍ନ ଭିନ୍ନ ଫଟୋକୁ ନେଇ ସେ ସବୁ ବେଳେ ସମାଲୋଚନାର ଶିକାର ହୋଇଥାନ୍ତି। କେତେବେଳେ ସେ ଜଗନ୍ନାଥଙ୍କ ମୃତ୍ତିକୁ ମୁଣ୍ଡରେ ଧରି ଅଭିନୟ କରିଥାନ୍ତି, କେତେବେଳେ କେଉଁଠି ପୂଜା […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି (୨୦-୦୪-୨୦୨୩) ନୂଆଦିଲ୍ଲୀର ଅଶୋକ ହୋଟେଲ ଠାରେ ଆୟୋଜିତ ବୈଶ୍ୱିକ ବୌଦ୍ଧ ଶିଖର ସମ୍ମିଳନୀର ଉଦଘାଟନୀ ସମାରୋହରେ ନିଜର ଅଭିଭାଷଣ ପ୍ରଦାନ କରିଛନ୍ତି। ପ୍ରଧାନମନ୍ତ୍ରୀ ସେଠାରେ ଆୟୋଜିତ ଫଟୋ ପ୍ରଦର୍ଶନୀ ବୁଲି ଦେଖିବା ସହ ବୁଦ୍ଧଙ୍କ […]
ଭୁବନେଶ୍ବର: ଆଜି ବିଜୁ ଜନତା ଦଳ ଝାରସୁଗୁଡା ଉପନିର୍ବାଚନ ପାଇଁ ତାହାର ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି। ଏଥିରେ ଚାଳିଷ ଜଣ ପ୍ରଚାରକ ଅଛନ୍ତି। ତାଲିକାର ପ୍ରଥମରେ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଥିବା ବେଳେ ଦ୍ବିତୀୟରେ […]
ଭୁବନେଶ୍ୱର: ଓଡ଼ିଶା ସ୍କିଲ୍ କନ୍କ୍ଲେଭ୍ ୨୦୨୩କୁ ଉଦ୍ଘାଟନ କରି ଓଡ଼ିଶାର ମୁଖ୍ୟମନ୍ତ୍ରୀ, ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ବିଶ୍ୱ ସ୍ତରରେ ଚମକିବା ଲାଗି ବ୍ରାଣ୍ଡ୍ “ସ୍କିଲ୍ଡ ଇନ୍ ଓଡ଼ିଶା’ ପ୍ରସ୍ତୁତ ରହିଛି। ଦେଶରେ ନୂଆ ପିଢ଼ିର ପ୍ରଯୁକ୍ତି ଦକ୍ଷତା ଲାଗି […]
ଭୁବନେଶ୍ୱର: ସେନାବାହିନୀରେ ଯୋଗଦେବା ନିମନ୍ତେ ନିଯୁକ୍ତି ପ୍ରକ୍ରିୟାରେ ଢାଞ୍ଚାଗତ ପରିବର୍ତ୍ତନ କରାଯାଇଛି । ବର୍ତ୍ତମାନ ପରୀକ୍ଷାର୍ଥୀମାନେ ପ୍ରଥମେ ଅନ୍ଲାଇନ୍ରେ ନିଜର ପଂଜୀକରଣ କରିବା ପରେ ବୈଧ ଥିବା ଆବେଦନଗୁଡ଼ିକୁ ବିଚାରକୁ ନିଆଯାଇ ପ୍ରଥମେ କଂପୁଟର ମାଧ୍ୟମରେ ଲିଖିତ ପରୀକ୍ଷା ଅନୁଷ୍ଠିତ ହେବ। […]
ନୂଆଦିଲ୍ଲୀ: କର୍ଣ୍ଣାଟକରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ରାଜନୈତିକ ଉଷ୍ମତା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ରାଜ୍ୟରେ ରାଜନୈତିକ ଅସ୍ଥିରତା ଜାରି ରହିଛି। ସେପଟେ କଂଗ୍ରେସ ଦଳ ବିଜେପି ରାଷ୍ଟ୍ରୀୟ ସଭାପତି ଜଗତ ପ୍ରକାଶ ନଡ୍ଡାଙ୍କ ବିରୋଧରେ ସାଂଘାତିକ ଅଭିଯୋଗ […]
ବାଲେଶ୍ବର: ମାଟ୍ରିକ ପରୀକ୍ଷା ଶେଷ ହେବା ପରେ ପରୀକ୍ଷା ଖାତା ଦେଖା ଆରମ୍ଭ ହୋଇଯାଇ ଥିଲା। ହେଲେ ଖାତା ଦେଖିବା ବେଳକୁ ଶିକ୍ଷକ ଏବଂ ପରୀକ୍ଷା ନିୟନ୍ତ୍ରକଙ୍କ ମୁଣ୍ଡ ଖରାପ ହୋଇଗଲା। କାରଣ ହେଲା ଜଣେ ଛାତ୍ରା ପରୀକ୍ଷା ଦେଇଛନ୍ତି ବୋଲି […]
ନୂଆଦିଲ୍ଲୀ: ଚତୁର୍ଦ୍ଦଶ ବୈଠକ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚାରି ଦିନିଆ ଅଷ୍ଟ୍ରେଲିଆ ଗସ୍ତରେ ଯିବେ। ମେ ୨୩ ତାରିଖରେ ଅଷ୍ଟ୍ରେଲିଆର ରାଜଧାନୀ ସିଡନୀରେ ଭାରତୀୟ ଡାୟସ୍ପୋରାର ଏକ ବଡ ସମ୍ପ୍ରଦାୟର କାର୍ଯ୍ୟକ୍ରମକୁ ପ୍ରଧାନମନ୍ତ୍ରୀ ମୋଦୀ ସମ୍ବୋଧିତ କରିବେ। ଏଥି ସହିତ […]
ସୁବାଷ କୁମାର ତାରଣିଆଁ ଆମେ ଇତିହାସରେ ପଢିଥିଲେ ଯେ, ଯେଉଁଠି ୧୨୦୦ ବଢେଇ କୋଣାର୍କ ମନ୍ଦିରର ମୁଣ୍ଡି ମାରିପାରି ନଥିଲେ, ସେଠି ୧୨ ବର୍ଷର ବାଳକ ଧର୍ମପଦ କୋଣାର୍କ ମନ୍ଦିରର ମୁଣ୍ଡ ମାରି ୧୨୦୦ ବଢେଇଙ୍କ ଜୀବନ ବଞ୍ଚାଇବାକୁ ଯାଇ ନିଜେ […]
କେନ୍ଦୁଝର/ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଆଜି କେନ୍ଦୁଝର ଜିଲ୍ଲା ଗସ୍ତରେ ଆସି କ୍ଷେତ୍ର ପରିଦର୍ଶନ କରିବା ସହ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ତଦାରଖ ଓ ସମୀକ୍ଷା କରିଛନ୍ତି। କେନ୍ଦୁଝର ଜିଲ୍ଲା ପ୍ରଶାସନର ଅଭିନବ ପ୍ରୟାସ […]
ଭୁବନେଶ୍ୱର/ବଲାଙ୍ଗିର: ରାଜ୍ୟ ଉନ୍ନୟନ କମିଶନର ତଥା ଜଳସମ୍ପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଦୁଇ ଦିନିଆ ବଲାଙ୍ଗିର ଜିଲ୍ଲା ଗସ୍ତରେ ଆସି ଜିଲ୍ଲାର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପ ପରିଦର୍ଶନ କରିବା ସହ କାର୍ଯ୍ୟ ସମୀକ୍ଷା କରିଛନ୍ତି। […]
ଭୁବନେଶ୍ୱର: ଭୁବନେଶ୍ୱର ଡୁମୁଡୁମାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଆଜି ଆଦର୍ଶ ମହିଳା ଭେଣ୍ଡିଂ ଜୋନ ଉଦ୍ଘାଟିତ ହୋଇଯାଇଛି। ଏହି ଭେଣ୍ଡିଂ ଜୋନ୍ ରେ ୪୨ ଟି ଦୋକାନ ଘର ରହିଛି। ଏହି ଜୋନ୍ ର ପରିବେଶକୁ ଅତ୍ୟାଧୁନିକ ରୂପ ଦିଆଯାଇଛି। […]
ଖୋର୍ଦ୍ଧା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଖୋର୍ଦ୍ଧାର ଗୁରୁଜଙ୍ଗ ଠାରେ ପ୍ରସିଦ୍ଧ ଜୟପୁର ଫୁଟ୍ର ଏକ ନୂଆ କେନ୍ଦ୍ର ‘ବିଜୁ ମହାବୀର ଜୟପୁର ଫୁଟ ସେଣ୍ଟର’ ଉଦ୍ଘାଟନ କରିଛନ୍ତି। ଏହାଦ୍ବାରା ରାଜ୍ୟର ଭିନ୍ନକ୍ଷମ ମାନଙ୍କ ପାଇଁ ନୂଆ ଆଶା ସଞ୍ଚାର ହୋଇଛି। […]
ନୂଆଦିଲ୍ଲୀ: ନିକଟରେ ସମଗ୍ର ଭାରତରେ କୋଭିଡ-୧୯ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଦେଶରେ କୋଭିଡ-୧୯ ସ୍ଥିତିର ଆକଳନ ଲାଗି ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡକ୍ଟର ପି.କେ.ମିଶ୍ର ଅଧ୍ୟକ୍ଷତା କରିଥିଲେ ଯେଉଁଠାରେ ବଢୁଥିବା କୋଭିଡ-୧୯କୁ ପ୍ରତିହତ ଲାଗି ସ୍ୱାସ୍ଥ୍ୟ […]