ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ଆଜି ରାଷ୍ଟ୍ରୀୟ କ୍ୱାଣ୍ଟମ ମିଶନ (ଏନକ୍ୟୁଏମ)କୁ ୨୦୨୩-୨୪ ଆର୍ଥିକ ବର୍ଷ ଠାରୁ ୨୦୩୦-୩୧ ଆର୍ଥିକ ବର୍ଷ ପର୍ଯ୍ୟନ୍ତ ମଞ୍ଜୁର କରିଛନ୍ତି। ଏହି ମିଶନରେ ମୋଟ୍ ୬୦୦୩.୬୫ କୋଟି ଟଙ୍କା ଖର୍ଚ୍ଚ ହେବ। […]
ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ଭାବେ ଆଜି ଶ୍ରୀ ସରୋଜ କୁମାର ସାମଲ ପୂର୍ବତନ ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି। ସୂଚନା ଓ ଲୋକସଂପର୍କ ବିଭାଗ ରାଜ୍ୟ ସରକାରଙ୍କ ମୁଖପତ୍ର ସଦୃଶ। […]
ଭୁବନେଶ୍ଵର: ଓଡ଼ିଶାବାସୀଙ୍କୁ ଅରାଜକ କହି ବାରମ୍ଵାର ଅପମାନିତ କରୁଥିବା ବିଜେପି ଏବେ ପୁଣିଥରେ ସମ୍ବଲପୁରରେ ହିଂସା ଓ ଅରାଜକତା ସୃଷ୍ଟି କରିବାକୁ ଉଦ୍ୟମ କରୁଛି ବୋଲି ବିଜୁ ଜନତା ଦଳ ପକ୍ଷରୁ ଅଭିଯୋଗ କରାଯାଇଛି। ଆଜି ବିଜେଡି ମୁଖପାତ୍ର ସଞ୍ଜୟ ବାବୁ […]
ନୂଆଦିଲ୍ଲୀ: ଏକ ଐତିହାସିକ ନିଷ୍ପତ୍ତିକ୍ରମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ପରିଚାଳିତ କେନ୍ଦ୍ର କାର୍ମିକ ଓ ତାଲିମ ମନ୍ତ୍ରଣାଳୟ ଷ୍ଟାଫ ସିଲେକ୍ସନ କମିଶନ ମଲ୍ଟି ଟାସ୍କିଂ (ନନ୍ ଟେକ୍ନିକାଲ) ଷ୍ଟାଫ (ଏସ୍ଏସ୍ସି ଏମ୍ଟିଏସ୍) ପରୀକ୍ଷା ୨୦୨୨ ଓ ସିଏଚଏସ୍ଏଲଇ ପରୀକ୍ଷା-୨୦୨୨କୁ ୧୩ଟି […]
ଭୁବନେଶ୍ୱର: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନରେ ସମ୍ବଲପୁର ଜୋନର ୧୨ଟି ଜିଲ୍ଲାର ଶିକ୍ଷା ଅଧିକାରୀ ଓ ବ୍ଲକ୍ ଶିକ୍ଷା ଅଧିକାରୀଙ୍କ ଦୁଇଦିନିଆ ସମୀକ୍ଷା ବୈଠକ ଓ ପ୍ରଶିକ୍ଷଣ ଶିବିର ଉଦ୍ଯାପିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ କୃଷି ଭବନ ଅଡିଟୋରିୟମ୍ରେ ଅନୁଷ୍ଠିତ ଏହି […]
ଭୁବନେଶ୍ୱର: ରାଜ୍ୟର ଜନଜାତି ଅଧ୍ୟୁଷିତ ଜିଲ୍ଲାରେ ନୂତନ କୃଷି ଉଦ୍ୟୋଗୀ ସୃଷ୍ଟି କରିବା ଲକ୍ଷ୍ୟରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଆରମ୍ଭ କରାଯାଇଥିବା କୃଷି ଉଦ୍ୟୋଗୀ ପ୍ରୋତ୍ସାହନ ଯୋଜନା (ଏଇପିଏସ୍)ର ସଫଳ ରୂପାୟନ ନିମନ୍ତେ ଅଧିକାରୀମାନେ ଅଧିକ ତତ୍ପରତା […]
ମୁମ୍ବାଇ: ପୁଣିଥରେ ମହାରାଷ୍ଟ୍ର ରାଜନୀତିରେ ହଲଚଲ ଦେଖାଦେଇଛି। ଏନସିପି ନେତା ଅଜିତ ପାୱାରଙ୍କ ବିଷୟରେ ଚର୍ଚ୍ଚା ଚାଲିଛି ଯେ, ସେ ବିଜେପିରେ ସାମିଲ ହୋଇପାରନ୍ତି। କିନ୍ତୁ ଆଜି ଅଜିତ ପାୱାର ନିଜେ ଆଗକୁ ଆସି ଏହାକୁ ଅସ୍ୱୀକାର କରିଛନ୍ତି। ସେ କହିଛନ୍ତି […]
ଝାରସୁଗୁଡା/ଭୁବନେଶ୍ବର: ଆଜି ଏକ ବିରାଟ ଶୋଭାଯାତ୍ରାରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଏହି ଶୋଭାଯାତ୍ରାରେ ଦଳର ବରିଷ୍ଠ ନେତା ଓ ହଜାର ହଜାର କର୍ମି ସାମିଲ ହୋଇଥିଲେ। କହିବାକୁ ଗଲେ ବିଜେଡି ଆଜି ନାମାଙ୍କନ ଦାଖଲ ବେଳେ […]
କଲିକତା: ପୂର୍ବତନ ରେଳମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ମୁକୁଲ ରୟ ନିଖୋଜ ହୋଇଥିବା ଅଭିଯୋଗ ହୋଇଛି। ପୁଅ ସୁଭ୍ରାଗଶୁ ରୟ ପିତାଙ୍କ ନିଖୋଜ ଥିବା ଦାବି କରିଛନ୍ତି। ତାଙ୍କ ପିତା ସୋମବାର ସନ୍ଧ୍ୟାରେ ଇଣ୍ଡିଗୋ ବିମାନ ଯୋଗେ ଦିଲ୍ଲୀ […]
ନୂଆଦିଲ୍ଲୀ: ଭୁବନେଶ୍ୱର ଠାରେ ଅନୁଷ୍ଠିତ ହେବାକୁ ଥିବା ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ ଏବଂ ଏହାର ପୂର୍ବବର୍ତ୍ତୀ କାର୍ଯ୍ୟକ୍ରମ ସମ୍ପର୍କରେ କେନ୍ଦ୍ର ସରକାରଙ୍କ ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀମାନେ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। […]
ଝାରସୁଗୁଡା/ଭୁବନେଶ୍ୱର : ଆସନ୍ତା ମେ ୧୦ତାରିଖ ଦିନ ଅନୁଷ୍ଠିତ ହେବାକୁ ଥିବା ଝାରସୁଗୁଡା ଉପନିର୍ବାଚନ ପାଇଁ ଆଜି ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ମନମୋହନ ଏମଇ ସ୍କୁଲ ଗ୍ରାଉଣ୍ଡରୁ ଏକ ଶୋଭାଯାତ୍ରାରେ ବାହାରି ଉପନିର୍ବାଚନ କାର୍ଯ୍ୟାଳୟରେ ପ୍ରାର୍ଥୀପତ୍ର […]
ଭୁବନେଶ୍ୱର: ଓଡିଶାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ବଣ୍ଟନ ନେଇ ପୁଣି ଥରେ ବିଜେଡି ବିଜେପି ମୁହାଁମୁହିଁ ହୋଇଛନ୍ତି। ଆଜି ବିଜେପି ତରଫରୁ ଏକ ସାମ୍ବାଦିକ ସମ୍ମିଳନୀ କରାଯାଇ ରାଜ୍ୟ ସରକାର ବର୍ଷା ପୂର୍ବରୁ ଆବାସ ଯୋଜନା ବଣ୍ଟନ ନ କଲେ ରାଜ୍ୟରେ ନିଆଁ […]
ନୂଆଦିଲ୍ଲୀ: ଆମେରିକା ସହିତ ଭାରତର ବାଣିଜ୍ୟ କାରବାର ଗତ ଆର୍ଥିକ ବର୍ଷରେ ସର୍ବାଧିକ ହୋଇଛି। ବର୍ତ୍ତମାନ ଆମେରିକା ଭାରତର ବୃହତ୍ତମ ବ୍ୟବସାୟିକ ଭାଗିଦାରୀ ହୋଇପାରିଛି। ଏହି ସମୟ ମଧ୍ୟରେ ଦୁଇ ଦେଶ ମଧ୍ୟରେ ୧୨୮.୫୫ ବିଲିୟନ ଡ଼ଲାରର ବାଣିଜ୍ୟ ହୋଇଛି। ଏହା […]
ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ପ୍ରୟାଗରାଜରେ ଅତିକ୍ ଅହମ୍ମଦ ଏବଂ ତାଙ୍କ ଭାଇ ଅଶ୍ରଫଙ୍କ ହତ୍ୟା ପରେ କେନ୍ଦ୍ର ସରକାର ସତର୍କ ଅବସ୍ଥାରେ ଅଛନ୍ତି। ପୋଲିସ୍ ହେପାଜତରେ ଅତିକ୍ ଅହମ୍ମଦଙ୍କୁ ଆକ୍ରମଣ କରିଥିବା ତିନିଜଣ ଯୁବକ ଗଣମାଧ୍ୟମର ବ୍ୟକ୍ତି ଭାବରେ ଯୋଗ ଦେଇଥିଲେ। ଏଭଳି […]
ଭୁବନେଶ୍ବର: ଝାରସୁଗୁଡା ଉପନିର୍ବାଚନରେ ନିଜ ଦଳର ପ୍ରାର୍ଥୀଙ୍କ ପ୍ରଚାରର ଶୁଭାରମ୍ଭ କରିଛନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଗତକାଲି ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କୁ ଦଳୀୟ ଟିକେଟ ପ୍ରଦାନ କରି ଏହି ପ୍ରଚାର କରିଛନ୍ତି। ଦୀପାଳି ନବୀନ […]
ନୂଆଦିଲ୍ଲୀ: କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ (ସିବିଆଇ) ରବିବାର ଅରବିନ୍ଦ କେଜ୍ରିୱାଲଙ୍କୁ ସମନ ଜାରି ହେବା ପରେ ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ପ୍ରଥମ ପ୍ରତିକ୍ରିୟା ମଧ୍ୟ ସାମ୍ନାକୁ ଆସିଛି। ଆନ୍ନା ହଜାରେ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ଯେ, ଏହି ପ୍ରସଙ୍ଗରେ ନିଶ୍ଚିତ […]
ଭୁବନେଶ୍ୱର: ବିଶ୍ୱରେ ଏକ ଉଦାହରଣ ସୃଷ୍ଟି କରିଥିବା ଭାରତୀୟ ଗଣତାନ୍ତ୍ରିକ ଭାବଧାରା ସଂପର୍କରେ ଉପଲବ୍ଧି ନିମନ୍ତେ ଭାରତ ଗସ୍ତରେ ଆସିଥିବା ୮ଟି ଗଣତାନ୍ତ୍ରିକ ଦେଶର ପ୍ରତିନିଧିମାନେ ଶନିବାର ଉଚ୍ଚ ପ୍ରଶଂସା କରିଛନ୍ତି। ଭାରତ ବିଶ୍ୱର କେବଳ ସର୍ବ ପୁରାତନ ନୁହେଁ ବରଂ […]
ଭୁବନେଶ୍ୱର: ଓଡ଼ିଶା ଇଲେକ୍ଟ୍ରୋନିକ୍ସ, ସୂଚନା ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ଏବଂ ନ୍ୟାସନାଲ ପେମେଣ୍ଟ କର୍ପୋରେଶନ ଇଣ୍ଡିଆ ମିଳିତ ଆନୁକୁଲ୍ୟରେ ଓଡ଼ିଶାରେ ପ୍ରଥମଥର ପାଇଁ ଆଜି ଏକ ଦିବସୀୟ “ଓଡ଼ିଶା ଫିନଟେକ୍ ଫେଷ୍ଟିଭାଲ୍ -୨୦୨୩ ”ରାଜ୍ୟ ଲୋକସେବା ଭବନ କନଭେନସନ୍ ସେଣ୍ଟର […]
ଭୁବନେଶ୍ଵର: ଝାରସୁଗୁଡା ଉପନିର୍ବାଚନ ପାଇଁ ଆସନ୍ତା ୧୭ ତାରିଖ ଦିନ ଦଳୀୟ ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ପାର୍ଥୀପତ୍ର ଦାଖଲ କରିବେ। ଏହି ଅବସରରେ ରାଜ୍ୟ ସଭାପତି ମନମୋହନ ସାମଲ, ସ୍ଥାନୀୟ ସାଂସଦ ସୁରେଶ ପୁଜାରୀ, ଜୁଏଲ ଓରାମ, ବସନ୍ତ ପଣ୍ଡା, ସଙ୍ଗୀତା […]
ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ ଆଜି ପ୍ରତ୍ୟୁଷରେ ପୁରୀ ଯାଇ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଛନ୍ତି। ପ୍ରଥମେ ଶ୍ରୀ ପାଣ୍ଡିଆନ ଶ୍ରୀ ସେତୁ ପ୍ରକଳ୍ପ ଅଗ୍ରଗତି ବୁଲି ଦେଖିଥିଲେ। […]
ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀର ଅବକାରୀ ଦୁର୍ନୀତି ମାମଲାରେ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଗିରଫ ହେବା ପରେ ଏବଂ ତାଙ୍କ ଇସ୍ତଫା ପରଠାରୁ ରାଜଧାନୀର ରାଜନୈତିକ ତାପମାତ୍ରା କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି। କିନ୍ତୁ ଗତକାଲି ଦିଲ୍ଲୀର ରାଜନୈତିକ ତାପମାତ୍ରା […]