ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟି କର୍ଣ୍ଣାଟକ ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ କର୍ଣ୍ଣାଟକ ବିଜେପିରେ ଅସନ୍ତୋଷ ଲାଗିରହିଛି। ଏସବୁ ମଧ୍ୟରେ ରାଜ୍ୟର ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ଲକ୍ଷ୍ମଣ ସାବଦୀ ଟିକେଟ୍ ନ ପାଇବାରୁ ବିଜେପି ଉପରେ ଅସନ୍ତୋଷ […]
ନୂଆଦିଲ୍ଲୀ: ମାଫିଆ ଡନ୍ ଅତିକ୍ ଅହମ୍ମଦର ପୁଅ ଅସଦ ଅହମ୍ମଦଙ୍କ ଏନକାଉଣ୍ଟର ପରେ ବିରୋଧୀ ଦଳ ପୋଲିସର କାର୍ଯ୍ୟାନୁଷ୍ଠାନ ଉପରେ ପ୍ରଶ୍ନ ଉଠାଇଛନ୍ତି। ଅଖିଳେଶ ଯାଦବ ଏହି ମାମଲାକୁ ନିର୍ବାଚନ ସହ ଯୋଡିଥିବାବେଳେ କଂଗ୍ରେସ ନେତା ପିଏଲ ପୁନିଆ ମଧ୍ୟ ମାନବ […]
କୋଲକାତା: ପ୍ରେକ୍ଷାଳୟକୁ ଦୂରରୁ ଯେ କେହି ଦେଖିବ ସେ ଭାବି ନେବ ଯେ, ଏକ ବିରାଟ ଶଙ୍ଖ ଥୁଆଯାଇଛି। କାରଣ ହେଲା ଏହି ବିରାଟ ପ୍ରେକ୍ଷାଳୟକୁ ଏପରି ନିର୍ମାଣ କରିଯାଇଛି ଯେପରି ଶଙ୍ଖ ଆକୃତିର ପରିଦୃଷ୍ଟ ହେବ। ଏହି ଭିନ୍ନ ଧରଣର […]
ଭୁବନେଶ୍ୱର: ଜଳ ସଂପଦ ବିଭାଗ, ଓଡ଼ିଶା ଏବଂ ଭାରତୀୟ ପ୍ରାଦ୍ୟୋଗିକ ସଂସ୍ଥାନ (ଆଇ.ଆଇ.ଟି) ଋର୍କି, ଉତ୍ତରାଖଣ୍ଡ ମଧ୍ୟରେ ଜଳ କ୍ଷେତ୍ରରେ ରାଜ୍ୟ ନିର୍ଦ୍ଦିଷ୍ଟ କାର୍ଯ୍ୟ ଯୋଜନା (ଷ୍ଟେଟ୍ ସ୍ପେସିଫିକ୍ ଆକ୍ସନ ପ୍ଲାନ) ସଂପର୍କିତ ବୁଝାମଣା ପତ୍ର ସ୍ୱାକ୍ଷର କାର୍ଯ୍ୟକ୍ରମ ଆଜି ଅପରାହ୍ନରେ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି (୧୩-୦୪-୨୦୨୩) ଜାତୀୟ ରୋଜଗାର ମେଳାକୁ ଆଭାସୀ ମାଧ୍ୟମରେ ସମ୍ବୋଧିତ କରିଛନ୍ତି। ସେ ବିଭନ୍ନ କେନ୍ଦ୍ର ସରକାରୀ ବିଭାଗର ପ୍ରାୟ ୭୧ ହଜାର ନବନିଯୁକ୍ତଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିଛନ୍ତି। ଦେଶର ବିଭିନ୍ନ ସ୍ଥାନରୁ ନିଯୁକ୍ତି ପାଇଥିବା […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶର ୪୫ ଗୋଟି ସ୍ଥାନରେ ଆୟୋଜିତ ହେଇଥିବା କାର୍ଯ୍ୟକ୍ରମରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୧୩ ଏପ୍ରିଲ ୨୦୧୩ ରେ ପ୍ରାୟ ୭୧,୦୦୦ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନବନିଯୁକ୍ତ କର୍ମଚାରୀମାନଙ୍କୁ […]
ଭୁବନେଶ୍ବର: ଗରିବ ଲୋକମାନେ ଯେପରି ତାଙ୍କ ପ୍ରିୟଜନଙ୍କ ଅନ୍ତେଷ୍ଟିକ୍ରିୟା ସଂପାଦନରେ କୌଣସି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି, ତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆରମ୍ଭ କରିଛନ୍ତି ହରିଶ୍ଚନ୍ଦ୍ର ସହାୟତା ଯୋଜନା। ଏହି ଯୋଜନାରେ ଅନ୍ତେଷ୍ଟି ପାଇଁ ଗ୍ରାମାଞ୍ଚଳରେ ଦୁଇ ହଜାର […]
ଭୁବନେଶ୍ୱର: ସମ୍ବେଦନଶୀଳ ଆଇନ୍ ଶୃଙ୍ଖଳା ପ୍ରସଙ୍ଗକୁ ନେଇ କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ ରାଜନୀତି ନକରିବାକୁ କହିଛନ୍ତି ବିଜେଡି ମୁଖପାତ୍ର ଶ୍ରୀମୟୀ ମିଶ୍ର। ଆଜି ଏଠାରେ ସାମ୍ବାଦିକମାନଙ୍କୁ ଶ୍ରୀମତୀ ମିଶ୍ର କହିଛନ୍ତି ଯେ ଦେଶର ବିଜେପି ଶାସିତ ରାଜ୍ୟ ଯଥା ଉତ୍ତରପ୍ରଦେଶ, କର୍ଣ୍ଣାଟକ […]
ଭୁବନେଶ୍ଵର: ଆଜି ଝାରସୁଗୁଡା ଉପ-ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ, ଆଜି ଠାରୁ ୨୦ ତାରିଖ ଯାଏଁ ପ୍ରାର୍ଥୀମାନେ ନାମାଙ୍କନପତ୍ର ଦାଖଲ କରିପାରିବେ। ସେଥିପାଇଁ ସମୟ ମଧ୍ୟ ନିର୍ଦ୍ଧାରଣ କରାଯାଇଛି। ଦିନ ୧୧ଟାରୁ ଅପରାହ୍ନ ୩ଟା ମଧ୍ୟରେ […]
ପୁଣେ: ହିନ୍ଦୁତ୍ୱ ଭାବବାଦୀ ବିନାୟକ ଦାମୋଦର ସାବରକରଙ୍କ ନାତି ବୁଧବାର ଦିନ ମହାରାଷ୍ଟ୍ର କୋର୍ଟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ଅପରାଧିକ ମାନହାନି ମକଦ୍ଦମା ଦାୟର କରିଛନ୍ତି। ବିନାୟକ ଦାମୋଦର ସାବରକରଙ୍କ ନାତି ସାତ୍ତ୍ଵିକ ସାବରକର କହିଛନ୍ତି ଯେ, ତାଙ୍କ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଜି ପୂର୍ବାହ୍ନ ୧୦.୩୦ ରେ ନୂତନ ଭାବରେ ନିଯୁକ୍ତ କର୍ମଚାରୀଙ୍କୁ ପ୍ରାୟ ୭୧,୦୦୦ ନିଯୁକ୍ତି ପତ୍ର ବଣ୍ଟନ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟ ଏହି ନବ ନିଯୁକ୍ତ କର୍ମଚାରୀମାନଙ୍କୁ ସମ୍ବୋଧିତ […]
ନୂଆଦିଲ୍ଲୀ: ଋଷ ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଡାକ୍ତରୀ ଛାତ୍ରଛାତ୍ରୀମାନଙ୍କୁ ୟୁକ୍ରେନ ଏକ ବଡ଼ ଆଶ୍ଵସ୍ତି ପ୍ରଦାନ କରିବାକୁ ଯାଉଛି। ଭାରତୀୟ ଛାତ୍ରଛାତ୍ରୀମାନଙ୍କୁ କେବଳ ଭାରତରେ ପରୀକ୍ଷା ଦେବା ଲାଗି ୟୁକ୍ରେନ ଅନୁମତି ଦେବ। ୟୁକ୍ରେନର ଉପ-ବୈଦେଶିକ ମନ୍ତ୍ରୀ ଏମିନ୍ […]
ଭୁବନେଶ୍ୱର: ରାଜ୍ୟ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, “୫-ଟି” ସଚିବ ତଥା ମୁଖ୍ୟମନ୍ତ୍ରୀଙ୍କ ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନ ଆଜି ଭୁବନେଶ୍ୱର ଇନଫୋଭ୍ୟାଲି-୨ ସ୍ଥିତ […]
ଭୁବନେଶ୍ୱର: ଆଜି ଏଡିଆର ରିପୋର୍ଟ ଜାରି ହୋଇଛି। ଦେଶର ସମସ୍ତ ମୁଖ୍ୟମନ୍ତ୍ରୀମାନଙ୍କର ଅପରାଧିକ ମାମଲା ଏବଂ ସମ୍ପତ୍ତି ବିଷୟରେ ଏଡିଆର ରିପୋର୍ଟ ଜାରି କରିଛି। ରିପୋର୍ଟ ଅନୁଯାୟୀ, ଦେଶର ୧୩ ଜଣ ମୁଖ୍ୟମନ୍ତ୍ରୀଙ୍କ ନାମରେ ଅପରାଧିକ ମାମଲା ରହିଛି।ତେଲେଙ୍ଗାନା ମୁଖ୍ୟମନ୍ତ୍ରୀଙ୍କ ନାମରେ […]
ନୂଆଦିଲ୍ଲୀ: ଆନ୍ତର୍ଜାତୀୟ ମୁଦ୍ରା ପାଣ୍ଠିର ଜଣେ ବରିଷ୍ଠ ଅଧିକାରୀ ମଙ୍ଗଳବାର ଦିନ କହିଛନ୍ତି ଯେ, ଭାରତୀୟ ଅର୍ଥନୀତି ଭଲ ପ୍ରଦର୍ଶନ କରୁଛି ଏବଂ ଦୁନିଆର ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତି ମଧ୍ୟରୁ ଗୋଟିଏ ହୋଇ ରହିଛି। ଆଇଏମ୍ଏଫ୍ କହିଛି ଯେ, ଅର୍ଥନୈତିକ ଅଭିବୃଦ୍ଧି […]
ନୂଆଦିଲ୍ଲୀ: ୟୁକ୍ରେନର ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କି ମାନବିକତା ଦୃଷ୍ଟିରୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହାୟତା ଲୋଡିଛନ୍ତି। ଭାରତ ଗସ୍ତରେ ଥିବା ୟୁକ୍ରେନର ଉପ ବୈଦେଶିକ ମନ୍ତ୍ରୀ ଏମିନ୍ ଝାପରୋଭା ମଙ୍ଗଳବାର ଦିନ ରାଜ୍ୟ ବୈଦେଶିକ ମନ୍ତ୍ରୀ ମୀନାକ୍ଷୀ ଲେଖୀଙ୍କୁ ଏହି ଚିଠି ପ୍ରଦାନ […]
ନୂଆଦିଲ୍ଲୀ: ଆସନ୍ତା ସ୍ଥାନୀୟ ସଂସ୍ଥା ନିର୍ବାଚନରେ ବିଜେପି ମନ୍ତ୍ରୀ, ସାଂସଦ ଏବଂ ବିଧାୟକଙ୍କ ସମ୍ପର୍କୀୟଙ୍କୁ ଟିକେଟ୍ ମିଳିବ ନାହିଁ। ସୋମବାର ଦିନ ବିଳମ୍ବିତ ରାତିରେ ଏକ ବୈଠକରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାରୀ ବାସଭବନରେ ଏହି ନିଷ୍ପତ୍ତି ନିଆଯାଇଛି। ଦଳ ପାଇଁ […]
ଭୁବନେଶ୍ୱର: ପ୍ରଜନନ ସମୟରେ ସମୁଦ୍ରରେ ମାଛ ଧରିବା ଉପରେ କଟକଣା ଜାରିକରି ବିଭିନ୍ନ ପ୍ରଜାତିର ମାଛସଂଖ୍ୟାରେ ବୃଦ୍ଧି ଆଣିବା ପାଇଁ ଓଡ଼ିଶା ଉପକୂଳରେ ମାଛଧରା ନିଷେଧାଜ୍ଞା ପ୍ରତିବର୍ଷ ଅପ୍ରେଲ ୧୫ ତାରିଖରୁ ଜୁନ ୧୪ ତାରିଖ, ୬୧ ଦିନ ପର୍ଯ୍ୟନ୍ତ ଲାଗୁ […]
ଭୁବନେଶ୍ଵର: ଏକ ଦେଶର ଅଭିବୃଦ୍ଧି ଷ୍ଟାର୍ଟ ଅପ୍ ଏବଂ ଉଦ୍ୟୋଗୀମାନଙ୍କ ଦ୍ୱାରା ବୃଦ୍ଧି ପାଇଥାଏ। ଏକ ଶକ୍ତିଶାଳୀ ଉଦ୍ଭାବନ ଇକୋସିଷ୍ଟମ୍ ଗଠନ ପାଇଁ ବନ୍ଦର, ସିପିଂ ଏବଂ ଜଳପଥ ମନ୍ତ୍ରଣାଳୟ (ଏମଓପିଏସଡବ୍ଲୁ) (ସାଗରମାଲା ଇନୋଭେସନ୍ ଏବଂ ଷ୍ଟାର୍ଟ ଅପ୍ ପଲିସି) ଉପରେ […]
ନୂଆଦିଲ୍ଲୀ: କେନ୍ଦ୍ରୀୟ ନିର୍ବାଚନ ଆୟୋଗ ଅରବିନ୍ଦ କେଜ୍ରିୱାଲଙ୍କ ଆମ୍ ଆଦମୀ ପାର୍ଟି (ଏଏପି) କୁ ରାଷ୍ଟ୍ରୀୟ ଦଳର ମାନ୍ୟତା ଦେଇଛନ୍ତି। ଆମ୍ ଆଦମୀ ପାର୍ଟିର ନିର୍ବାଚନ ପ୍ରତୀକ ଝାଡୁ ହୋଇ ରହିବ। ଆଜି ନିର୍ବାଚନ ଆୟୋଗ କହିଛନ୍ତି ଯେ, ମମତା ବାନାର୍ଜୀଙ୍କ […]
ନୂଆଦିଲ୍ଲୀ: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଆଜି ଅରୁଣାଚଳ ପ୍ରଦେଶର କିବିଥୁ ଠାରେ ‘ଭାଇବ୍ରେଣ୍ଟ ଭିଲେଜ ପ୍ରୋଗ୍ରାମ’ ଏବଂ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ସେ ଚୀନ୍କୁ ଖୋଲାଖୋଲି ଭାବେ କହିଛନ୍ତି ଯେ, ବର୍ତ୍ତମାନ ଆଖି ଉଠାଇ […]