ଭୁବନେଶ୍ବର: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। ଏହି ଉପଲକ୍ଷେ ପୁରୀରେ ହବିଷ୍ୟାଳିଙ୍କ ଭିଡ ପରିଲକ୍ଷିତ ହୋଇଛି। ତେବେ ହବିଷ୍ୟାଳିଙ୍କ ସୁବିଧାରେ ରହିବା ଓ ଖାଇବା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ପଦକ୍ଷେପ ନିଆଯାଇଛି। ପୁରୀରେ କରାଯାଇଛି ହବିଷ୍ୟାଳିଙ୍କ ପାଇଁ ବୃନ୍ଦାବତୀ […]
ଭୁବନେଶ୍ବର: ଆଜି ରାଜ୍ୟ ସରକାର ଆଠଜଣ ନେତାଙ୍କୁ ବିଭିନ୍ନ ବିଭାଗର ପରାମର୍ଶଦାତା ଭାବେ ନିଯୁକ୍ତି ପ୍ରଦାନ କରିଛନ୍ତି। ସେମାନେ ହେଲେ 1-ରାମଚନ୍ଦ୍ର ପଣ୍ଡା- କୃଷି ଓ କୃଷକ ଶସକ୍ତିକରଣ ବିଭାଗର ପରାମର୍ଶଦାତା 2-ଅନୁଭବ ପଟ୍ଟନାୟକ- ଇଲଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ବିଜ୍ଞାନ […]
ଭୁବନେଶ୍ବର: ଆଜି ରାଜ୍ୟ ସରକାରଙ୍କ ଦ୍ଵାରା ବିଭିନ୍ନ ନିଗମ, ବୋର୍ଡ ଓ ସରକାରୀ ବିଭାଗରେ ନେତାମାନଙ୍କୁ ନିଯୁକ୍ତି ମିଳିଛି। ନିଗମ ଓ ବୋର୍ଡ ପାଇଁ ଅଧ୍ୟକ୍ଷ ଓ ପରାମର୍ଶଦାତା ନିଯୁକ୍ତି କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇଚିଠି ଜାରି କରାଯାଇଛି। ୧- ଓଡ଼ିଶା […]
ଭୁବନେଶ୍ବର: ବର୍ତ୍ତମାନ ସାଇବର ଅପରାଧୀଙ୍କ ତରିକା ଦିନକୁ ଦିନ ବଦଳିବାରେ ଲାଗିଛି। ବଜାରକୁ ଅନୁଧ୍ୟାନ କରି ସେମାନେ ଏହି ତରିକା ପରିବର୍ତ୍ତନ କରିବାରେ ଲାଗିଛି। ଏବେ ସାରା ଭାରତରେ ୫ଜି ସେବାକୁ ନେଇ ଚର୍ଚ୍ଚା ଚାଲିଛି। ଲୋକମାନେ ଏହି ସେବାକୁ ହାସଲ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜିଠାରୁ ଆସନ୍ତା ୧୧ ଅକ୍ଟୋବର ପର୍ୟ୍ୟନ୍ତ ଗୁଜରାଟର ଗସ୍ତରେ ରହିବେ। ପ୍ରଧାନମନ୍ତ୍ରୀ ଆଜି ମେହସାନାର ମୋଧେରାରେ ସନ୍ଧ୍ୟା ପ୍ରାୟ ସାଢ଼େ ପାଞ୍ଚଟାରେ ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ କରିବେ। ଏହାପରେ ସେ ସନ୍ଧ୍ୟା […]
ଭୁବନେଶ୍ବର: ଓଡିଶା ବିଧାନାସଭା ନିର୍ବାଚନ ଆହୁରି ପ୍ରାୟ ବର୍ଷେ ପାଖାପାଖି ରହିଛି। ହେଲେ ଓଡିଶା ରାଜନୀତି ଏବେ ବେଶ୍ ସକ୍ରିୟ ହୋଇଯାଇଛି। ସାଧାରଣତଃ ନିର୍ବାଚନର କିଛି ମାସ ପୂର୍ବରୁ ଦଳ ଡିଆଁ ପର୍ବ ହୋଇଥାଏ। ହେଲେ ଏବେଠାରୁ ଏହି ଦଳବଦଳ ଉତ୍ସବ […]
ଭୁବନେଶ୍ବର: ଅଶ୍ୱିନ ମାସର ଶୁକ୍ଲ ପକ୍ଷ ପୂର୍ଣ୍ଣିମାକୁ କୁମାର ପୂର୍ଣ୍ଣିମା ବା ଶରଦ ପୂର୍ଣ୍ଣିମା ବା ରାସ ପୂର୍ଣ୍ଣିମା କୁହାଯାଏ। ଜ୍ୟୋତିଷ ଶାସ୍ତ୍ରରେ ବିଶ୍ବାସ ରହିଛି ଯେ କେବଳ ଏହି ପୂର୍ଣ୍ଣିମାରେ ଚନ୍ଦ୍ର ଷୋଳ କଳାରେ ପରିପୂର୍ଣ୍ଣ ହୁଅନ୍ତି। ଚଳିତ ବର୍ଷ […]
ନୂଆଦିଲ୍ଲୀ: ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନ ଓ ଅନ୍ୟ ଉପଯୁକ୍ତ ନିର୍ଦ୍ଦିଷ୍ଟ ଅଞ୍ଚଳରେ ଚିତା ପୁନର୍ବାସ ନୀରିକ୍ଷଣ କରିବା ପାଇଁ ଏକ ଟାସ୍କ ଫୋର୍ସ ଗଠନ କରିଛନ୍ତି। ଜାତୀୟ ବ୍ୟାଘ୍ର ସଂରକ୍ଷଣ ପ୍ରାଧିକରଣ […]
ଭୁବନେଶ୍ୱର: ଭାରତ ନିର୍ବାଚନ ଆୟୋଗ ଖାଲି ପଡ଼ିଥିବା ଧାମନଗର ବିଧାନସଭା ଆସନ ନିମନ୍ତେ ଉପନିର୍ବାଚନ ପାଇଁ ଅକ୍ଟୋବର ୩ ତାରିଖରେ ଜାରି ବିଜ୍ଞପ୍ତି ଅନୁସାରେ ଆଜି ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ସୁଶୀଲ କୁମାର ଲୋହାନୀ ଏକ ସାମ୍ବାଦିକ ସମ୍ମିଳନୀ କରାଇ […]
ଭୁବନେଶ୍ୱର: ଆଜି ଜୟଦେବ ଭବନଠାରେ ରାଜ୍ୟସ୍ତରୀୟ ୬୮ତମ ବନ୍ୟପ୍ରାଣୀ ସପ୍ତାହ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ତାଙ୍କ ବକ୍ତବ୍ୟରେ କହିଥିଲେ ଯେ, ମାନବ ସମାଜ ଓ ବନ୍ୟପ୍ରାଣୀ ଅଙ୍ଗାଙ୍ଗୀଭାବେ […]
ଭୁବନେଶ୍ୱର: ରାଜ୍ୟ ଜଳ ସଂପଦ ବିଭାଗ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ରାଜ୍ୟର ବିଭିନ୍ନ ଜଳସେଚନ ପ୍ରକଳ୍ପର କାର୍ଯ୍ୟ ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ଗୁରୁବାର ଆଭାସୀ ବୈଠକ ମାଧ୍ୟମରେ ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳ, ବନଖଣ୍ଡ ଅଧିକାରୀ […]
ନୂଆଦିଲ୍ଲୀ : ବାଣିଜ୍ୟ ମନ୍ତ୍ରଣାଳୟ ଅଧୀନରେ ଥିବା ଉଦ୍ୟୋଗ ପ୍ରୋତ୍ସାହନ ଓ ଆଭ୍ୟନ୍ତରୀଣ ବ୍ୟାପାର ବିଭାଗ (ଡିପିଆଇଆଇଟି) ପକ୍ଷରୁ ଷ୍ଟାର୍ଟ ସମୂହଙ୍କୁ ଋଣ ଗ୍ୟାରେଣ୍ଟି ପ୍ରଦାନ ଯୋଜନା ପ୍ରବର୍ତ୍ତନ ଘେନି ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଏହା ଫଳରେ ଷ୍ଟାର୍ଟ ଅପ୍ଗୁଡିକୁ ଯେଉଁ […]
ନୂଆଦିଲ୍ଲୀ: ଜାତୀୟ ସ୍ବାସ୍ଥ୍ୟ ଆକାଉଣ୍ଟସରେ ତ୍ରୁଟି, ବିଶେଷ କରି ଆଉଟ ଅଫ ପକେଟ୍ ବ୍ୟୟରେ ହ୍ରାସ ସଂକ୍ରାନ୍ତରେ ଗଣମାଧ୍ୟମରେ ପ୍ରକାଶିତ ଖବର ତ୍ରୁଟିପୂର୍ଣ୍ଣ ଏବଂ ଭ୍ରମାତ୍ମକ । ଏକ ଖବରର ସ୍ପଷ୍ଟିକରଣ ଦେଇଛି କେନ୍ଦ୍ର ସ୍ବାସ୍ଥ୍ୟ ବିଭାଗ। ବିଭାଗ କହିଛି ଯେ, […]
ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜଣେ ବର୍ଷିୟାନ ମହିଳାଙ୍କୁ ମୁଣ୍ଡ ନୁଆଁଇ ନମସ୍କାର କରିଛନ୍ତି। ଯାହାକୁ ନେଇ ବିଭିନ୍ନ ମହଲରେ ଆଶ୍ଚର୍ଯ୍ୟ ପ୍ରକଟ କରାଯାଇଛି। ପ୍ରଧାନମନ୍ତ୍ରୀ ମୋଦୀ ପୁରା ଅଣ୍ଟାକୁ ନବେ ଡିଗ୍ରୀ ଭାଙ୍ଗି ଏହି ନମସ୍କାର କରିଛନ୍ତି। ଏହାର […]
ନୂଆଦିଲ୍ଲୀ: ବର୍ତ୍ତମାନ ସାମାଜିକ ଗଣମାଧ୍ୟମରେ ଗତକାଲିଠାରୁ ସୋନିଆ ଗାନ୍ଧୀ ଏବ ରାହୁଳ ଗାନ୍ଧୀଙ୍କ ଏକ ଫଟୋ ଜୋରଦାର ଭାଇରାଲ ହେବାରେ ଲାଗିଛି। ତାହା ହେଲା ସୋନିଆଙ୍କ ଜୋତାର ଫିତାକୁ ରାହୁଳ ଗାନ୍ଧୀ ବାନ୍ଧୁଥିବାର ଫଟୋ। ଗତକାଲି କର୍ଣ୍ଣାଟକର ଭାରତ ଯୋଡ ପଦଯାତ୍ରାରେ […]
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ତଥା ଦଳ ସଭାପତି ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଆଜି ଓଡ଼ିଶା ମୋ ପରିବାରର ଭୁବନେଶ୍ୱର ରାଜ୍ୟ କାର୍ଯ୍ୟାଳୟରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଗତ ଦିନରେ ଓଡ଼ିଶା-ମୋ ପରିବାର ଦ୍ୱାରା ସଂପାଦନା ହୋଇଥିବା ବିଭିନ୍ନ […]
ଭୁବନେଶ୍ବର: ଫଳାଫଳ ଭିତ୍ତିକ ଉନ୍ନୟନମୂଳକ ପରିଚାଳନା ଦିଗରେ ଅନ୍ୟ ଏକ ପଦକ୍ଷେପ ସ୍ୱରୁପ ରାଜ୍ୟ ସରକାର ସ୍ଥାନ ଭିତ୍ତିକ ଅଧ୍ୟୟନ କାର୍ୟ୍ୟ ଆରମ୍ଭ କରିଛନ୍ତି। ଗୋପବନ୍ଧୁ ପ୍ରଶାସନିକ ଏକାଡ଼େମୀର ଉତ୍କର୍ଷ କେନ୍ଦ୍ର ଦ୍ୱାରା ପ୍ରସ୍ତୁତ ପ୍ରଥମ ସ୍ଥାନ ଭିତ୍ତିକ ଗବେଷଣା ସଂକଳନକୁ […]
ଭୁବନେଶ୍ଵର: ଧାମନଗର ଉପନିର୍ବାଚନ ପାଇଁ ସମସ୍ତ ରାଜନୈତିକ ଦଳଗୁଡିକ ପ୍ରସ୍ତୁତ ଆରମ୍ଭ କରିଦେଇଛନ୍ତି। ନଭେମ୍ବର ୩ ତାରିଖରେ ଧାମନଗର ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବାକୁ ଥିବା ବେଳେ ୬ ତାରିଖରେ ଫଳାଫଳ ପ୍ରକାଶ ପାଇବ। ତେବେ ଏହି ଉପନିର୍ବାଚନ ପାଇଁ […]
ଭୁବନେଶ୍ବର: ଆଜି ବିଜେଡି ତରଫରୁ ନୂଆ ଜିଲ୍ଲା ପର୍ଯ୍ୟବେକ୍ଷକଙ୍କ ତାଲିକା ପ୍ରକାଶ କରାଯାଇଛି। ସେଥିରେ ଦଳ ସାଂଗଠାନିକ ଜିଲ୍ଲାଗୁଡିକରେ ନୂଆ ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତି ଦିଆଯାଇଛି। ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ଦସ୍ତଖତରେ ଏହି ବିଜ୍ଞପ୍ତି ଜାରୀ କରାଯାଇଛି। ସେହି ଅନୁସାରେ […]
ଭୁବନେଶ୍ବର: ବିଭିନ୍ନ ସମୟରେ ଚିଲିକାର ବାହୁବଳୀ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଚର୍ଚ୍ଚାରେ ରହିଥାନ୍ତି। ସେ ଭଲର ହେଉ କିମ୍ବା ଭେଲରେ। ହେଲେ ଏଥର ସେ ଏକ ନୂଆ ଚର୍ଚ୍ଚାକୁ ଆସିଛନ୍ତି। ତାହା ହେଲେ ପୂଜା ଅବସରରେ ଏହି ବିଧାୟକ ବେଗୁନିଆ ଏବଂ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଏନଏଚ-୧୦୫ ର ପିଞ୍ଜୋରରୁ ନାଲାଗଡ ପର୍ଯ୍ୟନ୍ତ ଜାତୀୟ ରାଜପଥର ଚାରି ଲେନ ପାଇଁ ପ୍ରାୟ ୩୧ କିଲୋମିଟର ନିମନ୍ତେ ୧୬୯୦ କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଏହା ସହିତ ପ୍ରଧାନମନ୍ତ୍ରୀ ଦେଶକୁ, […]