ଭୁବନେଶ୍ୱର: ଭୁବନେଶ୍ୱରରେ ଆସନ୍ତା ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ଜି-୨୦ ଶିକ୍ଷା କାର୍ଯ୍ୟ ଗୋଷ୍ଠୀର ତୃତୀୟ ବୈଠକ ପୂର୍ବରୁ କିଟ୍ ବିଶ୍ୱ ବିଦ୍ୟାଳୟ, ଭୁବନେଶ୍ୱର ପକ୍ଷରୁ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ଏହି କ୍ରମରେ ଆଜି […]
ଭୁବନେଶ୍ୱର: ପୂର୍ବରୁ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁସାରେ ସମସ୍ତ ଦୋକାନ ଓ ବ୍ୟବସାୟିକ ପ୍ରତିଷ୍ଠାନରେ ଓଡ଼ିଆ ଭାଷାର ନାମଫଳକ ଲେଖିବା ବାଧ୍ୟତାମୂଳକ କରାଯାଇଥିଲା। ଏଥିନିମିତ୍ତ ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗ ଦ୍ଵାରା ଓଡ଼ିଶା ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନ […]
ନୂଆଦିଲ୍ଲୀ: ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଆଜି ଗଣମାଧ୍ୟମ ସଂସ୍ଥା, ଗଣମାଧ୍ୟମ ପ୍ଲାଟଫର୍ମ ଏବଂ ଅନଲାଇନ୍ ବିଜ୍ଞାପନ ମଧ୍ୟସ୍ଥିମାନଙ୍କୁ ଜୁଆଖେଳର ବିଜ୍ଞାପନ/ପ୍ରୋତ୍ସାହନମୂଳକ ବିଷୟବସ୍ତୁ ପ୍ରସାରଣରୁ ବିରତ ରହିବାକୁ ପରାମର୍ଶ ଦେଇଛି। ଆଜି ଜାରି କରାଯାଇଥିବା ଏକ ମାର୍ଗଦର୍ଶିକାରେ, ଆଗଧାଡିର ମୁଖ୍ୟ ଇଂରାଜୀ […]
ମେଷ: – ଆଜି ମିଶ୍ରିତ ଦିନ ହେବ । ବ୍ୟବସାୟ ସ୍ୱାଭାବିକ ହେବ । ଜରୁରୀକାଳୀନ ଲାଭ କରାଯାଉଛି, କିନ୍ତୁ ଅନାବଶ୍ୟକ ଖର୍ଚ୍ଚ ବଢିବ, ଫଳରେ ଅର୍ଥନୈତିକ ପରିସ୍ଥିତି ଦୁର୍ବଳ ହୋଇଯିବ । କାର୍ଯ୍ୟରେ ସଫଳତା ଆତ୍ମବିଶ୍ୱାସ ବଢାଇବ, କିନ୍ତୁ ଅଧିକ […]
ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କ ଏହାର ସୁଧହାର ନୀତି ଅପରିବର୍ତ୍ତିତ ରଖିଛି। ଆଜି ରିଜର୍ଭ ବ୍ୟାଙ୍କର ୟୁଟ୍ୟୁବ ଚ୍ୟାନେଲରେ ଏହି କେନ୍ଦ୍ରୀୟ ବ୍ୟାଙ୍କର ଦ୍ୱିମାସିକ ବିତ୍ତୀୟନୀତି (ମନିଟାରୀ ପଲିସି) ସମ୍ପର୍କରେ ତଥ୍ୟ ପ୍ରଦାନ କରି ଆରବିଆଇର ଗଭର୍ଣ୍ଣର ଶକ୍ତିକାନ୍ତ ଦାସ କହିଛନ୍ତି […]
ନୂଆଦିଲ୍ଲୀ: ଅଦାନି ପ୍ରସଙ୍ଗରେ ବିରୋଧୀ ଦଳଙ୍କ ସହ ତ୍ରିରଙ୍ଗା ପଦଯାତ୍ରା କରିବା ପରେ ସଂସଦ ଅଧିବେଶନର ଶେଷ ଦିନରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ ଏକ ସାମ୍ବାଦିକ ସମ୍ମିଳନୀ କରିଛନ୍ତି। ଏହି ସମୟରେ ସେ କହିଛନ୍ତି ଯେ, ମୋଦୀ ସରକାର ଗଣତନ୍ତ୍ର […]
ପୁରୀ: ଆଜି ହଠାତ ପୁରୀରେ ଆସି ପହଞ୍ଚିଛି ୪୧୦୦ ଟି ଇଭିଏମ। କଡା ସୁରକ୍ଷାରେ କେତେକ ଟ୍ରକରେ ଏହି ଇଭିଏମଗୁଡିକ ହାଇଦ୍ରାବାଦରୁ ଆସି ପୁରୀ ପହଞ୍ଚିଛି। ଏଥିରେ ରହିଛି ମୋଟ ୮୨୦୦ ଇଭିଏମ। ସେଥିମଧ୍ୟରୁ ୪୧୦୦ ଗୋଟି ବାଲାଟ ୟୁନିଟ ଓ […]
Naveen In Japan: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାପାନ ଗସ୍ତ କାଳରେ ଟୋକିଓଠାରେ ଆୟୋଜିତ ବିଜିନେସ ସମ୍ମିଳନୀକୁ ଉଦବୋଧନ ଦେଲେ। ଏଥିରେ ଯୋଗଦେଇଥିବା ଶିଳ୍ପପତିଙ୍କୁ ମୁଖ୍ୟମନ୍ତ୍ରୀ ଓଡିଶା ଉପରେ ଅବତାରଣା କରିଥିଲେ। ଏଥିରେ ସେ ଓଡିଶା ବ୍ୟବସାୟ ପାଇଁ କିପରି […]
ଭୁବନେଶ୍ୱର: ଗତବର୍ଷ ସେପ୍ଟେମ୍ବର ମାସରେ ରାଜ୍ୟର କିଛି ଅଞ୍ଚଳରେ ଗୋମହିଷାଦିଙ୍କ ମଧ୍ୟରେ ଦେଖାଦେଇଥିବା ଚର୍ମବିଣ୍ଡି ରୋଗର ବର୍ତ୍ତମାନ ସ୍ଥିତି ଓ ଏ ପରିପ୍ରେକ୍ଷୀରେ ଗୋମହିଷାଦିଙ୍କ କିଣାବିକା ଓ ରାଜ୍ୟ ଭିତରେ ରାଜ୍ୟ ବାହାରେ ଗୋମହିଷାଦିଙ୍କ ପରିବହନ ଉପରେ ଲଗାଯାଇଥିବା କଟକଣା ଉଠାଇବା […]
ନୂଆଦିଲ୍ଳୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଆଜି ଭାରତର ୬୦% ଗ୍ରାମାଞ୍ଚଳ ପରିବାର ଟ୍ୟାପ ଯୋଗେ ନିଜ ଘରେ ସ୍ୱଚ୍ଛ ଓ ନିରାପଦ ପାନୀୟ ଜଳ ସୁବିଧା ପାଇଛନ୍ତି। ଦେଶର ମୋଟ ଗ୍ରାମର ୨୫% ଅର୍ଥାତ୍ ୧.୫୫ ଲକ୍ଷରୁ ଅଧିକ […]
ଭୁବନେଶ୍ବର: ଆଜି ଜଳ ସଂପଦ ବିଭାଗରେ ନବ ନିଯୁକ୍ତ ୩୬ ଜଣ ଭୂତତ୍ତ୍ୱବିତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି। ସ୍ଥାନୀୟ ଜୟଦେବ ଭବନସ୍ଥିତ ଗୀତଗୋବିନ୍ଦ ସଦନ ସମ୍ମିଳନୀ କକ୍ଷରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ରାଜ୍ୟ ଜଳସଂପଦ, ବାଣିଜ୍ୟ ଓ ପରିବହନ […]
Naveen In Japan: ଜାପାନରୁ ଆସିଲା ବଡ ଖବର। ତାହା ହେଲା ବିଶ୍ବର ପ୍ରମୁଖ ଇସ୍ପାତ କଂପାନୀ ନିପ୍ପନ ଷ୍ଟିଲ କରପୋରେସନ ଓଡିଶାରେ କରିବ ବଡ କାରଖାନା। ଆଜି ନିପ୍ପନ କଂପାନୀର ମୁଖ୍ୟ ଇଜି ହାସିମୋଟୋ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରି […]
ଭୁବନେଶ୍ୱର: ଆଜି ପ୍ରଦେଶ କଂଗ୍ରେସ ତରଫରୁ କଂଗ୍ରେସ ଭବନଠାରେ ଓଡ଼ିଶାରେ ଶିଳ୍ପ ସ୍ଥିତି ଓ ପ୍ରଗତି ଶୀର୍ଷକରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀ ଶରତ ପଟ୍ଟନାୟକ ଏହି ସମ୍ମିଳନୀରେ ଉଦ୍ବୋଧନ ଦେଇ କହିଥିଲେ ଯେ, […]
ପ୍ରକାଶ ଭୂୟାଁ ପବିତ୍ର ମହାବିଷୁବ ସଂକ୍ରାନ୍ତିରେ ଆରମ୍ଭ ହେବ “ମା କାଳିକା”ଙ୍କର ଓଡିଶା ପ୍ରସିଦ୍ଧ ପଣାଯାତ୍ରା। ଖୋର୍ଦ୍ଧା ଜିଲ୍ଲାର ବେଗୁନିଆ। ଜାତୀୟ ରାଜପଥରୁ ଦକ୍ଷିଣକୁ ମାତ୍ର ପାଞ୍ଚ କିଲୋମିଟର ଗଲେ ପଡେ “ଡିଙ୍ଗର” ଗ୍ରାମ। ପ୍ରତି ବର୍ଷ ଏହି ମହାବିଷୁବ ସଂକ୍ରାନ୍ତି […]
ଭୁବନେଶ୍ୱର : ଏମ୍ସ ଭୁବନେଶ୍ୱରରେ ଛାତ୍ରଛାତ୍ରୀ ଏବଂ ଭର୍ତ୍ତି ହୋଇ ଚିକିତ୍ସାଧୀନ ଥିବା ରୋଗୀଙ୍କ ଖାଦ୍ୟରେ ସାମିଲ ହୋଇଛି ରାଜ୍ୟର ପାରମ୍ପରିକ ତଥା ପୋଷଣଯୁକ୍ତ ଖାଦ୍ୟ ମାଣ୍ଡିଆ। ଛାତ୍ରଛାତ୍ରୀ ତଥା ଏଠାରେ ଭର୍ତ୍ତିା ହୋଇ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ଉତ୍ତମମାନର ସୁସ୍ଥ […]
ଭୁବନେଶ୍ୱର: ଓଡିଶାର ପୁଞ୍ଜିନିବେଶ ସୁଯୋଗକୁ ପ୍ରୋତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ ଏକ ଉଚ୍ଚ ସ୍ତରୀୟ ପ୍ରତିନିଧୀ ଦଳ ଜାପାନରେ ପହଞ୍ଚିଛନ୍ତି। ଏହି ପ୍ରତିନିଧି ଦଳରେ ଶିଳ୍ପ, ଏମ୍ଏସ୍ଏମ୍ଇ ଏବଂ ଶକ୍ତି ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ଶିଳ୍ପ […]
ଭୁବନେଶ୍ୱର: ରାଜ୍ୟ ସରକାର ଅପ୍ରେଲ ୨୦ରୁ ୨୨ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ୍ରେ ସ୍କିଲ୍ଡ ଇନ୍ ଓଡିଶା କନକ୍ଲେଭ-୨୦୨୩ ଆୟୋଜନ କରୁଛନ୍ତି, ଯେଉଁଥିରେ ପ୍ରମୁଖ ଶିଳ୍ପସଂସ୍ଥା, ଶିକ୍ଷାନୁଷ୍ଠାନ, ମିଡ଼ିଆ ହାଉସ୍ ଏବଂ ଉଦ୍ୟୋଗୀ ଛାତ୍ର ଓ ଯୁବକମାନେ ଯୋଗଦେବେ। ଏହି […]
ଭୁବନେଶ୍ବର: ରାଜ୍ୟ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ୱାରା ଭୁବନେଶ୍ୱରସ୍ଥିତ ଉତ୍କଳମଣ୍ଡପ ଠାରେଆୟୋଜିତ ୩ଦିନିଆ ରାଜ୍ୟସ୍ତରୀୟ ଲୋକନୃତ୍ୟ ଓ ଲୋକସଙ୍ଗୀତ ମହୋତ୍ସବର ୨ୟ ଦିବସ ବେଶ ଆକର୍ଷଣୀୟ ଥିଲା। ଆଜିର କାର୍ୟ୍ୟକ୍ରମରେ ପ୍ରଥମେ ପରିବେଷଣ କରାଯାଇଥିଲା ମାଲକାନଗିରିରୁ ଆସିଥିବା […]
ଭୁବନେଶ୍ୱର: ଅଶ୍ୱିନୀ ତ୍ରିପାଠୀ ନିର୍ଦ୍ଦେଶିତ ଏବଂ ଜ୍ୟୋତିରଞ୍ଜନ ମହାନ୍ତି ପ୍ରଯୋଜିତ ଓଡିଆ ଚଳଚ୍ଚିତ୍ର ‘ଡେଲିଭରୀ ବୟ’ ଉପରୁ ରାଜ୍ୟ ସରକାର ପ୍ରମୋଦ କର ଛାଡ କରିଛନ୍ତି। ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଅନୁମୋଦନ କରିଛନ୍ତି। ସୂଚନାଯୋଗ୍ୟ […]
ନୂଆଦିଲ୍ଲୀ: କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ ବା ‘ସିବିଆଇ’ ର ଆଜି ହୀରକ ଜୟନ୍ତୀ ଉତ୍ସବକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଦ୍ଘାଟନ କରିଛନ୍ତି। ସେ ଶିଲୋଙ୍ଗ, ପୁଣେ ଏବଂ ନାଗପୁରରେ ସିବିଆଇର ନୂତନ କାର୍ଯ୍ୟାଳୟ କମ୍ପ୍ଲେକ୍ସଗୁଡ଼ିକର ଉଦଘାଟନ କରିଥିଲେ। ସାରା ଦେଶରେ ବର୍ତ୍ତମାନ […]
ମୁମ୍ବାଇ: ନୀତା ଅମ୍ବାନି କଲଚରାଲ୍ ସେଣ୍ଟର ଶୁଭାରମ୍ଭର ଦ୍ୱିତୀୟ ଦିନରେ “ଇଣ୍ଡିଆ ଇନ୍ ଫେସନ’ ନାମକ ଏକ ମେଗା ସୋ’ ଆୟୋଜିତ ହୋଇଯାଛି। ଏହି ପ୍ରଦର୍ଶନୀରେ ଫେସନ ଦୁନିଆରେ ଭାରତୀୟ ଫେସନର ରହିଥିବା ପ୍ରଭାବକୁ ଅତି ଚମତ୍କାର ଢଙ୍ଗରେ ପ୍ରଦର୍ଶିତ କରାଯାଇଥିଲା। […]