ଭୁବନେଶ୍ବର: ଆଜି ରାଜ୍ୟ ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କୁ ଜିଲ୍ଲା ଯୋଜନା ବୋର୍ଡର ଅଧ୍ୟକ୍ଷ ଭାବେ ନିଯୁକ୍ତି ପ୍ରଦାନ କରିଛନ୍ତି। ଏ ନେଇ ରାଜ୍ୟ ସରକାରଙ୍କ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ ବିଧାୟକ ତଥା ମନ୍ତ୍ରୀମାନଙ୍କୁ ଏହି ନିଯୁକ୍ତି ପ୍ରଦାନ […]
ନୂଆଦିଲ୍ଲୀ: ଦେଶର ସର୍ବବୃହତ ଆତଙ୍କବାଦୀ ବିରୋଧୀ ଏଜେନ୍ସି ଏନଆଇଏ ସେପ୍ଟେମ୍ବର ୨୨ ତାରିଖ ମଧ୍ୟରାତ୍ର ପର୍ଯ୍ୟନ୍ତ ସବୁଠୁ ବଡ ସର୍ଚ୍ଚ ଅପରେସନ କରିଥିଲା। ଏଜେନ୍ସିର ଟାର୍ଗେଟ୍ ରେ ଥିଲା ପପୁଲାର୍ ଫ୍ରଣ୍ଟ ଅଫ୍ ଇଣ୍ଡିଆ ଅର୍ଥାତ୍ ପିଏଫଆଇ। ଦେଶର ପ୍ରାୟ ସମସ୍ତ […]
ଧର୍ମଶାଳା (ହିମାଚଳ ପ୍ରଦେଶ): ତିବ୍ଦତୀୟ ଆଧ୍ୟାତ୍ମିକ ନେତା ଦଲାଇ ଲାମା ଆଜି କହିଛନ୍ତି ଯେ, ଚୀନ୍ ସେନା ଦ୍ୱାରା ଧରା ହେବା ପରିବର୍ତ୍ତେ ଭାରତର ସଚ୍ଚା ଆଉ ସ୍ନେହୀ ଲୋକ, ଏକ ସ୍ଵତନ୍ତ୍ର ତଥା ମୁକ୍ତ ଗଣତନ୍ତ୍ରରେ ଶେଷ ନିଶ୍ୱାସ ନେବାକୁ […]
ଭୁବନେଶ୍ବର: ଆଜି ସଂଧ୍ୟାରେ ନବୀନ ନିବାସଠାରେ କଟକ, ଖୋର୍ଦ୍ଧା ଓ ନୟାଗଡ ଜିଲ୍ଲାର ମିଶନ ଶକ୍ତି ଗୋଷ୍ଠୀର ମା ମାନେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଥିଲେ । ଏହି ଅବସରରେ ଗତ ଅଗଷ୍ଟ ୧୫ ତାରିଖ ୭୫ତମ ସ୍ବାଧୀନତା […]
ନୂଆଦିଲ୍ଲୀ: ଚଳିତ ବର୍ଷ ପାଞ୍ଚଟି ରାଜ୍ୟ – ଉତ୍ତରପ୍ରଦେଶ, ପଞ୍ଜାବ, ଗୋଆ, ମଣିପୁର ଏବଂ ଉତ୍ତରାଖଣ୍ଡରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ବିଜେପି ୩୪୪.୨୭ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରିଛି। ଏଥି ସହିତ ଗତଥର ଏହି ରାଜ୍ୟଗୁଡିକରେ ଦଳ ୨୧୮.୨୬ କୋଟି […]
ଭୁବନେଶ୍ବର: ଆଜି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନବନିଯୁକ୍ତ ପ୍ରାଣୀ ଚିକିତ୍ସକ, ପ୍ରାଣୀଧନ ନିରୀକ୍ଷକ, କନିଷ୍ଠ ମତ୍ସ୍ୟ ବୈଷୟିକ ସହାୟକ ଓ କନିଷ୍ଠ ଯନ୍ତ୍ରୀଙ୍କ ପାଇଁ ଆୟୋଜିତ ଦିଗଦର୍ଶନ କାର୍ଯ୍ୟକ୍ରମରେ ଭିଡିଓ କନ୍ଫରେନ୍ସିଂ ଜରିଆରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ଭାରତରେ ସେମିକଣ୍ଡକ୍ଟର ବିକାଶ ଏବଂ ଡିସପ୍ଲେ ଉତ୍ପାଦନ ଇକୋସିଷ୍ଟମ କାର୍ଯ୍ୟକ୍ରମରେ ନିମ୍ନଲିଖିତ ସଂଶୋଧନକୁ ମଞ୍ଜୁର କରିଛନ୍ତି: ୧. ଭାରତରେ ସେମିକଣ୍ଡକ୍ଟର ଫ୍ୟାବ ପ୍ରତିଷ୍ଠା ଯୋଜନା ଅଧୀନରେ ସବୁ ପ୍ରଯୁକ୍ତି ନୋଡସ୍ ପାଇଁ […]
ନୂଆଦିଲ୍ଲୀ: ତୈଳ ମନ୍ତ୍ରଣାଳୟର ଅଚାନକ ଟିକସ ସମୀକ୍ଷା ନେଇ କେତେକ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି। ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ ମନ୍ତ୍ରଣାଳୟର ଅଗଷ୍ଟ ୨୦୨୨ ଚିଠିକୁ ଦର୍ଶାଇ ମନ୍ତ୍ରଣାଳୟର ସ୍ୱତନ୍ତ୍ର ଅତିରିକ୍ତ ଉତ୍ପାଦ ଶୁଳ୍କ ବାବଦ ଅତିରିକ୍ତ କର ଧାର୍ଯ୍ୟ […]
ରାଜୁ ଶ୍ରୀବାସ୍ତବଙ୍କର ଦେହାନ୍ତ: ଲୋକପ୍ରିୟ ଷ୍ଟାଣ୍ଡ ଅପ୍ ହାସ୍ୟ ଅଭିନେତା ରାଜୁ ଶ୍ରୀବାସ୍ତବଙ୍କର ୫୮ ବର୍ଷ ବୟସରେ ଦେହାନ୍ତ ହୋଇଛି। ଅଗଷ୍ଟ ୧୦ ରେ ସେ ହଠାତ୍ ହୃଦଘାତରେ ପୀଡିତ ହୋଇ ତାଙ୍କୁ ଦିଲ୍ଲୀ ଏମଏସକୁ ନିଆଯାଇଥିଲା। ତାଙ୍କୁ ତୁରନ୍ତ ଆଇସିୟୁକୁ […]
ନୂଆଦିଲ୍ଲୀ: ଉଜବେକିସ୍ତାନରେ ଅନୁଷ୍ଠିତ ସାଂଘାଇ ସହଯୋଗ ସଂଗଠନ (ଏସସିଓ) ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ଵାରା ଦିଆଯାଇଥିବା ବିବୃତ୍ତିକୁ ଆମେରିକା ସ୍ଵାଗତ କରିଛି। ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଋଷର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ନିକଟକୁ ଯେଉଁ ବାର୍ତ୍ତା […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଆଜି ଅପରାହ୍ନରେ ଖୋର୍ଦ୍ଧା ଶିଳ୍ପାଞ୍ଚଳ, ଫୁଡ ପାର୍କ, ଆଇ.ଆଇ.ଡି ଖୋର୍ଦ୍ଧା ଓ ଜୟମଙ୍ଗଳ ଶିଳ୍ପାଞ୍ଚଳ ପ୍ରଭୃତି ଗସ୍ତ କରି ଶିଳ୍ପଦ୍ୟୋଗୀ, କର୍ମଚାରୀ ଓ ସ୍ଥାନୀୟ ଜନସାଧାରଣଙ୍କ […]
ନୂଆଦିଲ୍ଲୀ: ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ଆଜି ଏସିଆ – ପ୍ରଶାନ୍ତ ମହାସାଗରୀୟ ପ୍ରସାରଣ ଉନ୍ନୟନ ପ୍ରତିଷ୍ଠାନ (ଏଆଇବିଡି)ର ୪୭ତମ ବାର୍ଷିକ ସମ୍ମିଳନୀ ଏବଂ ୨ଠତମ ସାଧାରଣ ସମ୍ମିଳନୀକୁ ନୂଆଦିଲ୍ଲୀ ଠାରେ ଉଦଘାଟନ କରିଛନ୍ତି। ଏହି ଅବସରରେ ମନ୍ତ୍ରୀ […]
ଲେଖକ- ଆଦାର ପୁନାୱାଲା କରୋନା ମହାମାରୀର ବିଗତ ଅଢେଇ ବର୍ଷ ଯାହା ଏକ ଗୁରୁତର ଅସ୍ୱାଭାବିକତାର ବାତାବରଣ ସୃଷ୍ଟି କରିଥିଲା ସେଥିରେ ଲୋକେ ସତେ ଯେପରି ଏକ ବିଜ୍ଞାନ ଉପନ୍ୟାସର କାହାଣୀ ଭିତରେ ବଂଚିଥିଲେ । ଏହି ଜଟିଳ ସମୟରେ […]
ନୂଆଦିଲ୍ଲୀ: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ୧୯, ସେପ୍ଟେମ୍ବର ୨୦୨୨ ରେ କାଇରୋରେ ଇଜିପ୍ଟର ପ୍ରତିରକ୍ଷା ମନ୍ତ୍ରୀ ଜେନେରାଲ୍ ମହମ୍ମଦ ଜାକିଙ୍କ ସହିତ ଦ୍ବିପାକ୍ଷିକ ଆଲୋଚନା କରିଛନ୍ତି। ରାଜନାଥ ସିଂ ବର୍ତ୍ତମାନ ଇଜିପ୍ଟ ଗସ୍ତରେ ରହିଛନ୍ତି। ତାଙ୍କୁ ଦ୍ବିପାକ୍ଷିକ ଆଲୋଚନା ଆରମ୍ଭ […]
ଭୁବନେଶ୍ବର: କଟକ ଶ୍ରୀରାମଚଂଦ୍ର ମେଡିକାଲ କଲେଜ କେବଳ ଓଡିଶା ନୁହେଁ, ଆଖପାଖ ରାଜ୍ୟର ଲୋକମାନଙ୍କ ପାଇଁ ଭରସାଯୋଗ୍ୟ ଚିକିତ୍ସା କେନ୍ଦ୍ରର ସୁନାମ ଲାଭ କରିଛି। ତେଣୁ ୭୫ ବର୍ଷ ତଳେ ନିର୍ମିତ ହୋଇଥିବା ଏହି ବିରାଟ ଅନୁଷ୍ଠାନର ରୂପାନ୍ତରଣ ସହିତ ଏଠାରେ […]
ଭୁବନେଶ୍ୱର: ସଂପ୍ରତି ଦେଶରେ କଂଗ୍ରେସ ଦଳ ପକ୍ଷରୁ ଚାଲିଥିବା ଭାରତ ଯୋଡ଼ୋ ଯାତ୍ରା ପ୍ରତି ଦେଶବାସୀଙ୍କର ଅଭୁତପୂର୍ବ ଜନ ସମର୍ଥନ ମିଳୁଛି। ବୁଦ୍ଧିଜୀବୀ, ସାମାଜିକ କର୍ମୀ, ଲେଖକ ଇତ୍ୟାଦି ବିଭିନ୍ନ ବର୍ଗର ଲୋକମାନେ ଏହା ସହିତ ଯୋଡ଼ି ହେଉଛନ୍ତି। ଓଡ଼ିଶାରେ ମଧ୍ୟ […]
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟାରେ ସ୍ଥାନୀୟ ସାମନ୍ତ ବିହାର ଠାରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗ ଦେଇ ଶିକ୍ଷକ ପ୍ରଶିକ୍ଷଣ କେନ୍ଦ୍ର ନିର୍ମାଣ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ପ୍ରଶିକ୍ଷଣ […]
ଭୁବନେଶ୍ବର: ପୂଜା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି। ରାଜ୍ୟ ସରକରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ […]
କଟକ : ଆଜି ସାରା ରାଜ୍ୟରେ ଲଗାତର ବର୍ଷା ଲାଗି ରହିଛି। ହେଲେ ଏହି ବର୍ଷାରେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫ଟି ସଚିବ ଭି କେ ପାଣ୍ଡିୟାନ ଉନ୍ନୟନ କାର୍ଯ୍ୟ ତଦାରଖ କରିଛନ୍ତି।ସେ ଏକ ରେନକୋଟ ପିନ୍ଧି ବର୍ଷାରେ ଭିଜି […]
ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଆନୁକୂଲ୍ୟରେ ରାଜ୍ୟ ସଂଗ୍ରହାଳୟ ପକ୍ଷରୁ ଆରମ୍ଭ ହୋଇଛି କଣ୍ଢେଇ ପ୍ରଦର୍ଶନୀ। ଏହାକୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ମଧୁସୂଦନ ପାଢ଼ୀ ପରିଦର୍ଶନ କରି କହିଛନ୍ତି ଯେ ଆଜାଦି କା […]
ଭୁବନେଶ୍ୱର: ସ୍ୱାଧୀନତା ସଂଗ୍ରାମର ବାର୍ତ୍ତା ତଥା ଜାତିର ଜନକ ଗାନ୍ଧିଜୀଙ୍କ ଅହିଂସା ମନ୍ତ୍ରର ରାଜ୍ୟବ୍ୟାପୀ ପ୍ରସାରଣ ଉଦ୍ଦେଶ୍ୟରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତ ‘ଅହିଂସା ରଥ’ ଆଜି ଭଦ୍ରକ ଓ ରାୟଗଡ଼ା ଜିଲ୍ଲାର ବିଭିନ୍ନ ସ୍ଥାନ ପରିକ୍ରମା କରିଛି। […]