ଭୁବନେଶ୍ବର: ବିଜୁ ଜନତା ଦଳ କେତେବେଳେ କଣ କରୁଛି ତାହା କାହାକୁ ଜଣା ନ ଥାଏ। କାରଣ ଦଳ ଲୋକଙ୍କ ନିକଟତର ହେବା ପାଇଁ ଜନହୀତକର କାର୍ଯ୍ୟ ସହିତ ପ୍ରଚାରର ନୂଆ ନୂଆ ମାଧ୍ୟମ ମଧ୍ୟ ଆପଣେଇବାରେ ଲାଗିଛି। ଯାହା ବିରୋଧୀଙ୍କୁ […]
ପ୍ରଦୀପ ସେନାପତି ଭୁବନେଶ୍ବର: ଏ କଳକୀ ଯୁଗରେ କୋଟିକୋଟି ପାତାଳଫୁଟି ଗର୍ଭରୁ ଶିବଲିଙ୍ଗମାନଙ୍କର ପୀଠସ୍ଥଳୀ ଅବିର୍ଭାବ ହୋଇଥିବାବେଳେ, ସେମାନଙ୍କ ମଧ୍ୟରେ ରାଜା ସିଂହାସନରେ ଅଧିଷ୍ଠିତ, ପ୍ରତିଷ୍ଠିତ ଓ ବିଖ୍ୟାତ ହୋଇ ଥିବାରୁ ପ୍ରଭୁ ଶ୍ରୀଶ୍ରୀ ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କ ନାମରେ ନାମିତ […]
ନୂଆଦିଲ୍ଲୀ: ଲୋକସଭା ବାଚସ୍ପତି ଓମ ବିର୍ଲାଙ୍କ ବିରୋଧରେ ବିରୋଧୀ ଦଳ ଅବିଶ୍ୱାସ ପ୍ରସ୍ତାବ ଆଣିପାରନ୍ତି। କଂଗ୍ରେସର ଏକ ଉଚ୍ଚ ଉତ୍ସକୁ ଉଦ୍ଧୃତ କରି ଏହି ସୂଚନା ଗ୍ରହଣ କରାଯାଇଛି। ସୋମବାର ଦିନ ଲୋକସଭାର ବାଚସ୍ପତିଙ୍କ ବିରୋଧରେ ରାହୁଲ ଗାନ୍ଧୀଙ୍କ ସଦସ୍ୟତା ସମାପ୍ତ […]
ଭୁବନେଶ୍ବର: ଚଳିତ ବର୍ଷ ପ୍ରଭୃ ଲିଙ୍ଗରାଜଙ୍କ ରଥଯାତ୍ରା ଆସନ୍ତାକାଲି ବୁଧବାରରେ ଅନୁଷ୍ଠିତ ହେବ। ଏଥର ଅପରାହ୍ନ ୩ ଟା ୩୦ ମିନଟରେ ରଥ ଟଣାଯିବ। ସେଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ତେବେ ଏହି ରଥଯାତ୍ରାର ମହତ୍ବ ବେଶ ଗୁରୁତ୍ବପୂର୍ଣ୍ଣ। ଆସନ୍ତୁ […]
ଭୁବନେଶ୍ବର: ବବି ଦାସ ବା ପ୍ରଣବ ପ୍ରକାଶ ଦାସ। ବିଜୁ ଜନତା ଦଳର ଜଣେ ଦୈଡିବା ଘୋଡା। ଦଳ ପାଇଁ ରାତିଦିନ ନିଜକୁ ସମର୍ପିତ କରିଛନ୍ତି। ହେଲେ ସେହି ଦୈଡିବା ଘୋଡା ଉପରେ ବିଜେଡି ସୁପ୍ରିମ ନବୀନ ପଟ୍ଟନାୟକ ଲଦି ଦେଇଛନ୍ତି […]
ନୂଆଦିଲ୍ଲୀ: ଗତ କିଛି ଦିନ ହେବ ଦେଶର କେତେକ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇଛି। କୋଭିଡ-୧୯ ମହାମାରୀ ମୁକାବିଲାର ସମସ୍ତ ଦିଗ ବିଷୟରେ ସମୀକ୍ଷା ଲାଗି କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚ ସ୍ତରୀୟ ପ୍ରସ୍ତୁତି […]
ଭୁବନେଶ୍ବର: ଖୋର୍ଦ୍ଧା ଜିଲ୍ଲା ପ୍ରଭାରୀ ଭାବେ ଦାୟିତ୍ବ ନେବେ ବାଲେଶ୍ବରର ପୂର୍ବତନ ସାଂସଦ ରବିନ୍ଦ୍ର ଜେନା। ୨୦୧୪ ରେ ସାଂସଦ ଥିଲେ, ହେଲେ ୨୦୧୯ ରେ ସେ ହାରିଗଲେ। ସେ ପୂର୍ବରୁ ବିଜେଡିର ଜଣେ ସକ୍ରିୟ ନେତା ଥିଲେ। ହେଲେ ଗତ […]
ଭୁବନେଶ୍ବର: ଆଜି ବିଜୁ ଜନତା ଦଳ ତାହାର ନୂଆ ଜିଲ୍ଲା ପ୍ରଭାରୀ ତାଲିକା ପ୍ରକାଶ କରିଛି। ପୂର୍ବରୁ ଯେଉଁ ପ୍ରଭାରୀ ତାଲିକା କରାଯାଇଥିଲା ତାହାକୁ ବାତିଲ କରାଯାଇଛି। ଏ ନେଇ ବିଜୁ ଜନତା ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ […]
ଭୁବନେଶ୍ୱର: ସଂସଦରେ ରାହୁଲ ଗାନ୍ଧୀ ମାର୍ଚ୍ଚ ମାସ ୭ ତାରିଖ ୨୦୨୩ ମସିହାରେ ନରେନ୍ଦ୍ର ମୋଦି ଓ ଆଦାନୀଙ୍କ ସମ୍ପର୍କକୁ ନେଇ ଯେଉଁ ପ୍ରଶ୍ନ ପଚାରିଥିଲେ ଏବଂ ୨୦ ହଜାର କୋଟି ଟଙ୍କା ଆଦାନୀ ସଂପର୍କୀୟଙ୍କ ଦ୍ୱାରା ପରିଚାରଳିତ ସେଲ କମ୍ପାନୀ […]
ଭୁବନେଶ୍ୱର : ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ନୂଆ ସଭାପତି ଭାବେ ମନମୋହନ ସାମଲ ଦାୟିତ୍ବ ଗ୍ରହଣ କରିଛନ୍ତି। ଏହି ଉପଲକ୍ଷେ ଏକ ସ୍ବାଗତ ସମ୍ବର୍ଦ୍ଧନାର ମଧ୍ୟ ଆୟୋଜନ କରାଯାଇଥିଲା। ଏଥିରେ ତାଙ୍କର ଅଭିଭାଷଣ ରଖି ଉଭୟ ବିଜେଡି ଓ କଂଗ୍ରେସକୁ […]
ନୂଆଦିଲ୍ଲୀ: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଲୋକସଭା ସଦସ୍ୟତା ରଦ୍ଦ ହେବା ପରେ କଂଗ୍ରେସ ଶାସକ ଦଳ ବିଜେପି ଉପରେ ଆକ୍ରମଣ କରୁଛି। ଆଜି କଂଗ୍ରେସ ସଭାପତି ଏବଂ ପ୍ରିୟଙ୍କା ଗାନ୍ଧୀଙ୍କ ନେତୃତ୍ୱରେ ରାଜଘାଟରେ ସତ୍ୟାଗ୍ରହ କରି ବିରୋଧ ପ୍ରଦର୍ଶନ କରାଯାଇଥିବାବେଳେ […]
ଭୁଵନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଗଞ୍ଜାମ ଜିଲ୍ଲା ଗସ୍ତ କରି ଛତ୍ରପୁର, ହିଞ୍ଜିଳି, ଓ କବି ସୂର୍ଯ୍ୟ ନଗର ଆଦି ସ୍ଥାନରେ ୨୦୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଛତ୍ରପୁରରେ ୧୦୦୦ କୋଟି, ହିଂଜିଲିରେ ୫୯୦ […]
ଭୁବନେଶ୍ବର: ପ୍ରଥମ ଥର ପାଇଁ ‘ସ୍କିଲ୍ଡ ଇନ୍ ଓଡିଶା କନକ୍ଲେଭ-୨୦୨୩’ ଆୟୋଜନ ହେବ। ସେଥିପାଇଁ ଚାଲିଛି ଏକ ବଡ ପ୍ରସ୍ତୁତି। ମଞ୍ଚେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ରଠାରେ ରାଜ୍ୟର ସମସ୍ତ ପ୍ରମୁଖ ସଚିବ ଏବଂ ସଚିବମାନଙ୍କୁ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ […]
ଭୁବନେଶ୍ୱର: ରାହୁଲ ଗାନ୍ଧୀଙ୍କୁ ଲୋକସଭାରୁ ବହିଷ୍କାର କରାଯିବାରେ ଆଜି ଅପରାହ୍ନରେ ସର୍ବଦଳୀୟ ବୈଠକରେ ଗଭୀର ଉଦ୍ବେଗ ପ୍ରକାଶ କରାଯିବା ସହିତ ଏହି ଅଗଣତାନ୍ତ୍ରିକ ଘଟଣାର ପ୍ରତିବାଦ ଓ ପ୍ରତିରୋଧ କରାଯିବା ପାଇଁ ନିଷ୍ପତି ହୋଇଛି। ବିଜେପି- ଆରଏସ୍ଏସର ଏହି ରାଜନୈତିକ ଷଡ଼ଯନ୍ତ୍ର, […]
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫ଟି ସଚିବ ଶ୍ରୀ ଭି କେ ପାଣ୍ଡିଆନ୍ ଆଜି ପୁରୀ ଓ କଟକ ଗସ୍ତ କରି ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଶ୍ରୀ ପଣ୍ଡିଆନ ପ୍ରଥମେ ପୁରୀ ଗସ୍ତ କରି ଶ୍ରୀ ଜଗନ୍ନାଥଙ୍କ […]
ନୂଆଦିଲ୍ଲୀ: ଦିଲ୍ଲୀ ଦରବାରରେ ପୁଣି ଝଲସିଲା ଓଡ଼ିଆ କଳାକୃତୀର ଝଲକ। ଗୁଞ୍ଜରିତ ହେଲା ଓଡ଼ିଆ ଗଜପତିଙ୍କ ବୀରତ୍ୱର ଗାଥା। ଓଡ଼ିଆ କଳା, ସଂସ୍କୃତି ଓ ପରମ୍ପରାର ମହକ ନେଇ ଦିଲ୍ଲୀରେ ଆରମ୍ଭ ହୋଇଛି ଓଡ଼ିଶା ପର୍ବ-୨୦୨୩। ଓଡ଼ିଆ ସମାଜ, ନୂଆଦିଲ୍ଲୀ ତରଫରୁ […]
ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସଡକ ପରିବହନ ଏବଂ ଜାତୀୟ ରାଜପଥ ମନ୍ତ୍ରୀ ନୀତିନ ଗଡକରୀଙ୍କୁ ଚିଠି ଲେଖିଛନ୍ତି। କାରଣ ହେଲା ଯେ, ଓଡିଶାରେ ଏକ ଜାତୀୟ ରାଜପଥ କାମ ଦୀର୍ଘ ପାଞ୍ଚ ବର୍ଷ ହେଲା ଚାଲିଛି ଯେ […]
ଭୁବନେଶ୍ବର: ମଝିରେ ମଝିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଭିନ୍ନ ଲୁକ୍ ରେ ଦେଖା ଦେଇଥାନ୍ତି। କେତେବେଳେ କଳା ଟିସାର୍ଟକୁ କଳା ପାଇଜାମା, ପୁଣି କେତେବେଳେ ଧୋତି ସହିତ ଧଳା ଗଂଜି। ଏବେ ଆଉ ଏକ ନୂଆ ଫଟୋ ସାମନାକୁ ଆସିଛି। […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ସବୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (ଡିଏ) ଏବଂ ପେନସନଭୋଗୀମାନଙ୍କ ମହଙ୍ଗା ସହାୟତା (ଡିଆର) ବୃଦ୍ଧିକୁ ମଞ୍ଜୁର କରାଯାଇଛି। ବର୍ଦ୍ଧିତ ଡିଏ ଏବଂ ଡିଆର ଜାନୁଆରୀ ପହିଲା […]
ନୂଆଦିଲ୍ଲୀ: କଂଗ୍ରେସର ବରିଷ୍ଠ ନେତା ରାହୁଲ ଗାନ୍ଧୀଙ୍କ ଲୋକସଭା ସଦସ୍ୟତା ରଦ୍ଦ ହେବା ପରେ ବିରୋଧୀ ଦଳର ସାଂସଦମାନେ ରାଷ୍ଟ୍ରପତି ଭବନ ପର୍ଯ୍ୟନ୍ତ ଏକ ବିରୋଧ ପ୍ରଦର୍ଶନ କରିବାକୁ ଚେଷ୍ଟା କରିଥିଲେ। ସାଂସଦମାନେ ବିଜୟ ଚୌକ୍ ନିକଟରୁ ବିରୋଧ ପ୍ରଦର୍ଶନ ଆରମ୍ଭ […]
ଭୁବନେଶ୍ବର: ଗତକାଲି ପଶ୍ଚିମବଂଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଥିଲେ। ଏହି ସାକ୍ଷାତ ଏକ ସୌଜନ୍ୟମୂଳକ ସାକ୍ଷାତ ଥିଲା ବୋଲି ଉଭୟ ପକ୍ଷରୁ କୁହାଯାଇଛି। ତେବେ ରାଜନୈତିକ ମହଲରେ ଏହା କେତେ ଗୁରୁତ୍ବ ତାହା […]