ଭୁବନେଶ୍ବର: ଆଜି ପାଣିପାଗ ବିଭାଗ ତରଫରୁ ପଶ୍ଚିମାଝଡ ନେଇ ଆସିଛି ବଡ ଖବର। ତାହା ହେଲା ଯେ, ବିଜୁଳି-ଘଡଘଡି ଏବଂ ଝଡ ପବନ ସକାଶେ ଚେତାବନୀ ଜାରି ହୋଇଥିବା ଜିଲ୍ଲାଗୁଡିକରେ ଲୋକମାନେ ସାବଧାନ ରହିବେ। ସେମାନେ ପାଣିପାଗ ଉପରେ ନଜର ରଖିବା […]
ଭୁବନେଶ୍ବର: ଓଡିଶା ସରକାରଙ୍କ ବିଭିନ୍ନ ସମବାୟ ସମିତି ତଥା ରାଜ୍ୟ ଗୋଦାମ ନିଗମରେ ଆଜି ୧୮୪ ଜଣ ଅଧିକାରୀ ରାଜ୍ୟ ସମବାୟ ବିଭାଗରେ ଯୋଗ ଦେଇଛନ୍ତି। ସେମାନଙ୍କ ମଧ୍ୟରୁ ୧୧୪ ଜଣ କୋଅପରେଟିଭ୍ ସୋସାଇଟି ଇନ୍ସପେକ୍ଟର ଭାବରେ ଯୋଗ ଦେଇଥିବା ବେଳେ […]
ଡକ୍ଟର ସତ୍ୟ ଷଡ଼ଙ୍ଗୀ କାବ୍ୟନାୟିକା ଚିଲିକା ଉପକଣ୍ଠ ବାଲୁଗାଁଠାରେ ତାଙ୍କର ଜନ୍ମ। ପିତା ସ୍ୱନାମଧନ୍ୟ କଣ୍ଠଶିଳ୍ପୀ ତଥା ନାଟ୍ୟକାର ପଦ୍ମଚରଣ ପଟ୍ଟନାୟକ। ପିତାଙ୍କ ସହପାଠୀ ବନ୍ଧୁ ପାଇକ କବି କୃଷ୍ଣଚନ୍ଦ୍ର ତ୍ରିପାଠୀ। ତେଣୁ ଶୈଶବରୁ ସାହିତ୍ୟର ଶ୍ରୀଅକ୍ଷର ଶିଖିଥିଲେ ସେ ଆପଣା […]
ନୂଆଦିଲ୍ଲୀ: ଭାରତ ଅଧ୍ୟକ୍ଷତାରେ ନୂଆଦିଲ୍ଲୀ ଠାରେ ହାଇବ୍ରିଡ୍ ମୋଡରେ ସଂଘାଇ ସହଯୋଗ ସଂଗଠନ (ଏସସିଓ) ଯୁବ ପରିଷଦର ୧୬ତମ ବୈଠକ ମଙ୍ଗଳବାର ଦିନ ଅନୁଷ୍ଠିତ ହୋଇଯାଇଛି। ଏସସିଓ ଯୁବ ପରିଷଦ ବୈଠକକୁ କେନ୍ଦ୍ର ଯୁବ ବ୍ୟାପାର ଏବଂ କ୍ରୀଡ଼ା ମନ୍ତ୍ରୀ ଅନୁରାଗ […]
ଭୁବନେଶ୍ୱର: ମହିଳା ସଶକ୍ତିକରଣ ମିଶନଶକ୍ତି ଏକ ଯୁଗାନ୍ତକାରୀ ପଦକ୍ଷେପ। ଯାହା ଫଳରେ ଆଜି ଓଡ଼ିଶାରେ ରାଜନୈତିକ ସ୍ତରରେ, ସାମାଜିକ ସ୍ତରରେ, ଆର୍ଥିକ ସ୍ତରରେ ମହିଳାମାନଙ୍କର ବିକାଶ ହୋଇଛି। ଜାତୀୟ ଏବଂ ଅନ୍ତର୍ଜାତୀୟ ସ୍ତରରେ ଓଡ଼ିଶାର ମିଶନଶକ୍ତି ଆଜି ଏକ ଉଦାହରଣ ପାଲଟିଛି […]
ନୂଆଦିଲ୍ଲୀ: ବହରୀନରେ ଆନ୍ତ- ସଂସଦୀୟ ସଂଘର ୧୪୬ ତମ ବୈଠକରେ ଭାରତର ପ୍ରତିନିଧୀ ନବୀନ ପଟ୍ଟନାୟକଙ୍କ ବିଜୁ ଜନତା ଦଳ (ବିଜେଡି) ସାଂସଦ ଡା. ସସ୍ମିତ ପାତ୍ର ପାକିସ୍ତାନକୁ କଡା ଜବାବ ଦେଇଛନ୍ତି। ସେ କହିଛନ୍ତି ଯେ, ଏହି ମଞ୍ଚରେ ଜାମ୍ମୁ […]
ନୂଆଦିଲ୍ଲୀ: ମଧ୍ୟପ୍ରଦେଶ ନିର୍ବାଚନ ସମ୍ପର୍କରେ ଆମ୍ ଆଦମୀ ପାର୍ଟିର ରାଷ୍ଟ୍ରୀୟ ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଏକ ବଡ଼ ଘୋଷଣା କରିଛନ୍ତି। ଆଜି ଭୋପାଳରେ ସେ କହିଛନ୍ତି ଯେ, ଆଗାମୀ ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନରେ ଆମ୍ ଆଦମୀ ପାର୍ଟି […]
ଭୁବନେଶ୍ୱର: ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶକ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ ତରଫରୁ ସଭାପତି ଶ୍ରୀ ଶରତ ପଟ୍ଟନାୟକଙ୍କ ନେତୃତ୍ୱରେ ଆଦାନୀ ମହା ଘୋଟଲାର ଜେପିସି ତଦନ୍ତ ଦାବିରେ ହଜାର ହଜାର କଂଗ୍ରେସ କର୍ମୀଙ୍କ ଦ୍ୱାରା ରାଜଭବନ ଘେରାଉ କାର୍ଯ୍ୟକ୍ରମ ଅନୁଷ୍ଠିତ […]
ଭୁବନେଶ୍ୱର: ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ବାର୍ଷିକ ବଜେଟ ବିଷୟରେ ଗଣମାଧ୍ୟମକୁ ସୂଚନା ଦେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ଶ୍ରୀ ସମୀର ରଂଜନ ଦାଶ ପ୍ରସ୍ତାବିତ କାର୍ଯ୍ୟକ୍ରମ ଉପରେ ଆଲୋକପାତ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟିସମ୍ପନ୍ନ ପରାମର୍ଶ ଅନୁଯାୟୀ ବିଦ୍ୟାଳୟ […]
ଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି କର୍ଣ୍ଣାଟକର ମାଣ୍ଡ୍ୟା ଠାରେ ପ୍ରମୁଖ ବିକାଶମୂଳକ ପ୍ରକଳ୍ପ ଗୁଡିକର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ଏବଂ ଲୋକାର୍ପିତ କରିଛନ୍ତି। ଯେଉଁ ପ୍ରକଳ୍ପ ଗୁଡ଼ିକ ସେ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି, ସେଗୁଡିକ ମଧ୍ୟରେ ବେଙ୍ଗାଲୁରୁ – […]
ଭୁବନେଶ୍ବର: ଆଜି ବାଣପୁର ପଲଟନ ପଡିଆରେ ଚାଲିଛି ପଞ୍ଚୁଦୋଳ। ଠିକ ବର୍ଷକ ପୂର୍ବେ ଆଜିର ଦିନରେ ଏହି ସ୍ଥାନରେ ଘଟିଥିଲା ଏକ ରାଜନୈତିକ ହିଂସାକାଣ୍ଡ। ଯାହା ସାରା ରାଜ୍ୟରେ ସୃଷ୍ଟି କରିଥିଲା ହଟଚମଟ। ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଏହି ସ୍ଥାନରେ ପ୍ରବଳ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି କର୍ଣ୍ଣାଟକକୁ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ଗସ୍ତ କରିବାକୁ ଯାଉଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ବେଙ୍ଗାଲୁରୁ-ମଇଶୁର ଏକ୍ସପ୍ରେସୱେକୁ ଦେଶ ପାଇଁ ଉତ୍ସର୍ଗ କରିବେ। ୮୪୮୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି ୧୧୮ କିଲୋମିଟର […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି (୧୧.୦୩.୨୦୨୩) ପିଏମ ବିଶ୍ୱକର୍ମା କୌଶଳ ସମ୍ମାନ ଉପରେ ଏକ ବଜେଟ ପର ୱେବିନାରରେ ନିଜର ବକ୍ତବ୍ୟ ରଖିଥିଲେ। କେନ୍ଦ୍ର ବଜେଟ ୨୦୨୩ରେ ଘୋଷିତ ବିଭିନ୍ନ ପଦକ୍ଷେଗୁଡ଼ିକ ତ୍ୱରାନ୍ୱିତ କରିବା ଆଗରୁ ସେ ସମ୍ପର୍କରେ ଜନସାଧାରଣ […]
ଭୁବନେଶ୍ବର: କରୋନା ପରେ ଏବେ ଆଉ ଏକ ରୋଗ ଭୟଭିତ କରାଇଲାଣି। ସେହି ରୋଗ ହେଲା ଏଚ୍୩ଏନ୨ ଇନଫ୍ଲୁଏଞ୍ଜା। ଏହି ଏଚ୍୩ଏନ୨ ଇନଫ୍ଲୁଏଞ୍ଜା ଏକ ଭୁତାଣୁ ଜନିତ ଫ୍ଲୁ ରୋଗ ଅଟେ। ଏହା କାଶ, ଛିଙ୍କରେ ବାହାରୁଥିବା ସୂକ୍ଷ୍ମ ଜଳକଣିକା ଦ୍ୱାରା […]
ଭୁବନେଶ୍ୱର : ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଆସନ୍ତା ୨୬ ତାରିଖରେ ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହ ତଥା ସମବାୟ ବିଭାଗ ମନ୍ତ୍ରୀ ଶ୍ରୀ ଅମିତ୍ ଶାହା। ଏହି ଅବସରରେ ଶ୍ରୀ ଶାହା ଭଦ୍ରକ ଲୋକସଭା ନିର୍ବାଚନମଣ୍ଡଳୀରେ […]
ଭୁବନେଶ୍ୱର : ଭାରତର ଅଗ୍ରଣୀ ଟେଲିଯୋଗାଯୋଗ ସେବା ପ୍ରଦାତା ଏୟାରଟେଲ୍, ଦେଶର ୧୨୫ଟି ସହରରେ ଏହାର ଅଲ୍ଟ୍ରାଫାଷ୍ଟ୍ ୫ଜି ସେବାର ଶୁଭାରମ୍ଭର ଘୋଷଣା କରିଛି। ଏୟାରଟେଲ୍ ୫ଜି ପ୍ଲସ୍ ସେବା ବର୍ତ୍ତମାନ ଦେଶର ୨୬୫ରୁ ଅଧିକ ସହରରେ ଗ୍ରାହକଙ୍କ ପାଇଁ ଉପଲବ୍ଧ […]
ଭୁବନେଶ୍ୱର: ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ନିମନ୍ତେ ମାନ୍ୟବର ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତିବଦ୍ଧ। ଶିକ୍ଷା ହିଁ ଏହି ଉପେକ୍ଷିତ ଲୋକମାନଙ୍କର ସଶକ୍ତିକରଣ ପାଇଁ ବଳିଷ୍ଠ ଅସ୍ତ୍ର। ଗୁଣାତ୍ମକ ଶିକ୍ଷାକୁ ସୁନିଶ୍ଚିତ କରିବା ନିମନ୍ତେ ବିଭାଗ ମେଧାବୀ […]
ଭୁବନେଶ୍ବର: ଆଜି ଦୁଇ ଦିନିଆ ରାଉରକେଲା ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୯୬୪ କୋଟି ଟଙ୍କାର ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ରାଉରକେଲା ସହରର ବିର୍ସା ଛକ ଠାରେ ନିର୍ମିତ ନୂତନ ବିର୍ସା ମୁଣ୍ଡା […]
ଭୁବନେଶ୍ବର: ଦୋଳ ଉତ୍ସବ ବେଳେ ପାରିକୁଦ ରାଜା ସନ୍ତୋଷ କୁମାର ଦେବ ଘୋଷଣା କଲେ ଯେ ସେ ଚିଲିକାରୁ ବିଜେଡି ପ୍ରାର୍ଥୀ ହେବାକୁ ଆଗ୍ରହୀ ଅଛନ୍ତି। ଏମିତି ତ ସେହି ନିର୍ବାଚନ ମଣ୍ଡଳୀ ପାଇଁ ବହୁ ନେତା ବିଧାୟକ ପ୍ରାର୍ଥୀ ହେବେ […]
ନୂଆଦିଲ୍ଲୀ: ଆଜି ନୂଆଦିଲ୍ଲୀ ଠାରେ ଆୟୋଜିତ ବାଣିଜ୍ୟିକ ଆଲୋଚନା ୨୦୨୩ ପରେ ଦୁଇ ଦେଶ ମଧ୍ୟରେ ସେମିକଣ୍ଡକ୍ଟର ଯୋଗାଣ ଶୃଙ୍ଖଳା ଏବଂ ନବସୃଜନ ଭାଗିଦାରୀ ଉପରେ ଏକ ବୁଝାମଣା ପତ୍ର (ଏମଓୟୁ) ସ୍ୱାକ୍ଷରିତ ହୋଇଛି। କେନ୍ଦ୍ର ବାଣିଜ୍ୟ ଓ ଉଦ୍ୟୋଗ ମନ୍ତ୍ରୀ […]
ଭୁବନେଶ୍ଵର: ପୂର୍ବତନ ମନ୍ତ୍ରୀ ନବକିଶୋର ଦାସଙ୍କ ମୃତ୍ୟୁ ପରେ ଓଡ଼ିଶା ବିଜେପିର କିଛି ନେତା ତାଙ୍କୁ ନିନ୍ଦିତ କରିବାକୁ ଉଦ୍ୟମ କରୁଛନ୍ତି। ଏହା ଆମ ହିନ୍ଦୁ ପରମ୍ପରା ଓ ଓଡ଼ିଆ ସଂସ୍କୃତିରେ ଆଦୌ ଗ୍ରହଣୀୟ ନୁହେଁ। ତେଣୁ ରାଜନୈତିକ ଉଦ୍ଦେଶ୍ୟ ରଖି […]