ନୂଆଦିଲ୍ଲୀ: ଆସନ୍ତା ଗ୍ରୀଷ୍ମ ଋତୁରେ ଶକ୍ତିର ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବାକୁ କେନ୍ଦ୍ର ଶକ୍ତି ମନ୍ତ୍ରଣାଳୟ ବହୁମୁଖୀ ରଣନୀତି ପ୍ରସ୍ତୁତ କରିଛି। କେନ୍ଦ୍ର ଶକ୍ତି ମନ୍ତ୍ରୀ ଆର.କେ ସିଂ, 07 ମାର୍ଚ୍ଚ 2023 ମଙ୍ଗଳବାର ଦିନ ଏକ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା […]
ଭୁବନେଶ୍ୱର: ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଆଗତ ୨୦୨୩-୨୪ ମସିହା ବଜେଟର ମୁଖ୍ୟାଂଶ ସଂପର୍କରେ ଗଣମାଧ୍ୟମର ପ୍ରତିନିଧିମାନଙ୍କୁ ସୂଚନା ଦେଇ ବିଭାଗୀୟ ମନ୍ତ୍ରୀ ଶ୍ରୀମତୀ ପ୍ରମିଳା ମଲ୍ଲିକ କହିଲେ ଯେ ଓଡ଼ିଶାର ପ୍ରିୟ ନେତା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ […]
ଭୁବନେଶ୍ୱର: ରାଜ୍ୟର ଅର୍ଥନୈତିକ ପ୍ରଗତିରେ କୃଷକ, କ୍ଷୁଦ୍ର ଉଦ୍ୟୋଗୀ ଏବଂ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କ ଭୂମିକାକୁ ଉପଲବ୍ଧି କରି ରାଜ୍ୟ ସରକାର ଏହି ତିନୋଟି କ୍ଷେତ୍ରକୁ ଋଣ ପ୍ରଦାନ ଉପରେ ବିଶେଷ ଗୁରୁତ୍ୱ ଦେଉଛନ୍ତି । ଏସବୁ ଅଗ୍ରାଧିକାର କ୍ଷେତ୍ରରେ […]
ଅହମ୍ମଦାବାଦ: ଆଜି ଅହମ୍ମଦାବାଦର ମୋଟେରା ଷ୍ଟାଡିୟମରେ ଭାରତ-ଅଷ୍ଟ୍ରେଲିଆ ଟେଷ୍ଟ ମ୍ୟାଚ୍ ଅନୁଷ୍ଠିତ ହେବାକୁ ଯାଉଛି। ଏହି ମ୍ୟାଚ୍ ଦେଖିବାକୁ ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ଅଷ୍ଟ୍ରେଲୀୟ ପ୍ରତିପକ୍ଷ ଆନ୍ଥୋନୀ ଆଲବାନୀଜଙ୍କ ସହ କ୍ରିକେଟ୍ ମ୍ୟାଚ୍ ଦେଖିବା ପାଇଁ ପହଞ୍ଚିଛନ୍ତି। ସେ ଷ୍ଟାଡିୟମରେ ଦେଢ […]
ନୂଆଦିଲ୍ଲୀ: ଅଭିବୃଦ୍ଧି ସୁଯୋଗ ସୃଷ୍ଟି ପାଇଁ ଆର୍ଥିକ ସେବା କ୍ଷେତ୍ରରେ ଦକ୍ଷତା ବୃଦ୍ଧି ଉପରେ ଏକ ବଜେଟ ପରବର୍ତ୍ତୀ ୱେବିନାର ଏଠାରେ ଅନୁଷ୍ଠିତ ହୋଇଯାଇଛି। ବଜେଟ୍ ପରବର୍ତ୍ତୀ ୧୨ଟି ୱେବିନାର ଶୃଙ୍ଖଳାରେ ଏହା ଦଶମ। ଭାରତ ସରକାରଙ୍କ ଦ୍ୱାରା ଆୟୋଜିତ ଏହି […]
ଭୁବନେଶ୍ବର: ଯାତ୍ରା ହେଉ କିମ୍ବା କୌଣସି ମେଲୋଡି, ଏଥିରେ କେହି ଅଶ୍ଳିଳ ନୃତ୍ୟ ପରିବେଷଣ କରୁଥିଲେ ତାହାକୁ ତୁରନ୍ତ ବନ୍ଦ କର। ଏପରି ଏକ ଚିଠି ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ସମସ୍ତ ଜିଲ୍ଲାପାଳଙ୍କୁ କରିଛନ୍ତି। ଏହି ଚିଠିରେ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ତାଙ୍କ ବାସଭବନ ୭ଏଲ୍କେଏମ୍ରେ ଆସନ୍ତା ଗ୍ରୀଷ୍ମ ଋତୁରେ ଗ୍ରୀଷ୍ମ ପ୍ରବାହ ପ୍ରସ୍ତୁତିର ସମୀକ୍ଷା ଲାଗି ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରିଛନ୍ତି। ଆସନ୍ତା କିଛି ମାସ ପାଇଁ ଭାରତୀୟ ପାଣିପାଗ ବିଭାଗର (ଆଇଏମଡି)ର […]
ଭୁବନେଶ୍ଵର: ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜଧାନୀରେ ହୋଇଥିବା ବିଜେପିର ବିକ୍ଷୋଭ ବେଳେ ପୁଲିସ କାର୍ଯ୍ୟାନୁଷ୍ଠାନକୁ ସମାଲୋଚନା କରିବାରୁ ଏହାର ଜବାବ ରଖିଛନ୍ତି ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ। କେନ୍ଦ୍ରମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଟୁଇଟ୍ କରି ଶ୍ରୀ ଦାସ କହିଛନ୍ତି […]
ନୂଆଦିଲ୍ଲୀ: ଭାରତ ସରକାରଙ୍କ ଉପଭୋକ୍ତା ବ୍ୟାପାର ମନ୍ତ୍ରଣାଳୟ ଅଧୀନ ଉପଭୋକ୍ତା ବ୍ୟାପାର ବିଭାଗ ପକ୍ଷରୁ ସାମାଜିକ ଗଣମାଧ୍ୟମରେ ପ୍ରସିଦ୍ଧ, ପ୍ରଭାବଶାଳୀ ଏବଂ ଜନମାନସକୁ ପ୍ରଭାବିତ କରୁଥିବା ବ୍ୟକ୍ତିବିଶେଷ ବା ସେଲିବ୍ରିଟି, ଇନଫ୍ଲୁଏନ୍ସର ଏବଂ ଭର୍ଚୁଆଲ ଇନଫ୍ଲୁଏନ୍ସରଙ୍କ ପାଇଁ ନିର୍ଦ୍ଦିଷ୍ଟ ମାର୍ଗଦର୍ଶିକା ଜାରି […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ‘ସ୍ୱାସ୍ଥ୍ୟ ଓ ଚିକିତ୍ସା ଗବେଷଣା’ ବିଷୟବସ୍ତୁ ଉପରେ ଆଧାରିତ ଏକ ବଜେଟ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିଛନ୍ତି। ୨୦୨୩ କେନ୍ଦ୍ର ବଜେଟରେ ଘୋଷଣା କରାଯାଇଥିବା ଯୋଜନା ଓ କାର୍ଯ୍ୟକ୍ରମକୁ ପ୍ରଭାବୀ ଢଙ୍ଗରେ କାର୍ଯ୍ୟକାରୀ କରିବା ଲାଗି […]
ଭୁବନେଶ୍ୱର: ବାପା ମା’ ଛେଉଣ୍ଡ ତିନି ଅନାଥ ଶିଶୁଙ୍କ ଦୁଃଖ କଥା ଗଣମାଧ୍ୟମରୁ ଜାଣିବାମାତ୍ରେ ତୁରନ୍ତ ତଦନ୍ତ ଓ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା ବଲାଙ୍ଗିର ଜିଲ୍ଲା ପ୍ରଶାସନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ତଦନୁଯାୟୀ ଜିଲ୍ଲାପାଳ […]
ଭୁବନେଶ୍ୱର: ମିଶନ ଶକ୍ତି ଆଜି ଓଡ଼ିଶାର ୭୦ ଲକ୍ଷରୁ ଅଧିକ ମହିଳାଙ୍କ ଜୀବନରେ ପରିବର୍ତ୍ତନ ଆଣିଛି। ଏଥି ନିମନ୍ତେ ମହିଳାମାନଙ୍କୁ ୬ ଲକ୍ଷରୁ ଅଧିକ ସ୍ୱୟଂ ସହାୟକ ଗୋଷ୍ଠୀରେ ସଂଗଠିତ କରି ରୋଜଗାରଭିତ୍ତିକ କାର୍ଯ୍ୟକ୍ରମ ଏବଂ ବିଭିନ୍ନ ସରକାରୀ ଯୋଜନାରେ ସଂପୃକ୍ତ […]
ଡ. ଫକୀର ମୋହନ ନାହାକ ‘କେବଳ ଉତ୍କଳୀୟ ଜନଜୀବନ ନୁହେଁ, ପୂର୍ବଭାରତର ବଙ୍ଗ, ଆସାମ, ମଣିପୁର, ତ୍ରିପୁରା ଆଦି ଅଞ୍ଚଳରେ ଶ୍ରୀକୃଷ୍ଣ ଓ ଶ୍ରୀଚୈତନ୍ୟଙ୍କ ଅନୁଗାମୀ ଅନେକ । ଦୋଳପୂର୍ଣ୍ଣିମାରେ ଧରାବତରଣ କରିଥିଲେ ଶ୍ରୀଚୈତନ୍ୟ ମହାପ୍ରଭୁ । ରାହୁଗ୍ରସ୍ତେ ଜଡ଼ ଶଶଧରେ […]
ଭୁବନେଶ୍ୱର: ଆଜି ଆମର ପ୍ରିୟ ନେତା ବିଜୁ ବାବୁଙ୍କ ଜନ୍ମ ଦିବସ। ଏହି ଅବସରରେ ତାଙ୍କ ଅମ୍ଲାନ ସ୍ମୃତି ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ଆଜି ଦିନଟିକୁ ଆମେ ପଞ୍ଚାୟତିରାଜ ଓ ଲୋକସେବା ଦିବସ ଭାବରେ ମଧ୍ୟ ପାଳନ କରୁଛୁ। […]
ଭୁବନେଶ୍ଵର: ଆଜି ମହାନ ଜନନାୟକ ବିଜୁ ପଟ୍ଟନାୟକ ଜୟନ୍ତୀ। ସାରା ରାଜ୍ୟ ଓଡିଶାର ଏହି ମହାନ ସନ୍ତାନଙ୍କ ଜୟନ୍ତୀକୁ ଶ୍ରଦ୍ଧାର ସହ ପାଳନ କରୁଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ବରଗଡ, କଳାହାଣ୍ଡି ଓ ନୁଆପଡା ଜିଲ୍ଲା […]
ଭୁବନେଶ୍ୱର: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ। ଏହି ଅବସରରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଜାତି ଉଦ୍ଦେଶ୍ୟରେ ବିଜୁ ବାବୁଙ୍କ ଐତିହାସିକ ଡାକୋଟା ବିମାନକୁ ସମର୍ପଣ କରିଛନ୍ତି। Dakota DC-3 (VT-AUI)। ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ […]
ଭୁବନେଶ୍ୱର: ଚଳିତ ମାସ ୧୦ ତାରିଖରୁ ମ୍ୟାଟ୍ରିକ ପରୀକ୍ଷାର ଦ୍ୱିତୀୟ ସମେଟିଭ ଆସେସମେଣ୍ଟ ଆରମ୍ଭ ହେବ। ଏହା ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିରେ ହାଇସ୍କୁଲ, ରାଜ୍ୟ ମୁକ୍ତ ବିଦ୍ୟାଳୟ ଏବଂ ମଧ୍ୟମାରେ ୫ଲକ୍ଷ ୪୧ ହଜାର ୨୪୭ ଜଣ ଛାତ୍ରଛାତ୍ରୀ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିତ୍ତିଭୂମି ଓ ପୁଞ୍ଜିନିବେଶ ସମ୍ପର୍କରେ ବଜେଟ୍ ପରବର୍ତ୍ତୀ ଏକ ୱେବିନାରରେ ଏଠାରେ ଉଦ୍ବୋଧନ ଦେଇଛନ୍ତି। ସମଗ୍ର ବିଷୟଟି ହେଲା “ଭିତ୍ତିଭୂମି ଓ ନିବେଶ: ପିଏମ ଗତିଶକ୍ତି ଜାତୀୟ ମାଷ୍ଟର ପ୍ଲାନ ମାଧ୍ୟମରେ ଲଜିଷ୍ଟିକ ଦକ୍ଷତା ବୃଦ୍ଧି।” […]
ଭୁବନେଶ୍ଵର: ଓଡ଼ିଶା ସରକାର ନିଜର ବ୍ରାଣ୍ଡିଂ କରୁଛନ୍ତି ବୋଲି ଭୁବନେଶ୍ଵର ସାଂସଦ ଅପରାଜିତା ଷଡ଼ଙ୍ଗୀ ଯେଉଁ ଅଭିଯୋଗ ଆଣିଛନ୍ତି, ତାହା ଅମୂଳକ ଓ ଭିତ୍ତିହୀନ। ଜନମାନସରେ ତିଷ୍ଠି ରହିବା ପାଇଁ ସେ ମଝିରେ ମଝିରେ ଏଭଳି ଅବାନ୍ତର କଥା କହନ୍ତି। ଆଜି […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀ ଠାରେ ବିଲ୍ ଗେଟ୍ସଙ୍କୁ ଭେଟିଛନ୍ତି। ଶ୍ରୀ ଗେଟ୍ସଙ୍କ ଏକ ଟୁଇଟର ଜବାବରେ ଯେଉଁଠାରେ ସେ ଭାରତ ଗସ୍ତରେ ନିଜର ” ଟିପ୍ପଣୀ” ସେୟାର କରିଛନ୍ତି, ତାହାର ଜବାବରେ ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି: “ବିଲ୍ […]
ନୂଆଦିଲ୍ଲୀ: ମିଳିତ ଜାତିସଂଘର ମାନବାଧିକାର ପରିଷଦରେ ପାକିସ୍ତାନର ବୈଦେଶିକ ବ୍ୟାପାର ମନ୍ତ୍ରୀ ହିନା ରବାନୀ ପୁଣି ଥରେ ଭାରତ ବିରୋଧରେ ମିଥ୍ୟା ଅଭିଯୋଗ କରିବାକୁ ଚେଷ୍ଟା କରିଥିଲେ। ତାଙ୍କ ଅଭିଯୋଗକୁ ଭାରତ ଉପଯୁକ୍ତ ଉତ୍ତର ଦେଇଛି। ଜେନେଭାରେ ଭାରତୀୟ କୂଟନୀତିଜ୍ଞ ସୀମା […]