ଭୁବନେଶ୍ବର: ଆଜି ନବ ଦାସ ହତ୍ୟାକାଣ୍ଡ ଉପରେ ଗୃହରେ ବିବୃତି ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଏ ସଂପର୍କରେ ଏବଂ ଘଟଣା ସଂପର୍କରେ ବିସ୍ତୁତ ତଥ୍ୟ ଗୃହରେ ଉପସ୍ଥାପିତ କରିଛନ୍ତି। ଏହାର ତଦନ୍ତ ଦିଗ କେଉଁ ପର୍ଯ୍ୟନ୍ତ ଯାଇଛି ସେ […]
ଭୁବନେଶ୍ଵର: ନବ ଦାସଙ୍କ ହତ୍ୟା ମାମଲାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିରୋଧୀଦଳ ନେତା ଜୟନାରାୟଣ ମିଶ୍ର ଉପରେ ବର୍ଷିଛନ୍ତି ମନ୍ତ୍ରୀ ପ୍ରମିଳା ମଲ୍ଲିକ। ପୂର୍ବରୁ ଗଞ୍ଜାମ ଓ ବରଗଡ଼ ଜିଲ୍ଲାରେ ଘଟିଥିବା କେତେକ ରାଜନୈତିକ ହତ୍ୟାକାଣ୍ଡରେ ଏହି ତୁଙ୍ଗ ବିଜେପି […]
ଭୁବନେଶ୍ବର: ରାଜ୍ୟର ଏକ ଚାଞ୍ଚଲ୍ୟ ଖେଳାଇଥିବା ହତ୍ୟାକାଣ୍ଡ ମଧ୍ୟ ରାଜନୈତିକ ପଶାପାଲିରୁ ବର୍ତ୍ତି ପାରୁ ନାହିଁ। ରାଜ୍ୟର ଜଣେ ଟାଣୁଆ କ୍ୟାବିନେଟ ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡକୁ ନେଇ ବେଶ କିଛି ଦିନ ଧରି ରାଜ୍ୟ ବିଜେପି ରାଜନୀତି କରିବାରେ ଲାଗିଛି। […]
ଭୁବନେଶ୍ୱର: ବିଧାନସଭାର ବିରୋଧୀଦଳ ନେତା ଜୟନାରାୟଣ ମିଶ୍ର ଜଣେ ଅଭ୍ୟାସଗତ ଅପରାଧୀ। ଏବେ କିଛିଦିନ ହେଲା ସେ ମାନସିକ ଭାରସାମ୍ୟ ହରାଇ ପାଗଳ ଭଳି ପ୍ରଳାପ କରୁଛନ୍ତି। ତେଣୁ ତାଙ୍କ ଭଳି ଜଣେ ବ୍ୟକ୍ତିଙ୍କ କଥାକୁ ବିଜୁ ଜନତା ଦଳ ଗୁରୁତ୍ୱ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ସିଙ୍ଗାପୁରର ପ୍ରଧାନମନ୍ତ୍ରୀ ଲି ସେନ୍ ଲୁଙ୍ଗ ଭାରତର ୟୁନିଫାଏଡ୍ ପେମେଣ୍ଟ ଇଣ୍ଟରଫେସ୍ (ୟୁପିଆଇ) ଏବଂ ସିଙ୍ଗାପୁରର ପେନାଓ ମଧ୍ୟରେ ରିଅଲ୍ ଟାଇମ୍ ପେମେଣ୍ଟ ଲିଙ୍କେଜ୍ ର ଭର୍ଚୁଆଲ୍ ଶୁଭାରମ୍ଭରେ ଅଂଶଗ୍ରହଣ କରିଥିଲେ। ରିଜର୍ଭ ବ୍ୟାଙ୍କର […]
ଭୁବନେଶ୍ବର: ଆରମ୍ଭ ହୋଇଛି ବିଧାନସଭାର ବଜେଟ ଅଧିବେସନ। ରାଜ୍ୟପାଳ ପ୍ରଫେସର ଗଣେଷୀଲାଲ ବିଧାନସଭାରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ ଅନର ଦିଆଯାଇଥିଲା। ଏହାପରେ ବାଚସ୍ପତି ରାଜ୍ୟପାଳଙ୍କୁ ଗୃହ ଭିତରକୁ ପାଛୋଟି ନେଇଥିଲେ। ରାଜ୍ୟପାଳ ଗୃହ ଭିତରେ ପହଞ୍ଚିବା ପରେ ଜାତୀୟ […]
ଭୁବନେଶ୍ୱର: ଆସନ୍ତାକାଲିଠାରୁ ଆରମ୍ଭ ହେଉଥିବା ଷୋଡ଼ଶ ବିଧାନସଭାର ଦ୍ୱାଦଶ ଅଧିବେଶନ ପାଇଁ ଆଜି ପୂର୍ବାହ୍ନରେ ବାଚସ୍ପତି ଶ୍ରୀ ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ଓଡ଼ିଶା ବିଧାନସଭା ନୂତନ ସମ୍ମିଳନୀ କକ୍ଷଠାରେ ସର୍ବଦଳୀୟ ନେତୃବୃନ୍ଦଙ୍କ ବୈଠକ ଅନୁଷ୍ଠିତ ହୋଇଯାଇଛି। ବାଚସ୍ପତି ଶ୍ରୀ ଆରୁଖ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟାରେ ସ୍ଥାନୀୟ ୟୁନିଟ୍-୧ସ୍ଥିତ ଆଦିବାସୀ ପଡ଼ିଆଠାରେ ଆଦିବାସୀ ମେଳା ଓ ସାଂସ୍କୃତିକ ଉତ୍ସବ-୨୦୨୩କୁ ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ଆଦିବାସୀ ସଂପ୍ରଦାୟର ବାଦ୍ୟ ସହିତ ସଦସ୍ୟାମାନେ ଖୁବ୍ ଆନନ୍ଦର ସହିତ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ […]
ଭୁବନେଶ୍ବର: ଆସନ୍ତାକାଲିଠାରୁ ବସୁଛି ଓଡିଶା ବିଧାନସଭାର ବଜେଟ ଅଧିବେସନ। ତେବେ ଏହି ଅଧିବେସନରୁ ବଜେଟ ସଂପର୍କରେ ଜାଣିବା ପାଇଁ ଲୋକେ ଆଗ୍ରହୀ ନୁହଁନ୍ତି। ବରଂ ଶାସକ ବିରୋଧୀ କିପରି ହେବେ ମୁହାଁମୁହିଁ ସେ ନେଇ ସମସ୍ତେ ଅନେଇ ରହିଛନ୍ତି। କାରଣ ହେଲା […]
ନୂଆଦିଲ୍ଲୀ: ଛତିଶଗଡରେ କୋଇଲା ଦୁର୍ନୀତି ମାମଲାରେ କଂଗ୍ରେସ ନେତାଙ୍କ ଉପରେ ଇଡି ଚଢାଉ କରିଛି। ଏହି ଚଢାଉକୁ ନେଇ କଂଗ୍ରେସ କେନ୍ଦ୍ର ସରକାରଙ୍କ ଉପରେ ଆକ୍ରମଣ କରିଛି। କଂଗ୍ରେସର ବରିଷ୍ଠ ନେତା ଜୟରାମ ରମେଶ କହିଛନ୍ତି ଯେ, କଂଗ୍ରେସର ୮୫ ତମ […]
ଭୁବନେଶ୍ବର: ଓଡିଶାର ଦୁଇଜଣ ଜିଲ୍ଲାପାଳଙ୍କ ମଧ୍ୟରେ ହେବ ଦ୍ବିତୀୟ ବିବାହ। ଉଭୟ ପୂର୍ବରୁ ବିବାହ କରିଥିଲେ। ସେମାନଙ୍କୁ ଛାଡିବା ପରେ ବର୍ତ୍ତମାନ ଏହି ଦୁଇଜଣ ନୂଆ ସଂସାର ଆରମ୍ଭ କରିବେ। ସେମାନେ ହେଲେ ସମ୍ବଲପୁର ଜିଲ୍ଲାପାଳ ଅନନ୍ୟା ଦାସ ଏବଂ ବଲାଙ୍ଗିର […]
ବରଗଡ: ଆଜି ଦିନିକିଆ ପଦ୍ମପୁର ଗସ୍ତରେ ଯାଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।ସେଠାରେ ସେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବା ସହିତ ଏଏସଏଚ ଗ୍ରୁପଙ୍କୁ ସହାୟତା ପ୍ରଦାନ କରିଥିଲେ। ତେବେ ସେ ଏକ ଜନସଭାକୁ ଉଦବୋଧନ ଦେଇ ପଦ୍ମପୁର ଉପନିର୍ବାଚନରେ କେନ୍ଦ୍ରମନ୍ତ୍ରୀମାନଙ୍କ ପ୍ରତିଶୃତିକୁ […]
ଭୁବନେଶ୍ୱର: ଓଡିଶା ବିଜେପି ମୁଖପାତ୍ର ଶ୍ରୀମତୀ ଲେଖାଶ୍ରୀ ସାମନ୍ତସିଂହାର ୨୦୧୪ ରେ ଖୋଲାଖୋଲି ଭାବେ ନବୀନ ନିବାସକୁ ଆସି ୨୦୧୪ ନିର୍ବାଚନ ପାଇଁ ବିଜେଡି ଟିକେଟ ମାଗିଥିଲେ। ୨୦୧୯ ରେ ସେ ପୁନର୍ବାର ଲୁଚିଛପି ନବୀନ ନିବାସ ଆସି ବିଜେଡି ପାର୍ଟି […]
ଭୁବନେଶ୍ବର: ରାଜ୍ୟରେ ପୁଣି ଥରେ ସ୍ବତନ୍ତ୍ର ପ୍ୟାହା ରାଜନୀତି ଜୋର ଧରିଛି। ବିଗତ ଦିନରେ ଏହାକୁ ନେଇ ବହୁ ତୁମ୍ବି ତୋଫାନ ହୋଇଛି। ଏପରିକି ବିଜେଡି ଦିଲ୍ଲୀରେ ମଧ୍ୟ ଆନ୍ଦୋଳନ କରିଛି। ହେଲେ ଗତକିଛି ବର୍ଷ ଏହି ସ୍ବତନ୍ତ୍ର ପ୍ୟାହା ରାଜନୀତି […]
ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଦମପୁର ଗସ୍ତ କରିବେ। ନିକଟରେ ପଦମପୁର ଉପନିର୍ବାଚନରେ ବିଜେଡି ବିପୁଳ ବିଜୟ ପରେ ଏହା ହେଉଛି ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ଗସ୍ତ। ସେତେବେଳେ ସେ ନିର୍ବାଚନ ରେ ଯେଉଁ ସବୁ ପ୍ରତିଶୃତି ଦେଇଥିଲେ ତାହାର ପୁରଣ […]
ଭୁବନେଶ୍ୱର: ସଭ୍ୟତାର ଉନ୍ମେଷ, ବିକାଶ ଓ ଉତ୍ତରଣରେ କୃଷିର ସର୍ବଗରିଷ୍ଠ ଭୂମିକା ରହିଛି । କୃଷି ହିଁ ଭିତ୍ତି। ଆମ ଧର୍ମ, ସଂସ୍କୃତି, ଐତିହ୍ୟ, ଇତିହାସ, ପରମ୍ପରା, ଜୀବନଶୈଳୀ, ଜୀବନବୋଧ, ଦୃଷି ଓ ଦର୍ଶନର ଆଦି ବିନ୍ଦୁ ହେଉଛି କୃଷି। ସଭ୍ୟତାର […]
ନୂଆଦିଲ୍ଲୀ: କେନ୍ଦ୍ର ଗ୍ରାମୀଣ ବିକାଶ ମନ୍ତ୍ରୀ ଗିରିରାଜ ସିଂ ମନରେଗା ପାଣ୍ଠି ଆବଣ୍ଟନ ଉପରେ ବିତର୍କ କରିବା ଲାଗି ବରିଷ୍ଠ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଖୋଲା ଆହ୍ୱାନ କରିଛନ୍ତି। ୨୦୦୪ରୁ ୨୦୧୪ ପର୍ଯ୍ୟନ୍ତ ୟୁପିଏ ଶାସନ କାଳ ଏବଂ ନରେନ୍ଦ୍ର […]
ଭୁବନେଶ୍ବର: ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଉପଲକ୍ଷେ ଆଜି ସମସ୍ତ ଶିବ ମନ୍ଦିରରେ ଭକ୍ତଙ୍କର ଭିଡ ପରିଲକ୍ଷିତ ହୋଇଛି। ସେହିପରି ଓଡିଶାର ପ୍ରସିଦ୍ଧ ଶୈବପିଠ ପ୍ରଭୃ ଲିଙ୍ଗରାଜଙ୍କ ମନ୍ଦିରରେ ମଧ୍ୟ ଭିଡ ପରିଲକ୍ଷିତ ହୋଇଛି। ଭକ୍ତମାନେ ଧାଡିବାନ୍ଧି ମନ୍ଦିରରେ ପ୍ରଭୃଙ୍କ […]
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ୨୦୨୪ ପାଇଁ ସମସ୍ତ ଦଳ ପ୍ରସ୍ତୁତି ଆରମ୍ଭ କରିସାରିଛନ୍ତି। ବିଜେପି ନେତୃତ୍ୱାଧୀନ ଏନଡିଏ ତୃତୀୟ ଥର ପାଇଁ ସରକାର ଗଠନ କରିବାକୁ ଉଦ୍ୟମ କରୁଥିବାବେଳେ କଂଗ୍ରେସ ମଧ୍ୟ ହ୍ୟାଟ୍ରିକ୍ ରୋକିବାକୁ ରାଜନୈତିକ ସମୀକରଣ କରିବାରେ ଲାଗିଛି। ଏହି […]
ଭୁବନେଶ୍ୱର: ଜଳବାୟୁ ପରିବର୍ତ୍ତନକୁ ଦୃଷ୍ଟିରେ ରଖି ପାରମ୍ପରିକ କୃଷି କାର୍ଯ୍ୟରେ ବ୍ୟାପକ ପରିବର୍ତ୍ତନ ଆଣିବାକୁ ପଡ଼ିବ। ଫସଲର ବିବିଧିକରଣ ଓ ଜଳବାୟୁ ସହନଶୀଳ ଚାଷକାର୍ଯ୍ୟ ଦ୍ୱାରା ବର୍ଦ୍ଧିତ ଜନସଂଖ୍ୟାର ଖାଦ୍ୟ ଚାହିଦା ପୂରଣ କରିହେବ ବୋଲି ବିଜ୍ଞାନ ଓ କାରଗରୀ, ସରକାରୀ […]
ଭୁବନେଶ୍ୱର: କେନ୍ଦ୍ର ଅର୍ଥମନ୍ତ୍ରୀ ର୍ନିମଳା ସୀତାରମଣ କହିଛନ୍ତି ଯେ ଏମଜିଏନଆରଇଜିଏ ପାଇଁ ପାଣ୍ଠି ଆବଣ୍ଟନ ହ୍ରାସ ହୋଇନାହିଁ। ଭୁବନେଶ୍ୱର ଠାରେ ଗଣମାଧ୍ୟମ ସହିତ ବଜେଟ୍ ପରବର୍ତ୍ତୀ ଆଲୋଚନା ସମୟରେ ବିଭିନ୍ନ ପ୍ରଶ୍ନର ଉତ୍ତରରେ ସେ ଆଜି କହିଛନ୍ତି ଯେ ଏମଜିଏନଆରଇଜିଏ ଏକ […]