ଭୁବନେଶ୍ୱର: ବିଜେପି ନେତା ଜୟନାରାୟଣ ମିଶ୍ର ଜଣେ ଅଭ୍ୟାସଗତ ଅପରାଧୀ, ଯାହାଙ୍କ ବିରୁଦ୍ଧରେ ହତ୍ୟା ସମେତ ୧୬ଟି ଅପରାଧିକ ମାମଲା ରହିଛି। ଏଭଳି ଅପରାଧୀ କେବଳ ଜଣେ ବିଧାୟକ ଏବଂ ବିଜେପି ଦ୍ୱାରା ମନୋନୀତ ବିରୋଧୀ ଦଳର ନେତା ହୋଇଥିବାରୁ ତାଙ୍କୁ […]
ଭୁବନେଶ୍ବର: ଧର୍ମେନ୍ଦ୍ର ପ୍ରଧାନ ହେଉଛନ୍ତି ଭାରତ ସରକାରଙ୍କ ଶିକ୍ଷା ଓ ଦକ୍ଷତା ବିକାଶ ବିଭାଗର ମାନ୍ୟବର ମନ୍ତ୍ରୀ। ଓଡ଼ିଶାରେ ପଞ୍ଚାୟତିରାଜ ବିଭାଗ କିପରି କାମ କରୁଛି, ତାହା ବୋଧହୁଏ ସେ ଭଲ ଭାବେ ଅବଗତ ନାହାନ୍ତି। ଆଜି ଗଣମାଧ୍ୟମରେ ଏଭଳି ମତ […]
ନୂଆଦିଲ୍ଲୀ: ଦିଲ୍ଲୀର ମେୟର ନିର୍ବାଚନ ମାମଲାରେ ଆମ୍ ଆଦମୀ ପାର୍ଟି (ଏଏପି) ସୁପ୍ରିମକୋର୍ଟଙ୍କଠାରୁ ଏକ ବଡ଼ ଆଶ୍ଵସ୍ତି ପାଇଛି। ସୁପ୍ରିମକୋର୍ଟ ଏହି ଆବେଦନ ଉପରେ ଏକ ବଡ ନିଷ୍ପତ୍ତି ଦେଇଥିବାବେଳେ କହିଛନ୍ତି ଯେ, ରାଜ୍ୟପାଳଙ୍କ ଦ୍ୱାରା ମନୋନୀତ ୧୦ ଜଣ କାଉନସିଲର […]
ଭୁବନେଶ୍ୱର: ନକଲି ଔଷଧ କାରବାର ବିରୁଦ୍ଧରେ ଆଉ ଏକ ବଡ଼ ପଦକ୍ଷେପ ଭାବେ ଔଷଧ ପ୍ରବର୍ତ୍ତକ ସ୍ୱ୍କାର୍ଡ଼ (ଡ୍ରଗ୍ସ୍ ଏନଫୋର୍ସମେଣ୍ଟ ଟିମ୍) ଏହାର ଆନ୍ତଃ-ରାଜ୍ୟ ଯୋଗାଣ ଓ କାରବାର ବିଷୟ ଜାଣିବାକୁ ପାଇଛି। ତଦନ୍ତ ସମୟରେ ଏ ବିଷୟରେ ବିଶ୍ୱାସ ଯୋଗ୍ୟ […]
ଭୁବନେଶ୍ବର: ଆସନ୍ତାକାଲି ମହାଶିବ ରାତ୍ରି। ସେଥିପାଇଁ ରାଜ୍ୟର ସମସ୍ତ ଶୈବ୍ୟପିଠରେ ଚାଲିଛି ପ୍ରସ୍ତୁତି। କାରଣ ଆସନ୍ତାକାଲି ବହୁ ଭକ୍ତଙ୍କର ସମାଗମ ହେବା ସହିତ ରାତିସାରା ଦୀପ ଜାଳି ଉପବାସ କରିବେ। ସେଥିପାଇଁ ଭକ୍ତମାନେ ଠିକ ଭାବେ ପୂଜାବିଧି କରିବା ପାଇଁ ଶିବ […]
ଭୁବନେଶ୍ୱର: ବିଶିଷ୍ଟ ଗବେଷକ ଓ ସାମ୍ବାଦିକ ଜିତେନ୍ଦ୍ର ପଟ୍ଟନାୟକ ଏବଂ ବିଶିଷ୍ଟ ଶିକ୍ଷାବିତ ଓ ଉପସ୍ଥାପକ ଶୁଭେନ୍ଦୁ ମହାନ୍ତିଙ୍କ ଦ୍ୱାରା ଲିଖିତ ‘ଏକ୍ସଟିକ ଇଡେନ-ଦି ଲଭର୍ସ ଡେଷ୍ଟିନେସନ ଅଫ ଓଡ଼ିଶା’ (‘Exotic EDEN-THE LOVERS’ Destination of Odisha’) ପୁସ୍ତକକୁ ମହାମହିମ […]
ଭୁବନେଶ୍ବର: କୋଇଲା ମନ୍ତ୍ରଣାଳୟ ପକ୍ଷରୁ ପିଏମ ଗତିଶକ୍ତି (ବହୁମୁଖି ଯୋଗାଯୋଗ ନିମନ୍ତେ ଜାତୀୟ ମାଷ୍ଟର ପ୍ଲାନ) ଓ ଜାତୀୟ ଲଜିଷ୍ଟିକ୍ସ ନୀତି ଉପରେ ପୂର୍ବ ଜୋନ ସମ୍ମିଳନୀ ଭୁବନେଶ୍ବର ଠାରେ ଆୟୋଜିତ ହୋଇଯାଇଛି। ଭାରତ ସରକାରଙ୍କ ଉଦ୍ୟୋଗ ମହାନଦୀ କୋଲଫିଲ୍ଡସ ଲିମିଟେଡ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସ୍ଥାନୀୟ ବରମୁଣ୍ଡା ପଡିଆଠାରେ ରାଜ୍ୟସ୍ତରୀୟ ବାର୍ଷିକ କୃଷି ମହୋତ୍ସବ ‘କୃଷି ଓଡିଶା’ ଉଦ୍ଘାଟନ କରିଛନ୍ତି । ଏହି ଅବସରରେ ଉପସ୍ଥିତ କୃଷକ ମାନଙ୍କୁ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଫାର୍ମ ମେକାନାଇଜେସନ ଓ ଫସଲ […]
ଭୁବନେଶ୍ବର: ବିଜେପି ବିଧାୟକ ତଥା ବିରୋଧୀ ଦଳର ନେତା ଜୟନାରାୟଣ ମିଶ୍ର ଆଜି ଜଣେ ମହିଳା ଥାନା ଅଧିକାରୀଙ୍କୁ ଧକ୍କା ମାରିଛନ୍ତି। ଏହାକୁ ନେଇ ବର୍ତ୍ତମାନ ଓଡିଶା ରାଜନୀତି ସରଗରମ ହୋଇଯାଇଛି। ସାମାଜିକ ଗଣମାଧ୍ୟମରେ ଏହାକୁ ନେଇ ବିଭିନ୍ନ ମହଲରେ ନିନ୍ଦା […]
ଭୁବନେଶ୍ବର: ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ-୨୦୨୩ ଉଦଯାପନ ସମାରୋହ ଆଜି ଲୋକସେବା ଭବନ, କନଭେନସନ ସେଣ୍ଟର ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଉଦଯାପନୀ ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଛନ୍ତି ଯେ ପାଣି ପଞ୍ଚାୟତ ଆଜି […]
ଭୁବନେଶ୍ୱର: ଆଜି ବିଜେପି ବିଧାୟକ ତଥା ବିରୋଧୀ ଦଳର ନେତା ଜୟନାରାୟଣ ମିଶ୍ର ଜଣେ ମହିଳା ପୋଲିସ ଅଫିସରଙ୍କୁ ଧକ୍କା ମାରିଛନ୍ତି। ଫଳରେ ଏହାକୁ ନେଇ ସମ୍ବଲପୁରରେ ଉତ୍ତେଜନ ସୃଷ୍ଟି ହୋଇଛି। ଖବର ଅନୁସାରେ ଆଜି ଜିଲ୍ଲା ବିଜେପି ତରଫରୁ ବିରୋଧୀ […]
ଭୁବନେଶ୍ବର: ଗତ କାଲି ଗଞ୍ଜାମ ଜିଲ୍ଲା ଗୋପାଳପୁରର ମାଣ୍ଡିଆ ପଲ୍ଲୀରେ ମୋଟର ଦୁର୍ଘଟଣାରେ ତିନି ବ୍ୟକ୍ତି ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ […]
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନକୁ ମାତ୍ର ଏକ ବର୍ଷ ବାକି ଅଛି। ସମସ୍ତ ଦଳ ନିଜ ରଥକୁ ନିର୍ବାଚନ ଯୁଦ୍ଧକ୍ଷେତ୍ର ଆଡକୁ ମୁହାଁଇଛନ୍ତି। ପିଏମ ମୋଦୀଙ୍କ ନେତୃତ୍ୱରେ ଏନଡିଏ ତୃତୀୟ ଥର ପାଇଁ ଜିତିବାକୁ ଚେଷ୍ଟା କରୁଛି, ତେଣୁ ପ୍ରଧାନମନ୍ତ୍ରୀ ହେବାକୁ ଆଶା […]
କଟକ: ବହୁ ଚର୍ଚ୍ଚିତ ନବ ଦାସ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋପାଳ ଦାସକୁ ସ୍ଥାନାନ୍ତରିତ କରାଯାଇଛି। ତାକୁ ଝାରସୁଗୁଡା ଉପକାରାଗାରରୁ ଚୌଦ୍ବାର ଜେଲକୁ ସ୍ଥାନାନ୍ତରିତ କରାଯାଇଛି। ଗତକାଲି ରାତିରେ ଗୋପାଳକୁ ଏକ ସ୍ବତନ୍ତ୍ର ସୁରକ୍ଷା ଦଳ ସହିତ ଏହି ସ୍ଥାନାନ୍ତରିତ ପକ୍ରିୟା […]
ଭୁବନେଶ୍ବର: ଆଜି ଲୋକସେବା ଭବନର କନଫ୍ରେନସ ହଲରେ ବରିଷ୍ଠ ଅଧିକାରୀଙ୍କ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଗୋଟିଏ ଅଧିବେଶନରେ ଅଫିସରଙ୍କୁ ଦିଗଦର୍ଶନ ଦେଲେ ମିଶନ ଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ। ସେ କହିଛନ୍ତି ଯେ, ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଥିବା ରାଜ୍ୟର […]
ନୂଆଦିଲ୍ଲୀ: ୨୦୨୪ ରେ ଲୋକସଭା ନିର୍ବାଚନ ପାଇଁ ପ୍ରାୟ ଏକ ବର୍ଷ ବାକି ଅଛି ଏବଂ ରାଜନୈତିକ ସରଗରମ ବଢିବାରେ ଲାଗିଛି। ରାଜନୈତିକ ସମୀକରଣକୁ କଷିବା ଆରମ୍ଭ କରିଛି ବିଜେପି। ଏଥି ସହିତ କଂଗ୍ରେସ ସମେତ ସମସ୍ତ ବିରୋଧୀ ଦଳ ମଧ୍ୟ […]
ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ପକ୍ଷରୁ ଫେବୃଆରି ୧୪ ଓ ୧୫ ତାରିଖରେ ଯଥାକ୍ରମେ ଭୁବନେଶ୍ୱରସ୍ଥିତ ରାଜ୍ୟ ସମ୍ମିଳନୀ କେନ୍ଦ୍ର ଓ କୋଣାର୍କଠାରେ ଦୁଇଦିନିଆ ବରିଷ୍ଠ ଅଧିକାରୀ ସମ୍ମିଳନୀ ଅନୁଷ୍ଠିତ ହେବ। ବିଭିନ୍ନ ଅଭିନବ ଉପାୟ ଓ କାର୍ଯ୍ୟକ୍ରମ ମାଧ୍ୟମରେ ରାଜ୍ୟବାସୀଙ୍କ ଜୀବନରେ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି (୧୩.୦୨.୨୦୨୩) ବେଙ୍ଗାଲୁରୁର ୟେଲାହାଙ୍କା ବାୟୁସେନା ଘାଟିରେ ଏରୋଇଣ୍ଡିଆ ୨୦୨୩ ଚତୁର୍ଦ୍ଦଶ ସଂସ୍କରଣକୁ ଉଦ୍ଘାଟନ କରିଛନ୍ତି। ଏରୋ ଇଣ୍ଡିଆ-୨୦୨୩ର ବାର୍ତ୍ତା “ ଦି ରନ ୱେ ଟୁ ଏ ବିଲିୟନ ଅପରଚ୍ୟୁନିଟସ୍” ରହିଥିବାବେଳେ, ଏଥିରେ ୮୦ […]
ଭୁବନେଶ୍ୱର: କେନ୍ଦ୍ର ସରକାର ତାଙ୍କର ସଦ୍ୟ ବଜେଟର କ୍ରୟ ପାଣ୍ଠିରେ ୨୦,୦୦୦ କୋଟି ଟଙ୍କା ହ୍ରାସ କରିବା ଏବଂ ଓଡିଶାରୁ ଉଷୁନା ଚାଉଳ ଉଠାଣ ପରିମାଣ କମାଇଦେବା ଫଳରେ ଓଡିଶାର ଲକ୍ଷ ଲକ୍ଷ ଚାଷୀଙ୍କ ଧାନ ବିକ୍ରି ବିଶେଷ କରି ପଶ୍ଚିମ […]
ଭୁବନେଶ୍ବର: ଦିଲ୍ଲୀ ଏଆଇସିସି କାର୍ଯ୍ୟାଳୟରେ କଂଗ୍ରେସରେ ସାମିଲ ହେବା ପରେ ଆଜି ଭୁବନେଶ୍ବର ଫେରିଛନ୍ତି ପୂର୍ବତନ ଶାସନ ସଚିବ ବିଜୟ ପଟ୍ଟନାୟକ। ସେ ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଏକ ମୋଟର ସାଇକେଲ ଶୋଭାଯାତ୍ରାରେ କଂଗ୍ରେସ ଭବନ ନିଆଯାଇଥିଲା। ସେଠାରେ […]
ଭୁବନେଶ୍ୱର : ସେଲଫି ଅଭିଯାନ ପରିବର୍ତ୍ତେ ମହିଳା ସଶକ୍ତିକରଣ ପାଇଁ ଓଡିଶା ବିଜେପି ସଂସଦରେ ମହିଳା ସଂରକ୍ଷଣ ବିଲ୍ ପ୍ରସଙ୍ଗ ନେଇଥାନ୍ତା ଭଲ ହୋଇଥାନ୍ତା। ଏହା କହିଛନ୍ତି ବିଜେଡି ମୁଖପାତ୍ର ଶ୍ରୀମତୀ ଶ୍ରୀମୟୀ ମିଶ୍ର। ବିଜେପିର ସେଲଫି ଅଭିଯାନ ଉପରେ ଗଣମାଧ୍ୟମକୁ […]