ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ତୃତୀୟ ପାଳିର ପ୍ରଥମ ୧୦୦ ଦିନର ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ, ନିଷ୍ପତ୍ତି ଏବଂ ଉପଲବ୍ଧି ଉପରେ କେନ୍ଦ୍ର ଗୃହମନ୍ତ୍ରୀ ତଥା ସମବାୟ ମନ୍ତ୍ରୀ ଅମିତ ଶାହ ଆଜି ନୂଆଦିଲ୍ଲୀରେ ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି। ଏହି […]
ଭୁବନେଶ୍ୱର: ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡିଶା ପାଇଁ 2871 କୋଟି ମୂଲ୍ୟର ବହୁ ଗୁରୁତ୍ୱପୂର୍ଣ୍ଣ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର କରିଥିବାବେଳେ କେତେକର ଦେଶ ପାଇଁ ଉତ୍ସର୍ଗୀକୃତ କରିଛନ୍ତି। ଏହି ରେଳ ଭିତ୍ତିଭୂମି ପ୍ରକଳ୍ପଗୁଡ଼ିକ ସଂଯୋଗକୁ ଦୃଢ଼ୀଭୁତ […]
ନୂଆଦିଲ୍ଲୀ: ପୂର୍ବତନ ଏଏପି ନେତା ତଥା ରାଜ୍ୟସଭା ସାଂସଦ ଶ୍ଵାତୀ ମାଲିୱାଲ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ହେବାପରେ ଆତିଶୀଙ୍କୁ ଟାର୍ଗେଟ କରିଛନ୍ତି। ଦିଲ୍ଲୀ ପାଇଁ ଏହା ଅତ୍ୟନ୍ତ ଦୁଃଖଦ ଦିନ ବୋଲି ଶ୍ଵାତୀ ମାଲିୱାଲ କହିଛନ୍ତି। କେବଳ ଏତିକି ନୁହେଁ, ସେ ଆତିଶୀଙ୍କୁ […]
ଭୁବନେଶ୍ୱର: ସବୁ ଅନ୍ତ ଘଟାଇ ବହୁ ପ୍ରତିକ୍ଷୀତ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଥମ କିସ୍ତି ପଇସା ପାଇଛନ୍ତି କିଛି ଯୋଗ୍ୟ ମହିଳା। ଏହି ଅବସରେ ପ୍ରଧାନମନ୍ତ୍ରୀ ଓଡ଼ିଆ ଭାଷାରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇ କହିଛନ୍ତି ଯେ, […]
ନୂଆଦିଲ୍ଲୀ: ଇରାନର ସର୍ବୋଚ୍ଚ ନେତା ଅୟାତୁଲ୍ଲା ଅଲି ଖାମେନେଇଙ୍କୁ ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଉପଯୁକ୍ତ ଉତ୍ତର ଦେଇଛି। ସୋମବାର ପ୍ରକାଶ ପାଇଥିବା ବିବୃତ୍ତିରେ ବାଇଦଶିକ ମନ୍ତ୍ରଣାଳୟ କହିଛି ଯେ, ଭାରତ ବିରୋଧରେ କୌଣସି ମନ୍ତବ୍ୟ ଦେବା ପୂର୍ବରୁ ଇରାନ ପ୍ରଥମେ […]
ଭୁବନେଶ୍ବର: ଆଜି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଶେଷ ଥର ପାଇଁ ସେ ବିଜେପି ସରକାରର ଶପଥ ଗ୍ରହଣ ଉତ୍ସବକୁ ଆସିଥିଲେ। ଏହାପରେ ନୂଆ ସରକାର କାମ କରିବା ପରେ ମୋଦିଙ୍କର ଏହା ହେଉଛି ପ୍ରଥମ ଓଡିଶା ଗସ୍ତ। ସେଥିପାଇଁ […]
ଭୁବନେଶ୍ଵର: ଓଡିଶାର ରେଳ ଭିତ୍ତିଭୂମି ବୃଦ୍ଧି ପାଇଁ ଏକ ଐତିହାସିକ ପଦକ୍ଷେପରେ ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ଭୁବନେଶ୍ୱରରୁ ରାଜ୍ୟରେ ବହୁ ଗୁରୁତ୍ୱପୂର୍ଣ୍ଣ ରେଳ ପ୍ରକଳ୍ପ ଗୁଡିକର ଭିତ୍ତି ପ୍ରସ୍ତର ସ୍ଥାପନ କରିବା ସହିତ ଦେଶକୁ ଉତ୍ସର୍ଗୀକୃତ କରିବେ। ଏହି […]
ଭୁବନେଶ୍ବର: ଆସନ୍ତାକାଲି ଭୁବନେଶ୍ବର ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏ ନେଇ ବିଜେପି ସରକାର ବେଶ ଚଳଚଞ୍ଚଳ ହୋଇ ଉଠିଛି। ପ୍ରଧାନମନ୍ତ୍ରୀ ଭୁବନେଶ୍ବରର ଜନତା ମଇଦାନରେ ସଭା କରିବେ। ସେଠାରେ ସେ ଓଡିଶାର ବହୁ ପ୍ରତିକ୍ଷିତ ସୁଭଦ୍ରା ଯୋଜନାର ହିତାଧିକାରୀଙ୍କୁ ଟଙ୍କା […]
Haryana Election: ହରିୟାଣାର ବିକାଶକୁ ସମ୍ପୂର୍ଣ୍ଣ ବନ୍ଦ କରି ପୁଣି ଥରେ କୃଷକଙ୍କ ଜମି ଦଖଲ କରିବା, ଦଳିତ ଓ ମହିଳାଙ୍କ ଉପରେ ଅତ୍ୟାଚାର କରିବା ଏବଂ ଯୁବକମାନଙ୍କୁ ସେହି ପୁରୁଣା ସ୍ଥିତାବସ୍ଥାକୁ ଫେରାଇ ଆଣିବା କଂଗ୍ରେସର ମୂଳ ରାଜନୈତିକ ଉଦ୍ଦେଶ୍ୟ […]
ନୂଆଦିଲ୍ଲୀ: ଜାତୀୟ ରାଜଧାନୀରେ ମୁଖ୍ୟମନ୍ତ୍ରୀ ପଦରୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଇସ୍ତଫା ଘୋଷଣା ପରେ ଦିଲ୍ଲୀରେ ଏକ ରାଜନୈତିକ ଉତ୍ତେଜନା ଦେଖାଦେଇଛି। ଦୁଇ ଦିନ ପରେ ସେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ ବୋଲି ଆମ୍ ଆଦମୀ ପାର୍ଟିର ଜାତୀୟ ସଂଯୋଜକ […]
ସୁବାସ କୁମାର ତାରଣିଆଁ ଗତ ଜୁନ୍ ମାସରେ ଶେଷ ହୋଇଛି ଦେଶର ଅଷ୍ଟାଦଶ ଲୋକସଭା ନିର୍ବାଚନ ସହିତ ଚାରୋଟି ରାଜ୍ୟ ଯଥା ଆନ୍ଧ୍ରପ୍ରଦେଶ, ଅରୁଣାଚଳ ପ୍ରଦେଶ, ସିକିମ୍ ଏବଂ ଓଡ଼ିଶାରେ ବିଧାନସଭା ନିର୍ବାଚନ। ୫୪୩ଟି ଲୋକସଭା ଆସନ ପାଇଁ ଏପ୍ରିଲ ମାସ […]
ଭୁବନେଶ୍ବର: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫ୍ରେସିଂ ମାଧ୍ୟମରେ ଟାଟା ନଗର ବ୍ରହ୍ମପୁର ବନ୍ଦେ ଭାରତ ଏକ୍ସପ୍ରେସର ଶୁଭ ଉଦଘାଟନ କରିଛନ୍ତି। ଏ ନେଇ ବ୍ରହ୍ମପୁରର ଷ୍ଟେସନରେ ଏକ କାର୍ଯ୍ୟକ୍ରମର ମଧ୍ୟ ଆୟୋଜନ କରାଯାଇଥିଲା। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ମାଝି […]
ଭୁବନେଶ୍ବର: ସଂଗୀତ ମହାବିଦ୍ୟାଳୟ ର ମାସିକ ନାଟ୍ୟାୟନ କାର୍ଯ୍ୟକ୍ରମରେ ଗିରୀଶ କନ୍ନଡ଼ ଙ୍କ ନାଟକ,’ଅଗ୍ନି ଓ ବର୍ଷା’ ନାଟକ ବିଭାଗ ଦ୍ବାରା ସଫଳ ମଞ୍ଚାୟନ ହୋଇଛି। ନାଟ୍ୟ ଉତ୍ସବରେ ମହାବିଦ୍ୟାଳୟ ର ଅଧ୍ୟକ୍ଷ ଶ୍ରୀ ବିଜୟ ଜେନା ଙ୍କ ସହିତ ଉପସ୍ଥିତ […]
ଭୁବନେଶ୍ଵର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଝାଡ଼ଖଣ୍ଡର ଟାଟାନଗରରେ ୬୬୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ରେଳ ପ୍ରକଳ୍ପର ଶିଳାନ୍ୟାସ ଓ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ୩୨ ହଜାର ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ଗ୍ରାମୀଣ (ପିଏମଏୱାଇ-ଜି) […]
ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଜେଲରୁ ମୁକୁଳିବା ପରେ ଆଜି ଦଳର ନେତା ତଥା କର୍ମୀଙ୍କୁ ସମ୍ବୋଧିତ କରିଛନ୍ତି। ଏହି ସମୟ ମଧ୍ୟରେ ମୁଖ୍ୟମନ୍ତ୍ରୀ ଏକ ବଡ ଘୋଷଣା କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛନ୍ତି। କେଜ୍ରିୱାଲ କହିଛନ୍ତି ଯେ, ଆଜିଠାରୁ […]
ବିଶ୍ୱକର୍ମା ପୂଜା ୨୦୨୪: ବିଶ୍ୱକର୍ମା ପୂଜା ୧୭ ସେପ୍ଟେମ୍ବର ମଙ୍ଗଳବାରେ ସାରା ଦେଶରେ ପାଳନ କରାଯିବ। ବ୍ରହ୍ମାଣ୍ଡର ସର୍ବୋତ୍ତମ ସ୍ଥପତି ବିଶ୍ୱକର୍ମାଙ୍କୁ ଏକ ଶୁଭ ସମୟରେ ପୂଜା କଲେ ନିଶ୍ଚିତ ଶୁଭ ଫଳ ମିଳିଥାଏ। ତେବେ ଏଥର ବିଶ୍ବକର୍ମା ପୂଜାରେ ଭଦ୍ରା […]
ଭୁବନେଶ୍ବର: ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀ ଶନିବାର ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ସାକ୍ଷାତ କରିଛନ୍ତି। ସେ ଲୋକସେବା ଭବନ ଯାଇ ସେଠାରେ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିଛନ୍ତି। ତେବେ ତାହା କୌଣସି ରାଜନୈତିକ ସାକ୍ଷାତ ନ ଥିଲା। ବଂର ଅପରାଜିତା […]
ଭୁବନେଶ୍ଵର: ୨୧ ରୁ ୬୦ ବର୍ଷ ବୟସର ମହିଳାମାନଙ୍କୁ ସଶକ୍ତ କରିବା ପାଇଁ ଏକ ପରିବର୍ତ୍ତନଶୀଳ ସାମାଜିକ ସୁରକ୍ଷା ପଦକ୍ଷେପ ସ୍ୱରୂପ ଓଡିଶା ସରକାର “ସୁଭଦ୍ରା” ଯୋଜନା ଆରମ୍ଭ କରିଛନ୍ତି। ଏହି ଯୋଜନା ମାଧ୍ୟମରେ ପ୍ରତ୍ୟେକ ହିତାଧିକାରୀ ପାଞ୍ଚ ବର୍ଷରେ ୫୦୦୦୦ […]
ଭୁବନେଶ୍ବର: ଭାରତର ଖାଦ୍ୟ ନିରାପତ୍ତା, ଗ୍ରାମୀଣ ବିକାଶ ଏବଂ ଅର୍ଥନୈତିକ ଅଭିବୃଦ୍ଧିରେ ପଶୁପାଳନ ଏବଂ ଗୋପାଳନ କ୍ଷେତ୍ର ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ କନ୍ଭେନ୍ସନ୍ ସେଣ୍ଟରଠାରେ ଭାରତ ସରକାରଙ୍କ […]
ନୂଆଦିଲ୍ଲୀ: ପୂର୍ବ ଲଦାଖରେ ଗଲୱାନ ସମେତ ଚାରିଟି ପଏଣ୍ଟରୁ ସୈନ୍ୟ ଉତ୍ତେଜନା ସମ୍ପର୍କରେ ଉଲ୍ଲେଖ କରି ଶୁକ୍ରବାର ଦିନ ଚୀନ୍ର ବୈଦେଶିକ ମନ୍ତ୍ରଣାଳୟ କହିଛି ଯେ, ଋଷରେ ହୋଇଥିବା ବୈଠକରେ ଦ୍ୱିପାକ୍ଷିକ ସମ୍ପର୍କର ଉନ୍ନତି ପାଇଁ ମାହୋଲ ସୃଷ୍ଟି କରିବାକୁ ଭାରତ […]
ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଗାମୀ ସେପ୍ଟେମ୍ବର ୧୭ ତାରିଖରେ ଭୁବନେଶ୍ୱର ଆସି ରାଜ୍ୟ ସରକାରଙ୍କର ଜନ କଲ୍ୟାଣକାରୀ “ସୁଭଦ୍ରା” ଯୋଜନାର ଶୁଭାରମ୍ଭ ସହ ଅନ୍ୟ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀ ସେଦିନ […]