ଭୁବନେଶ୍ୱର: ଆଜି ପୂର୍ବାହ୍ନରେ ଓ-ହବ୍ଠାରେ ଆୟୋଜିତ ଜିଲ୍ଲା ଶିଳ୍ପ କେନ୍ଦ୍ର ଓ ଆଞ୍ଚଳିକ ଶିଳ୍ପ କେନ୍ଦ୍ରର ସାଧାରଣ ପରିଚାଳକମାନଙ୍କ ସମ୍ମିଳନୀରେ ଯୋଗଦେଇ ଶିଳ୍ପ ମନ୍ତ୍ରୀ ଶ୍ରୀ ପ୍ରତାପ କେଶରୀ ଦେବ ରାଜ୍ୟରେ ଶିଳ୍ପାନୁଷ୍ଠାନ ପ୍ରତିଷ୍ଠା ପ୍ରତି ବିଭାଗୀୟ ଅଧିକାରୀମାନେ ସକରାତ୍ମକ ମନୋଭାବ […]
ଭୁବନେଶ୍ବର: ସାରା ରାଜ୍ୟରେ ଏବେ ହକିର ମାହୋଲ। ପୁରପଲ୍ଲୀ, ସହର ବଜାର ସବୁଆଡେ ଏବେ ହକିକୁ ନେଇ ଚର୍ଚ୍ଚା। କଟକରୁ ସୁନ୍ଦରଗଡ, ସବୁଆଡେ ଉତ୍ସବ ଚାଲିଛି। ଏଥର ପ୍ରଥମ ଥର ପାଇଁ ହକିର ଏନ୍ତୁଡିଶାଳ ସୁନ୍ଦରଗଡରେ ହକି ବିଶ୍ବକପ୍ ଆୟୋଜନ କରାଯାଇଛି। […]
ଭୁବନେଶ୍ବର: ଆଜି ଓଡିଶାର ପ୍ରମୁଖ ଖବର କାଗଜରେ ଏକ ପୁରା ପୃଷ୍ଟା ବିଜ୍ଞାପନ ବାହାରିଛି। ଆସନ୍ତାକାଲି ହେବାକୁ ଥିବା ହକି ମହାକୁମ୍ଭର ଉଦଘାଟନୀ ଉତ୍ସବର ଏହି ବିଜ୍ଞାପନ। ଏହାକୁ ପ୍ରକାଶ କରିଛନ୍ତି ଓଡିଶା ସରକାରଙ୍କ କ୍ରୀଡା ବିଭାଗ। ଏହି ବିଜ୍ଞାପନରେ ରହିଛି […]
ଭୁବନେଶ୍ବର: ଗତ କିଛି ଦନ ଧରି ଓଡିଶା ରାଜନୀତିରେ ଚାଲିଛି ଏକ ବଡ ବିତର୍କ। ତାହା ହେଲା ବରିଷ୍ଠ ପ୍ରଶାସକ ମନୋଜ ମିଶ୍ରଙ୍କ ନିଯୁକ୍ତି ପ୍ରସଂଗ। ଏ ନେଇ ବିଜେପି ସାମ୍ବାଦିକ ସମ୍ମିଳନୀ କରି ତାଙ୍କ ନିଯୁକ୍ତିକୁ ନେଇ ତୁମ୍ବିତୋଫାନ କରିଛି। […]
ଭୁବନେଶ୍ୱର: ୨୦୨୨ ବିଦାୟୀ ବର୍ଷରେ ଉଠା ଜଳସେଚନ ମାଧ୍ୟମରେ ଜଳସେଚନ ବ୍ୟବସ୍ଥା, ରାଜ୍ୟ ଜଳସମ୍ପଦ ବିଭାଗର ଉଲ୍ଲେଖନୀୟ କାର୍ୟ୍ୟ ରହିଥିଲା । ଏହି ବର୍ଷରେ ରାଜ୍ୟରେ ୧୮୭୦ଟି ଗୋଷ୍ଠୀ ଉଠାଜଳସେଚନ ପ୍ରକଳ୍ପସହ ୧୧,୯୯୧ଟି ଗଭୀର ନଳକୂପ ଓ ୨୧୩ ଟି ଅଗଭୀର […]
ନୂଆଦିଲ୍ଲୀ: ଦୁର୍ଘଟଣା, ମୃତ୍ୟୁ ଓ ମହିଳା, ଶିଶୁ ବୟସ୍କଙ୍କ ପ୍ରତି ହିଂସା ଭଳି ଆଚରଣ ଅରୁଚିକର ଓ ଶିଷ୍ଟତା ସହ ସାଲିସ ଭଳି ହୋଇଥିବାରୁ ଏଭଳି ଖବର ପ୍ରସାର ନେଇ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଆଜି (୦୯.୦୧.୨୦୨୩) ଟିଭି ଚ୍ୟାନେଲଗୁଡିକୁ […]
ଭୁବନେଶ୍ବର: ବିଭିନ୍ନ ଜିଲ୍ଲାରୁ ଆସିଥିବା ମିଶନ ଶକ୍ତି ଗ୍ରୁପର ମା ମାନଙ୍କ ହୁଳହୁଳି ଓ କରତାଳିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନ କନ୍ଭେନ ସେଣ୍ଟରରୁ ମିଶନ ଶକ୍ତି ଗ୍ରୁପ ମାନଙ୍କୁ ୧୨୫ କୋଟି ଟଙ୍କାର ସୁଧ ରିହାତି ପ୍ରଦାନ […]
ଭୁବନେଶ୍ବର: ରାଜ୍ୟ ରାଜନୀତିର ବରିଷ୍ଠ ନେତା ବିଜୟ ମହାପାତ୍ର ବର୍ତ୍ତମାନ ଦୀର୍ଘ ମାସ ଧରି ନିରବ ରହିଛନ୍ତି। ସେ ବର୍ତ୍ତମାନ ବିଜେପିରେ ଥାଇ ମଧ୍ୟ ନ ଥିଲା ପରି ମନେ ହେଉଛି। କାରଣ ସେ ଦଳର କୌଣସି କାର୍ଯ୍ୟକ୍ରମରେ ନିଜକୁ ସାମିଲ […]
ନିଶ୍ଚିନ୍ତକୋଇଲି: ୨୦୨୩ରେ ଓଡ଼ିଶାର ଗରିବ ଲୋକଙ୍କ ସ୍ୱାର୍ଥ ସମ୍ବଳିତ ପ୍ରସଙ୍ଗକୁ ନେଇ ବିଜେପି ଜନଜାଗରଣ ସୃଷ୍ଟି କରିବ ବୋଲି ରବିବାର କଟକ ଜିଲ୍ଲା ମାହାଙ୍ଗା ନିର୍ବାଚନମଣ୍ଡଳୀ ନିଶ୍ଚିନ୍ତକୋଇଲି ଠାରେ ଦଳ ପକ୍ଷରୁ ଆୟୋଜିତ ମଣ୍ଡଳ ବୈଠକ, ପଦଯାତ୍ରା ଓ ସାଧାରଣ ସଭାରେ […]
ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଖୁବ ଶିଘ୍ର କେନ୍ଦ୍ର ମନ୍ତ୍ରୀମଣ୍ଡଳର ଅଦଳବଦଳ କରୁଛନ୍ତି। ଏ ନେଇ ଜାତୀୟ ରାଜନୀତିରେ ଚାଲିଛି ଜୋରଦାର ଚର୍ଚ୍ଚା। ଏପରି କ୍ଷେତ୍ରରେ ରାଜ୍ୟ ମନ୍ତ୍ରୀମଣ୍ଡଳରେ ମଧ୍ୟ ଅଦଳବଦଳ ହେବ ବୋଲି ଆଉ ଏକ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। […]
ଭୁବନେଶ୍ବର: ସାର୍ବଜନୀନ ଗୁଣାତ୍ମକ ସ୍ବାସ୍ଥ୍ୟସେବା ନିମନ୍ତେ ଅଭିପ୍ରେତ ଓଡିଶା ସରକାରଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବି.ଏସ୍.କେ.ୱାଇ) ବିଶେଷ ଅପ୍ରଗତି ହାସଲ କିରିଛି। ଚଳିତ ବର୍ଷ ଜାନୁଆରୀ ୧ ତାରିଖରୁ ଡ଼ିସେମ୍ବର ୨୫ ତାରିଖ ପର୍ଯ୍ୟନ୍ତ ପ୍ରାୟ ୬.୩୧ ଲକ୍ଷ ଲୋକ […]
ନୂଆଦିଲ୍ଲୀ: ଆଜି ଏଠାରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସପ୍ତମ ‘ଡିଜିଟାଲ ଇଣ୍ଡିଆ’ ପୁରସ୍କାର ପ୍ରଦାନ କରିଛନ୍ତି। ଏହି ଅବସରରେ ଉଦ୍ବୋଧନ ଦେଇ ରାଷ୍ଟ୍ରପତି କହିଛନ୍ତି ଯେ ‘ଡିଜିଟାଲ ଇଣ୍ଡିଆ’ ପୁରସ୍କାର-୨୦୨୨ କେବଳ ସରକାରୀ ସଂସ୍ଥା ଓ ଅନୁଷ୍ଠାନକୁ […]
ଭୁବନେଶ୍ବର: ଆଜି ଭୁବନେଶ୍ବର ବିମାନ ବନ୍ଦରରେ ଭୁବନେଶ୍ବର ରାଉରକେଲାକୁ ବିମାନ ସେବାର ଶୁଭାରମ୍ଭ କରାଯାଇଥିଲା। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥୀ ଭାବେ ଯୋଗଦେଇ ଏହାର ଶୁଭାରମ୍ଭ କରିଥିଲେ। ତାଙ୍କ ସହିତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଓଡିଶାର ଦୁଇମନ୍ତ୍ରୀ ଅଶୋକ […]
ଭୁବନେଶ୍ୱର: ଏକ ଅତ୍ୟାଧୁନିକ ଡାଟା, ପଲିସି ଏବଂ ଇନୋଭେସନ୍ ସେଣ୍ଟର (ଡିପିସିଆଇ) ପ୍ରତିଷ୍ଠା କରିବା ପାଇଁ ଓଡ଼ିଶା ସରକାର ଭାରତର ଚିକାଗୋ ଟ୍ରଷ୍ଟ ବିଶ୍ୱବିଦ୍ୟାଳୟ ସହିତ ଏକ ବୁଝାମଣାପତ୍ର (ଏମଓୟୁ) ସ୍ୱାକ୍ଷର କରିଛନ୍ତି; ଯାହା ଇକୋନୋମେଟ୍ରିକ୍ସ, ଡାଟା ସାଇନ୍ସ ଏବଂ ମେସିନ୍ […]
ଭୁବନେଶ୍ବର: ଆଜିଠାରୁ ଭୁବନେଶ୍ବର ରାଉରକେଲା ଏବଂ ରାଉରକେଲା ଭୁବନେଶ୍ବରକୁ ବିମାନ ଉଡାଣ ଆରମ୍ଭ ହୋଇଛି। ଭୁବନେଶ୍ବର ବିମାନ ବନ୍ଦରରେ ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏଥିସହିତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀ, […]
ଭୁବନେଶ୍ଵର: ଓଡିଶାର ମିଶନ ଶକ୍ତି କାର୍ଯ୍ୟକ୍ରମରେ ଆରମ୍ଭ ହୋଇଛି ଏକ ସ୍ବର୍ଣ୍ଣିମ ଅଧ୍ୟାୟ। ଏଥିରେ ସହଯୋଗର ହାତ ବଢାଇଛି ଓଡିଶା ଗ୍ରାମ୍ୟ ବ୍ୟାଙ୍କ। ମୁଖ୍ୟମନ୍ତ୍ରୀଙ୍କ ସବୁଠାରୁ ପ୍ରିୟ କାର୍ଯ୍ୟକ୍ରମ ମିଶନ ଶକ୍ତିର ମା ମାନଙ୍କ ପାଇଁ ଆଜି ଆରମ୍ଭ ହୋଇଛି ମେଗା […]
ଭୁବନେଶ୍ୱର: ଆଜି ଅର୍ଥମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ ବିଗତ ବର୍ଷ ପରି ସମାଜର ବିଭିନ୍ନ ବର୍ଗ ଯଥା ବିଶେଷଜ୍ଞ, ବ୍ୟବସାୟୀ ତଥା ଶିଳ୍ପଦ୍ୟୋଗୀଙ୍କ ପ୍ରତିନିଧି ଏବଂ କୃଷକମାନଙ୍କ ସହିତ ପ୍ରାକ୍ ବଜେଟ୍ ପରାମର୍ଶ କରିଛନ୍ତି। ସକାଳ ୧୧ଟାରୁ ୧ ଘଟିକା ପର୍ଯ୍ୟନ୍ତ […]
ଭୁବନେଶ୍ୱର: ଓଡିଶା ସରକାରଙ୍କ ଅଭିନବ ଗୁଣାତ୍ମକ ସାର୍ବଜନିନ ସ୍ବାସ୍ଥ୍ୟ ସେବା ଯୋଜନା ବି. ଏସ.କେ. ୱାଈ ଉଲ୍ଲେଖନୀୟ ଅଗ୍ରଗତି ହାସଲ କରିଛି। ଯୋଜନାର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଡାକ୍ତର ବୃନ୍ଦା ଡି.ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆନ୍ତରୀଣ ସମୀକ୍ଷାରୁ ବୈଠକରୁ ଏହା ଜଣାପଡ଼ିଛି। […]
ନୂଆଦିଲ୍ଲୀ: ଆଜି ମୁଖ୍ୟ ସଚିବଙ୍କ ଜାତୀୟ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଧ୍ୟକ୍ଷତା କରିଛନ୍ତି। ଗୁରୁବାର ଦିନ ରାଜଧାନୀ ଦିଲ୍ଲୀରେ ଆରମ୍ଭ ହୋଇଥିବା ଏହି ସମ୍ମିଳନୀରେ ରାଜ୍ୟ ସହ ସହଭାଗିତାରେ ଦ୍ରୁତ ତଥା ସ୍ଥାୟୀ ଅର୍ଥନୈତିକ ଅଭିବୃଦ୍ଧି ହାସଲ ଉପରେ ଗୁରୁତ୍ୱ […]
ଭୁବନେଶ୍ୱର : ଆଜି ଓଡ଼ିଶାର ଦୁଇଟି ସହର କଟକ ଓ ଭୁବନେଶ୍ୱରରେ ଯେଉଁ ୫-ଜି ସେବାର ଶୁଭାରମ୍ଭ ହୋଇଛି, ତାହା ସ୍ୱାଗତଯୋଗ୍ୟ। କିନ୍ତୁ ଓଡ଼ିଶାର ବହୁ ଗ୍ରାମାଞ୍ଚଳରେ ଏ ଯାଏଁ ୨-ଜି ଓ ୩-ଜି ସେବା ଉପଲବ୍ଧ ନାହିଁ। ଫଳରେ ଲୋକେ […]
ରାଉରକେଲା: ସାରା ଓଡିଶା ପାଇଁ ଆଜି ଆନନ୍ଦ ଓ ଉତ୍ସବର ଦିନ। ଖୁସିର ଦିନ। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଉରକେଲାଠାରେ ସର୍ବବୃହତ ହକି ଷ୍ଟାଡିଅମ, ବିର୍ସା ମୁଣ୍ଡା ହକି ଷ୍ଟାଡିଅମ ଆନୁଷ୍ଠାନିକ ଭାବେ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। […]