ବିଶେଷ ଖବର

ନୂଆଦିଲ୍ଲୀ: ଆପ ସାଂସଦ ରାଘବ ଚଢା ଏବଂ ଅଭିନେତ୍ରୀ ପରିଣୀତି ଚୋପ୍ରାଙ୍କ ବାହାଘର ବର୍ତ୍ତମାନ ସାରା ଦେଶରେ ଏକ ଚର୍ଚ୍ଚିତ ବାହାଘର ଭାବେ ପରିଗଣିତ ହୋଇଛି। କାରଣ…

ଭୁବନେଶ୍ବର: ସାରା ରାଜ୍ୟରେ ସାଇବର ସଚେତନତା କାର୍ଯ୍ୟକ୍ରମକୁ ବ୍ୟାପକ କରିବା ପାଇଁ ଆଜି ସଂଧ୍ୟାରେ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଏକ…

ଭୁବନେଶ୍ୱର: ଅବସରପ୍ରାପ୍ତ ଆଇପିଏସ୍‌ ଅଧିକାରୀ ତଥା ଜନସେବା କ୍ଷେତ୍ରରେ ସୁଖ୍ୟାତି ଅର୍ଜନ କରିଥିବା ଗୁରୁଜୀ ଡ. ଚନ୍ଦ୍ରଭାନୁ ଶତପଥୀ ପ୍ରାୟ ଏକ ହଜାର ବିରଳ ଓ ଦୁର୍ଲଭ…

କଟକ: ଗତକାଲି କୋର୍ଟ ଅଭିନେତା ଅନୁଭବ ଏବଂ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ଛାଡପତ୍ର ମାମଲା ଖାରଜ କରିଦେଇଛନ୍ତି। ଅନୁଭବ ମହାନ୍ତି ଛାଡପତ୍ର ପାଇଁ କରିଥିବା ଆବେଦନକୁ କୋର୍ଟ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନରେ ‘ଅନ୍ତର୍ଜାତୀୟ ଆଇନଜୀବୀ ସମ୍ମିଳନୀ ୨୦୨୩’କୁ ଉଦଘାଟନ କରିଛନ୍ତି। ବିଭିନ୍ନ ଜାତୀୟ ଏବଂ ଅନ୍ତର୍ଜାତୀୟ ଗୁରୁତ୍ୱପୂର୍ଣ୍ଣ ଆଇନଗତ…

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଷ୍ଟାର୍ଟଅପ୍ ଯାତ୍ରା ଏବଂ ଏକ୍ସପ୍ରେସ୍ ଆଜି ଓଡିଶାର ୪ଟି ପ୍ରମୁଖ ଜିଲ୍ଲା ଭଦ୍ରକ, ବୌଧ, ଗଜପତି ଏବଂ ବାଲେଶ୍ୱର…

ଭୁବନେଶ୍ୱର: ଆଗାମୀ ସାଧାରଣ ନିର୍ବାଚନ ୨୦୨୪କୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ନିର୍ବାଚନ ମଣ୍ଡଳୀ ପାଇଁ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ନିମନ୍ତେ ଆଜି ମୁଖ୍ୟ ନିର୍ବାଚନ…

ଭୁବନେଶ୍ୱର: ଆଜି ବିଧାନସଭାରେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟ ଉପସ୍ଥାପନ କରିଛନ୍ତି। ଅତିରିକ୍ତ ବଜେଟର କଳେବର ୨୮ ହଜାର…

ଭୁବନେଶ୍ୱର: ୫-‘ଟି’ ଓ ‘ମୋ ସରକାର’ ରାଜ୍ୟ ପ୍ରଶାସନର ମୂଳମନ୍ତ୍ର ହୋଇଥିବାବେଳେ ଏହାକୁ କଡ଼ାକଡ଼ି ଭାବରେ ଅନୁପାଳନ କରାଯାଉଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଅଧିନରେ…

ନୂଆଦିଲ୍ଲୀ: ଆଜି ଅପରାହ୍ନ ୨ଟା ସମୟରେ ନୂଆଦିଲ୍ଲୀ ସ୍ଥିତ ଟ୍ରାନ୍ସପୋର୍ଟ ଭବନ ରେ କେନ୍ଦ୍ର ଆୟୁଷ ବିଭାଗ ମନ୍ତ୍ରୀ ଶ୍ରୀ ସର୍ବାନନ୍ଦ ସାନୁୱାଲ ଙ୍କ ସହିତ ଓଡ଼ିଶାର…

ଭୁବନେଶ୍ବର: ଆଜିଠାରୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ ହୋଇଛି। ପ୍ରଥମ ଥର ପାଇଁ ମହିଳା ବାଚସ୍ପତି ପ୍ରମିଳା ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଗୃହ କାର୍ଯ୍ୟ ଆରମ୍ଭ ହୋଇଛି। ଆଜି…

ନୂଆଦିଲ୍ଲୀ: ଯେଉଁ ବ୍ୟକ୍ତିମାନଙ୍କ ବିରୋଧରେ ଆତଙ୍କବାଦ ମାମଲା ରହିଛି କିମ୍ବା ଭାରତୀୟ ଆଇନ ଦ୍ୱାରା ନିଷିଦ୍ଧ ସଂଗଠନ ସହ ସମ୍ପୃକ୍ତି ସମେତ ଗୁରୁତର ଅପରାଧ ଅଭିଯୋଗ ରହିଛି…

ନୂଆଦିଲ୍ଲୀ: ସଂସଦର ସ୍ୱତନ୍ତ୍ର ଅଧିବେଶନରେ ରାଜ୍ୟସଭାରେ ମହିଳା ସଂରକ୍ଷଣ ବିଲ୍ ସର୍ବସମ୍ମତି କ୍ରମେ ପାରିତ ହୋଇଛି। ସମସ୍ତ ଦଳ ଏହି ବିଲ୍ କୁ ସମର୍ଥନ କରିଥିଲେ। ଏହି…

ନୂଆଦିଲ୍ଲୀ: ବୁଧବାର ଦିନ ନୂତନ ସଂସଦ ଗୃହରେ ଚାଲିଥିବା ସ୍ୱତନ୍ତ୍ର ଅଧିବେଶନରେ ୭ ଘଣ୍ଟାର ବିତର୍କ ପରେ ନାରୀ ଶକ୍ତି ବନ୍ଦନ ଅଧିନିୟମ (ମହିଳା ସଂରକ୍ଷଣ ବିଲ୍)…

ଭୁବନେଶ୍ଵର: ଆଜି ପବିତ୍ର ନୂଆଁଖାଇ ପର୍ବ ଅବସରରେ ରାଜ୍ୟର ୪୪ ଲକ୍ଷ ୫୬ ହଜାର ଚାଷୀ ପରିବାର କାଳିଆ ସହାୟତା ପାଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି (୧୯-୦୯-୨୦୨୩) ସ୍ବତନ୍ତ୍ର ଅଧିବେଶନ ଅବସରରେ କେନ୍ଦ୍ରୀୟ କକ୍ଷରେ ସଂସଦ ସଦସ୍ୟମାନଙ୍କୁ ସମ୍ବୋଧିତ କରିଛନ୍ତି। ଗଣେଶ ଚତୁର୍ଥୀ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା…

ନୂଆଦିଲ୍ଲୀ: ଆଜିଠାରୁ ନୂତନ ସଂସଦ ଭବନରେ ସଂସଦୀୟ କାର୍ଯ୍ୟ ଆରମ୍ଭ ହୋଇଛି। ନୂଆ ଲୋକସଭାରେ ପ୍ରଧାନମନ୍ତ୍ରୀ ଗୃହର ସଦସ୍ୟମାନଙ୍କୁ ଉଦ୍ବୋଧନ ଦେଇଛନ୍ତି। ଏଥିସହିତ ପ୍ରଥମ କାର୍ଯ୍ୟକ୍ରମରେ ନାରୀଶକ୍ତି…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆ ସଂସଦ ଭବନରେ ରାଜ୍ୟସଭାକୁ ସମ୍ବୋଧିତ କରିଛନ୍ତି । ଗୃହକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଆଜିର ଅବସର…

ଭୁବନେଶ୍ବର: ସମ୍ବାଦ ସଂପାଦକ ସୌମ୍ୟରଂଜନ ପଟ୍ଟନାୟକ କୋଟିଏ କି ଦୁଇ କୋଟି ନୁହେଁ। ପ୍ରାୟ ୧୦୦ କୋଟି ଟଙ୍କାର ଋଣ ଜାଲିଆତି କରିଛନ୍ତି। ସେ ପ୍ରାୟ ୩୦୦…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ସଂସଦର ସ୍ବତନ୍ତ୍ର ଅଧିବେଶନ ଅବସରରେ ଲୋକସଭାରେ ନିଜର ଅଭିଭାଷଣ ରଖିଛନ୍ତି। ସେପ୍ଟେମ୍ବର ୧୮ରୁ ୨୨, ୨୦୨୩ ପର୍ଯ୍ୟନ୍ତ ସ୍ବତନ୍ତ୍ର ଅଧିବେଶନ…