ଭୁବନେଶ୍ୱର: ଆଜି ଗଣେଶ ଚତୁର୍ଥୀ। ଭୁବନେଶ୍ୱର ର ବିଭିନ୍ନ ପୂଜା ମଣ୍ଡପ ରେ ପୂଜା ପାଉଛନ୍ତି ସିଦ୍ଧିଦାତା ଗଜାନନ.ଏହି ଅବସରରେ ଗଣେଶ ଭଗବାନ ଙ୍କ ଆଶୀର୍ବାଦ ପାଇଁ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟା ରେ ପୂଜା […]
ଭୁବନେଶ୍ବର: ଶିଳ୍ପ ମାଧ୍ୟମରେ ରାଜ୍ୟରେ ଅର୍ଥନୈତିକ ବିକାଶ ହୋଇପାରିବ। କ୍ଷୁଦ୍ର, ମଧ୍ୟମ, ଲଘୁ ଶିଳ୍ପ ଜରିଆରେ ଅଧିକ ରୋଜଗାର ସୃଷ୍ଟି ହୋଇପାରିବ। ଆମ ସରକାର ଏହି ସମସ୍ତ ଦିଗରେ ପ୍ରୟାସ କରୁଛନ୍ତି। ଭାରତ ମସଲା ଭଳି ସଂସ୍ଥା ଏ କ୍ଷେତ୍ରରେ ପଥ […]
ଭୁବନେଶ୍ୱର: ଆଗାମୀ ୧୭ ତାରିଖରେ ଆରମ୍ଭ ହେବାକୁ ଯାଉଛି ବହୁ ପ୍ରତୀକ୍ଷିତ ସୁଭଦ୍ରା ଯୋଜନା। ମହିଳା ସଶକ୍ତିକରଣ କ୍ଷେତ୍ରରେ ଏହା ଏକ ବିରାଟ ପରିବର୍ତ୍ତନ ଆଣିବ। ଏହି ଯୋଜନା ସମ୍ପର୍କରେ ରାଜ୍ୟବ୍ୟାପୀ ଜନସାଧାରଣଙ୍କୁ ସଚେତନ କରିବା ପାଇଁ ଆଜି ଭୁବନେଶ୍ବର ମହାତ୍ମା […]
Dead Butt Syndrome: ଯେଉଁମାନେ ଦୀର୍ଘ ସମୟ ଧରି ବସି ରହି କାମ କରନ୍ତି ସେମାନେ ବର୍ତ୍ତମାନଠାରୁ ସାବଧାନ ହୋଇଯାଆନ୍ତୁ। କାରଣ ଧାରାବାହିକ ଭାବେ ବସି ରହି କାମ କଲେ ବହୁ ସାଂଘାତିକ ରୋଗ ହେବାର ଆଶଙ୍କା ସୃଷ୍ଟି ହୋଇଛି। ଯାହାକୁ […]
ଭୁବନେଶ୍ବର: ଅକ୍ଟୋବର ୨ ତାରିଖରେ ଗାନ୍ଧି ଜୟନ୍ତୀରେ ପାଳନ ହେବ ସ୍ୱଚ୍ଛ ଭାରତ ଦିବସ।ଏହି ପରିପ୍ରେକ୍ଷାରେ ଆଗାମୀ ସେପ୍ଟେମ୍ବର ୧୭ରୁ ଅକ୍ଟୋବର ୧ ତାରିଖ ପର୍ଯ୍ୟନ୍ତ ‘ସ୍ୱଚ୍ଛତା ହିଁ ସେବା’ ପକ୍ଷ-୨୦୨୪ ସାରା ରାଜ୍ୟରେ ପାଳନ କରାଯିବ। ଏ ବର୍ଷ ଏହି […]
ଭୁବନେଶ୍ବର: ଗତକାଲି ବିଜେଡିର ରାଜ୍ୟସଭା ସାଂସଦ ସୁଜିତ କୁମାର ବିଜେଡି ଛାଡି ବିଜେପିରେ ମିଶିବା ପରେ ଓଡିଶା ରାଜନୀତିରେ ହଟଚମଟ ସୃଷ୍ଟି ହୋଇଛି। ପ୍ରଥମେ ମମତା ମହାନ୍ତ ରାଜ୍ୟସଭା ଓ ବିଜେଡିରୁ ଇସ୍ତଫା ଦେଇ ବିଜେପିର ସାମିଲ ହେଲେ। ତାଙ୍କୁ ପୁଣି […]
ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଚଞ୍ଚଳ ରାଣା ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜନ କରି ‘ସୁଭଦ୍ରା’ ଯୋଜନା ବିଷୟରେ ସୂଚନା ଦେଇଛନ୍ତି। ସମସ୍ତ ୧୦ ଟି ବ୍ଲକରେ ଏବଂ ପୌରପରିଷଦ ଏବଂ ବିଜ୍ଞାପିତ ଅଞ୍ଚଳ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସକାଳେ ଲୋକ କଲ୍ୟାଣ ମାର୍ଗସ୍ଥିତ ତାଙ୍କ ବାସଭବନରେ ଜାତୀୟ ଶିକ୍ଷକ ପୁରସ୍କାର ପ୍ରାପ୍ତ ଶିକ୍ଷକମାନଙ୍କ ସହ ଆଲୋଚନା କରିଛନ୍ତି । ପୁରସ୍କୃତ ବ୍ୟକ୍ତିମାନେ ସେମାନଙ୍କର ଶିକ୍ଷାଦାନ ଅଭିଜ୍ଞତା ପ୍ରଧାନମନ୍ତ୍ରୀଙ୍କ ସହ ବାଣ୍ଟିଥିଲେ। ଶିକ୍ଷଣକୁ […]
ନୂଆଦିଲ୍ଲୀ: ଶିଳ୍ପ ଓ ଆଭ୍ୟନ୍ତରୀଣ ବାଣିଜ୍ୟ ପ୍ରୋତ୍ସାହନ ବିଭାଗ (ଡିପିଆଇଆଇଟି)ର ଅତିରିକ୍ତ ସଚିବ ଶ୍ରୀ ରାଜୀବ ସିଂହ ଠାକୁରଙ୍କ ଅଧ୍ୟକ୍ଷତାରେ ପ୍ରଧାନମନ୍ତ୍ରୀ ଗତିଶକ୍ତି କାର୍ଯ୍ୟକ୍ରମ ଅଧୀନରେ ନେଟୱର୍କ ପ୍ଲାନିଂ ଗ୍ରୁପ୍ (ଏନପିଜି)ର ୭୮ତମ ବୈଠକ ନୂଆଦିଲ୍ଲୀରେ ଅନୁଷ୍ଠିତ ହୋଇଯାଇଛି । ସଡ଼କ […]
ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରୁ ଫ୍ରାନ୍ସର ଲିଓନ୍ଠାରେ ଅନୁଷ୍ଠିତ ହେଉଥିବା ୪୭ତମ ବିଶ୍ୱ ଦକ୍ଷତା ପ୍ରତିଯୋଗିତାରେ ଭାଗ ନେବାକୁ ଯାଉଥିବା ସ୍କିଲ୍ଡ୍ ଇନ୍ ଓଡିଶାର ପ୍ରତିଯୋଗୀମାନଙ୍କ ସହିତ ଆଭାସୀ ଜରିଆରେ କଥା ହୋଇ ଶୁଭେଚ୍ଛା […]
ନୂଆଦିଲ୍ଲୀ: ପୁଣି ବିଜେଡିକୁ ଲାଗିଲା ବଡ ଧକ୍କା। ମମତା ମହାନ୍ତ ପରେ ଏବଂ ବିଜେଡି ରାଜ୍ୟସଭା ସାଂସଦ ସୁଜିତ କୁମାର ବିଜେଡିରୁ ଇସ୍ତଫା ଦେଇ ବିଜେପିରେ ସାମିଲ ହେଲେ। ଆଜି ନୂଆଦିଲ୍ଲୀ କାର୍ଯ୍ୟାଳୟରେ ସାଂସଦ ସୁଜିତ କୁମାରଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, […]
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କରିଛନ୍ତି। ସମୀକ୍ଷାରେ ଜଙ୍ଗଲ ଅଞ୍ଚଳରେ ଅବୈଧ ଗଛ କଟା ବନ୍ଦ କରିବା ପାଇଁ ଏବଂ ଜଙ୍ଗଲ ଉପରେ ନିର୍ଭର […]
ଭୁବନେଶ୍ବର: ଆଜି ଲୋକସେବା ଭବନ କନ୍ଭେନ୍ସନ୍ ସେଣ୍ଟରଠାରେ ରାଜ୍ୟସ୍ତରୀୟ ଗୁରୁଦିବସ ଉତ୍ସବ ଏବଂ ବିଦ୍ୟାର୍ଥୀ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଗୁରୁ କେବଳ ବିଦ୍ୟାର୍ଥୀମାନଙ୍କର […]
ଭୁବନେଶ୍ବର: ଏ ଦେଶ ଆମର ଏ ମାଟି ଆମର। ଏ ଭାବନା ନେଇ ଆମର ପ୍ରିୟ ଭାରତ ତଥା ପ୍ରିୟ ଓଡିଶା ର ଗୌରବ ବୃଦ୍ଧି ପାଇଁ କାମ କରିବାକୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ସଂଖ୍ୟଲଘୁ ଭାଇ ଭଉଣୀ ମାନଙ୍କୁ […]
ନୂଆଦିଲ୍ଲୀ: ହରିୟାଣା ବିଧାନସଭା ନିର୍ବାଚନ ପାଇଁ ବିଜେପି ପ୍ରଥମ ତାଲିକା ପ୍ରକାଶ କରିଛି। ପ୍ରଥମ ତାଲିକାରେ ୬୭ ଜଣ ପ୍ରାର୍ଥୀଙ୍କ ନାମ ଅଛି। ଏଥର ବିଜେପି କୁସ୍ତି ଯୋଦ୍ଧା ବବିତା ଫୋଗାଟଙ୍କ ଟିକେଟ୍ ବାତିଲ କରି ଚରଖି-ଦାଦ୍ରି ଆସନରୁ ସୁନୀଲ ସାଙ୍ଗୱାନଙ୍କୁ […]
ଶ୍ରୀନଗର: ଚଳିତ ବର୍ଷ କେନ୍ଦ୍ରଶାସିତ ଅଞ୍ଚଳ ଜାମ୍ମୁ କାଶ୍ମୀରରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ ପାଇଁ ସମୟ ଅଛି, କିନ୍ତୁ ଏହା ପୂର୍ବରୁ ନିର୍ବାଚନ ସର୍ଭେ ଆସିଛି। ଆସନ୍ତୁ ଜାଣିବା ଏହି ସର୍ଭେ କ’ଣ କହୁଛି: ଜାମ୍ମୁ କାଶ୍ମୀରରେ ବିଧାନସଭା […]
ଭୁବନେଶ୍ବର: ମିଛ ହେଉଛି ବିଜେପିର ସବୁଠାରୁ ବଡ଼ ପରିଚୟ। ମିଛ ପ୍ରତିଶ୍ରୁତି ଦେଇ ବିଜେପି କ୍ଷମତା କୁ ଆସିଛି। ତେଣୁ ବିଜେପି ର ମିଛ କୁ ପଦାରେ ପକାଇବା ପାଇଁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଆହ୍ୱାନ ଜଣାଇଛନ୍ତି। ଆଜି […]
ଭୁବନେଶ୍ୱର: ବର୍ତ୍ତମାନ ପୁରା ଆକ୍ସନ ମୁଡରେ ଅଛନ୍ତି ଅବକାରୀ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ବେଆଇନ ମଦ କାରାବାରକୁ ମୂଳପୋଛ କରିବା ପାଇଁ ଦେଲେ ନିର୍ଦ୍ଦେଶ। ବେଆଇନ ମଦ କାରବାର ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ଅଗଷ୍ଟ ମାସ ୨୦ ତାରିଖରୁ […]
ଭୁବନେଶ୍ୱର: ସୁଭଦ୍ରା ଯୋଜନାର ହିତାଧିକାରୀଙ୍କୁ ପ୍ରଥମ କିସ୍ତି ଆର୍ଥିକ ସହାୟତା ଚଳିତ ସେପ୍ଟେମ୍ବର ମାସ ୧୭ ତାରିଖରେ ପ୍ରଦାନ କରାଯିବ। ଏହି ଦିନ ଭୁବନେଶ୍ୱରସ୍ଥିତ ଜନତା ମୈଦାନ ଠାରେ ଆୟୋଜନ ହେବାକୁ ଥିବା ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଯୋଗଦେଇ ଯୋଜନାରେ ଅନ୍ତର୍ଭୁକ୍ତ […]
ଭୁବନେଶ୍ବର: ଖୋର୍ଦ୍ଧା ଜିଲ୍ଲା ବିଜେପିରେ ଏକ ଭିନ୍ନ ନୀତି ଚାଲିଛି। ଯାହାକୁ କୁହାଯିବ ଅପରାଜିତା ନୀତି। କାରଣ ସାଂସଦ ଅପରାଜିତା ରାଜ୍ୟ ସଭାପତିଙ୍କୁ ନିର୍ଦ୍ଦେଶକୁ ମଧ୍ୟ ବେଖାତିର କରିବାକୁ ପଛାଉ ନାହାଁନ୍ତି। କାରଣ ଯାହାକୁ ରାଜ୍ୟ ବିଜେପି ଦଳରୁ ନିଲମ୍ବନ କରିଛି […]