ଭୁବନେଶ୍ୱର : କୋଭିଡ୍-୧୯ରେ ମୃତ୍ୟୁ ପାଇଁ ବିପର୍ଯ୍ୟୟ ମୁକାବିଲା ପାଣ୍ଠିରୁ ୫୦ ହଜାର ଟଙ୍କା ଅନୁକମ୍ପାମୂଳକ ସହାୟତା ରାଶି ମୃତକଙ୍କ ନିକଟତମ ସଂପର୍କୀୟଙ୍କୁ ଯୋଗାଇ ଦିଆଯାଉଛି। ଯେଉଁ ବ୍ୟକ୍ତିମାନେ ୨୦୨୨ ମାର୍ଚ୍ଚ ୨୦ ତାରିଖ କିମ୍ବା ତାହା ପୂର୍ବରୁ କୋଭିଡ୍-୧୯ରେ ମୃତ୍ୟୁବରଣ […]
ଭୁବନେଶ୍ବର: ରାଜଧାନୀର ଜନତା ମଇଦାନରେ ଚାଲିଥିବା ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାରେ ଓଡ଼ିଶା ଓ ଅନ୍ୟ ରାଜ୍ୟର କୃତି ବୁଣାକାରମାନଙ୍କର ଅପୂର୍ବ ମେଳଣ ଦେଖିବାକୁ ମିଳୁଛି। ପଂଜାବ ରାଜ୍ୟର ପଦ୍ମଶ୍ରୀ ପୁରସ୍କାର ବିଜେତାଙ୍କ ‘ଫୁଲକରି’ ହସ୍ତତନ୍ତ ଏହି ମେଳାରେ ଦେଖିବାକୁ ମିଳୁଛି। […]
ଭୁବନେଶ୍ୱର: ଆଗାମୀ ବର୍ଷାଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ଜଳସମ୍ପଦ ବିଭାଗ ତରଫରୁ ବନ୍ୟା ପ୍ରସ୍ତୁତି ପ୍ରାରମ୍ଭିକ ପର୍ଯ୍ୟାୟ ବୈଠକ ଆଜି ଅନୁଷ୍ଠିତ ହୋଇଛି। ଜଳ ସଂପଦ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁଗର୍ଗଙ୍କ ଅଧ୍ୟକ୍ଷତାରେ ଏହା ଅନୁଷ୍ଠିତ ହୋଇଯାଇଛି […]
ଭୁବନେଶ୍ବର: ଆଜି ବିଳମ୍ବିତ ରାତିରେ ଭୁବନେଶ୍ବରର ଥିବା ଏକ ପ୍ରାଚୀନ କୁଣ୍ଡର ପାଣି ବିକ୍ରି ହେବ। ତାହା ପୁଣି ଷହେ କିମ୍ବା ଦୁଇ ଶହ ନୁହେଁ, ହଜାର ହଜାର ଟଙ୍କାରେ ବିକ୍ରି ହେବ। ସେହି ସ୍ଥାନଟି ହେଉଛି ପୁରୁଣା ଭୁବନେଶ୍ବରର କାରୁକାର୍ଯ୍ୟଭରା […]
ନୂଆଦିଲ୍ଲୀ: ବିନା ଜୋରିମାନାରେ ଅଣ-କାର୍ଯ୍ୟକ୍ଷମ କୋଇଲା ଖଣି ଫେରାଇବା ଲାଗି କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ବିଭିନ୍ନ ରାଷ୍ଟ୍ରାୟତ୍ତ ଉଦ୍ୟୋଗମାନଙ୍କୁ ୱାନ ଟାଇମ୍ ୱିଣ୍ଡୋ ସୁବିଧା ପ୍ରଦାନ କରାଯିବ। ବର୍ତ୍ତମାନ କାର୍ଯ୍ୟକ୍ଷମ ନଥିବା ଯେକୌଣସି କୋଇଲା ଖଣି ଫେରାଇଲେ ସରକାରୀ କମ୍ପାନୀଗୁଡ଼ିକର […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ଅଟଳ ଇନୋଭେସନ ମିଶନ (ଏଆଇଏମ)କୁ ମାର୍ଚ୍ଚ ୨୦୨୩ ପର୍ଯ୍ୟନ୍ତ ଜାରି ରଖିବା ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଏଆଇଏମ ଦେଶରେ ଏକ ନବସୃଜନ ସଂସ୍କୃତି ଏବଂ ଉଦ୍ୟମଶୀଳତା ସହ ଜଡ଼ିତ ଇକୋସିଷ୍ଟମ ବିକଶିତ […]
ନୂଆଦିଲ୍ଲୀ: ଦୁଇ ବର୍ଷର ବ୍ୟବଧାନ ପରେ ଅମରନାଥ ଯାତ୍ରା ବାବା ବରଫାନୀଙ୍କ ଦର୍ଶନ ଏବେ ଆରମ୍ଭ ହେବାକୁ ଯାଉଛି। ଚଳିତ ବର୍ଷର ଅମରନାଥ ଯାତ୍ରା ପାଇଁ ପଞ୍ଜୀକରଣ ପ୍ରକ୍ରିୟା ଏପ୍ରିଲ ୧୧ ତାରିଖରୁ ଆରମ୍ଭ ହେବ। ସୂଚନାଯୋଗ୍ୟ ଯେ ଏହି ଯାତ୍ରା […]
ନୂଆଦିଲ୍ଲୀ: ‘‘ଭାରତରେ ନିର୍ମାଣ’’ (କ୍ରିଏଟ୍ ଇନ୍ ଇଣ୍ଡିଆ) ଏବଂ ‘‘ବ୍ରାଣ୍ଡ ଇଣ୍ଡିଆ’’ର ଆଲୋକବର୍ତ୍ତିକା ସାଜିବାରେ ଭାରତୀୟ ଆନିମେସନ, ଭିଜୁଆଲ ଇଫେକ୍ଟସ୍, ଗେମିଂ ଏବଂ କମିକ୍ (ଏଭିଜିସି) କ୍ଷେତ୍ରରେ ବ୍ୟାପକ ସମ୍ଭାବନା ରହିଛି। ୨୦୨୫ ସୁଦ୍ଧା ବିଶ୍ବ ବଜାରର ୫% ଭାଗ ଅକ୍ତିଆର […]
ନୂଆଦିଲ୍ଲୀ: ଆର୍ଥିକ ଅନ୍ତର୍ଭୂକ୍ତିକରଣ ଲକ୍ଷ୍ୟ ନେଇ ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନା (ପିଏମଏମୱାଇ)ର ଶୁଭାରମ୍ଭ କରାଯାଇଥିଲା। ଆମେ ଏହି ଯୋଜନାର ସପ୍ତମ ବର୍ଷ ପୂର୍ତ୍ତି ପାଳନ କରୁଛୁ। ଆସନ୍ତୁ ଆମେ ଏହି ଯୋଜନାର କେତେକ ପ୍ରମୁଖ ଦିଗ ଏବଂ ଉପଲବ୍ଧି ଉପରେ ନଜର […]
ଭୁବନେଶ୍ବର: ଆପଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ ଭିଜିଲାନ୍ସ ବିଭାଗ ଜଣେ ଇଂଜିନିୟରଙ୍କ ଦ୍ବିତୀୟ ସ୍ତ୍ରୀଙ୍କ ପାଖରେ ଯେତେ ଟଙ୍କା ପାଇଲେ ତାହା ଏକ ରେକର୍ଡ। ଅର୍ଥାତ ଭିଜିଲାନ୍ସ ପୂର୍ବରୁ ଯେତେ ଚଢାଉ କରିଥିଲେ ସେମାନେ ଏତେ ଟଙ୍କା ଆଉ ସୁନା କେବେ […]
ଭୁବନେଶ୍ୱର: ଆଜି ଷୋଡ଼ଶ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାର ଏଗାର ଦିନ ସନ୍ଧ୍ୟାରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ପ୍ରଦୀପ ପ୍ରଜ୍ୱଳନ ସହ ଜଗନ୍ନାଥଙ୍କ ପାଦରେ ପୁଷ୍ପଗୁଚ୍ଛ ନିବେଦନ କରି ମେଳାର ଶୁଭାରମ୍ଭ କରିଥିଲେ। ଏହି ଅବସରରେ […]
ନୂଆଦିଲ୍ଲୀ: ସଂସଦର ବଜେଟ୍ ଅଧିବେଶନ ୨୦୨୨ ଶେଷ ହୋଇଛି। ଆଜି ଅର୍ଥାତ୍ ଗୁରୁବାର, ଏପ୍ରିଲ ୭ ତାରିଖ ଠାରୁ ସଂସଦର ଦୁଇଟି ସଦନ- ରାଜ୍ୟସଭା ଏବଂ ଲୋକସଭାକୁ ଅନିଶ୍ଚିତ କାଳ ପାଇଁ ମୁଲତବୀ ଘୋଷଣା କରାଯାଇଛି। କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ […]
ନୂଆଦିଲ୍ଲୀ: ଓଡ଼ିଶା ସମେତ ଦେଶର ୧୦ଟି ରାଜ୍ୟକୁ ୨୦୨୧-୨୨ ଆର୍ଥିକ ବର୍ଷରେ ବିଦ୍ୟୁତ କ୍ଷେତ୍ରରେ ସଂସ୍କାର ପାଇଁ ଅର୍ଥ ମନ୍ତ୍ରଣାଳୟର ବ୍ୟୟ ବିଭାଗ ପକ୍ଷରୁ ଅତିରିକ୍ତ ୨୮ ହଜାର ୨୦୪ କୋଟି ଟଙ୍କାର ଋଣ ଉଠାଣ ପାଇଁ ଅନୁମତି ମିଳିଛି। ଓଡ଼ିଶାକୁ […]
ନୂଆଦିଲ୍ଲୀ: ଆଜି ଏକ ନାଟକୀୟ ମୋଡରେ ଆନ୍ଧ୍ର ପ୍ରଦେଶର ସମସ୍ତ ମନ୍ତ୍ରୀ ଇସ୍ତଫା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀଙ୍କୁ ଏହି ଇସ୍ତଫା ପତ୍ର ପଠାଇଛନ୍ତି।ଆଜି ଅପରାହ୍ନ 3 ଟାରେ ମୁଖ୍ୟମନ୍ତ୍ରୀ ଏକ ଜରୁରୀ କ୍ୟାବିନେଟ ବୈଠକ ଡାକିଥିଲେ। ସେଥିରେ ରାଜ୍ୟର ମନ୍ତ୍ରୀ […]
ମୁମ୍ବାଇ: କନ୍ନଡ ଭାଷାରେ ନିର୍ମିତ ଆକ୍ସନ୍ ଡ୍ରାମା K.G.F Chapter2 ଚଳଚିତ୍ରର ଏକ ସ୍ୱତନ୍ତ୍ର ପୋଷ୍ଟର ରିଲିଜ୍ କରାଯାଇଛି। ଏହି ଚଳଚିତ୍ରଟିର ଲେଖକ ଓ ନିର୍ଦ୍ଦେଶକ ହେଉଛନ୍ତି ପ୍ରଶାନ୍ତ ନୀଲ। ହୋମ୍ବଲେ ଫିଲ୍ମସ୍ ଅଧୀନରେ ବିଜୟ କିରାଗାନ୍ଦୁରଙ୍କ ଦ୍ୱାରା ନିର୍ମିତ । […]
ନୂଆଦିଲ୍ଲୀ: ଋଷ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧରେ ଆମେରିକା ଭାରତର ନିରପେକ୍ଷତାକୁ ପସନ୍ଦ କରୁନାହିଁ। ଆମେରିକା ପୂର୍ବରୁ ଭାରତକୁ ଅନେକ ଥର ଛିଡା ହେବାକୁ କହିଛି। ଅନେକ ଥର ପରୋକ୍ଷରେ ଏହା ଉପରେ ଚାପ ପକାଇବାକୁ ଚେଷ୍ଟା କରାଯାଇଛି, କିନ୍ତୁ […]
Volvo XC40 : ପ୍ରତିଷ୍ଠିତ କାର ନିର୍ମାତା ଭୋଲଭୋ କଂପାନୀ ଭାରତୀୟ ବଜାରକୁ ଆଣୁଛି ଏକ ନୂଆ ଇଭି ବା ଇଲେଟ୍ରିକ କାର। ଯାହାର ନାମ ରହିଛି ଭୋଲଭୋ XC40 । ତେବେ ଏହି କାରର ବିଶେଷତ୍ବ ହେଉଛି ଯେ ଏହା […]
ନୂଆଦିଲ୍ଲୀ: ଖୁବ୍ ଶୀଘ୍ର ଭାରତୀୟ ସେନାରେ ନିଯୁକ୍ତି ପ୍ରକ୍ରିୟାରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଏଥିପାଇଁ ନରେନ୍ଦ୍ର ମୋଦୀ ସରକାର ‘ଅଗ୍ନିପଥ ପ୍ରବେଶ ଯୋଜନା’ ଆଣିବାକୁ ଯାଉଛନ୍ତି। ଏହି ନୂତନ ବ୍ୟବସ୍ଥା ଅଧୀନରେ ସେବାରେ ଥିବା ସୈନିକମାନଙ୍କୁ ‘ଅଗ୍ନିବୀର’ କୁହାଯିବ […]
ବିଶ୍ବବିଜୟୀ ଦାଶ ଆଜି ବିଶ୍ୱ ସ୍ୱାସ୍ଥ୍ୟ ଦିବସ। ସ୍ବାସ୍ଥ୍ୟ ମଣିଷ ପାଇଁ ଏକ ମୌଳିକ ଆବଶ୍ୟକତା। ସ୍ୱାସ୍ଥ୍ୟ ଭଲ ନ ରହିଲେ, ମଣିଷ ଠିକ୍ ଭାବରେ ଜୀବନଯାପନ କରିପାରିବ ନାହିଁ। ଏହାକୁ ଦୃଷ୍ଟିରେ ରଖି ବିଶ୍ବ ସ୍ବାସ୍ଥ୍ୟ ସଂଗଠନ ତରଫରୁ ପ୍ରତିବର୍ଷ […]
ନୂଆଦିଲ୍ଲୀ/ଭୁବନେଶ୍ୱର: ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ଅନ୍ତର୍ଗତ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଏବଂ ଛତିଶଗଡ଼ ବିଳାସପୁର ସ୍ଥିତ ଗୁରୁ ଘାସିଦାସ ବିଶ୍ୱବିଦ୍ୟାଳୟ ଠାରେ ମହିମା ଧର୍ମର ମହାନ ପ୍ରଚାରକ ସନ୍ଥ କବି ଭୀମ ଭୋଇଙ୍କ ଚେୟାର ପ୍ରତିଷ୍ଠା […]
ଭୁବନେଶ୍ୱର: କୃଷି ଓ ଏହାର ଆନୁଷଙ୍ଗିକ କ୍ଷେତ୍ରରେ ନିଯୁକ୍ତିର ବ୍ୟାପକ ସୁଯୋଗ ରହିଛି। ବିଗତ କରୋନା ମହାମାରୀ କାଳରେ ଚାକିରି ବୃତ୍ତି ପାଇଁ ରାଜ୍ୟ ବାହାରକୁ ଯାଇଥିବା ଓଡ଼ିଆ ଯୁବପିଢ଼ି ରାଜ୍ୟକୁ ଫେରି କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ମନୋନିବେଶ ତଥା […]