ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ପ୍ରୟାଗରାଜରେ ଆୟୋଜିତ ମହାକୁମ୍ଭରେ ମହାସ୍ନାନ ସମେତ ବିଭିନ୍ନ ସମୟରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହେଉଛି। ଏହି ପରିପ୍ରେକ୍ଷୀରେ ମହାକୁମ୍ଭ ଅବସରରେ ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟର ଉତ୍ତର କେନ୍ଦ୍ରୀୟ ଜୋନ୍ ସାଂସ୍କୃତିକ କେନ୍ଦ୍ର, ପ୍ରୟାଗରାଜ ପକ୍ଷରୁ ଜାନୁଆରୀ […]
ଭୁବନେଶ୍ବର: ବର୍ତ୍ତମାନ ଓଡିଶା ରାଜନୀତିରେ ପୁଣି ଥରେ ନବ ଦାସ ହତ୍ୟାକାଣ୍ଡର ଚର୍ଚ୍ଚା ଆରମ୍ଭ ହୋଇଯାଇଛି।ବିଜେପି ନେତାମାନେ ନବ ଦାସ ପରିବାରଙ୍କୁ ଏକ ପ୍ରକାରର ଆକ୍ରମଣ ଆରମ୍ଭ କରିଦେଇଛନ୍ତି। ଦୁଇ ବର୍ଷ ତଳେ ଠିକ ଏହି ଜାନୁୟାରୀରେ ତାଙ୍କୁ ହତ୍ୟା କରାଯାଇଥିଲା। […]
ଭୁବନେଶ୍ବର: ଆଉ କିଛିଦନି ପରେ ବରିଷ୍ଠ ନେତା ନବ ଦାସଙ୍କ ହତ୍ୟାକାଣ୍ଡକୁ ଦୁଇ ବର୍ଷ ପୁରଣ ହେବ। ଏହା ପୂର୍ବରୁ ଏହି ହତ୍ୟାକାଣ୍ଡ ନେଇ ଆସିଛି ଏକ ଚାଞ୍ଚଲ୍ୟକର ତଥ୍ୟ ପଦାକୁ ଆସିଛି। ତାହା ହେଉଛି ଘଟଣା ଦିନ ଗୋଟିଏ ନୁହେଁ […]
ଭୁବନେଶ୍ୱର: ଆଲୁମିନିୟମ ଓ ତମ୍ବାରେ ବିଶ୍ୱରେ ଅଗ୍ରଣୀ ହିଣ୍ଡାଲ୍କୋ ଇଣ୍ଡଷ୍ଟ୍ରିଜ ଲିମିଟେଡର ଏକ ସହଯୋଗୀ କମ୍ପାନୀ ଆଦିତ୍ୟ ଆଲୁମିନିୟମ ତାହାର ଲପଙ୍ଗାସ୍ଥିତ କାରଖାନାରୁ ଫ୍ଲାଏ ଆଶ୍ ନିକଟସ୍ଥ ସିମେଣ୍ଟ ପ୍ଲାଣ୍ଟକୁ ଯୋଗାଣ ନିମନ୍ତେ ଏକ ୫-ବର୍ଷିଆ ଚୁକ୍ତି ସ୍ୱାକ୍ଷର କରିଛି । […]
ଭୁବନେଶ୍ବର: ସମଗ୍ର ଶିକ୍ଷା କାର୍ୟ୍ୟକ୍ରମରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍ତରରେ ସ୍କିମାଟିକ୍ କନିଷ୍ଠ ଶିକ୍ଷକମାନେ [Junior Teacher ( Schematic)] ନିୟୋଜିତ ହୋଇଛନ୍ତି। ସେମାନଙ୍କୁ ମାସିକ ୧୧,୧୦୦ ଟଙ୍କା ପାରିଶ୍ରମିକ ଦିଆଯାଉଛି । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ […]
ବାଲୁଗାଁ: ଶୀତ ଅନୁଭୂତ ତଥା ପାଗ ଅନୁକୂଳ ରହିଥିବାରୁ ଏସିଆର ବୃହତ୍ତମ ଲବଣ ହ୍ରଦ ଚିଲିକାରେ ପ୍ରତିବର୍ଷ ପରି ଚଳିତ ବର୍ଷ ଲକ୍ଷାଧିକ ବିଦେଶାଗତ ପକ୍ଷୀ ସମେତ ସ୍ଥାନୀୟ ପକ୍ଷୀଙ୍କ ସମାଗମ ଦେଖିବାକୁ ମିଳିଛି।ଆସନ୍ତା ୧୮ରେ ପକ୍ଷୀ ଓ ୨୦ରେ ଡ଼ଲଫିନ […]
ନୂଆଦିଲ୍ଲୀ: କେନ୍ଦ୍ର ସରକାର କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର। ସେମାନଙ୍କ ଦରମା ଏବଂ ପେନସନଭୋଗୀଙ୍କ ଭତ୍ତା ପୁନର୍ବିବେଚନ କରିବା ପାଇଁ ଅଷ୍ଟମ ପେ କମିଶନ୍ ଗଠନ କରିବାକୁ ସରକାର ସମ୍ମତି ଦେଇଛି। ଏ ନେଇ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ […]
ଭୁବନେଶ୍ବର: ବିଜେଡିର ଟାଣୁଆ ନେତା ନବ ଦାସ ହତ୍ୟାକାଣ୍ଡକୁ ଆଉ କିଛି ଦିନ ପରେ ଦୁଇ ବର୍ଷ ପୁରଣ କରିବ। ୨୯ ଜାନୁଆରୀ ୨୦୨୩ରେ ତାଙ୍କୁ ହତ୍ୟା କରାଯାଇଥିଲା। ଯାହା ସେତେବେଳେ ଓଡିଶା କାହିଁକି ଜାତୀୟ ରାଜନୀତିରେ ହଇଚଇ ସୃଷ୍ଟି କରିଥିଲା। […]
ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ କାର୍ଯ୍ୟକାଳର ଶେଷ ଦିନରେ ତାଙ୍କ ସରକାର ଭାରତକୁ ଦୁଇଟି ବଡ ଉପହାର ଦେଇଛନ୍ତି। ଏହି ଉପହାରଗୁଡ଼ିକ ଭାରତ-ଆମେରିକା ସମ୍ପର୍କକୁ ଆହୁରି ମଜବୁତ କରିବ। ଏହା ସହିତ ଦୁଇ ଦେଶ ମଧ୍ୟରେ ବୈଷୟିକ ଏବଂ ସୁରକ୍ଷା […]
ନୂଆଦିଲ୍ଲୀ: କୋଭିଡ-୧୯ ମୁକାବିଲାରେ ବିଫଳତା କାରଣରୁ ଭାରତ ସମେତ ଅନେକ ଦେଶରେ କ୍ଷମତାସୀନ ସରକାର ପରାଜିତ ହୋଇଥିବା ନେଇ ମେଟା ପ୍ରତିଷ୍ଠାତା ମାର୍କ ଜୁକରବର୍ଗ ଦେଇଥିବା ତ୍ରୁଟିପୂର୍ଣ୍ଣ ଓ ତଥ୍ୟହୀନ ମନ୍ତବ୍ୟକୁ ନେଇ ଭାରତରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଗତ […]
ଭୁବନେଶ୍ବର: ରାଜ୍ୟ ସ୍ତରୀୟ ବୀମା କମିଟି (SLIC)ର ପ୍ରଥମ ସମ୍ମିଳନୀ ୧୫ ଜାନୁଆରୀ ୨୦୨୫ ତାରିଖରେ ଭୁବନେଶ୍ୱରରେ ଆୟୋଜିତ ହୋଇଯାଇଛି । ଏହି ସମ୍ମିଳନୀ ଶ୍ରୀମତୀ ଅନୁ ଗର୍ଗ, ଉନ୍ନୟନ କମିଶନର୍ ଓ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସମ୍ପାଦିତ […]
ଭୁବନେଶ୍ବର: ଯାଜପୁର ଅଞ୍ଚଳର ବୌଦ୍ଧ ପର୍ଯ୍ୟଟନ ସ୍ଥଳୀ ଉଦୟଗିରି ଓ ରତ୍ନଗିରିରେ ବୌଦ୍ଧ ଧର୍ମାବଲମ୍ବୀ ଓ ସନ୍ନ୍ୟାସୀଙ୍କ ମିଳନ ସମାଗମ ଘଟିଛି। ସ୍ନେହ, ପ୍ରେମ ଏବଂ ଶ୍ରଦ୍ଧାର ବାର୍ତ୍ତା ନେଇ ବିଶ୍ୱ ଶାନ୍ତି ପାଇଁ ବୁଦ୍ଧଙ୍କ ନିକଟରେ ପ୍ରାର୍ଥନା ଏବଂ ମନ୍ତ୍ରପାଠ […]
ନୂଆଦିଲ୍ଲୀ: ରାଜ୍ୟର ୮୦ ବର୍ଷ ବା ତା’ଠାରୁ ଉର୍ଦ୍ଧ୍ୱ ବୟସ୍କ ବ୍ୟକ୍ତି ଏବଂ ୮୦ ପ୍ରତିଶତ ବା ତଦୁର୍ଦ୍ଧ ଭିନ୍ନକ୍ଷମ ହିତାଧିକାରୀମାନେ ଆଜିଠାରୁ ମାସକୁ ୩୫୦୦ ଟଙ୍କା ପେନସନ ପାଇବେ। ପୂର୍ବରୁ ସେମାନେ ୧୨୦୦ ଟଙ୍କା ପେନସନ ପାଉଥିବା ବେଳେ ଏଥିରେ […]
କେନ୍ଦ୍ରାପଡା: ତୁଳସୀକ୍ଷେତ୍ର କେନ୍ଦ୍ରାପଡାର ଆରାଧ୍ୟଦେବତା ଶ୍ରୀବଳଦେବଜୀଉ ମନ୍ଦିର ପରିସରରେ ମକରବେଢା ପରିକ୍ରମା ଦେବନୀତି ସଂପାଦିତ କରାଯାଇଛି । ଧନୁସଂକ୍ରାନ୍ତିରୁୁ ନିଜର ପିତ୍ରାଳୟ ଗମନ କରିଥିବା ମା ମହାଲକ୍ଷ୍ମୀ ମକରସଂକ୍ରାନ୍ତି ପୂର୍ବଦିନ ବାପଘରୁ ମନ୍ଦିରକୁ ପ୍ରତ୍ୟାବର୍ତନ କରିଥିଲେ । ପ୍ରତ୍ୟାବର୍ତନ ସମୟରେ ମା […]
ପ୍ରୟାଗରାଜ: ରିଲାଏନ୍ସ କଞ୍ଜ୍ୟୁମର ପ୍ରଡକ୍ଟ ଲିମିଟେଡ୍ (ଆରସିପିଏଲ) ମହାକୁମ୍ଭରେ ‘କ୍ୟାମ୍ପା ଆଶ୍ରମ’ ନିର୍ମାଣ କରିବାକୁ ଯାଉଛି । ଏହି ସ୍ୱତନ୍ତ୍ର ଭାବରେ ନିର୍ମିତ ହୋଇଥିବା ବିଶ୍ରାମସ୍ଥଳ ଗୁଡିକରେ ତୀର୍ଥଯାତ୍ରୀମାନେ ବିଶ୍ରାମ ନେବା ସହିତ ଜଳପାନ ମଧ୍ୟ ପାଇପାରିବେ । ତୀର୍ଥଯାତ୍ରୀମାନଙ୍କୁ ଏକ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜମ୍ମୁ ଓ କଶ୍ମୀରରେ ସୋନମାର୍ଗ ଟନେଲକୁ ଉଦଘାଟନ କରିଛନ୍ତି । ଏହି ଅବସରରେ ସମାବେଶକୁ ସମ୍ବୋଧିତ କରି ସେ ଶ୍ରମିକମାନଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ, ଯେଉଁମାନେ ଜମ୍ମୁ-କଶ୍ମୀର ଓ ଭାରତର ବିକାଶ ପାଇଁ […]
ଭୁବନେଶ୍ବର: ପବିତ୍ର ମକର ସଂକ୍ରାନ୍ତି ଆସନ୍ତାକାଲି ଅର୍ଥାତ ୨୦୨୫ ଜାନୁଆରୀ ୧୪ ମଙ୍ଗଳବାର ରେ ପାଳିତ ହେବ। ଏହା ସୂର୍ୟ୍ୟଙ୍କ ମକର ରାଶିରେ ପ୍ରବେଶ ଓ ଶୀତ ଋତୁର ଶେଷ ସମୟକୁ ସୂଚିତ କରେ। ଏହି ପବିତ୍ର ଦିନ ଭାରତର ବିଭିନ୍ନ […]
ନୂଆଦିଲ୍ଲୀ/ ରାଇରଙ୍ଗପୁର/ ବାରିପଦା : ଆଜି ରାଇରଙ୍ଗପୁର ମହତାବ ଭବନ ଠାରେ ଅନୁଷ୍ଠିତ ଏକ ବର୍ଣ୍ଣାଢ୍ୟ କାର୍ଯ୍ୟକ୍ରମ ରେ ଭାରତ ର ମାନନୀୟ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆଭାସୀ ମାଧ୍ୟମ ରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ତା’ଙ୍କ କରକମଳରେ […]
ଭୁବନେଶ୍ବର: ଆଜି ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁଙ୍କ ଅଧ୍ଯକ୍ଷତାରେ ଏକ ଉଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜରୁରୀକାଳୀନ ପରିସ୍ଥିତି ଜାରି ହେବା ସମୟରେ ଯେଉଁମାନେ MISA, DIR ଓ DISIR ଆଇନ ବଳରେ […]
ଭୁବନେଶ୍ବର/ନୂଆଦିଲ୍ଲୀ: ଓଡିଶାରେ କାର୍ଯ୍ୟକାରୀ ହେବ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା । ଏଥିପାଇଁ ଆଜି ନୂଆ ଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ କେନ୍ଦ୍ର ସରକାରଙ୍କ ନ୍ୟାସନାଲ୍ ହେଲଥ ଅଥରିଟି ସହିତ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗର […]
ନୂଆଦିଲ୍ଲୀ: ଭାରତର ଇଲେକ୍ଟ୍ରୋନିକ୍ସ ଉତ୍ପାଦନ କ୍ଷେତ୍ର ପାଇଁ ଏକ ଯୁଗାନ୍ତକାରୀ ଘଟଣାକ୍ରମରେ କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି, ରେଳ, ସୂଚନା ଏବଂ ପ୍ରସାରଣ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ଚେନ୍ନାଇରେ ସିର୍ମା ଏସଜିଏସ ଟେକ୍ନୋଲୋଜିର ଅତ୍ୟାଧୁନିକ ଲାପଟପ୍ ଆସେମ୍ବ୍ଲି […]